• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pramod Behera

Pramod Behera

Editor

ଇଂରାଜୀରେ ସ୍ନାତକୋତ୍ତର କରିଥିବା ବେଳେ ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ଦଶ ବର୍ଷର ...more

ଇଂରାଜୀରେ ସ୍ନାତକୋତ୍ତର କରିଥିବା ବେଳେ ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ଦଶ ବର୍ଷର ଅଭିଜ୍ଞତା ରହିଛି। ପୂର୍ବରୁ ଅନ୍ୟାନ୍ୟ ଖବର କାଗଜ ଓ ଏକ ଡିଜିଟାଲ ମିଡିଆରେ କାମ କରିବା ପରେ ଏବେ ଓଟିଭି ସହ ଜଡିତ ଅଛନ୍ତି। ଜାତୀୟ-ଅନ୍ତର୍ଜାତୀୟ ଖବର ସହିତ ଆଞ୍ଚଳିକ, ଫିଚର, ସାହିତ୍ୟ, ସମ୍ପାଦକୀୟ ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।

less

Posts by Pramod Behera

Untitled-1
ୱାର୍ମହୋଲ ମାଧ୍ୟମରେ ଅନ୍ତରୀକ୍ଷର ଲମ୍ବା ଯାତ୍ରା ସଫଳ ହେବ!

ବିଜ୍ଞାନ କଳ୍ପନା ଭିତ୍ତିକ ଚଳଚ୍ଚିତ୍ରରେ ଆପଣ ନିଶ୍ଚିତ ଭାବରେ ଏପରି ଦୃଶ୍ୟ ଦେଖିଥିବେ ଯେଉଁଥିରେ ଏକ ବଲ୍ ଚଳାଇବା ପରେ ଲୋକମାନେ ସହଜରେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଚାଲିଯାଆନ୍ତି। ଅନେକ ଲୋକ, ଏପରିକି ଅନେକ ବୈଜ୍ଞାନିକ ଅନୁଭବ କରନ୍ତି ଯେ ସମୟ ଏବଂ ଏହା ମାଧ୍ୟମରେ ଦୂର...

ndrf
ଓଡ଼ିଶାକୁ ଆସିବ ଆଉ ୧୦ NDRF ଟିମ୍

ଭୁବନେଶ୍ଵର : ବାତ୍ୟା ମୁକାବିଲା ପାଇଁ ଓଡ଼ିଶାକୁ ଆସିବ ଆଉ ୧୦ NDRF ଟିମ୍। ସୂଚନା ଦେଲେ NDRF ଡିଜି ସତ୍ୟନାରାୟଣ ପ୍ରଧାନ। ପୂର୍ବରୁ ଓଡ଼ିଶାକୁ ୨୨ଟି ଟିମ୍ ଯାଇଥିବା ବେଳେ SRC ଆଉ ୧୦ ଟିମ୍ ମାଗିଛନ୍ତି। ଆଜି ସନ୍ଧ୍ୟା କିମ୍ବା ରାତି ସୁଦ୍ଧା ଏୟାର ଲିଫ୍ଟ...

ବଲିଉଡରେ କ୍ରିତି ସାନନଙ୍କ ୭ ବର୍ଷ

ମୁମ୍ବାଇ : ଅଭିନେତ୍ରୀ କ୍ରିତି ସାନନ୍ ଫିଲ୍ମ ଇଣ୍ଡଷ୍ଟ୍ରିରେ ୭ ବର୍ଷ ପୂରଣ କରିଛନ୍ତି। ଦିଲ୍ଲୀର ଓଭରପ୍ରୋଟେକ୍ଟିଭ୍ ପରିବାରରୁ ଆସିଥିବା କ୍ରିତି ସାନନ୍ ଆଜି ବଲିଉଡର ଏକ ଜଣାଶୁଣା ଚେହେରା ପାଲଟିଯାଇଛନ୍ତି। ଫିଲ୍ମ ‘ହୀରୋପନ୍ତୀ’ରେ ବଲିଉଡରେ ଡେବ୍ୟୁ କରିଥିବା କ୍ରିତି ଦର୍ଶକଙ୍କ ହୃଦୟରେ ଏକ ସ୍ୱତନ୍ତ୍ର ସ୍ଥାନ ପାଇଛନ୍ତି।...

Delhi Lockdown
ପୁଣି ୭ ଦିନ ବଢିଲା ଲକଡାଉନ

ନୂଆଦିଲ୍ଲୀ: ଦେଶର ଜାତୀୟ ରାଜଧାନୀ ଦିଲ୍ଲୀରେ କରୋନା ଭାଇରସ ସଂକ୍ରମଣରେ କ୍ରମାଗତ ହ୍ରାସ ଘଟୁଛି। ଏଥି ସହିତ କରୋନାରୁ ଜୀବନ ହରାଇଥିବା ଲୋକଙ୍କ ସଂଖ୍ୟା ମଧ୍ୟ ହ୍ରାସପାଉଛି। ତଥାପି ବିପଦ ଏବେ ବି ରହିଛି। ସେପଟେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଉ ଏକ ସପ୍ତାହ ପାଇଁ ରାଜ୍ୟରେ...

