'ଜବାନ'ର ସଫଳତା ମଧ୍ୟରେ ଫିଲ୍ମର ନିର୍ଦ୍ଦେଶକ ଏଟଲୀ ସ୍ପଷ୍ଟ କରିଛନ୍ତି ଯେ ସେ ଫିଲ୍ମର ଦ୍ୱିତୀୟ ଭାଗ ମଧ୍ୟ କରିବେ। ଏନେଇ କିଛି ସମୟ ଲାଗିଲେ ମଧ୍ୟ ସେ ନିଶ୍ଚିତ ଭାବରେ 'ଜବାନ୍ ୨' ଆଣିବେ ବୋଲି କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ସେ ଫିଲ୍ମର...
ରୋହିତ ଶେଟ୍ଟୀ ପୁଣି ଥରେ ନିଜ ଅଣ୍ଟା ଭିଡିଲେଣି। ସିଂଘମ୍, ସିମ୍ବା ଏବଂ ସୂର୍ଯ୍ୟବଂଶୀ ପରେ ରୋହିତ ଏବେ ଆଉ ଏକ ଜବରଦସ୍ତ ଫିଲ୍ମ ନେଇ ଆସୁଛନ୍ତି। ଏହି ଫିଲ୍ମଟି ଆଉ କିଛି ନୁହେଁ, ଏହା ହେଉଛି ‘ସିଂଘମ ଏଗେନ୍’। ଏହି ଫିଲ୍ମରେ ଅଜୟ ଦେବଗନ୍, ଅକ୍ଷୟ କୁମାର...
ପ୍ରତ୍ୟେକ ବାପାମାଆ ନିଜ ପୁଅ ପାଇଁ ଅଧିକ ଚିନ୍ତିତ ଥାଆନ୍ତି। ଯଦି ଆପଣ ନିଜ ପୁଅକୁ ପିଲାଦିନରୁ କିଛି କଥା ଏବଂ ମୂଲ୍ୟବୋଧ ଶିଖାଇବେ, ତେବେ ସେ ବଡ ହୋଇ ଲୋକଙ୍କଠାରୁ ସମ୍ମାନ ପାଇବ ଏବଂ ଅନ୍ୟମାନଙ୍କ ଭାବନାକୁ ମଧ୍ୟ ସମ୍ମାନ ଦେବ। ଆସନ୍ତୁ ସେମିତି କିଛି କଥା...
କୁହାଯାଏ ଯେ ହିନ୍ଦୁ ଦେବତା ବ୍ରହ୍ମାଙ୍କ ପୁତ୍ର ବିଶ୍ୱକର୍ମା ସମଗ୍ର ବ୍ରହ୍ମାଣ୍ଡ ସୃଷ୍ଟି କରିଥିଲେ। ବିଶ୍ୱକର୍ମାଙ୍କୁ ମଧ୍ୟ ଦେବତାମାନଙ୍କ ପ୍ରାସାଦର ସ୍ଥପତି ବୋଲି କୁହାଯାଏ। ତେବେ ଆସନ୍ତୁ ଜାଣିବା ତାଙ୍କ ନିର୍ମିତ କେତେକ ମହାନ ନଗରୀ।
ଆଜି ଦେବଶିଳ୍ପୀ ଭଗବାନ ବିଶ୍ୱକର୍ମାଙ୍କ ଜୟନ୍ତୀ। ଦେବତାଙ୍କ ଶିଳ୍ପୀ, ସଂସାରର ପ୍ରଥମ ଇଂଜିନିୟର, ବାସ୍ତୁଦେବଙ୍କ ସନ୍ତାନ ଭଗବାନ ବିଶ୍ୱକର୍ମା ବାସ୍ତୁଶାସ୍ତ୍ରର ପ୍ରଚଣ୍ଡ ବିଦ୍ୱାନ ଥିଲେ। ଏ ସୃଷ୍ଟି ପାଇଁ ତାଙ୍କର ରହିଛି ଅନେକ ଅବଦାନ। ତେବେ ଆସନ୍ତୁ ଜାଣିବା ଏ ବିଶାଳ ସୃଷ୍ଟି ପାଇଁ ସେ କ’ଣ କରିଛନ୍ତି?
