• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବର ...more

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।

less

Posts by

Bus Accident
ଭୟଙ୍କର ବସ ଦୁର୍ଘଟଣା, ଜୀବନ୍ତ ଜଳିଗଲେ ୨୧ ଜଣ

ପୋଲ ତଳକୁ ଖସିବା ପରେ ବସ୍‌ରେ ଅଗ୍ନିକାଣ୍ଡ, ୨୧ ଜୀବନ୍ତ ଦଗ୍ଧ

Asian Games
ଏସିଆନ୍ ଗେମ୍ସରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ଅଭିମୁଖେ ଭାରତ,ଜାଭେଲିନ ଥ୍ରୋରେ ଆଜି ଟ୍ରାକକୁ ଓହ୍ଲାଇବେ ନୀରଜ ଚୋପ୍ରା

ଓଡ଼ିଆ ପୁଅ କିଶୋର ଜେନାଙ୍କ ଉପରେ ବି ରହିବ ନଜର..୧୫ ଗୋଲ୍ଡ ସହ ୬୯ ମେଡାଲ ପାଇ ଚତୁର୍ଥ ସ୍ଥାନରେ ଭାରତ

Yellow warning
ଆଜି ପ୍ରବଳ ବର୍ଷିବ, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କାଲିଠୁ କମିବ ବର୍ଷାର ପରିମାଣ, କେଉଁ ଜିଲ୍ଲାରେ ପ୍ରବଳ ବର୍ଷା ଦେଖି ନିଅନ୍ତୁ ତାଲିକା...

Coal theft rampant
ପିଲାଙ୍କ କାନ୍ଧରେ ସ୍କୁଲ୍ ବ୍ୟାଗ୍ ନୁହେଁ କୋଇଲା ବସ୍ତା !

କୋଇଲା ମାଫିଆଙ୍କ ମୋହରା ସାଜିଛନ୍ତି କୋମଳମତି ଛାତ୍ରଛାତ୍ରୀ.. ସ୍କୁଲ ବ୍ୟାଗ ପାଲଟିଛି ଏବେ କୋଇଲା ବସ୍ତା.. କିନ୍ତୁ ଏହି କଳା ହୀରା ରାକେଟକୁ ନେଇ ପୋଲିସର ହାତ ବନ୍ଧା..

Soro CHC functioning sans fire compliance
ସରକାରୀ ମେଡିକାଲରେ ନାହିଁ ଅଗ୍ନି ନିରାପତ୍ତା ବ୍ୟବସ୍ଥା!!

ଦୀପ ତଳ ଅନ୍ଧାର ଭଳି ଖୋଦ୍ ସରକାରୀ ହସ୍ପିଟାଲରେ ନାହିଁ ଅଗ୍ନି ନିରାପତ୍ତା ବ୍ୟବସ୍ଥା.. ରୋଗୀଙ୍କ ଜୀବନକୁ ନେଇ ଯେମିତି ବୁଝାମଣା ହୋଇଯାଇଛି..କାହାର ତର ନାହିଁ.. ଭଗବାନ ନ କରନ୍ତୁ ଯଦି କାଲି ଅଗ୍ନିକାଣ୍ଡ ଘଟେ ତାହେଲେ କିଏ ରହିବ ଉତ୍ତରଦାୟୀ ? ନିଆଁ ଲାଗିଲା ପରେ ଚେତା...

special story
ମାଳତୀଙ୍କ ଆକାଉଣ୍ଟକୁ କେମିତି ଆସିଲା ୪୦ହଜାର ଟଙ୍କା?

ଯଦି ମାଳତୀ ସରକାରୀ ଯୋଜନାରେ ଆବାସ ପାଇବା ପାଇଁ ଅଯୋଗ୍ୟ ତେବେ ତାଙ୍କ ଆକାଉଣ୍ଟକୁ ୪୦ହଜାର ଟଙ୍କା ଆସିଲା କେମିତି ! ତାଙ୍କ ଆକାଉଣ୍ଟ ଓ ଆଧାର ନମ୍ବର ବ୍ଲକ ପ୍ରଶାସନ ପାଇଲେ କେମିତି !

Today Panchang
Panchang Today 3rd October 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ମଙ୍ଗଳବାର । ଚନ୍ଦ୍ର –ବୃଷ ଅହୋରାତ୍ର ।

bjd-bjd
ରେଢ଼ାଖୋଲରେ ତେଜୁଛି କି ବିଜେଡି ଅନ୍ତର୍କନ୍ଦଳ ?

