ବାପା ରାଜମିସ୍ତ୍ରୀ କାମ କରୁଛନ୍ତି। ଦୁଃଖକଷ୍ଟରେ ଘର ଚଳୁଛି। ଆଉ ପୁଅ ୱାର୍ଲଡ ଚାମ୍ପିୟନ ହେବ ବୋଲି ସ୍ୱପ୍ନ ଦେଖୁଛି। ଖାଲି ସ୍ୱପ୍ନ ଦେଖୁନି, କଳାହାଣ୍ଡିରୁ କଲମ୍ବିଆ ଯିବାକୁ ଟିକେଟ୍ ପାଇ ସାରିଛି।
ଲିଚୁ ଚାଷ ପାଇଁ ପ୍ରସିଦ୍ଧି ଲାଭ କରିଥିବା ଖଣ୍ଡାଧାର ଅଂଚଳର ଚାଷୀଙ୍କ ଆଖିରେ ଲୁହ। ଖରାଦିନେ ଦୁଇ ଲକ୍ଷରୁ ଅଧିକ ଟଙ୍କା ରୋଜଗାର କରୁଥିବା ଲିଚୁ ଚାଷୀ ଏବେ ଚିନ୍ତାରେ।
’ସବୁ ଜିନିଷ ପ୍ରାଞ୍ଜଳ ଭାବେ ଦିଶୁଛି, ସିବିଆଇ ତଦନ୍ତ ହେଲେ କଣ ହେବ’
ପିଲାଙ୍କ ସହ ଦୁଃଖସୁଖ ହେଲେ ଆଉ ମନ ଭରି ନାଚିଲେ ନବରଙ୍ଗପୁର SP ମାଡାମ ଏସ. ସୁଶ୍ରୀ ।
ବାପାଙ୍କ ଫେରିବା ବାଟକୁ ଚାହିଁ ରହିଛନ୍ତି ୫ ଛୁଆ । ବାପା ଆସିବେ, ସାଥୀରେ ଚକୋଲେଟ୍ ନେଇ ଆସିବେ । ହେଲେ ତାଙ୍କ ସ୍ୱପ୍ନ କ’ଣ ସତ ହେବ ?
୩ ମାସ ପର୍ଯ୍ୟନ୍ତ ପ୍ରଥମେ ତାଙ୍କୁ ଏଥିପାଇଁ ତାଲିମ ପ୍ରଦାନ କରାଯିବ ।
ପିଆଜ ଘର ନାହିଁ । ବାଧ୍ୟ ହୋଇ କିଲୋ ପିଝା ପାଞ୍ଚରୁ ଦଶ ଟଙ୍କାରେ ପିଆଜ ବିକ୍ରି କରୁଛନ୍ତି ଚାଷୀ ।
କାଶ୍ମୀର ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକ
ଦିବ୍ୟାଙ୍ଗ ଝିଅ ସୀମା ଏବେ ସମାଜ ପାଇଁ ଉଦାହରଣ । ଦୁର୍ଘଟଣାରେ ଗୋଟେ ଗୋଡ଼ ସିନା କଟିଯାଇଛି, ତା’ର ସ୍ୱପ୍ନର ଉଡ଼ାଣରେ କିନ୍ତୁ ଡେଣାଟିଏ ଲାଗିଯାଇଛି । ଗୋଟିଏ ଗୋଡ଼ରେ କୁନି ଝିଅ ସ୍କୁଲ୍ ଯାଉଛି..। ଆଉ ପାଠପଢ଼ା ପାଇଁ କଠିନ ପରିଶ୍ରମ କରୁଛି ।
ଆମେରିକା, ଅଷ୍ଟ୍ରେଲିଆ ଓ ଜାପାନ ରାଷ୍ଟ୍ରମୁଖ୍ୟଙ୍କ ସହିତ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି
ଖେଳନା ନଭାଙ୍ଗି କ୍ଷତିପୂରଣ ଦେଲେ ପୁଅ ।
ଗତ ୧୬ ତାରିଖରେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଙ୍ଘେ ଦେଶରେ ପେଟ୍ରୋଲ ସଂକଟ ଦେଖା ଦେଇପାରେ ବୋଲି ଚେତାଇ ଦେଇଥିଲେ ।
କ୍ୱାଡ୍ ସମ୍ମିଳନୀରେ ୪ ରାଷ୍ଟ୍ରମୁଖ୍ୟ ଆଲୋଚନା କରିଛନ୍ତି ।
ହାତରେ ବ୍ୟାଟ ଧରି ଗୋଡ଼ାଉଛନ୍ତି । ସ୍ତ୍ରୀର ଉଗ୍ରରୂପ ଦେଖି ଭୀତତ୍ରସ୍ତ ହୋଇ ନିଜକୁ ରକ୍ଷା କରିବାକୁ ଦଉଡ଼ୁଛନ୍ତି ସ୍ୱାମୀ ।
ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କ ଉପସ୍ଥିତିରେ ନାମାଙ୍କନ ଭରିଲେ ସିବଲ
ଆଇପିଏଲ ବେଟିଂ ହେଳା କାଳ । ପୋଷ୍ଟମାଷ୍ଟର ହାରିଗଲେ ୧ କୋଟି ଟଙ୍କା ।
ଅସଦାଚରଣ ପରେ ଲୋକଲଜ୍ଜା ଭୟରେ ଜଣେ ନାବାଳିକା ଆତ୍ମହତ୍ୟା କରିଛନ୍ତି ।
ଅଷ୍ଟ୍ରେଲିଆ, ଇସ୍ରାଏଲ, ସ୍ୱିଜରଲାଣ୍ଡରେ ପ୍ରଥମ ଥର ପାଇଁ ମଙ୍କିପକ୍ସ ଭୂତାଣୁ ଠାବ କରାଯାଇଛି
ତାଇଓ୍ୱାନ୍ ପ୍ରସଙ୍ଗରେ ବେଜିଂକୁ ବାଇଡେନଙ୍କ ଖୋଲା ଚେତାବନୀ । ଚୀନ୍ ବଳପ୍ରୟୋଗ କଲେ ଆମେରିକା ହସ୍ତକ୍ଷେପ ଲାଗି ବାଧ୍ୟ ହେବ ବୋଲି ସ୍ପଷ୍ଟ କରିଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍।