ଜାମ୍ମୁ ଓ କାଶ୍ମୀରରେ ବର୍ତ୍ତମାନ ଯେଉଁ ସ୍ଥିତି ମୁଣ୍ଡ ଟେକି ସୁରକ୍ଷା ଏବଂ ଭ୍ୟାଲି ବାସିନ୍ଦାଙ୍କ ପ୍ରତି ବିପଦ ବଢ଼ାଇଛି
ଆପତ୍ତିଜନକ ବୟାନ ଅଭିଯୋଗରେ ଦଳୀୟ କାର୍ଯ୍ୟନୁଷ୍ଠାନ
ଯାଜପୁର ଧର୍ମଶାଳା ବ୍ଳକ ତରଞ୍ଜିଆ ପଞ୍ଚାୟତର ଏକ ନୂଆ ପୋଖରୀ ପୁନରୁଦ୍ଧାର କାମରେ ହୋଇଛି ବ୍ୟାପକ ଗଫଲତି ।
୨୦୧୯ ନିର୍ବାଚନ ପରେ ନବୀନଙ୍କ ପଞ୍ଚମ ପାଳିରେ ମନ୍ତ୍ରୀ ହୋଇଥିବା ୧୦ ଜଣଙ୍କୁ ଏଥର ବାଦ୍ ଦିଆଯାଇଛି
କାହାକୁ ମିଳିଲା କେଉଁ ବିଭାଗ ?
କ୍ୟାବିନେଟ୍ ମନ୍ତ୍ରୀ ଭାବରେ ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ୍ଲ ମଲ୍ଲିକ, ପ୍ରତାପ କେଶରୀ ଦେବ, ଜଗନ୍ନାଥ ସାରକା, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ଅମାତ, ନବକିଶୋର ଦାଶ, ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ ଓ ରାଜେନ୍ଦ୍ର ଢୋଲକିଆ...
ପ୍ରଭାବଶାଳୀ ରାଜନେତାଙ୍କ ପୁଅ ଥିବାରୁ କାର୍ଯ୍ୟାନୁଷ୍ଠାନରେ ବିଳମ୍ବ ଅଭିଯୋଗ !
ଦଳର ଏଭଳି ନୈରାଶ୍ୟଜନକ ପ୍ରଦର୍ଶନକୁ ନେଇ ବିଜେପି ନେତା ପ୍ରଦୀପ ପୁରୋହିତ ଆହୁରି କହିଛନ୍ତି, ବ୍ରଜରାଜନଗରରେ କଂଗ୍ରେସ ପ୍ରାର୍ଥୀଙ୍କୁ ଅର୍ଥବଳରେ ବିଜେଡି କିଣିଛି ।
ମଧ୍ୟାହ୍ନ ଭୋଜନ ଚାଉଳରେ ବଡ଼ ଧରଣର ଘୋଟାଲା। ୫୦ କିଲିଆ ବସ୍ତାରେ ଦିଆଯାଉଛି ୪୫ କିଲୋ ଚାଉଳ
କାନପୁର ସାମ୍ପ୍ରଦାୟିକ ହିଂସା, ଧରାପଡ଼ିଲା ମୁଖ୍ୟ ଅଭିଯୁକ୍ତ
ଧୋକା ଦେଇ ଆଉ ଜଣଙ୍କ ହାତ ଧରିଲା ପ୍ରେମିକା । ଝିଅ ବିଦା ହେବା ବେଳେ ଖେଳ ବିଗାଡ଼ି ଦେଲା ପ୍ରେମିକ ।
ଆସନ୍ତାକାଲି ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ।
ନବୀନଙ୍କ ମନ୍ତ୍ରିମଣ୍ଡଳ ଅଦଳବଦଳ ନେଇ ଚର୍ଚ୍ଚା ହେଉଛି
ଘରର ବୋହୂକୁ ସର୍ବସମ୍ମୁଖରେ ମାଡ଼ । ଝିଅ ଜନ୍ମ ହେବାରୁ ଶାଶୂଘର ଲୋକ ଅକଥନୀୟ ନିର୍ଯାତନା ଦେଇଛନ୍ତି ।
ଅନୁଭବଙ୍କ ଅଭିଯୋଗର ଫର୍ଦ୍ଦ ସରୁନି । ଏଥର ଆଉ ଜଣେ ଅଭିନେତ୍ରୀଙ୍କୁ କଲେ ଟାର୍ଗେଟ ।
ଜମ୍ମୁ କାଶ୍ମୀରରେ ଥମୁନି ଟାର୍ଗେଟ କିଲିଂ । ଜଣକ ପରେ ଜଣଙ୍କ ଜୀବନ ନେଉଛନ୍ତି ଆତଙ୍କୀ ।