ପ୍ରସନ୍ନ ଆଚାର୍ଯ୍ୟଙ୍କ ନିଶାନାରେ ବିଧାୟକ ରୋହିତ ପୂଜାରୀ ? ରେଢ଼ାଖୋଲରେ ପ୍ରସନ୍ନଙ୍କ ଅଭିଭାଷଣକୁ ନେଇ ଚର୍ଚ୍ଚା

YouTuber’s Village
ୟୁଟ୍ୟୁବରଙ୍କ ଗାଁ ଛତିଶଗଡ଼ର ତୁଳସୀ ଗାଁ : ୪୦ ୟୁଟ୍ୟୁବ ଚ୍ୟାନେଲ, ୧୧ ଶହରୁ ଅଧିକ ଆର୍ଟିଷ୍ଟ

ଛତିଶଗଡ଼ ରାଜଧାନୀ ରାଇପୁରଠାରୁ ୪୫ କିଲୋମିଟର ଦୂରରେ ଥିବା ତୁଲସୀ ଗାଁକୁ ୟୁଟ୍ୟୁବରଙ୍କ ଗାଁ ଆଖ୍ୟା ଦେଇଛି ଏଠିକାର ଲୋକଙ୍କ ପ୍ରୟାସ।

24 deaths in 24 hours
ଔଷଧ ଅଭାବ: ୨୪ ଘଣ୍ଟାରେ ୨୪ ମୃତ ! ୭୦ ଜଣ ଏବେ ବି ଗୁରୁତର ଥିବା ସୂଚନା

ଔଷଧ ଓ କର୍ମଚାରୀଙ୍କ ଅଭାବ ପାଇଁ ଅଘଟଣ ଆଶଙ୍କା...ଶନିବାର ଓ ରବିବାର ମଧ୍ୟରେ ଉଦବେଗଜନକ ଘଟଣା..ଭିନ୍ନ ଭିନ୍ନ କାରଣରୁ ୨୪ ଘଣ୍ଟାରେ ୧୨ ଶିଶୁଙ୍କ ସହ ୨୪ ମୃତ

Jojanara Na Hariloot,
ପାଠପଢ଼ାର ନାଁ ନାହିଁ, ଭୂତ କୋଠି ପାଲଟିଛି ୯ କୋଟି ଟଙ୍କାରେ ନିର୍ମିତ ବିଲ୍ଡିଂ

ବିଇଡି କଲେଜ, ଲେଡିଜ୍ ହଷ୍ଟେଲ, ଜେଣ୍ଟସ ହଷ୍ଟେଲ, ଷ୍ଟାଫ୍ କ୍ୱାର୍ଟର ପାଇଁ କାମ ସରିଛି । କେନ୍ଦ୍ର ସରକାରଙ୍କ ଅନୁଦାନରେ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା

Soumya Ranjan Patnaik
ସମ୍ପାଦକ ପଦ ଛାଡ଼ିଲେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ସଂପାଦକ ପଦରୁ ଅବ୍ୟାହତି ସଂପର୍କରେ ସୌମ୍ୟଙ୍କ ଖବର କାଗଜରେ ସୂଚନା ଦିଆଯାଇଛି।

Naveen Patnaik
ଆଟାକିଂ ମୁଡରେ ନବୀନ : ବିରୋଧୀଙ୍କୁ ଖୋଲା ଟାର୍ଗେଟ

‘ଓଡ଼ିଶାର ବିକାଶରେ ବିରୋଧୀ ଦଳ ଖୁସି ନାହାନ୍ତି’... ଜନସଂପର୍କ ପଦଯାତ୍ରାରେ ପୁଣି ବିରୋଧୀଙ୍କୁ ନବୀନଙ୍କ ଟାର୍ଗେଟ ।

Jojanara Na Hariloot ,
ଏମିତି ହେଉଛି ସରକାରୀ କାମ, ୨୫୦ ମିଟର ରାସ୍ତାକୁ ୭ ଥର ବିଲ୍

ଅଢେଇ ଶହ ମିଟର ରାସ୍ତାକୁ ୭ଥର ବିଲ୍। ଗତ ୫ ବର୍ଷ ଭିତରେ ବିଭିନ୍ନ ଯୋଜନାର ଟଙ୍କାକୁ ଯୋଜନାବଦ୍ଧ ଭାବେ ଆତ୍ମସାତ୍ କରାଯାଇଛି।

Jojanara Na Hariloot
ଏ କି ପ୍ରକାର ପ୍ରହସନ, ହାତରେ ଫଳକ ଧରି ୩ବର୍ଷ ହେଲା ଘର ଖୋଜି ବୁଲୁଛନ୍ତି ହିତାଧିକାରୀ

