• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବର ...more

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।

less

Posts by

toy train
୭ ବର୍ଷ ପରେ ନନ୍ଦନକାନନରେ ଗଡ଼ିବ ଟଏ ଟ୍ରେନ୍ : ଜୀବଜନ୍ତୁଙ୍କ ଗହଣରେ ଟ୍ରେନ୍ ସଫାରୀର ମଜା ନେବେ ପର୍ଯ୍ୟଟକ

ଶୁକ୍ରବାର ଠାରୁ ନନ୍ଦନକାନନର ନୂଆ ରୋପ୍ ୱେର ବି ଶିଳାନ୍ୟାସ ହେବ । ୧୮ ମାସ ପରେ ପର୍ଯ୍ୟଟକ ଏହାର ଅନୁଭୂତି ନେଇପାରିବେ । ୧୩ କୋଟି ଟଙ୍କା ବ୍ୟୟରେ ପିପିପି ମୋଡରେ ନିର୍ମାଣ ହେବାକୁ ଥିବା ରୋପ୍ ୱେର ମୁଖ୍ୟ ଷ୍ଟେସନ୍ ଟଏ ଟ୍ରେନ୍ ଓ ବୋଟ୍...

DURGA PUJA
ଦୁର୍ଗାପୂଜାକୁ ନେଇ ଉତ୍ସବମୁଖର ପଶ୍ଚିମବଙ୍ଗ : ମଣ୍ଡପରେ ସାଜସଜ୍ଜା ସାଙ୍ଗକୁ ସୁଉଚ୍ଚ ତୋରଣ

ଓଡ଼ିଶାରେ ନିରାଡ଼ମ୍ବର ଭାବେ ବିନା ସାଜସଜ୍ଜା ଓ ସୁଉଚ୍ଚ ପ୍ରତିମାରେ ଦୁର୍ଗାପୂଜା ଅନୁଷ୍ଠିତ ହେବାକୁ ଥିବା ବେଳେ ପଡ଼ୋଶୀ ପଶ୍ଚିମବଙ୍ଗ କିନ୍ତୁ ମହାମାୟାଙ୍କ ଆବାହନ ପାଇଁ ସଜେଇ ହେଲାଣି । କୋଲକାତାରେ ପୂର୍ବଭଳି ବିଶାଳ ଆକର୍ଷଣୀୟ ତୋରଣ, ସୁଉଚ୍ଚ ମୃଣ୍ମୟୀ ମୂର୍ତ୍ତି ଶୋଭା ପାଇଲାଣି । ସହରର ପ୍ରସିଦ୍ଧ...

Supreme Court
ଲଖିମପୁର୍ ଖେରି ହିଂସା ମାମଲା : ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଉତ୍ତର ପ୍ରଦେଶ ଲଖିମପୁର ଖେରି ହିଂସା ମାମଲାରେ ଆଜି ହେବ ସୁପ୍ରିମକୋର୍ଟରେ ଶୁଣାଣି । ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଏନ୍. ଭି. ରମନ୍ନାଙ୍କ ନେତୃତ୍ୱରେ ତିନି ଜଣିଆ ଖଣ୍ଡପୀଠ ଆଜି ମାମଲାର ଶୁଣାଣି କରିବେ ।

hanging death
ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ଚାଞ୍ଚଲ୍ୟ : ତୃତୀୟ ବର୍ଷ ଡାକ୍ତରୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଡାକ୍ତରୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ । ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ତୃତୀୟ ବର୍ଷର ଡାକ୍ତରୀ ଛାତ୍ରୀଙ୍କର ସନ୍ଦେହ ଜନକ ମୃତ୍ୟୁ ହୋଇଛି । ଲେଡିଜ ହଷ୍ଟେଲ ଝରକାରେ ଛାତ୍ରୀ ଜଣକ ଝୁଲିପଡିଥିବା ନେଇ କଲେଜ କର୍ତ୍ତୃପକ୍ଷ ପରିବାର ଲୋକଙ୍କୁ ଖବର ଦେଇଥିଲେ । ପରିବାର...

