• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବର ...more

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।

less

Posts by

tirtol mla
ନିଜ ବିରୋଧରେ ଥିବା ଅଭିଯୋଗକୁ ଖଣ୍ଡନ କଲେ ତିର୍ତ୍ତୋଲ ବିଧାୟକ

କ୍ରାଇମବ୍ରାଞ୍ଚ ମାମଲାର ତଦନ୍ତ କରୁ, ସତ ସାମ୍ନାକୁ ଆସିବ

Special story
କଳିଯୁଗର ଶ୍ରବଣ କୁମାର : ବାପାମା’ଙ୍କୁ ଭାରରେ ବସାଇ ୧୦୫ କିମି କାଉଡ଼ି ଯାତ୍ରାରେ ପୁଅ

ବାପାମା’ଙ୍କୁ କାନ୍ଧରେ ଧରି କାଉଡ଼ିଆ ଯାତ୍ରାରେ ପୁଅବୋହୂ ।

Special story
ପାହାଡ଼ ଉପରେ ସ୍କୁଲ : ଯିବାକୁ ରାସ୍ତା ନାହିଁ କି ବିଦ୍ୟୁତ ସୁବିଧା ନାହିଁ

ସ୍କୁଲକୁ ରାସ୍ତା ତ ନାହିଁ, ପିଲାମାନେ ଖେଳିବା ପାଇଁ ପଡ଼ିଆଟିଏ ମଧ୍ୟ ନାହିଁ । ହେଲେ ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ, ସ୍କୁଲରେ ଗୋଟିଏ ଖେଳପଡିଆ ନିର୍ମାଣ ପାଇଁ ଦୁଇଥର ବିଲ୍ ହୋଇଛି ।

pm-modi-cmSanitation worker sacked for carrying photos of PM Modi, Yog-yogi-photos-found-garbage-car
ଅଳିଆ ବୁହା ଗାଡ଼ିରେ ମୋଦି ଓ ଯୋଗୀଙ୍କ ଫଟୋ : ବରଖାସ୍ତ ହେଲେ ସଫେଇ କର୍ମଚାରୀ

ଅଳିଆ ବୁହା ଗାଡ଼ିରେ ମୋଦି ଓ ଯୋଗୀଙ୍କ ଫଟୋ ରଖିବା ସଫେଇ କର୍ମଚାରୀଙ୍କୁ ମହଙ୍ଗା ପଡ଼ିଲା ।

Special story
NDA ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ଜଗଦୀପ ଧନଖଡ଼

ପଶ୍ଚିମବଙ୍ଗ ରାଜ୍ୟପାଳ ଥିବା ଜଗଦୀପ ଧନଖଡ଼ଙ୍କୁ ବିଜେପି ପକ୍ଷରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ମନୋନୟନ କରାଯାଇଛି ।

Special story
ଦିନରେ ଠେଲାରେ ଜଳଖିଆ ବିକା, ରାତିରେ ପାଠପଢା : ମାଟ୍ରିକରେ ୮୮ ପ୍ରତିଶତ ରଖି ଉତୀର୍ଣ୍ଣ ହେଲେ ବିକାଶ

ଏପଟେ ନିଜ ଗାଁର ପ୍ରଥମ ଛାତ୍ର ଭାବେ ମାଟ୍ରିକ୍ ପାସ୍ କଲେ କଳାହାଣ୍ଡି ଲାଂଜିଗଡ ଜାରେଙ୍ଗପଟାର ସନ୍ଦୀପ ମାଝୀ

Special story
ଲଗାଣ ବର୍ଷାରେ ଉବୁଟୁବୁ ଆଭ୍ୟନ୍ତରୀଣ ଓଡ଼ିଶା: ସୁଧୁରୁନି ମାଲକାନଗିରି ମୋଟୁ ସ୍ଥିତି

ମୋଟୁ ଅଞ୍ଚଳର ବିନାୟକପୁର ଗାଁର ୩ ପଟେ ପାଣି, ଗୋଟିଏ ପଟେ ପାହାଡ଼ । ଆଜିକୁ ୪ଦିନ ହେବ ସମସ୍ତଆ ଜଳବନ୍ଦୀ ହୋଇଛନ୍ତି

Special story
ଗାଁକୁ ରାସ୍ତା ନାହିଁ କି ନଈ-ନାଳ ଉପରେ ପୋଲ ନାହିଁ : ରୋଗୀଙ୍କୁ ନଦୀ ପାର କରେଇବାକୁ ଦଉଡ଼ି ଭରସା

ଦୁର୍ଗମ ଅଞ୍ଚଳରେ ରହୁଥିବା ମଣିଷମାଙ୍କର କଣ ରାସ୍ତା କି ପୋଲ ଭଳି ମୌଳିକ ଭିତ୍ତିଭୂମି ସହ ବଞ୍ଚିବାର ଅଧିକାର ନାହିଁ?

