ଢେଙ୍କାନାଳ ଜିଲ୍ଲାର ପ୍ରମୁଖ ୫୩ନଂ ଜାତୀୟ ରାଜପଥ ପାଲଟିଛି ମୃତ୍ୟୁର ଆତଙ୍କ... ବାରମ୍ବାର NHAI କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ସୁଦ୍ଧା ଯଥା ପୂର୍ବଂ ତଥା ପରଂ...କେବଳ ଭଗବାନଙ୍କ ଭରସାରେ ଯିବା ଆସିବା କରୁଛନ୍ତି ଲୋକେ...
ରାଜ୍ୟରେ ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ କମାଇବା ଲକ୍ଷ୍ୟ…..ପରିବହନ ବିଭାଗ ପକ୍ଷରୁ ଜିଲ୍ଲାପାଳ, ଏସପି ଓ RTOଙ୍କୁ SOP ଜାରି
ବିଦେଶୀ ଟନେଲ୍ ଏକ୍ସପର୍ଟ କ୍ରିସ୍ କୁପରଙ୍କ ବଡ଼ ସୂଚନା... ଆମେ ଏବେ ଖୋଳା ଜାରି ରଖିଛୁ, ଆଉ କିଛି ମିଟର ବାକି ଅଛି’
ବାରମ୍ବାର ଅସଫଳ ହେବା ପରେ ମଧ୍ୟ ସେ ହାର୍ ମାନି ନଥିଲେ । ଲଗାତାର କାମ ସହ ପାଠପଢ଼ା ଜାରି ରଖିଥିଲେ ।
ଉତ୍ତରକାଶୀ ଟନେଲରେ ୧୭ ଦିନରେ ରେସ୍କ୍ୟୁ ଅପରେସନ...ହାତରେ ଖୋଳା ଚାଲିଛି ଟନେଲ...ଏବେ ସୁଦ୍ଧା ଖୋଳା ସରିଲାଣି ପ୍ରାୟ ୫୨ ମିଟର....
ଏହି ନିଷିଦ୍ଧ ପଦ୍ଧତି ଉତ୍ତରକାଶୀ ଅପରେସନ ପାଇଁ ଲାଭଦାୟୀ ସାବ୍ୟସ୍ତ ହେବ କି? ଯାହା ଅତ୍ୟାଧୁନିକ ଅଗର୍ ମେସିନ କରିପାରିଲାନି, ତାହା ଏହି ୨ ଡଜନ୍ ରାଟ୍-ହୋଲ୍ ମାଇନର୍ କରିଦେଖାଇବେ ତ ?
ରତ୍ନଭଣ୍ଡାରର ଲେଜର ସ୍କାନିଂ ପାଇଁ ASIକୁ ଅନୁମତି...ପ୍ରଥମେ ରତ୍ନଭଣ୍ଡାର ବାହାର କାନ୍ଥର ଲେଜର ସ୍କାନିଂ ହେବ...ରିପୋର୍ଟ ଆସିବା ପରେ ପରବର୍ତ୍ତୀ ନିଷ୍ପତ୍ତି...
ଛାଡ଼ଖାଇ ପାଳିବାକୁ ଲୋକଙ୍କ ମଧ୍ୟରେ ଆଗ୍ରହ ....ମାଛ, ଚିଙ୍ଗୁଡ଼ି, କଙ୍କଡ଼ା, ଚିକେନ୍, ମଟନ୍ କିଣୁଛନ୍ତି ଲୋକେ
ଭିଜିଲାନସ ଜାଲରେ ବୈପାରୀଗୁଡ଼ା IIC ସୁଶାନ୍ତ ଶତପଥୀ….ବସରେ ନଗଦ ଟଙ୍କା ନେଇ ଯାଉଥିବା ବେଳେ ଧରିଲା ଭିଜିଲାନ୍ସ…
ଉଦ୍ଧାର ପାଇଁ ପାହାଡ଼ ଉପରୁ ଭର୍ଟିକାଲ୍ ଡ୍ରିଲିଂ ଓ ହରାଇଜଣ୍ଟାଲ୍ ଡ୍ରିଲିଂ ଆଗେଇ ଚାଲିଛି, ୨ ଦିନରେ ମିଳିପାରେ କିଛି ଭଲ ଖବର...ତେବେ ରାଟ୍-ହୋଲ୍ ମାଇନିଂ ଉପରେ ଏବେ ସମସ୍ତଙ୍କ ନଜର……
ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ଭିକେ ପାଣ୍ଡିଆନ୍
ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ପୂର୍ଣ୍ଣିମା ଦିବା ୦୨.୪୬ ଗତେ ପ୍ରତିପଦ । ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର
5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ ବିଜେଡିରେ ହୋଇପାରନ୍ତି ସାମିଲ... ଏନେଇ ରାଜନୈତିକ ମହଲରେ ଲାଗି ରହିଛି ଚର୍ଚ୍ଚା
ଆଜି ରାତି ସାରା ଶ୍ରୀମନ୍ଦିର ଖୋଲା ରହିବ....ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସଙ୍କ ସୂଚନା...ଭକ୍ତମାନେ ଚାହିଁଲେ ଆଜି ରାତିରେ ଆସି ଦର୍ଶନ କରିପାରିବେ....
