• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pramod Behera

Pramod Behera

Editor

ଇଂରାଜୀରେ ସ୍ନାତକୋତ୍ତର କରିଥିବା ବେଳେ ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ଦଶ ବର୍ଷର ...more

ଇଂରାଜୀରେ ସ୍ନାତକୋତ୍ତର କରିଥିବା ବେଳେ ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ଦଶ ବର୍ଷର ଅଭିଜ୍ଞତା ରହିଛି। ପୂର୍ବରୁ ଅନ୍ୟାନ୍ୟ ଖବର କାଗଜ ଓ ଏକ ଡିଜିଟାଲ ମିଡିଆରେ କାମ କରିବା ପରେ ଏବେ ଓଟିଭି ସହ ଜଡିତ ଅଛନ୍ତି। ଜାତୀୟ-ଅନ୍ତର୍ଜାତୀୟ ଖବର ସହିତ ଆଞ୍ଚଳିକ, ଫିଚର, ସାହିତ୍ୟ, ସମ୍ପାଦକୀୟ ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।

less

Posts by Pramod Behera

The dialouge oh hanuman in adipurush not satisfied by audience
'ଆଦିପୁରୁଷ'କୁ କାଠମାଣ୍ଡୁରେ ବିରୋଧ; ସୀତାଙ୍କ ଜନ୍ମସ୍ଥାନକୁ ସଂଶୋଧନ କରିବାକୁ ଚେତାବନୀ

'ଆଦିପୁରୁଷ'ର ସଂଳାପ ଦର୍ଶକଙ୍କ ଦ୍ୱାରା ହଜମ ହେଉ ନାହିଁ। ଏହି ସମୟରେ ଶୁକ୍ରବାର ଦିନ କାଠମାଣ୍ଡୁର ସିନେମା ହଲ୍‌ରେ 'ଆଦିପୁରୁଷ'ର ସ୍କ୍ରିନିଂ ବନ୍ଦ କରାଯାଇଛି। ଭୁଲକୁ 'ସଂଶୋଧନ କରା ନ ଗଲେ କୌଣସି ଭାରତୀୟ ଚଳଚ୍ଚିତ୍ରକୁ ରାଜଧାନୀରେ ସ୍କ୍ରିନିଂ କରିବାକୁ ଅନୁମତି ଦିଆଯିବ ନାହିଁ ବୋଲି ଚେତାବନୀ ଦିଆଯାଇଛି।

The dialouge oh hanuman in adipurush not satisfied by audience
'ଆଦିପୁରୁଷ'ରେ ହନୁମାନଙ୍କ ସଂଳାପ ଶୁଣି ରାଗିଲେ ଦର୍ଶକ; କହିଲେ….

ଦୀର୍ଘ ଦିନର ଅପେକ୍ଷା ଶେଷ ହୋଇଛି। 'ଆଦିପୁରୁଷ' ଏବେ ଦର୍ଶକଙ୍କ ସାମ୍ନାରେ। ଓମ୍ ରାଓତଙ୍କ ଏହି ଚଳଚ୍ଚିତ୍ର ଦୀର୍ଘ ଦିନ ଧରି ଚର୍ଚ୍ଚାରେ ଥିଲା ଏବଂ ଆଜି ଏହା ଦର୍ଶକଙ୍କ ପାଖରେ ପହଞ୍ଚିଛି। ଫିଲ୍ମକୁ ନେଇ ସୋସିଆଲ ମିଡିଆରେ ମଧ୍ୟ ଲୋକଙ୍କ ବିଭିନ୍ନ ପ୍ରତିକ୍ରିୟା ଆସୁଛି।

haryna yamunanagar saint baba jasdeep singh provides home to poor people
ଆଜି ବି ଅଛନ୍ତି ପ୍ରକୃତ ସନ୍ଥ; ୫୦ ପରିବାରଙ୍କ ଘର ତୋଳି ସାରିଲେଣି ଏହି ବାବା

