ସ୍କୁଲରେ ପିଲାଙ୍କୁ ପରିବେଷଣ କରାଯାଉଥିବା ମଧ୍ୟାହ୍ନ ଭୋଜନରେ ବାହାରିଲା ସାପ ।
କୋଭିଡ୍ ଭୟ ମନରୁ ନଯାଉଣୁ ବିଶ୍ୱରେ ଶଙ୍କା ବଢ଼ାଇଲାଣି ଡିଜିଜ୍-ଏକ୍ସ ରହସ୍ୟ । ଆଗକୁ ଯେଉଁ ମହାମାରୀ ଆସିବ ତାହା କୋଭିଡ ଠାରୁ ମଧ୍ୟ ଭୟଙ୍କର ହେବ ବୋଲି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମୁଖ୍ୟ ସତର୍କ କରିବା ପରେ, ଡିଜିଜ୍-ଏକ୍ସକୁ ନେଇ ଚର୍ଚ୍ଚା ଜୋର ଧରିଛି ।
ବିଶ୍ୱାସ ବଳରେ ବାରିହୁଏ ପାଣିପାଗର ସ୍ଥିତି । ଚାଷ ଅନୁକୂଳ ପାଇଁ ଧାର୍ଯ୍ୟ ହେଉଛି ସମୟ ।
ନୂଆଦିଲ୍ଲୀରେ ଅନୁଷ୍ଠିତ ନୀତି ଆୟୋଗର ଗୁରୁତ୍ବପୂର୍ଣ୍ଣ ବୈଠକରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା। ଦେଶର ଅନ୍ୟ ୧୦ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ଏହି ବୈଠକରେ ସାମିଲ ହୋଇ ନାହାନ୍ତି ।
ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ ପରେ ପ୍ରକୃତରେ କେଉଁ ବ୍ୟକ୍ତିଗତ ଆକ୍ରୋଶ ଓ ରାଗ ଯୋଗୁଁ ଗୋପାଳ ଦାସ, ତାଙ୍କୁ ହତ୍ୟା କରିଥିଲା ତାକୁ ନେଇ ଏବେ ସମସ୍ତଙ୍କ ମନରେ ପ୍ରଶ୍ନ।
ଭାରତକୁ ମିଳିବ ଏକ ଭବ୍ୟ, ବିଶାଳ ଏବଂ ଅତ୍ୟାଧୁନିକ ନୂତନ ସଂସଦ ଭବନ।
ମରାମତି ହେବ ଶ୍ରୀଜଗନ୍ନାଥଙ୍କ ରତ୍ନ ପଲଙ୍କ। ତାସହ ମହାପ୍ରଭୁଙ୍କ ପାଇଁ ତିଆରି ହେବଆଉ ଏକ ସେଟ୍ ରତ୍ନ ପଲଙ୍କ। ଅନ୍ୟପକ୍ଷରେ ପୁରା ସିଂହଦ୍ବାରକୁ ରୁପାରେ ଛାଉଣି କରାଯିବ।
ସରକାରୀ ବିଭାଗ ଓ ସରକାରୀ ସଂସ୍ଥାଙ୍କ ସତେ ଯେମିତି ଏବେ ପ୍ରଥମ ପସନ୍ଦ ଅବସରପ୍ରାପ୍ତ ଚାକିରିଆ। ଖାସ୍ ସେଇଥିଲାଗି ଆଜି ଅବସରପ୍ରାପ୍ତଙ୍କୁ ନିଯୁକ୍ତି ପାଇଁ ଖବରକାଗଜରେ ବାହାରିଛି ପୁଳାପୁଳା ବିଜ୍ଞାପନ।
ଶିକ୍ଷାବର୍ଷ ପରେ ଶିକ୍ଷାବର୍ଷ ଆସୁଛି, ଯାଉଛି। ହେଲେ ସାକାର ହେଉନି ଆଦିବାସୀ ଅଧ୍ୟୁଷିତ କୋରାପୁଟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରସ୍ତାବିତ ଆଦର୍ଶ ଡିଗ୍ରୀ କଲେଜର ସ୍ବପ୍ନ।
ସରକାରୀ ବିଭାଗ ଓ ସରକାରୀ ସଂସ୍ଥାଙ୍କ ସତେ ଯେମିତି ଏବେ ପ୍ରଥମ ପସନ୍ଦ ଅବସରପ୍ରାପ୍ତ ଚାକିରିଆ । ଖାସ୍ ସେଇଥିଲାଗି ଆଜି ଅବସରପ୍ରାପ୍ତଙ୍କୁ ନିଯୁକ୍ତି ପାଇଁ ଖବରକାଗଜରେ ବାହାରିଛି ପୁଳାପୁଳା ବିଜ୍ଞାପନ । ସରକାରଙ୍କ ଏଭଳି ନିଷ୍ପତ୍ତିକୁ ଯୁବଗୋଷ୍ଠୀନାପସନ୍ଦ କରିଥିବା ବେଳେ ଏହାର ପୁନର୍ବିଚାର କରିବାକୁ ଦାବି କରିଛି...
ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ତଦନ୍ତକୁ ନେଇ ନୂଆ ବିବାଦ। ଆଉ ଏହି ବିବାଦ, ଆମେରିକାର ତଦନ୍ତକାରୀ ସଂସ୍ଥା FBIର ସହାୟତା ପ୍ରସଙ୍ଗରେ।
ସେମିଳିଗୁଡ଼ାରେ ନିର୍ମାଣ ସତ୍ତ୍ୱେ ଭାରତମାଳା ସଡ଼କ ପାଇଁ ହେଲାନି କାର୍ଯ୍ୟକ୍ଷମ । ନୂଆ କୋଠା ପାଇଁ ନୂଆ ସ୍ଥାନ ଚିହ୍ନଟରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ ।
ସକାଳ ୭ରୁ ଅପରାହ୍ନ ସାଢ଼େ ୨ଟା ଯାଏଁ ଚାଲିବ ଉଦଘାଟନୀ ସମାରୋହ । ଗଣତନ୍ତ୍ର ସଂଗ୍ରହାଳୟରେ ପରିଣତ ହେବ ପୂରାତନ ସଂସଦ ଗୃହ ।
ମଣିଷ ଏବେ ହିଂସ୍ର ପଶୁ ଠାରୁ ବି ହୀନ ପାଲଟିଯାଇଛି । ଯାହା ବିଶ୍ୱାସ କରିବା ମଧ୍ୟ କଷ୍ଟସାଧ୍ୟ ହୋଇପଡ଼ୁଛି ।
ନୂଆ ସଂସଦ ଭବନ ଉଦଘାଟନୀ ପ୍ରସଙ୍ଗରେ ମନ୍ତବ୍ୟ ଦେଇଥିଲେ।
ଆଗରପଡ଼ା ହଜାରିସାହିରେ ଶ୍ୱଶୁର ଘରେ ସ୍ତ୍ରୀକୁ ବୀଭତ୍ସ ହତ୍ୟା
କ୍ଷୀର ସହ ଘିଅ, ଖୁଆ, ଛେନା, ପନିର୍, ଦହି, ଆଇସକ୍ରିମ୍ ଯାଞ୍ଚ ହେବ
ସୋହନ ରୟ ବ୍ୟବସାୟରେ ଯେତେ ସଫଳ, ହୃଦୟ ତାଙ୍କର ସେତିକି ବଡ଼ । କୌଣସି ପ୍ରକାର ଅନ୍ୟାୟକୁ ସେ ପ୍ରଶ୍ରୟ ଦିଅନ୍ତି ନାହିଁ ।
ସକାଳୁ ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ ଅଘଟଣ