‘ଗାରାଗା’ ଫିଲ୍ମରେ ଲିଡ୍ ରୋଲରେ ନଜର ଆସିବେ ....ଜୋରସୋରରେ ଚାଲିଛି ଫିଲ୍ମର ସୁଟିଂ...କାଲିମେଳା ଏମଭି ୭୫ ଗାଁର ମୋନିକା ସମାଦ୍ଦାର...
ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ...ଆକ୍ରମଣରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ..୧୫ ବର୍ଷ ତଳେ ଜଘନ୍ୟ ଆତଙ୍କବାଦୀ ଆକ୍ରମଣ ହୋଇଥିଲା.. ନାହିଁ''ଆକ୍ରମଣରୁ ଆମେ ଅନେକ ଶିକ୍ଷା ଲାଭ କରିଛୁ..
ଉତ୍ତରକାଶୀ ଟନେଲରେ ୧୫ ଦିନ ହେଲା ଫସିଛନ୍ତି ଶ୍ରମିକ…୪୧ ଶ୍ରମିକଙ୍କୁ ଉଦ୍ଧାର ଲାଗି ଜୋରସୋରରେ ଚାଲିଛି କାମ…ଟେକନିକାଲ୍ ଟିମ୍ ସହ ମିଶି ମାନୁଆଲ୍ ଡ୍ରିଲିଂ କରିବ ଆର୍ମି…ପ୍ରଥମେ ଅଗର ମେସିନ୍ ଭଗ୍ନାଂଶକୁ କାଟି ବାହାର କରାଯାଉଛି..
ମିଛ ବିଲରେ ରାଜ୍ୟ ଅର୍ଥ କମିଶନ ଅନୁଦାନ ଚଳୁ। ବାଇକରେ ବୁହା ହେଲା ପୋଖରୀ ପଙ୍କ...
୨୦୦୮ରେ ଆତଙ୍କବାଦୀଙ୍କ ଆକ୍ରମଣରେ ଥରି ଉଠିଥିଲା ଭାରତର ଅର୍ଥନୈତିକ ରାଜଧାନୀ ମୁମ୍ବାଇ। ମୁମ୍ବାଇର ତାଜ୍ ଏବଂ ଓବରାଇ ହୋଟେଲ, ଛତ୍ରପତି ଶିବାଜୀ ଟର୍ମିନସ୍, ନରିମନ୍ ହାଉସ୍ ଭଳି ପ୍ରମୁଖ ସ୍ଥାନରେ ୪ ଦିନ ଲୁଚିଛପି ଆକ୍ରମଣ କରିଥିଲେ ୧୦ ଜଣ ଆତଙ୍କବାଦୀ।
ଢେଙ୍କାନାଳ ପୌରପାଳିକାର ସ୍ୱଚ୍ଛତା ଆଡକୁ ଉଠିଲା ଆଙ୍ଗୁଠି....ସହରକୁ ଆଲୋକୀକରଣ କରିବା ପାଇଁ ଲଗାଯାଇଥିବା ଡେକୋରେଟିଭ୍ ଲାଇଟକୁ ନେଇ ସୃଷ୍ଟି ହୋଇଛି ବିବାଦ ...