ପ୍ରତ୍ୟେକ ମଣିଷର ମୌଳିକ ଆବଶ୍ୟକତା ରହିଛି। ହେଲେ ଆଜିର ଦୁନିଆରେ ମଧ୍ୟ ଏମିତି କିଛି ବ୍ୟକ୍ତି ଅଛନ୍ତି ଯେଉଁମାନେ ଏହି ମୌଳିକ ଆବଶ୍ୟକତାକୁ ପୂରଣ କରିବାରେ ଅସମର୍ଥ ହୁଅନ୍ତୁ। ଜଣେ ସାଧୁ ଅଛନ୍ତି, ଯିଏ ଏମାନଙ୍କ ସାହାରା ହୋଇଛନ୍ତି। ଆସନ୍ତୁ ଜାଣିବା…

On demanding dowry the groom was tied to a tree
Viral Video: ବିବାହ ମଝିରେ ବର ମାଗିଲା ଯୌତୁକ; କନ୍ୟା ପ‍କ୍ଷ ଦେଲେ ପାନେ

ଚାଲିଥିଲା ବିବାହ। ବର ହଠାତ ଯୌତୁକ ମାଗିଲା। ଝଗଡା ବଢିଲା। ଯେତେ ବୁଝାସୁଝା କଲେ ମଧ୍ୟ ବର ତା’ ଜିଦିରେ ଅଟଳ ରହିଲା। କନ୍ୟାପକ୍ଷ ନେଲେ ଏମିତି ପଦକ୍ଷେପ। ଦେଲେ ଉତ୍ତମ ମଧ୍ୟମ।

Ratha Jatra 2023 the Greatness of the rope of Jagannath ratha jatra
Ratha Jatra 2023: ଜନ୍ମ ଜନ୍ମାନ୍ତର ପାପ ହରେ ରଥ ଦଉଡ଼ି; ଜାଣନ୍ତୁ ଦଉଡ଼ିର ରୋଚକ କଥା

କାଳିଆ ସାଆନ୍ତର ବଡଦାଣ୍ଡ ଧୂଳି ହେଉ କି ଶ୍ରୀମନ୍ଦିରର ମଳି ହେଉ। ସାଗରର ନୀଳ ଜଳ ହେଉ କି ଶ୍ରୀଅଙ୍ଗର ବାସି ମାଳ ହେଉ, ସବୁକିଛି ମହାନ ଆଉ ପବିତ୍ର। ଏହି ପବିତ୍ର ଜିନିଷ ମଧ୍ୟରେ ରଥ ଦଉଡି ବା ବାଦ ପଡିବ କାହିଁକି। ଏହି ପବିତ୍ର ଦଉଡ଼ିକୁ...

Ratha Jatra 2023 the rituals of Niladribije
Ratha Jatra 2023: ନୀଳାଦ୍ରିବିଜେରେ ନୀଳକନ୍ଦରକୁ ଫେରନ୍ତି ନୀଳାଦ୍ରିନାଥ; ସରେ ଜନ୍ମବେଦି ଲୀଳା

ନୀଳାଦ୍ରିବିଜେରେ ଶ୍ରୀକ୍ଷେତ୍ରରେ ଦେଖିବାକୁ ମିଳେ ମହାପ୍ରଭୁଙ୍କ ମାନବୀୟ ଲୀଳା ଖେଳାର ଏକ ଅନନ୍ୟ ନିଦର୍ଶନ। ପତ୍ନୀଙ୍କୁ ସାଥିରେ ନ ନେଇ ରଥଯାତ୍ରାରେ ଯାଇଥିବାରୁ ମହାପ୍ରଭୁଙ୍କ ଉପରେ ଅଭିମାନ କରିଥାନ୍ତି ମହାଲଷ୍ମୀ। କାଳିଆ ସାଆନ୍ତ ବଡ଼ ଦେଉଳ ଭିତରକୁ ପ୍ରବେଶ କଲାବେଳେ ବାଟ ଓଗାଳନ୍ତି ମହାଲଷ୍ମୀ। ଏହା ପରେ କ’ଣ...