Eviction Drive
କାହାର ବଢିଲା ଝିଅ, କାହା କୋଳରେ ଛୋଟ ଛୁଆ : ଉଚ୍ଛେଦ ପରେ କୁଆଡ଼େ ଯିବେ ବସ୍ତିବାସିନ୍ଦା?

ବ୍ରହ୍ମପୁର ମିଲିଟାରି ଲାଇନ୍ ନିକଟରେ ଥିବା ମୁକ୍ତେଶ୍ୱର ମନ୍ଦିର ପାଖ ବସ୍ତି ଉଚ୍ଛେଦ କରାଯାଉଛି । ବ୍ରହ୍ମପୁର ମହାନଗର ନିଗମ ଡେପୁଟି କମିଶନରଙ୍କ ନେତୃତ୍ୱରେ, ବ୍ୟାପକ ପୋଲିସ ଫୋର୍ସ ଉପସ୍ଥିତିରେ ଭଙ୍ଗାଯାଇଛି ଘର । ମାତ୍ର ୫ ଦିନ ତଳେ ନୋଟିସ୍ ଦେଇ ପ୍ରଶାସନ ଘର ଭାଙ୍ଗୁଥିବାରୁ ପ୍ରଥମେ...

rotten eggs
କଟକରୁ ଜବତ ହେଲା ୧୦ ପେଟି ପଚା ଅଣ୍ଡା  

ଲୋକଙ୍କ ଜୀବନ ସହିତ ଖେଳ । କଟକରୁ ୧୦ ପେଟି ପଚା ଅଣ୍ଡା ଜବତ କଲା କଟକ ମହାନଗର ନିଗମ । ଆଠଗଡ଼ରୁ କଟକ ସାଆନ୍ତ ସାହି ଚାଲାଣ ବେଳେ ପଚା ଅଣ୍ଡା ପେଟି  ଜବତ ହୋଇଛି  ।

russian-film-the-challenge
ମହାକାଶରେ ଶୁଭିବ ଲାଇଟ୍-କ୍ୟାମେରା-ଆକ୍ସନ : ଜିରୋ-ଗ୍ରାଭିଟିରେ ଭାସିଭାସି ଅଭିନୟ କରିବେ ଅଭିନେତା ଓ ଅଭିନେତ୍ରୀ

ଫିଲ୍ମ ସୁଟିଂ ସବୁବେଳେ ଷ୍ଟୁଡିଓ ଭିତରେ ସମ୍ଭବ ହୋଇନଥାଏ । ଚଳଚ୍ଚିତ୍ର କାହାଣୀର ଆବଶ୍ୟକତା ଅନୁସାରେ, ବିଭିନ୍ନ ଲୋକେସନକୁ ଯାଇ ସୁଟିଂ କରିଥାନ୍ତି ଫିଲ୍ମ ନିର୍ମାତା । କେତେବେଳେ ବଣ ପାହାଡ଼ରେ ତ କେତେବେଳେ ସମୁଦ୍ରରେ ଅବା ମରୁଭୂମିରେ ସୁଟ୍ ହୁଏ ବିଭିନ୍ନ ସିନ୍ । ତେବେ ଜାଣିଛନ୍ତି...

Coronavirus
ରାଜ୍ୟରେ ୨୪ ଘଣ୍ଟାରେ ୫୯୩ ସଂକ୍ରମିତ ଚିହ୍ନଟ; ୪ ମୃତ

ସବୁଦିନ ପରି ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ବାହାରିଛନ୍ତି । ଜିଲ୍ଲାରୁ ୨୯୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତ ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୪୧୨କୁ ବୃଦ୍ଧି ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ଆଜି କଟକ...

mumbai-cruise-drugs-bust-
’ପୁଅ ଠାରୁ ଜବତ ହୋଇଛି ମାତ୍ର ୨.୪ ଗ୍ରାମ ଗଂଜେଇ, ହାଇଲାଇଟ୍ ହେଲାଭଳି କୌଣସି ଅପରାଧ କରିନି ’

ପୁଅ ଠାରୁ ମାତ୍ର ୨.୪ ଗ୍ରାମ ଗଂଜେଇ ଜବତ ହୋଇଛି । ମୁମ୍ବାଇ ବୁଲିବାକୁ ଯାଇଥିଲା ପୁଅ । ସମୁଦ୍ର ଭିତରେ କ୍ରୁଜରେ ରେଭ୍ ପାର୍ଟି ମାମଲା ଗିରଫ ରାଉରକେଲା ଯୁବକ ମନୀଷ ରାଜଗରିଆଙ୍କ ବାପାଙ୍କ ଏପରି ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ମନୀଷ କେବଳ ଗୋଟିଏ...