ଆଜିକୁ ୩ ବର୍ଷ ହେଲା ହାତରେ ଫଳକ ଧରି ପଞ୍ଚାୟତ ଅଫିସ୍, ବ୍ଲକ ଅଫିସ୍ ସବୁଆଡେ ଗଲେଣି ହରେକୃଷ୍ଣ ନାୟକ । ମୋ ଘର କେଉଁଠି ଦେଖେଇ ଦିଅନ୍ତୁ ମୁଁ ରହିବି ବୋଲି କହୁଛନ୍ତି, କିନ୍ତୁ ତାଙ୍କ କଥା କେହି ଶୁଣୁନାହାନ୍ତି।

SpecialStory
ନାହିଁ ନାହିଁରେ ଚାଲିଛି ପିଲାଙ୍କ ଭବିଷ୍ୟତ ଗଢ଼ା

ପାଠ ପଢ଼ାଇବାକୁ ସାର୍‌ ନାହାନ୍ତି । ପିଇବା ପାଇଁ ପାଣିର ବ୍ୟବସ୍ଥା ନାହିଁ । ପାଚେରୀ ନାହିଁ କି ଭଲ ଶ୍ରେଣୀଗୃହ ବି ନାହିଁ । ଏମିତି କି ଶୌଚ ହେବାକୁ ମଧ୍ୟ ଖୋଲା ସ୍ଥାନକୁ ଯିବାକୁ ପଡ଼ୁଛି । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ଏକମାତ୍ର ଗୋଷ୍ଠୀ...

Mohana
ତହସିଲଦାର ହେବ ତ ଏମିତି !

ମୋହନା ତହସିଲଦାରଙ୍କ ଅଭିନବ ପ୍ରୟାସ। ମୋ ଆଦର୍ଶ ରାଜସ୍ଵ ଗ୍ରାମ ଗଠନ କରି ଲୋକଙ୍କ ସମସ୍ୟା ବୁଝିଛନ୍ତି ତହସିଲଦାର । ଦୁର୍ଗମ ଅଞ୍ଚଳର ଜନ ସାଧାରଣଙ୍କ ନିକଟରେ ସିଧାସଳଖ ପ୍ରଶାସନ ପହଞ୍ଚି ବିଭିନ୍ନ ସମସ୍ୟାର ସମଧାନ ପାଇଁ ମୋ ଆଦର୍ଶ ରାଜସ୍ଵ ଗ୍ରାମ ଅଭିଯାନ ଆରମ୍ଭ କରି ଏବେ...

Parents of Divyang in Mayurbhanj seek ration card for livelihood
ଖୁଆଇଲେ ଖାଉଛନ୍ତି, ଟେକିକି ନେଲେ ଯାଉଛନ୍ତି

ଭିନ୍ନକ୍ଷମ ପୁଅ ନାମରେ ରାସନ କାର୍ଡ ଟିଏ କରିବା ପାଇଁ ହନ୍ତସନ୍ତ ବାପା ମା l ଶୁଣୁ ନାହିଁ ପ୍ରଶାସନ l ଏ ଚିତ୍ର ହେଉଛି ମୟୁରଭଞ୍ଜ ଜିଲ୍ଲା ବହଳଦା ବ୍ଳକ ବାସିଙ୍ଗି ଗ୍ରାମର l ଗ୍ରାମର ବିରଞ୍ଚି ନାରାୟଣ ମହାନ୍ତ ଚାଷ କାମ ଓ କ୍ଷୀର ବେପାର...

Park in Balasore turns safe haven for anti-socials
ଅବହେଳିତ ଅବସ୍ଥାରେ ପଡ଼ିରହିଛି ପାର୍କ

ଅବହେଳିତ ଅବସ୍ଥାରେ ପଡ଼ିରହିଛି ପାର୍କ l ଅସାମାଜିକ ଲୋକଙ୍କ ପାଲଟିଛି ଆଡ୍ଡାସ୍ଥଳୀ l ମାସେ ନୁହେଁ କି ଦୁଇ ମାସ ବିଗତ ତିନି ବର୍ଷ ହେବ ଏଭଳି ଅବହେଳିତ ଅବସ୍ଥାରେ ପଡ଼ିରହିଛି ଏହି ପାର୍କ l ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ତିଆରି କରିଥିବାବେଳେ ଏବେ...

Today Panchang
Panchang Today 1st October 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧ ତାରିଖ ରବିବାର

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।