Salman khan lucky feroza stone bracelet broken 6 times know who gifted
୬ ଥର ଭାଙ୍ଗିଲାଣି ସଲମାନ୍‌ଙ୍କ ଫିରୋଜ୍ ଷ୍ଟୋନ୍ ବ୍ରେସ୍‌ଲେଟ୍; କିଏ ଦେଇଥିଲେ, କାହିଁକି ଏହା ଲକି

ଆପଣ ନିଶ୍ଚୟ ସଲମାନ ଖାନଙ୍କ ହାତରେ ଏକ ବ୍ରେସ୍‌ଲେଟ୍ ଦେଖିଥିବେ। ନୀଳ ରଙ୍ଗର ପଥର ଖଞ୍ଜା ହୋଇଥିବା ସେହି ବ୍ରେସଲେଟ୍ ମଧ୍ୟ ନିକଟରେ ଅମୀର ଖାନଙ୍କ ହାତରେ ଦେଖିବାକୁ ମିଳିଥିଲା। ଏଠାରେ ପ୍ରଶ୍ନ ଉଠେ ଯେ ଏହି ବ୍ରେସ୍‌ଲେଟ୍ କାହିଁକି ସ୍ପେଶାଲ୍?

adharapana 2023
Ratha Jatra 2023: ଅତୃପ୍ତ ଆତ୍ମାର ତୃପ୍ତି, ଅଶରୀରୀଙ୍କ ମୁକ୍ତି ପାଇଁ କାଳିଆ ସାଆନ୍ତର ଅଧରପଣା ନୀତି

ଠାକୁରଙ୍କ ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଅଧରପଣା ନୀତି ଅନୁଷ୍ଠିତ ହୋଇଥାଏ। ରଥାରୂଢ଼ ଠାକୁରମାନଙ୍କ ଅଧର ଉଚ୍ଚ ପର୍ଯ୍ୟନ୍ତ ଏକ ସ୍ୱତନ୍ତ୍ର ଶୈଳୀରେ ନିର୍ମିତ ମାଟି ହାଣ୍ଡିରେ ହେଉଥିବା ପଣା ଭୋଗକୁ ଅଧରପଣା କୁହାଯାଏ। ତେବେ ଏହି ନୀତି ପଛର ରହସ୍ୟ କ’ଣ...

4 movies release same day one fight with Adipurush
ଜୁନ୍ ୧୬ରେ ଆସୁଛି ୪ ଫିଲ୍ମ; ‘ଆଦିପୁରୁଷ’ ସହ ଟକ୍କର ଦେବ ବଡ ବଜେଟ୍‌ର ଏହି ଫିଲ୍ମ

‘ଆଦିପୁରୁଷ’କୁ ନେଇ ସମସ୍ତଙ୍କ ମଧ୍ୟରେ ଉତ୍ସାହ ରହିଥିବା ବେଳେ ଏକା ଦିନରେ ଆହୁରି ୩ଟି ଚଳଚ୍ଚିତ୍ର ରିଲିଜ୍ ହେବାକୁ ଯାଉଛି। ଗୋଟିଏ ବଡ ବଜେଟ୍‌ର ଫିଲ୍ମ ମଧ୍ୟ ରହିଛି। ଏହା ଆଦିପୁରୁଷ ସହ ଟକ୍କର ଦେବ। ଜାଣନ୍ତୁ କ’ଣ ସେହି ଫିଲ୍ମ।

