ଏଇ ଚର୍ମରୋଗ କାରଣରୁ କିଛି ଗାଁରେ ଲୋକଙ୍କ ଭିତରେ ଭାଳେଣି ପଡ଼ିଗଲାଣି ।
ପଦ୍ମପୁର ଉପନିର୍ବାଚନ ପ୍ରଚାର ବେଳେ ରାଜ୍ୟ ସରକାରଙ୍କୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଖୋଲା ଚ୍ୟାଲେଞ୍ଜ୍ ।
୪ ବର୍ଷ ତଳେ ଫାଟ ଯେମିତି ଥିଲା ଏବେ ବି ସେମିତି । ମରାମତି ହେବ ନା ବଦଳିବ ବିମ୍ ତାକୁ ନେଇ ଦ୍ୱନ୍ଦ୍ୱ ।
ଗାଁ ଗୁଡିକୁ ସୁରକ୍ଷା ଦେବା ପାଇଁ ହେଉଥିବା ପଥର ପ୍ୟାକିଙ୍ଗରେ ବିରାଟ ଘୋଟାଲା
ଜେଲର ଚାରିକାନ୍ଥ ଭିତରେ ସୈତାନ୍ ଅଫତାବ୍ ।
ପୁଲଓ୍ୱାମା ହମଲା ବେଳେ ISI ମୁଖ୍ୟ ଥିଲେ ପାକ୍ର ନୂଆ ସେନା ମୁଖ୍ୟ ମୁନୀର
ବରଗଡ଼ରୁ ନୂଆପଡ଼ା ନୂଆ ରେଳ ଲାଇନ୍ ନେଇ ସରକାରଙ୍କୁ ଟାର୍ଗେଟ୍ କଲେ ରେଳମନ୍ତ୍ରୀ ଅଶ୍ୱିନୀ
ରିଷି ସୁନକ୍ ଅନୌକ୍ଷାଙ୍କ ଝିଅଙ୍କ ଶାସ୍ତ୍ରୀୟ ନୃତ୍ୟରେ କମ୍ପିଲା ମଞ୍ଚ ।
କଟକ ଏସସିବିରେ ଏଭଳି ବିକଳ ଚିତ୍ର ଦେଖିବା ପାଇଁ ମିଳିଛି
ଧାମନଗରରେ ହାରିବା ପରେ ବିଜେଡି ଘାବରେଇ ହିଂସାକାଣ୍ଡ ଆରମ୍ଭ କଲାଣି
ମୂଷା ମାରି ବନ୍ଧା ହୋଇ ପାରନ୍ତି ଯୁବକ ।
ସୂଚନା ଦେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସହ ୩ ଜଣ ବ୍ୟକ୍ତି ଖଟି କରୁଥିବା ଭିଡିଓ ଭାଇରାଲ୍ ।
ଗଙ୍ଗା ନଦୀ ଶୀତଳା ଘାଟ ସମ୍ମୁଖରେ ଏହି ଦୁର୍ଘଟଣା ଘଟିଛି
ସ୍ପଟ୍ ଆଡମିଶନରେ ସ୍ଲାଇଡିଂ ବ୍ୟବସ୍ଥା ଯୋଗୁ ପୂରଣ ହୋଇପାରୁନି କଲେଜ ଓ ୟୁନିଭର୍ସିଟିର ପିଜି ସିଟ୍ । ଏହାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ଉଭୟ ଛାତ୍ରଛାତ୍ରୀ ଓ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ।
୨୬/୧୧(26/11 Mumbai Attack) କଳାଦିନକୁ ପୂରିଲା ୧୪ ବର୍ଷ । ଆଜି ବି କାନରେ ପଡ଼ୁଛି ସେହି ଗୁଳି ଶବ୍ଦ, ସେହି କାନ୍ଦବୋବାଳିର କରୁଣ ସ୍ୱର
ଭାରତୀୟ ସେନାକୁ ଇଙ୍ଗିତ କରି କ୍ଷମା ମାଗିଲେ ଅଭିନେତ୍ରୀ ।
ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନାଁରେ ସଂଗୀନ ଅଭିଯୋଗ ଆଣିଲେ ପିଏ
ଏନେଇ ବିଧିବଦ୍ଧ ଭାବରେ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଗରିବଙ୍କ ପାଇଁ ଖୋଲିଲା ୱାରେନ୍ ବଫେଟଙ୍କ ଖଜାନା ।