କଟକ ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ର ଆଗରେ ଏବେ ବି ଡହ ଖରାରେ ସିଝୁଛନ୍ତି ଶହ ଶହ ରୋଗୀ: ସବୁ ଦେଖି ଯେମିତି ଚାହିଁ ଜଳକା ସାଜିଛନ୍ତି କର୍ତ୍ତୃପକ୍ଷ । ସରକାରୀ କଳର ବଧିରପଣକୁ ନେଇ ପ୍ରଶ୍ନ
ଆଜି ପ୍ରଥମ ଦିନ ଥିବାରୁ ଛାତ୍ରଛାତ୍ରୀ ଟିକିଏ ସହଳ ପରୀକ୍ଷା କେନ୍ଦ୍ରରେ ପହଞ୍ଚି ଯାଇଥିଲେ । ତେବେ କରୋନା ମହାମାରୀ ପୁଣି କାୟା ମେଲାଇବାକୁ ଆରମ୍ଭ କରିଥିବାରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଥିଲା ।
ଦୁଇ ଗୋଷ୍ଠୀଙ୍କ ରାଲି ବେଳେ ଉତ୍ତେଜନାରୁ ଉଭୟ ପକ୍ଷ ପଥର ମାଡ଼ କରିଛନ୍ତି ।
କୃଷି ଓ କୃଷକଙ୍କ ଉନ୍ନତି ପାଇଁ ସରକାରୀସ୍ତରରେ ଅନେକ ଯୋଜନା ହେଉଛି। ବିହନ, ଔଷଧ, କୃଷି ଯନ୍ତ୍ରପାତି ରିହାତି ଦରରେ ଯୋଗାଇ ଦିଆଯାଉଛି। ହେଲେ କଲ୍ୟାଣ ବଦଳରେ ଏହା ଚାଷୀଙ୍କୁ ସମସ୍ୟାରେ ପକାଉଛି। ନିମ୍ନମାନର ବିହନ ହେତୁ କ୍ଷତିଗ୍ରସ୍ତ ଖଡିଆଳର ପିଆଜ ଚାଷୀ...
ପାକିସ୍ତାନ ସେନାକୁ ବେଲୋଚ୍ ବିଦ୍ରୋହୀଙ୍କ ଖୋଲା ଚ୍ୟାଲେଞ୍ଜ । ପାହାଡ଼ କି ଅଗମ୍ୟ ଉପତ୍ୟକାରେ ନୁହେଁ... ଏଣିକି ଲାହୋର, କରାଚି ଓ ଇସଲାମାବାଦ୍ରେ ହେବ ମୁକାବିଲା । କରାଚି ବିଶ୍ୱବିଦ୍ୟାଳୟରେ ଆତ୍ମଘାତୀ ଆକ୍ରମଣ କରି ନିଜ ଉପସ୍ଥିତି ଜାହିର କରିଛନ୍ତି ବେଲୋଚ୍ ବିଦ୍ରୋହୀ
ଖାଲି ସୁଦୀପ୍ ବନାମ୍ ଅଜୟ ଦେବଗନ୍ କାହିଁକି? ବହୁ ପୂର୍ବରୁ ଅନେକ ଥର ଉଠିଛି ଜାତୀୟ ଭାଷା ଝଡ଼ । ହିନ୍ଦୀ ଜାତୀୟ ଭାଷା କି ନୁହେଁ, ତାକୁ ନେଇ ମୁହାଁମୁହିଁ ହୋଇଛନ୍ତି ବହୁ ବଡ଼ ବଡ଼ ହସ୍ତି । କିଛି ସପ୍ତାହ ତଳେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ...
କୁନି ପିଲା ହୋଇଥିଲେ ବି ଲୋକକଳାକୁ ବଂଚାଇ ରଖିବାକୁ କରିଛନ୍ତି ପ୍ରୟାସ। ଗଂଜାମର ଅନନ୍ୟ ଲୋକକଳା ରଣପା ନୃତ୍ୟ ପରିବେଷଣ କରି ରାଜ୍ୟ ପାଇଁ ଆଣିଛନ୍ତି ଗୌରବ। ଦୁଇ ଖଣ୍ଡ ବାଉଁଶ ବାଡ଼ି ଉପରେ ନାଚି କରିଛନ୍ତି ରେକର୍ଡ। ଜାଣନ୍ତୁ, ବିଭୂଦତ୍ତ ସାହୁ ଓ ବିଭାସ ସାହୁଙ୍କ ସଫଳତାର...
ଏମିତି ଜଣେ ଯୁବକ, ଯିଏ ପଶୁପକ୍ଷୀଙ୍କ ପ୍ରେମରେ ଅନ୍ଧ। ଯାହାଙ୍କ ଅନାବିଳ ଭଲ ପାଇବା ଆଗରେ ସବୁ କିଛିକୁ ପଛରେ ପକାଇ ଦେଇଛି। ଚାକିରି ଜୀବନରୁ ଅବସର ସମୟ କାଢି ଟଙ୍କା ଖର୍ଚ୍ଚ କରି ପଶୁପକ୍ଷୀଙ୍କ ସେବା କରି ଚାଲିଛନ୍ତି। ଭେଟନ୍ତୁ, ଢେଙ୍କାନାଳର ପଶୁପକ୍ଷୀ ପ୍ରେମୀ ହିମାଂଶୁ ବାରିକଙ୍କୁ...