Raja Sankranti
Raja Parba 2023: ରଜ ସଂକ୍ରାନ୍ତିର ମହକ; ଚାରିଆଡ ଉତ୍ସବମୁଖର

ଓଡିଶାର ଗଣ ପର୍ବ ରଜ। ଏହି ପର୍ବ ତିନିଦିନ ଧରି ପାଳନ କରାଯାଉଥିବା ବେଳେ ଆଜି ହେଉଛି ଦ୍ୱିତୀୟ ରଜ ବା ରଜ ସଂକ୍ରାନ୍ତି। ଗତକାଲି ଥିଲା ପହିଲି ରଜ। ସେହିପରି ଆସନ୍ତାକାଲି ଭୂମିଦହନ।

Sharda rajan died at age of 86
୮୬ ବର୍ଷରେ ଚାଲିଗଲେ ‘ତିତଲୀ ଉଡୀ’ ଗାୟିକା ଶାରଦା ରାଜନ

ସ୍ୱର ତାରକା ଶାରଦା ରାଜନଙ୍କର ଦେହାନ୍ତ ହୋଇଛି। ୮୬ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ଅନେକ ସୁପରହିଟ୍ ଗୀତରେ ନିଜ କଣ୍ଠଦାନ କରିଛନ୍ତି।

Ratha Jatra 2023 Suna besa of lord Jagannath
Ratha Jatra 2023: ଶ୍ରୀଜଗନ୍ନାଥଙ୍କ ସୁନାବେଶ: ରୀତିନୀତି ଓ ବେଶଭୁଷାରେ ରାଜକୀୟ ଠାଣି

ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ବେଶ ମଧ୍ୟରେ ସୁନାବେଶ ଅନ୍ୟତମ, ଯାହାକି ଅତ୍ୟନ୍ତ ଉପଭୋଗ୍ୟ ଓ ଆକର୍ଷଣୀୟ। ଏହାକୁ ‘ରାଜାଧିରାଜ’ ବେଶ ମଧ୍ୟ କୁହାଯାଏ। ଏହାକୁ ଦର୍ଶନ କରିବା ନେଇ ଶ୍ରୀକ୍ଷେତ୍ର ପାଲଟେ ଜନ ସମୁଦ୍ର।

NLC India Recruitment 2023 500 Industrial Trainee Vacancies
NLC India Recruitment: ପୂରଣ ହେବ ୫୦୦ ଇଣ୍ଡଷ୍ଟ୍ରିଆଲ୍ ଟ୍ରେନୀ ପଦବୀ

NLC ଇଣ୍ଡିଆ ଲିମିଟେଡ୍ ଇଣ୍ଡଷ୍ଟ୍ରିଆଲ୍ ଟ୍ରେନୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ବାହାର କରିଛି। ୫୦୦ଟି ପଦବୀ ପୂରଣ ହେବ। କେବେ ଅଛି ଆବେଦନର ଶେଷ ତାରିଖ, ଦରମା କେତେ ଜାଣିବା ପାଇଁ ପଢନ୍ତୁ।

How observed Bahuda Jatra of lord Jagannath
Ratha Jatra 2023: କିପରି ହୁଏ ଶ୍ରୀଜିଉଙ୍କ ବାହୁଡାଯାତ୍ରା; ଦର୍ଶନରେ ମିଳେ ଅଶ୍ୱମେଧ ଯଜ୍ଞର ଫଳ

ରଥଯାତ୍ରା ସମୟରେ ଠାକୁରମାନେ ଉତ୍ତରାଭିମୁଖୀ ହୋଇ ଯାତ୍ରା କରୁଥିବା ସମୟରେ ଦର୍ଶନ କଲେ ଯେଉଁ ଫଳ ମିଳେ, ବାହୁଡା ଯାତ୍ରାରେ ଦକ୍ଷିଣାଭିମୁଖୀ ହୋଇ ଯାତ୍ରା କରୁଥିବା ବେଳେ ଠାକୁରମାନଙ୍କୁ ଦର୍ଶନ କଲେ ଠିକ୍ ସେହିପରି ଫଳ ମିଳେ। ଏହି ଦୁର୍ଲଭ ଦର୍ଶନରେ ଭକ୍ତମାନଙ୍କ ବୈକୁଣ୍ଠ ପ୍ରାପ୍ତି ହୋଇଥାଏ ବୋଲି...

