ନୂଆଦିଲ୍ଲୀ : ଟୁଲକିଟ୍ ପ୍ରସଙ୍ଗରେ ଟୁଇଟରକୁ କେନ୍ଦ୍ର ସରକାରଙ୍କ ଚେତାବନୀ। ଯେତେବେଳେ ଟୁଲକିଟ୍କୁ ନେଇ ତଦନ୍ତ ଚାଲିଛି ସେତେବେଳେ ଏହି ଟୁଇଟର ଏହାକୁ ମାନିପୁଲେଟେଡ୍ ମିଡିଆ ଟାଗ୍ ଦେବା ଗ୍ରହଣୀୟ ନୁହେଁ ବୋଲି କହି ଅସନ୍ତୋଷ ପ୍ରକାଶ କରିଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଟୁଇଟର...
ଭୁବନେଶ୍ୱର : ଦକ୍ଷିଣ-ପୂର୍ବ ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହାରି ପ୍ରଭାବରେ ଆଜି ପୂର୍ବ କେନ୍ଦ୍ରୀୟ ଏବଂ ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି। ଏହା ଉତ୍ତର ପଶ୍ଚିମ ଦିଗରେ ଗତିକରି ୨୪ ତାରିଖ ବେଳକୁ...
କରୋନା ମହାମାରୀ ଭିତରେ ଏବେ ଫଙ୍ଗଲ ସଂକ୍ରମଣ ବିପଦ ସୃଷ୍ଟି କରିବାରେ ଲାଗିଛି। ବିଭିନ୍ନ ରାଜ୍ୟରେ ବ୍ଲାକ୍ ଫଙ୍ଗସ୍ର ଅନେକ ଆକ୍ରାନ୍ତ ହେବା ପରେ କେନ୍ଦ୍ର ସରକାର ପ୍ରଭାବିତ ରାଜ୍ୟମାନଙ୍କୁ ଏହାକୁ ମହାମାରୀ ଘୋଷଣା କରିବାକୁ କହିଥିଲେ। ଏହି ସଂକ୍ରମଣର ବିପଦ ଟଳି ନ ଥିବା ବେଳେ ଏବେ...
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାଧିକା ଆପ୍ଟେ ନିଜର ଚମତ୍କାର ଅଭିନୟ ଦ୍ୱାରା ଲକ୍ଷ ଲକ୍ଷ ହୃଦୟ ଉପରେ ରାଜ କରୁଛନ୍ତି। ରାଧିକାଙ୍କ ବଳିଷ୍ଠ ଅଭିନୟ ଓ ତାଙ୍କର ବୋଲ୍ଡ ଷ୍ଟାଇଲ୍ ଯୋଗୁଁ ସେ ବେଶ ଜଣାଶୁଣା। ସେ ଇଣ୍ଡଷ୍ଟ୍ରିର ସବୁଠାରୁ ବୋଲ୍ଡ ଅଭିନେତ୍ରୀମାନଙ୍କ ମଧ୍ୟରେ ଗଣିତ। ରାଧିକା ଆପ୍ଟେ...
ନୂଆଦିଲ୍ଲୀ : ଦେଶରେ ଖସିବାରେ ଲାଗିଛି ଦୈନିକ କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା । ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୭୬ ହଜାର ୭୦ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ହଜାର ୮ ଶହ ୭୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅନେକଙ୍କ ମନରେ...