ପୁଅ ଟାଇଗର ଶ୍ରଫଙ୍କ କ୍ୟାରିୟର ବିଷୟରେ ଜ୍ୟାକି ଶ୍ରଫ୍ ଖୋଲାଖୋଲି ଭାବେ କହିଛନ୍ତି। ଯେତେବେଳେ ତାଙ୍କ ପୁଅ ଟାଇଗରଙ୍କ କୌଣସି ଫିଲ୍ମ ବକ୍ସ ଅଫିସରେ ସଫଳ ପାଏନି ତାଙ୍କୁ କିପରି ଲାଗେ ସେ କହିଛନ୍ତି।
‘ଜବାନ’ର ସଫଳତା ଇଭେଣ୍ଟରେ ଦୀପିକା ପାଦୁକୋନ କିଙ୍ଗ୍ ଖାନଙ୍କ ସହ ଜବାନ ଗୀତରେ ନାଚିଥିଲେ ଏବଂ ତାଙ୍କ ଗାଲରେ ଚୁମ୍ବନ ମଧ୍ୟ ଦେଇଥିଲେ। ଏହା ପରେ ଦୀପିକା ପାଦୁକୋନଙ୍କ ସ୍ୱାମୀ ରଣବୀର ସିଂହଙ୍କ ପ୍ରତିକ୍ରିୟା ଆସିଥିଲା ଯେଉଁଥିରେ ସେ ପ୍ରେମ ଆଉ ଭଲପାଇବାର କେଇ ଧାଡ଼ି ଲେଖିଛନ୍ତି।
ଆପଣଙ୍କ ବଗିଚାରେ କିମ୍ବା ବାଲକୋନୀରେ ଯଦି ଗୋଲାପ ଅଛି ତେବେ ଧ୍ୟାନ ଦିଅନ୍ତୁ। ଏହା ଏପରି ଏକ ଗଛ ଯାହା ବିଶେଷ ଯତ୍ନର ଆବଶ୍ୟକ କରେ ଏବଂ ଏହାର ମାଟିକୁ କିଛି ଦିନ ଅନ୍ତରରେ ପୁଷ୍ଟିକର ଜିନିଷରେ ଭରିବାକୁ ପଡେ। ତେବେ ଆସନ୍ତୁ ଏହି ଗଛଗୁଡ଼ିକୁ ସୁସ୍ଥ ରଖିବା...
ଆପଣ ଜାଣନ୍ତି କି ଗୋଟିଏ ଜାଗାରେ ବସି ବସି ମଧ୍ୟ କୋଲେଷ୍ଟ୍ରଲ ହ୍ରାସ କରିପାରିବେ। ଏଥିପାଇଁ ଆପଣଙ୍କୁ ପ୍ରତିଦିନ ଦୌଡକୁଦ କରିବାକୁ ପଡିବ ନାହିଁ। ଏଥିପାଇଁ ଆପଣକୁ ଯୋଗର ଏକ କୌଶଳକୁ ଆପଣେଇବାକୁ ପଡିବ।
ଓଜୋନ୍ ଲେୟର ବିଷୟରେ ପ୍ରାୟ ସମସ୍ତେ ଶୁଣିଥିବେ, କିନ୍ତୁ ଏହା କ’ଣ ଏବଂ ଏହି ଦିବସ କାହିଁକି ପାଳନ କରାଯାଏ ଆପଣ ଜାଣନ୍ତି କି? ବାସ୍ତବରେ, ଓଜୋନ ସ୍ତରକୁ ରକ୍ଷାକରିବା ପାଇଁ ଏବଂ ସଚେତନତା ସୃଷ୍ଟି କରିବା ପାଇଁ ପ୍ରତିବର୍ଷ ୧୬ ସେପ୍ଟେମ୍ବରରେ 'ବିଶ୍ୱ ଓଜୋନ ଦିବସ' ପାଳନ...
