• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବର ...more

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।

less

Posts by

bus accident
୫୦ ଫୁଟ୍ ତଳକୁ ଖସିଲା ଯାତ୍ରୀବାହୀ ବସ୍ : ୭ ମୃତ, ୪୫ ଗୁରୁତର

ଘରୋଇ ବସଟି ବିବାହ ଉତ୍ସବରୁ ଫେରୁଥିବା ୬୩ ଜଣଙ୍କୁ ଧରି ଅନନ୍ତପୁର ଜିଲ୍ଲା ଧର୍ମଭରମରୁ ଚିତ୍ତୋର ନାଗରିକୁ ଯାଉଥିଲା । ତେବେ କୌଣସି କାରଣବଶତଃ ପ୍ରାୟ ୫୦ ଫୁଟ୍ ଘାଟି ତଳକୁ ବସଟି ଖସି ପଡିଥିଲା

Biju Setu Still
କେବେ ସରିବ ବିଜୁ ସେତୁ ଯୋଜନାରେ ଚାଲିଥିବା ପୋଲ ? ୭ ବର୍ଷ ବିତିଥିଲେ ବି କାମ ସରିବାର ନାଁ ଧରୁନି

ନଦୀର ଦୁଇ ପାର୍ଶ୍ୱରେ କିଛି ଅଂଶ ପୋଲ କାମ ସରିଥିବା ବେଳେ,ମଝି ଅଂଶ ଅସମ୍ପୂର୍ଣ୍ଣ ହୋଇ ପଡି ରହିଛି । ପୋଲ ର୍ନିମାଣ କରୁଥିବା ଠିକା ସଂସ୍ଥା କାମ ଅସମ୍ପୁର୍ଣ୍ଣ ରଖି ପଳାଇଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ

Odisha News
୪୮ ଘଣ୍ଟା ପରେ ବି IIC ଦେବ ଗମାଙ୍ଗଙ୍କ ମୃତ୍ୟୁ ରହସ୍ୟଘେରରେ : ଘଟଣାର ସଠିକ୍ ତଦନ୍ତ କଲେ ଦାବି IICଙ୍କ ପତ୍ନୀ

ପାରିବାରିକ ସ୍ଥିତି ଓ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ସମ୍ପର୍କ ଭଲ ଥିଲା । କେବଳ ଓ୍ୱାର୍କ ପ୍ରେସର ଅଧିକ ଥିଲା, ନିର୍ବାଚନ ପରେ ଛୁଟିରେ ଆସିବେ କହୁଥିଲେ ।

Odia Athletes
ସୁଟର ଶ୍ରୀୟଙ୍କା ଷଡ଼ଙ୍ଗୀ ଓ ପାରା ଆଥଲେଟ ଜୟନ୍ତୀ ବେହେରାଙ୍କୁ ସମ୍ବର୍ଦ୍ଧିନା

ନବୀନ ନିବାସ ଠାରେ ଦୁଇ ଓଡିଆ ଅନ୍ତର୍ଜାତୀୟ କ୍ରୀଡା ତାରକା ଶ୍ରୀୟଙ୍କା ଷଡଙ୍ଗୀ ଓ ଜୟନ୍ତୀ ବେହେରାଙ୍କୁ ମୁଖ୍ୟମନ୍ତ୍ରୀ ଆର୍ଥିକ ପୁରସ୍କାର ସହିତ ସମ୍ବର୍ଦ୍ଧିତ କରିଛନ୍ତି ।

Ripunath Seth Passes Away
୬୭ବର୍ଷ ବୟସରେ ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠଙ୍କ ପରଲୋକ

ବରଗଡ ଜିଲ୍ଲା ବରପାଲିର ରିପୁନାଥ ସେଠ କଂଗେସରୁ ରାଜନୀତି ଆରମ୍ଭ କରିଥିଲେ । ୧୯୯୨ରେ ବରପାଲି ଏନଏସି ଚେୟାରମ୍ୟାନ୍ ଓ ୧୯୯୫ ବିଧାନସଭା ନିର୍ବାଚନରେ ବିଜେପୁର ଆସନରୁ କଂଗ୍ରେସ ଟିକେଟରେ ନିର୍ବାଚିତ ହୋଇଥିଲେ ।

drunkard challenged the police officer
ମୁଁ ମଦ ପିଇଛି, ସାହସ ଅଛି ତ ଗିରଫ କର : ପୋଲିସ୍‌କୁ ଚ୍ୟାଲେଞ୍ଜ କରି ମାମୁଁଘରେ ମଦ୍ୟପ

ଗିରଫ ହୋଇଥିବା ନିଶାଡିଯୁବକଙ୍କ ନାମ ଅମରଶ କୁମାର ସିଂ । ବ୍ରେଥ୍‌ ଆନାଲାଇଜର ଦ୍ୱାରା ଯୁବକ ଜଣକ ମଦ୍ୟପାନ କରିଥିବା ସ୍ପଷ୍ଟ ହୋଇଛି

pakhala
ଛୁଙ୍କ ପଖାଳରୁ ଚାଇଁ ପଖାଳ :କେତେ ପ୍ରକାର ପଖାଳ ଖାଆନ୍ତି ଓଡ଼ିଆ...