Horoscope Today
Daily Horoscope, 6 Oct 2021: ଜାଣନ୍ତୁ ଆଜିର ରାଶିଫଳ…

ଆଜି ହେଉଛି ୨୦୨୧ ମସିହା ଅକ୍ଟୋବର ୬ ରିଖ ବୁଧବାର । କନ୍ୟା ୨୦ ଦିନ, ଆଶ୍ୱିନ ମାସ କୃଷ୍ଣ ପକ୍ଷ ଅମାବାସ୍ୟା ତିଥି ହସ୍ତା ନକ୍ଷତ୍ର । ଆଜିର ନିଷେଧ ଖାଦ୍ୟ: ଆମିଷ । ଆଜି ମହାଳୟା ଶ୍ରାଦ୍ଧ ଓ ନବରାତ୍ରୀ ପୂଜାରମ୍ଭ ।

BMC Restricts 'Mahalaya' Celebration
ବିନ୍ଦୁସାଗରରେ ମହାଳୟା ପାଳନ ଉପରେ ସଂପୂର୍ଣ୍ଣ ବାରଣ

ବିନ୍ଦୁସାଗରରେ ମହାଳୟା ପାଳନ ଉପରେ ସଂପୂର୍ଣ୍ଣ ବାରଣ କରାଯାଇଛି । ବ୍ରାହ୍ମଣ ଭୋଜନ ସହ ନୀତିକାନ୍ତି ପାଳିବାକୁ ସଂପୂର୍ଣ୍ଣ ବାରଣ କରିଛି ବିଏମସି । କୋଭିଡ୍ ସ୍ଥିତିକୁ ଦୃଷ୍ଟିରେ ଭୁବନେଶ୍ୱର ମହାନଗର ନିଗମ ଏଭଳି ନିଷ୍ପତ୍ତି ନେଇଛି । ତେବେ ବିବାହ, ବ୍ରତ, ଶୁଦ୍ଧିକାର୍ଯ୍ୟ ପାଇଁ BMC ଜାରି...

coruption
ଜଳେଶ୍ୱରରେ ସରକାରୀ ଯୋଜନାରେ ବ୍ୟାପକ ଦୁର୍ନୀତି ଅଭିଯୋଗ : କାମ ନହୋଇ ଉଠାଯାଇଛି ପ୍ରାୟ ୩୫ ଲକ୍ଷ ଟଙ୍କା

ଗ୍ରାମାଞ୍ଚଳରେ ସରକାରୀ ଅର୍ଥ କେମିତି ଆତ୍ମସାତ୍ କରାଯାଉଛି ତାର ଆଉ ଏକ ଉଦାହରଣ ଦେଖିବାକୁ ମିଳିଛି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ କଳମା ଗ୍ରାମ ପଞ୍ଚାୟତରେ ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ସହ ବିଭିନ୍ନ ଯୋଜନାରେ ବ୍ୟାପକ ହେରଫେର ଅଭିଯୋଗ ଆସିଛି ।

mahalaya
ଆଜି ପବିତ୍ର ମହାଳୟା, ପିତୃପକ୍ଷର ଶେଷ ଦିନ : କୋଭିଡ କଟକଣା ପାଇଁ ପୁରୀ ବାଇଶି ପାହାଚରେ ପିଣ୍ଡଦାନ ମନା

ତେବେ କୋଭିଡ୍ କଟକଣା ଯୋଗୁଁ ଶ୍ରୀମନ୍ଦିର ବାଇଶି ପାହାଚରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ବନ୍ଦ ରହିଥିବା ବେଳେ ଉତ୍ତରଦ୍ୱାର ସମ୍ମୁଖରେ ଶ୍ରାଦ୍ଧ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଦୂରଦୂରାନ୍ତ ଆସୁଥିବା ଭକ୍ତମାନେ ଶ୍ରାଦ୍ଧ ପ୍ରଦାନ କରୁଛନ୍ତି ମହୋଦଧି ଓ ପଞ୍ଚତୀର୍ଥ ପୁଷ୍କରିଣୀରେ ମଧ୍ୟ ତର୍ପଣ ଓ ଶ୍ରାଦ୍ଧ...