RBIରେ ଚାକିରି କରିବାକୁ ଚାହୁଁଛନ୍ତି ସେମାନଙ୍କ ପାଇଁ ଏକ ଖୁସି ଖବର। RBI ବର୍ତ୍ତମାନ ଆସିଷ୍ଟାଣ୍ଟ’ ପଦ ପାଇଁ ଅନଲାଇନ୍ ଆବେଦନ ଗ୍ରହଣ କରୁଛି। ଆବେଦନ ପ୍ରକ୍ରିୟା ଚାଲିଛି। ଯେଉଁମାନେ ଇଚ୍ଛୁକ ବିନା ବିଳମ୍ବରେ ତୁରନ୍ତ ଆବେଦନ କରିବା ଦରକାର।
ନାସିରୁଦ୍ଦିନ ଶାହା ତାଙ୍କ ଅଭିନୟ ଅପେକ୍ଷା ବିବାଦୀୟ ମତ ଦେଇ ପ୍ରାୟ ସମୟରେ ଚର୍ଚ୍ଚାରେ ରୁହନ୍ତି। ଏବେ ପୁଣି ଥରେ ସେ ଏମିତି କିଛି କହିଛନ୍ତି ଯାହାକୁ ନେଇ ଅନେକ ଲୋକ ତାଙ୍କୁ ଟ୍ରୋଲ କରୁଛନ୍ତି। ସବୁଠାରୁ ବଡ କଥା ହେଉଛି ନାସିରୁଦ୍ଦିନ ଶାହା ନିଜେ ବଲିଉଡର ଏକ...
'ଜବାନ' ଦେଖିସାରିବା ପରେ ଜଣେ ପାକିସ୍ତାନୀ ଷ୍ଟାର୍ ଶାହରୁଖ ଖାନଙ୍କ ପାଇଁ ଏକ ସ୍ୱତନ୍ତ୍ର ଟ୍ୱିଟ୍ କରିଛନ୍ତି। ସେ କିଛି ହିନ୍ଦୀ ଫିଲ୍ମରେ ମଧ୍ୟ ଅଭିନୟ କରିଛନ୍ତି। ସେ ଟ୍ୱିଟ୍ରେ ଯାହା ଲେଖିଛନ୍ତି ତାହା ଶାହରୁଖ ଖାନଙ୍କ ପ୍ରଶଂସକଙ୍କ ଦୃଷ୍ଟି ଆକର୍ଷଣ କରୁଛି।
ଭାରତରେ ‘ଇଞ୍ଜିନିୟର୍ସ ଦିବସ’ ପ୍ରତିବର୍ଷ ୧୫ ସେପ୍ଟେମ୍ବରରେ ପାଳନ କରାଯାଏ। ୧୫ ସେପ୍ଟେମ୍ବର ହେଉଛି ଭାରତୀୟ ସିଭିଲ୍ ଇଞ୍ଜିନିୟର ତଥା ରାଜନେତା ସାର୍ ମୋକ୍ଷଗୁଣ୍ଡମ୍ ବିଶ୍ୱେଶ୍ୱରାୟଙ୍କ ଜନ୍ମଦିନ। ତାଙ୍କ ଜନ୍ମଦିନକୁ ‘ଇଞ୍ଜିନିୟର୍ସ ଦିବସ’ ଭାବରେ ପାଳନ କରାଯାଏ।
୧୫ ସେପ୍ଟେମ୍ବରରେ ସମଗ୍ର ବିଶ୍ୱରେ ଆନ୍ତର୍ଜାତୀୟ ଗଣତନ୍ତ୍ର ଦିବସ ପାଳନ କରାଯାଏ। ଏହି ବିଶେଷ ଦିନ ପାଇଁ ୨୦୦୭ ରେ ମିଳିତ ଜାତିସଂଘ ସାଧାରଣ ସଭାରେ ଏକ ପ୍ରସ୍ତାବ ପାରିତ ହୋଇଥିଲା। ଆନ୍ତର୍ଜାତୀୟ ଗଣତନ୍ତ୍ର ଦିବସ ଲୋକମାନଙ୍କ ବିଷୟରେ ଏବଂ ଗଣତନ୍ତ୍ରର ମହତ୍ତ୍ୱକୁ ସ୍ମରଣ କରିବା ନେଇ ଏକ...