ପତ୍ର ତୋଳିଲେ ପେଟ ପୂରୁଛି। ନ ହେଲେ ଉପାସ। ଏବେ ପ୍ଲାଷ୍ଟିକ ଓ ସୋଲ ତିଆରି ସାମଗ୍ରୀ ମିଳୁଥିବାରୁ ଚିନ୍ତାରେ ଶାଳପତ୍ର ତୋଳାଳି। ସଠିକ୍ ପ୍ରାପ୍ୟ ମିଳୁନଥିବାରୁ ଏବେ ବଂଚିବା ପାଇଁ ସଂଘର୍ଷ କରୁଛନ୍ତି ଆଦିବାସୀ...
ପୁରୁଣା ସାଇକେଲକୁ ଦିଆଯାଇଛି ନୂଆ ରୂପ। ଆଉ ଏଥିରେ ଖଞ୍ଜା ଯାଇଛି ସୌର ଶକ୍ତି ଦ୍ୱାରା ଚାର୍ଜ ହେଉଥିବା ବ୍ୟାଟେରୀ। ବିନା ଇନ୍ଧନରେ ସାଇକେଲ ଗଡ଼ିବା ସହ ବାଇକର ବିକଳ୍ପ ହୋଇପାରିଛି। ଏହି ସୋଲାର ସାଇକେଲ ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି କେନ୍ଦ୍ରାପଡ଼ାର ସୌମ୍ୟ ରଞ୍ଜନ ପଲାଇ...
IPS ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର ।
ଗତକାଲି ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ଟ୍ୱିଟରରେ ଏକ ଶଗଡ଼ର ଚିତ୍ର ସେୟାର କରି ଟେସଲା ସିଇଓ ଏଲୋନ୍ ମସ୍କଙ୍କୁ ଟ୍ୟାଗ୍ କରିଛନ୍ତି ।
ଆପଣଙ୍କ ମୋବାଇଲ ଚେକ କରନ୍ତୁ। ଏହି ୨ଟି ମୋବାଇଲ ନମ୍ବରରୁ ଆପଣଙ୍କ ପାଖକୁ ଫୋନ କଲ୍ ଆସିନାହିଁ ତ! ଯଦି ଆସିଥାଏ, ତେବେ ହୋଇଯାଆନ୍ତୁ ସାବଧାନ। ନଚେତ୍ ଆପଣଙ୍କ ଆକାଉଣ୍ଟ ସାଙ୍ଗେ ସାଙ୍ଗେ ଖାଲି ହୋଇଯିବ...
ସବୁ ଦିନ ଭଳି ସେଦିନ ଚଳଚଞ୍ଚଳ ଥିଲା ସମୁଦ୍ର କୂଳ। ଗାଧୋଉଥିଲେ ପର୍ଯ୍ୟଟକ। ହଠାତ୍ ଆକାଶରୁ ଖସି ପଡିଲା ଗୋଟିଏ ବିମାନ।
ପରାଜୟ ସ୍ୱୀକାର କଲେ ମରିନ୍ ଲେ ପେନ । ଦ୍ୱିତୀୟ ଥର ପାଇଁ ଇମାନୁଏଲ୍ ମାକ୍ରୋନ୍ ଫ୍ରାନ୍ସର ରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି ।
ଜିଲ୍ଲାପାଳଙ୍କ ଗାଡିକୁ ପଥର ମାରି ବନ୍ଧା ହେଲେ । ୯ ଜଣଙ୍କୁ ଗିରଫ କଲା ପୋଲିସ୍ । ଆଗାମୀ ସମୟରେ ଗିରଫଦାରୀ ସଂଖ୍ୟା ବଢ଼ିପାରେ ବୋଲି କୁହାଯାଉଛି ।
ବିଦ୍ୟୁତ କାଟ ସମସ୍ୟାକୁ ନେଇ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ।
ବର ଓଡ଼ିଆ, କନ୍ୟା ସ୍ଲୋଭେନିଆ । ଭୁବନେଶ୍ୱରରେ ଓଡିଆ ରୀତିନୀତିରେ ବାହାଘର ପରେ ବଲାଙ୍ଗିର ବଙ୍ଗୋମୁଣ୍ଡା ବ୍ଲକକୁ ଯାଇଛନ୍ତି ନବ ଦମ୍ପତ୍ତି ।
ବିଶିଷ୍ଟ ସାହିତ୍ୟିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ପରଲୋକ ।
ସୋସିଆଲ୍ ମିଡିଆରେ ଝିଅ ବିଦା ବେଳର ଏହି ଭିଡିଓଟି ଏବେ ଭାଇରାଲ୍ ହେଇଛି