ଓଡ଼ିଆଙ୍କ ବିଭିନ୍ନ ଖାଦ୍ୟ ମଧ୍ୟରୁ ପଖାଳର ସ୍ଥାନ ସ୍ୱତନ୍ତ୍ର। ଆଉ ଏହି ପାରମ୍ପାରିକ ଖାଦ୍ୟକୁ ଅଧିକରୁ ଅଧିକ ଲୋକପ୍ରିୟ କରିବା ଲାଗି ମାର୍ଚ୍ଚ ୨୦ ତାରିଖକୁ ‘ବିଶ୍ୱବ୍ୟାପୀ ପଖାଳ ଦିବସ’ ଭାବେ ପାଳନ କରାଯାଉଛି।

sri-lanka-cancels-school-exam
ଶ୍ରୀଲଙ୍କା ପାଖରେ କାଗଜ କିଣିବାକୁ ଟଙ୍କା ନାହିଁ : ପରୀକ୍ଷା ରଦ୍ଦ, ଅନ୍ଧାରରେ ପିଲାଙ୍କ ଭବିଷ୍ୟତ

ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଛି ଶ୍ରୀଲଙ୍କା । ଦେଶରେ କାଗଜ କିଣିବାକୁ ମଧ୍ୟ ଟଙ୍କା ନାହିଁ

Karnataka High Court Chief Justice Ritu Raj Awasthi
ହିଜାବ ନିଷ୍ପତ୍ତି ଶୁଣାଇଥିବା ଜଜ୍‌ଙ୍କୁ ୱାଇ ପ୍ଲସ୍ ସୁରକ୍ଷା : କିଛି ଦିନ ପୂର୍ବରୁ ମିଳିଥିଲା ହତ୍ୟା ଧମକ

କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇ ଏସମ୍ପର୍କରେ ନିଜ ମତ ଦେଇଛନ୍ତି । ହିଜାବ ଉପରେ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଥିବା ତିନିଜଣ ବିଚାରପତିଙ୍କୁ 'Y' ବର୍ଗର ସୁରକ୍ଷା ଦେବାକୁ ନିଷ୍ପତ୍ତି ନିଆଯାଇଥିବା ସେ କହିଛନ୍ତି ।

Pakhala divas
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବହୁତ ପସନ୍ଦ ପଖାଳ . . . .

ଖାଣ୍ଟି ଓଡ଼ିଆ ଖାଦ୍ୟ ତଥା ପ୍ରତିଟି ଓଡ଼ିଆଙ୍କ ପ୍ରାଣ ପଖାଳକୁ ବେଶ ପସନ୍ଦ କରିଥାନ୍ତି ନବୀନ। ଏ କଥା ଆମେ କହୁନୁ, ଖୋଦ ମୁଖ୍ୟମନ୍ତ୍ରୀ ନିଜେ ଏକଥା କହିଥିଲେ।

Group clash
ହୋଲି ଖେଳ ବେଳେ ଗୋଷ୍ଠୀ ସଂଘର୍ଷ : ୫ ଆହତ, ୨ ଗୁରୁତର

ଗୋଟିଏ ଗୋଷ୍ଠୀର ଲୋକେ ଏକାଠି ହୋଇ ରଙ୍ଗ ଖେଳୁଥିବା ବେଳେ ଅନ୍ୟ ଗୋଷ୍ଠୀର ଲୋକେ ସେମାନଙ୍କ ଉପରକୁ ପଥର ମାଡ଼ କରିଥିବା ଅଭିଯୋଗ ହୋଇଛି ।

ACCIDENT
ବସ୍ ଓଲଟି ୮ ମୃତ, ୨୦ରୁ ଊର୍ଦ୍ଧ୍ୱ ଗୁରୁତର

ତୁମକୁର୍ ଜିଲ୍ଲାର ପାଗୱାଡ଼ା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ବସ୍ ।

 Road Accident In Odisha
ବଣାଇ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା : ବାପା, ମାଆ ଓ ୩ ବର୍ଷର ଝିଅ ମୃତ

ରାସ୍ତାରେ ଛକି ବସିଥିଲେ ଯମଦୂତ । ଦୁର୍ଘଟଣାରେ ବାପା, ମାଆ ଓ ସାନ ଝିଅର ଚାଲିଗଲା ଜୀବନ ।

campaign
ପ୍ରାର୍ଥୀଙ୍କ ଏକଲାଚଲୋ ପ୍ରଚାର : ନା ଅଛନ୍ତି କର୍ମୀ ନା ସମର୍ଥକ, ସ୍କୁଟି ଧରି ଘରକୁ ଘର ବୁଲି ଭୋଟ ମାଗୁଛନ୍ତି ପୌରାଧ୍ୟକ୍ଷ ପ୍ରାର୍ଥୀ ବ୍ରହ୍ମାନନ୍ଦ