low-pressure
ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର : ଭୀଷଣ ବାତ୍ୟାରେ ପରିଣତ ହେବ

ଭୁବନେଶ୍ୱର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର। ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଲଘୁଚାପ କ୍ଷେତ୍ର ସୃଷ୍ଟି। ଲଘୁଚାପ କ୍ରମେ ଘନୀଭୂତ ହୋଇ ୨୪ରେ ବାତ୍ୟାରେ ପରିଣତ ହେବ। କ୍ରମେ ଅତି ଭୀଷଣ ବାତ୍ୟାରେ ପରିଣତ ହୋଇ ଉପକୂଳ ମୁହାଁ ହେବ। ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ...

Untitled-1
ଆଞ୍ଜେଲିନାଙ୍କ ଉପରେ ଶହ ଶହ ମହୁମାଛି

ମହୁମାଛି ସଂରକ୍ଷଣକୁ ପ୍ରୋତ୍ସାହିତ କରିବା ପାଇଁ ଏହି ଅଭିନେତ୍ରୀ ବିଶ୍ୱ ମହୁମାଛି ଦିବସ ଅର୍ଥାତ ମେ ୨୦ ରେ ନ୍ୟାସନାଲ୍ ଜିଓଗ୍ରାଫିକ୍ ପତ୍ରିକା ପାଇଁ ଏକ ଫଟୋ ସୁଟ୍ କରିଥିଲେ। ଏହି ଅନନ୍ୟ ଶୁଟ୍ ପାଇଁ ଆଞ୍ଜେଲିନା ଜୋଲିଙ୍କୁ ପ୍ରାୟ ୧୮ ମିନିଟ୍ ପାଇଁ ଶହ ଶହ ମହୁମାଛିଙ୍କ...

Labour
କରୋନା ବେଳେ ଶ୍ରମିକ ଚାଲାଣ!

କୋରାପୁଟ : କରୋନା କାଳରେ ହେଉଛି ଶ୍ରମିକ ଚାଲାଣ। ଶ୍ରମିକଙ୍କୁ ଏକ ଘରୋଇ ବସରେ ତାମିଲନାଡୁ ନେଇ ଯାଉଥିବା ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲ୍ଲା ବିସିଂପୁର ଥାନା ଅନ୍ତର୍ଗତ କାଠରଗଡା ପଞ୍ଚାୟତର ନୂଆଗୁଡା ଗାଁରେ। ଗାଁର ୧୮ ଜଣ ପ୍ରବାସୀ ଶ୍ରମିକଙ୍କୁ ଧରି ଏକ ବସ ତାମିଲନାଡୁ...

Twitter
ଟୁଇଟରକୁ କେନ୍ଦ୍ର ସରକାରଙ୍କ ଚେତାବନୀ

ନୂଆଦିଲ୍ଲୀ : ଟୁଲକିଟ୍ ପ୍ରସଙ୍ଗରେ ଟୁଇଟରକୁ କେନ୍ଦ୍ର ସରକାରଙ୍କ ଚେତାବନୀ। ଯେତେବେଳେ ଟୁଲକିଟ୍‌କୁ ନେଇ ତଦନ୍ତ ଚାଲିଛି ସେତେବେଳେ ଏହି ଟୁଇଟର ଏହାକୁ ମାନିପୁଲେଟେଡ୍‌ ମିଡିଆ ଟାଗ୍‌ ଦେବା ଗ୍ରହଣୀୟ ନୁହେଁ ବୋଲି କହି ଅସନ୍ତୋଷ ପ୍ରକାଶ କରିଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଟୁଇଟର...

cyclone
ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ

ଭୁବନେଶ୍ୱର : ଦକ୍ଷିଣ-ପୂର୍ବ ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହାରି ପ୍ରଭାବରେ ଆଜି ପୂର୍ବ କେନ୍ଦ୍ରୀୟ ଏବଂ ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି। ଏହା ଉତ୍ତର ପଶ୍ଚିମ ଦିଗରେ ଗତିକରି ୨୪ ତାରିଖ ବେଳକୁ...

ଇଂରାଜୀରେ ସ୍ନାତକୋତ୍ତର କରିଥିବା ବେଳେ ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ଦଶ ବର୍ଷର ଅଭିଜ୍ଞତା ରହିଛି। ପୂର୍ବରୁ ଅନ୍ୟାନ୍ୟ ଖବର କାଗଜ ଓ ଏକ ଡିଜିଟାଲ ମିଡିଆରେ କାମ କରିବା ପରେ ଏବେ ଓଟିଭି ସହ ଜଡିତ ଅଛନ୍ତି। ଜାତୀୟ-ଅନ୍ତର୍ଜାତୀୟ ଖବର ସହିତ ଆଞ୍ଚଳିକ, ଫିଚର, ସାହିତ୍ୟ, ସମ୍ପାଦକୀୟ ପୃଷ୍ଠା କରିବାରେ ବିଶେଷ ଦକ୍ଷତା ରହିଛି।