 Ratha Jatra 2023: Interesting facts about Nandighosh Rath
Ratha Jatra 2023: ନନ୍ଦିଘୋଷ ରଥର ରୋଚକ କଥା; କେତେ କାଠ, କେତେ ଚକ...

ରଥଯାତ୍ରାରେ ତିନି ରଥରେ ଚତୁର୍ଦ୍ଧା ବିଗ୍ରହ ବିରାଜମାନ କରି ଗୁଣ୍ଡିଚାଘରକୁ ଯାଇଥାନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥର ନାମ ହେଉଛି ‘ନନ୍ଦିଘୋଷ’। ଏହି ରଥକୁ ମଧ୍ୟ ଚକ୍ରଧ୍ୱଜ ବା ଗରୁଡ ଧ୍ୱଜ ନାମରେ ଶାସ୍ତ୍ରରେ କୁହାଯାଇଛି। ତେବେ ଆସନ୍ତୁ ଏହି ନନ୍ଦିଘୋଷ ବିଷୟରେ କିଛି ରୋଚକ କଥା ଜାଣିନେବା।

Naseeruddin Shah issues apology for his sindhi language
ବିବାଦୀୟ ମତ ପାଇଁ ପାକିସ୍ତାନୀ ସିନ୍ଧିଙ୍କୁ ଭୁଲ୍ ମାଗିଲେ ନାସିରୁଦ୍ଦିନ ଶାହା, କହିଲେ…

ନାସିରୁଦ୍ଦିନ ଶାହା ନିକଟରେ ପାକିସ୍ତାନର ସିନ୍ଧି ଭାଷା ଉପରେ ନିଜର ମତ ଦେଇଛନ୍ତି। ଏଥିପାଇଁ ପାକିସ୍ତାନୀ ସିନ୍ଧିମାନେ ଅଭିନେତାଙ୍କୁ ଟାର୍ଗେଟ୍‌ କରିଥିଲେ, ଏହା ପରେ ନାସିରୁଦ୍ଦିନ ଶାହାଙ୍କୁ ସର୍ବସାଧାରଣରେ କ୍ଷମା ମାଗିବାକୁ ପଡିଛି।

Adipurush ticket price and free tickets sold for poor
ବଢିଲା 'ଆଦିପୁରୁଷ'ର ଟିକେଟ୍ ମୂଲ୍ୟ; ଗରିବଙ୍କ ପାଇଁ ୧ ଲକ୍ଷରୁ ଅଧିକ ମାଗଣା ଟିକେଟ୍‌

ପ୍ରଭାସଙ୍କ 'ଆଦିପୁରୁଷ' ରିଲିଜ୍ ହେବାକୁ ଆଉ ମାତ୍ର ଦୁଇ ଦିନ ବାକି ଅଛି। ଫିଲ୍ମର ଟିକେଟ୍ ମୂଲ୍ୟକୁ ନେଇ ଏକ ନୂଆ ଅପଡେଟ୍ ସାମ୍ନାକୁ ଆସିଛି। ବଢିଛି ଟିକେଟ୍ ମୂଲ୍ୟ। ଏହା ସହିତ ୧ ଲକ୍ଷରୁ ଅଧିକ ମାଗଣା ଟିକେଟ୍‌ର ମଧ୍ୟ ବ୍ୟବସ୍ଥା କରାଯାଇଛି। ଏହା ଦ୍ୱାରା ଗରିବ...