 ବଡ଼ବିଲ ପୌରାଧ୍ୟକ୍ଷ ପ୍ରାର୍ଥୀ ବ୍ରହ୍ମାନନ୍ଦ ପାଢ଼ୀ । ସେ ପାଗଳା ନନା ଭାବେ ବଡ଼ବିଲରେ ବେଶ୍ ପରିଚିତ  । ପେଷାରେ ସେ ହେଉଛନ୍ତି ଜଣେ ପୂଜକ । ବଡ଼ବିଲ ଚେୟାରମ୍ୟାନ ହେବାକୁ ତାଙ୍କର ପ୍ରବଳ ଇଛା

bargarh
ବରଗଡ଼ରେ କେମିତି ଅଛି ନିର୍ବାଚନୀ ପାଣିପାଗ ? ପୌରାଧ୍ୟକ୍ଷ ପଦ ପାଇଁ ମୈଦାନରେ ୧୦ ପ୍ରାର୍ଥିନୀ,ବିଜେଡି, ବିଜେପି ଓ କଂଗ୍ରେସ ମଧ୍ୟରେ ଟକ୍କର

ବରଗଡ଼ରେ ଯୁଆଡ଼େ ଚାହିଁବ ଭଙ୍ଗା, ମୁକୁଳା...ଉଚ୍ଛୁଳା ଡ୍ରେନ୍ । ସ୍ୱଚ୍ଛ ବରଗଡ଼, ସବୁଜ ବରଗଡ଼ର ସ୍ଳୋଗାନକୁ ଉପହାସ କରି ସେଇ ପାଖରେ ଏବଂ ଗଳି ଗଳିରେ କୁଢ଼ କୁଢ଼ ଅଳିଆ ଆବର୍ଜନା ପଡ଼ି ରହିଛି । କେବଳ ୧ ନମ୍ବର ଓ୍ୱାର୍ଡର କେଶବ ନଗର ନୁହେଁ, ଅଳ୍ପ ବହୁତେ...

‘Munsi Melana’
ଭାଇଚାରାର ପ୍ରତୀକ ମୁନସୀ ମେଲଣ : ଏକାଠି ଫଗୁ ଖେଳିଲେ ଉଭୟ ହିନ୍ଦୁ ଓ ମୁସଲମାନ ଶ୍ରଦ୍ଧାଳୁ

ଚଳିତ ବର୍ଷ ଥାନା ପକ୍ଷରୁ ଆଖପାଖ ଅଞ୍ଚଳର ୪୦ରୁ ଅଧିକ ଠାକୁରବାଡିଆଙ୍କୁ ନୀତି ଅନୁଯାୟୀ ମେଲଣ ଉତ୍ସବକୁ ନିମନ୍ତ୍ରଣ କରାଯାଇଥିଲା । ଠାକୁର ବାଡିଆମାନେ ରାଧାକୃଷ୍ଣଙ୍କୁ ସୁସଜ୍ଜିତ ବିମାନରେ ଶୋଭାଯାତ୍ରାରେ ବାହାରି ପହଞ୍ଚିଥିଲେ

drown
ଖରସ୍ରୋତା ଅଘଟଣରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି : ଆଜି ସକାଳୁ ଆଉ ଏକ ମୃତଦେହ ଉଦ୍ଧାର

ହୋଲି ଖେଳି ତିନି ଜଣଙ୍କ ଜୀବନ ଚାଲିଗଲା । ଯାଜପୁର ବଡ଼ସୁଆର ଖରସ୍ରୋତା ଅଘଟଣରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି ।

holi
ପୂର୍ବରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ : ହୋଲି ଖେଳରେ ମସଗୁଲ ସଭିଏଁ

ଦିଲ୍ଲୀରୁ ମୁମ୍ବାଇ, ଗୁଜରାଟରୁ କୋଲକାତା, ଆଉ ତା ସହ ମଥୁରା ବୃନ୍ଦାବନ... ଗଗନ ପବନ, ଖାଲି ରଙ୍ଗ ଆଉ ରଙ୍ଗ । ନାଚଗୀତ ସହ ଫୁଲ୍ ଜୋଶରେ ହୋଲି ଖେଳ । ରଙ୍ଗର ପର୍ବ ପାଳିବାକୁ ସାରା ଦେଶରେ ଉତ୍ସାହ ।

 Ukraine Russia War
ୟୁକ୍ରେନରେ ଦାରୁଣ ମାନବୀୟ ସଂକଟ : ବାସହରା ଲକ୍ଷ ଲକ୍ଷ ଲୋକେ

ସହର କହିଲେ ଭାଙ୍ଗିରୁଜି ଯାଇଥିବା ଦରପୋଡ଼ା କୋଠା, ଥୁଣ୍ଟା ଗଛ, ଖାଁଖାଁ ପରିବେଶ । ଆଉ ଏଣେତେଣେ ପଳାଉଥିବା ଭିତତ୍ରସ୍ତ ଲୋକ । ୟୁକ୍ରେନର ଦକ୍ଷିଣ ପୂର୍ବରେ ଥିବା ପ୍ରମୁଖ ବନ୍ଦର ନଗରୀ ମାରିଉପୋଲର ଦୃଶ୍ୟ ଅତି ଦୟନୀୟ

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।