ଭଗବାନ ଗଣେଶଙ୍କୁ ନେଇ ରହିଛି ଅନେକ କାହାଣୀ। କୁହାଯାଏ ଭାରତର ମହାନ କାବ୍ୟ ‘ମହାଭାରତ’କୁ ଭଗବାନ ଗଣେଶ ଲେଖିଥିଲେ। ତେବେ ସେ କିପରି ଓ କେଉଁଠି ଲେଖିଥିଲେ ଆସନ୍ତୁ ଜାଣିନେବା।
ସବୁ ଶୁଭ କାମରେ ପ୍ରଥମେ ଭଗବାନ ଗଣେଶଙ୍କୁ ପୂଜା କରିବାର ଅନେକ ଲୋକପ୍ରିୟ କଥା ରହିଛି। ଏହା ପଛରେ ତାଙ୍କ ଦୁଇ ପତ୍ନୀ ରିଦ୍ଧି-ସିଦ୍ଧିଙ୍କର ମଧ୍ୟ ଭୂମିକା ଥିବା କିମ୍ବଦନ୍ତୀ କୁହେ। ତେବେ ଆସନ୍ତୁ ଜାଣିନେବା ଭଗବାନ ଗଣେଶ କାହିଁକି ଦୁଇଟି ବିବାହ କରିଥିଲେ।
ଗଣେଶ ପୂଜାରେ ସଙ୍ଗୀତ ଏବଂ ନୃତ୍ୟ ଏକ ବିଶେଷ ଭୂମିକା ନେଇଥାଏ। ଭଗବାନ ଗଣେଶଙ୍କୁ ସ୍ୱାଗତ କରିବା ହେଉ କି ତାଙ୍କର ବିଦାୟ ବେଳେ ଉଭୟ ନାଚ-ଗୀତର ଚମତ୍କାର ହାବଭାବ ଦେଖିବାକୁ ମିଳେ। ଏହି ୫ଟି ବଲିଉଡ ଗୀତ ଆପଣଙ୍କ ପୂଜାର ମାହୋଲକୁ ଆହୁରି ରଙ୍ଗିନ କରିଦେବ।
ହିନ୍ଦୁ ଦେବଦେବୀଙ୍କ ମଧ୍ୟରେ ଭଗବାନ ଗଣେଶଙ୍କୁ ସବୁଠାରୁ ଜ୍ଞାନୀ ଭାବେ ଗଣାଯାଏ। ଆପଣ ଯଦି ନିଜ ପିଲାଙ୍କୁ ବୁଦ୍ଧିମାନ ଏବଂ ସଫଳ କରିବାକୁ ଚାହାନ୍ତି ତେବେ ଏହି ଗଣେଶ ଚତୁର୍ଥୀରେ ଭଗବାନ ଗଣେଶଙ୍କ ଜୀବନରୁ କିଛି ଶିକ୍ଷା ନେଇ ଏହା କରି ପାରିବେ। ଆସନ୍ତୁ ସେ ବିଷୟରେ ଜାଣିନେବା।
ବିଘ୍ନ ବିନାଶକ ଦେବତା ଶ୍ରୀଗଣେଶ । ସିଏ ପୂଜାରେ ସନ୍ତୁଷ୍ଟ ହୋଇ ଭକ୍ତଙ୍କ ସମସ୍ତ ପ୍ରତିବନ୍ଧକକୁ ହଟାଇ ସୁଖ, ସୌଭାଗ୍ୟ ଏବଂ ଧନଧାନ୍ୟରେ ଭଣ୍ଡାର ଭରି ଦିଅନ୍ତି। ତାଙ୍କର ଦୟା ଏବଂ ପରୋପକାର ବିଷୟରେ ଅନେକ କାହାଣୀ ଅଛି, ଯାହା ମଧ୍ୟରେ ଜଣେ ବୁଢୀଠାରୁ ଖିରି ଖାଇବାର ଲୋକକଥା...