Mumbai cruise drugs bust Updates
ନିଶା ରାକେଟର ଖିଅ କାଢୁଛି NCB, ମୋଟ ଗିରଫଦାରୀ ସଂଖ୍ୟା ୧୬କୁ ବୃଦ୍ଧି

କ୍ରୁଜ୍ ରେଭ୍ ପାର୍ଟି ଓ ଡ୍ରଗ୍ସ କାରବାର ମାମଲାରେ ୧୬କୁ ବୃଦ୍ଧି ପାଇଛି ଗିରଫଦାରୀ ସଂଖ୍ୟା । ଗତକାଲି ୨ ଓଡ଼ିଆଙ୍କ ସମେତ ଆଉ ୪ ଜଣଙ୍କୁ ଗିରଫ କରିଛି ଏନସିବି । ସେମାନଙ୍କୁ ଆଜି କୋର୍ଟରେ ହାଜର ପରେ ରିମାଣ୍ଡରେ ନେବା ପାଇଁ ଆବେଦନ କରିବ ଏନସିବି...

asurakumari
ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ଅସୁରକୁମାରୀ ପୀଠ : ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ସବୁଜ ବନାନୀ

ପ୍ରାକୃତିକ ଶୋଭାରାଜିର ଅପୂର୍ବ ଗନ୍ତାଘର, ସବୁଜ ବନାନୀ, ପାହାଡ ଆଉ ଝରଣା ତା ସହ ଜଙ୍ଗଲୀ ଜନ୍ତୁ । ଥରେ ବୁଲି ଆସିବାକୁ ମନ ଚାହିଁବ । ନୟାଗଡ଼ର ଅସୁରକୁମାରୀ ପୀଠ ସତରେ ଖୁବ୍ ସ୍ୱତନ୍ତ୍ର, ଆଉ ଏହାର ପରିବେଶ ବି ବେଶ୍ ନିରୋଳା । ଘଞ୍ଚ ଜଙ୍ଗଲ,...

Prasanta Jagadev
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲାନି ଆଗୁଆ ଜାମିନ : ଶୁକ୍ରବାର ନିମ୍ନ କୋର୍ଟରେ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ବାଲୁଗାଁ ମଣ୍ଡଳ ବିଜେପି ସଭାପତିଙ୍କୁ ବିଧାୟକ ମାଡ଼ ମାରିବା ଅଭିଯୋଗରେ ପୂର୍ବରୁ ବିଜେଡ଼ିରୁ ନିଲମ୍ବନ ହୋଇଥିଲେ ପ୍ରଶାନ୍ତ ଜଗଦ୍ଦେବ। ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ଦଳର ସଭାପତି ନବୀନ ପଟ୍ଟନାୟକ ପ୍ରଶାନ୍ତଙ୍କୁ ନିଲମ୍ବନ କରିଥିଲେ । ସୂଚନା ଅନୁସାରେ ପ୍ରଶାନ୍ତ ଜଗଦ୍ଦେବଙ୍କ ବାଲୁଗାଁ ମଣ୍ଡଳ ବିଜେପି ସଭାପତିଙ୍କୁ ପିଟିଥିବା ନେଇ...

water
ଦୂଷିତ ପାଣି ପିଇ ୬ ଜଣଙ୍କ ଜୀବନ ଚାଲିଗଲା, ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଜୀବନ ନେଇଗଲା ଦୂଷିତ ପାଣି । ସ୍ୱଚ୍ଛ ପାଣି ପାଇଁ ଡହକବିକଳ ଲୋକେ । କର୍ଣ୍ଣାଟକର ବିଜୟନଗରରେ ଦୂଷିତ ପାଣି ପିଇବା ପରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଅସୁସ୍ଥ ହୋଇପଡିଛନ୍ତି । ତେବେ ମୃତ୍ୟୁ ସମ୍ପର୍କରେ ଜାଣିବା ପରେ ମୁଖ୍ୟମନ୍ତ୍ରୀ ବସବରାଜ ବୋମାଇ ତୁରନ୍ତି ତଦନ୍ତ...