Blood Donors Day
Blood Donor Day 2023: କାହିଁକି ଓ କେମିତି ପାଳନ ହୁଏ ‘ବିଶ୍ୱ ରକ୍ତଦାତା ଦିବସ’; କ’ଣ ଏହାର ଉଦ୍ଦେଶ୍ୟ

‘ବିଶ୍ୱ ରକ୍ତଦାତା ଦିବସ’ ସାରା ବିଶ୍ୱରେ ବହୁତ ଉତ୍ସାହର ସହିତ ପାଳନ କରାଯାଏ। ଏହାର ମୂଳ ଉଦ୍ଦେଶ୍ୟ ହେଉଛି ରକ୍ତ ଆବଶ୍ୟକ କରୁଥିବା ବ୍ୟକ୍ତିଙ୍କୁ ସାହାଯ୍ୟ କରିବା। ବିନା ରକ୍ତରେ ଏ ଶରୀର କେବଳ ମାଂସ ଏବଂ ହାଡରେ ନିର୍ମିତ ଏକ କଙ୍କାଳ। ରକ୍ତ ଅଭାବ ଜଣେ ବ୍ୟକ୍ତିର...

Ratha Jatra 2023: Why Ratha Jatra take place
Ratha Jatra 2023: କାହିଁକି ହୁଏ ମହାପ୍ରଭୁଙ୍କ ରଥଯାତ୍ରା; କ’ଣ କୁହେ ପୁରାଣ

ରଥଯାତ୍ରା ବହୁ ପ୍ରାଚୀନ ବୋଲି ଗବେଷକମାନେ ମତ ଦିଅନ୍ତି । ଋଗ୍‌ବେଦ ଓ ଅଥର୍ବ ବେଦ ଇତ୍ୟାଦିରେ ରଥ ଶବ୍ଦର ପ୍ରୟୋଗ ଦେଖାଯାଏ। ପରବର୍ତ୍ତୀ କାଳରେ ଶତପଥ ବ୍ରାହ୍ମଣ ଗ୍ରନ୍ଥରେ ମଧ୍ୟ ଏହାର ଆଭାସ ମିଳିଥାଏ। ଆସନ୍ତୁ ଜାଣିବା ମହାପ୍ରଭୁଙ୍କ ଏହି ରଥଯାତ୍ରାର କାରଣ କ’ଣ…

ossc staff nurse pharmacist and other posts recruitment exam schedule released
OSSC Exam: ଏହି ଦିନ ହେବ ଷ୍ଟାଫ୍ ନର୍ସ, ଫାର୍ମାସିଷ୍ଟ, ANM ନିଯୁକ୍ତି ପାଇଁ ପରୀକ୍ଷା

ଷ୍ଟାଫ୍ ନର୍ସ, ଫାର୍ମାସିଷ୍ଟଙ୍କ ସମେତ ଅନେକ ପଦବୀରେ ନିଯୁକ୍ତି ପାଇଁ OSSC ପରୀକ୍ଷାର କାର୍ଯ୍ୟସୂଚୀ ପ୍ରକାଶ କରିଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ମୋଟ ୧୮୯ଟି ପଦବୀ ପୂରଣ ହେବ। ଜାଣନ୍ତୁ କେବେ ଅଛି ପରୀକ୍ଷା।

ଇଂରାଜୀରେ ସ୍ନାତକୋତ୍ତର କରିଥିବା ବେଳେ ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ଦଶ ବର୍ଷର ଅଭିଜ୍ଞତା ରହିଛି। ପୂର୍ବରୁ ଅନ୍ୟାନ୍ୟ ଖବର କାଗଜ ଓ ଏକ ଡିଜିଟାଲ ମିଡିଆରେ କାମ କରିବା ପରେ ଏବେ ଓଟିଭି ସହ ଜଡିତ ଅଛନ୍ତି। ଜାତୀୟ-ଅନ୍ତର୍ଜାତୀୟ ଖବର ସହିତ ଆଞ୍ଚଳିକ, ଫିଚର, ସାହିତ୍ୟ, ସମ୍ପାଦକୀୟ ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।