Special story
ରାତି ପାହିଲେ ରାଷ୍ଟ୍ରପତି ଭୋଟ୍ : ମତଦାନ ପାଇଁ ସଂସଦରୁ ବିଧାନସଭା ଯାଏଁ ପ୍ରସ୍ତୁତି

ଏନଡିଏ ପ୍ରାର୍ଥୀ ଓଡ଼ିଆ ଝିଅ ଦ୍ରୌପଦୀଙ୍କ ବିଜୟ ମନାସିଲା ଓଡ଼ିଶା

Special story
ପ୍ରକାଶ ପାଇଲା ICSE ବୋର୍ଡର ଦଶମ ଶ୍ରେଣୀ ରେଜଲ୍ଟ

ଛାତ୍ରଙ୍କ ପାସ୍ ହାର ୯୯. ୯୭ ପ୍ରତିଶତ, ଛାତ୍ରୀଙ୍କ ପାସ୍ ହାର ୯୯. ୯୮ ପ୍ରତିଶତ

Special story
ଜଗଦୀପ ଧନଖଡ଼ଙ୍କ ବିପକ୍ଷରେ ମାର୍ଗାରେଟ ଆଲଭା ଉପରାଷ୍ଟ୍ରପତି ପ୍ରାର୍ଥୀ

ବିଭିନ୍ନ ରାଜ୍ୟର ରାଜ୍ୟପାଳ ଦାୟିତ୍ୱ ତୁଲାଇଛନ୍ତି ମାର୍ଗାରେଟା ଆଲଭା

Special story
ଉତ୍କଳ ହସ୍ପିଟାଲ CEO ନିଲମ୍ବିତ : ମହଙ୍ଗା ପଡିଲା ନିଯୁକ୍ତି କ୍ଷେତ୍ରରେ ଅଣ ଓଡ଼ିଆଙ୍କୁ ଅଗ୍ରାଧିକାର

ଉତ୍କଳ ହସ୍ପିଟାଲର ମ୍ୟାନେଜମେଣ୍ଟ ପକ୍ଷରୁ CEOଙ୍କୁ ସସପେଣ୍ଡ କରାଯାଇଛି ।

Special story
ଡିଜିଟାଲ ଲୋନ୍ ଆପ୍ ମାଧ୍ୟମରେ ଠକେଇ : ୩ ଚାଇନା ଲୁଟେରାଙ୍କ ନାଁରେ ଲୁକ୍ ଆଉଟ୍ ସର୍କୁଲାର

ଓଡ଼ିଶା ସମେତ ଦେଶର ପ୍ରାୟ ୧ ଲକ୍ଷ ଲୋକଙ୍କୁ ଠକିଥିବା ଅଭିଯୋଗ

Special story
ଜନାର୍ଦ୍ଦନଙ୍କ ବାଡ଼ିରେ ସୁନାର ଫସଲ : ଫଳିଛି ପେନ୍ଥା ପେନ୍ଥା ଅଙ୍ଗୁର, ସପୁରୀ, ଲିଚୁ, ବାଦାମ

ସୁବର୍ଣ୍ଣପୁର ଜିଲ୍ଲାର ଜଣେ ବ୍ୟକ୍ତି ଉଦ୍ୟାନ କୃଷି ସହିତ ମାଛଚାଷ କରି ସଫଳ ହେଉଛନ୍ତି ।

Special story
ଜଗଦୀପ ଧନକର NDA ଉପରାଷ୍ଟ୍ରପତି ପ୍ରାର୍ଥୀ : ଘୋଷଣା କଲେ ଜେପି ନଡ୍ଡା

ବିଜେପି ସଂସଦୀୟ ବୋର୍ଡ ବୈଠକରେ ନିଷ୍ପତ୍ତି

Special story
ଆସନ୍ତାକାଲି ବାହାରିବ ICSE ଦଶମ ଶ୍ରେଣୀ ରେଜଲ୍ଟ

ଆସନ୍ତାକାଲି ଅପରାହ୍ନ ୫ଟାରେ ଏହି ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।