Star Lawyer Satish Maneshinde
ଆର୍ୟନର ହାଇପ୍ରୋଫାଇଲ୍ ଓକିଲ ସତୀଶ ମନେଶିନ୍ଦେ, ଦିନେ ତାଙ୍କ ପାଇଁ ବେଲ ପାଇଥିଲେ ସଞ୍ଜୟ ଦତ୍ତ ଓ ସଲମାନ ଖାନ

ମାୟାନଗରୀ ମୁମ୍ୱାଇରେ ବେଶ ଜଣାଶୁଣା ସତୀଶ ମନେଶିନ୍ଦେ। ଅନେକ ବଲିଉଡ ଷ୍ଟାରଙ୍କୁ ଆଇନ ଜାଲରୁ ଖସାଇବାରେ ସଫଳ ହୋଇଛନ୍ତି ଏହି ଆଇନଜୀବୀ । ବହୁ ଚର୍ଚ୍ଚିତ ମୁମ୍ବାଇ ବ୍ଲାଷ୍ଟ ଘଟଣା ହେଉ ଅବା ହିଟ୍‌ ଆଣ୍ଡ ରନ୍‌ କେସ ହେଉ ମାମଲା ଲଢି ଚର୍ଚ୍ଚାକୁ ଆସିଛନ୍ତି ସତୀଶ ମନେଶିନ୍ଦେ।...

Nobel Prize 2021
ପଦାର୍ଥ ବିଜ୍ଞାନ ପାଇଁ ତିନି ବୈଜ୍ଞାନିକଙ୍କୁ ନୋବେଲ୍ ପୁରସ୍କାର

ପଦାର୍ଥ ବିଜ୍ଞାନ ପାଇଁ ତିନି ଜଣ ବୈଜ୍ଞାନିକଙ୍କୁ ମିଳିବ ନୋବେଲ୍ ପୁରସ୍କାର । ଚଳିତ ବର୍ଷ ପଦାର୍ଥ ବିଜ୍ଞାନରେ ଗବେଷଣା ପାଇଁ ସୁକରୋ ମାନେବେ, କ୍ଲାସ୍ ହେଲସମ୍ୟାନ୍ ଏବଂ ଜିୟୋର୍ଜିୟ ପେରିସିକଙ୍କୁ ସମ୍ମାନଜନକ ନୋବେଲ ପୁରସ୍କାର ପ୍ରଦାନ କରାଯିବ

Tsai Ing-wen
ମହାଶକ୍ତି ଚୀନ୍‌କୁ ତାଇୱାନ୍‌ର ଚେତାବନୀ : କବଜା କରିବାକୁ ଚେଷ୍ଟା କଲେ ପୂରା ଏସିଆରେ ସୃଷ୍ଟି ହେବ ବିନାଶକାରୀ ପରିସ୍ଥିତି

ଚୀନ୍, ତାଇୱାନ ଉପରେ ଅତ୍ୟଧିକ ଚାପ ପକାଉଥିବା ସମୟରେ ତାଙ୍କର ଏପରି ବୟାନ୍ ଆସିଛି । ତାଇୱାନ ନିଜକୁ ଏକ ସ୍ୱୟଂଶାସିତ ତଥା ଗଣତାନ୍ତ୍ରିକ ଦ୍ୱୀପ ଭାବରେ ଦେଖେ । କିନ୍ତୁ ଚୀନ୍ ତାଇୱାନକୁ ନିଜର ଏକ ଅଂଶ ବୋଲି ଭାବେ । ତାଇୱାନକୁ ଚୀନ୍ ନିଶ୍ଚିତ ଭାବେ...

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।