• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବର ...more

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।

less

Posts by

segregation plan
ପରଦା ଓ ଜାଲି ସହ ଝିଅଙ୍କ ପାଠପଢ଼ା ପାଇଁ ଅଲଗା ସିପ୍ଟ : ତାଲିବାନ୍ ସରକାର ସାମ୍ନାରେ ଅସହାୟ ଆଫଗାନ୍ ବିଶ୍ୱବିଦ୍ୟାଳୟ

ମହିଳାଙ୍କ ଶିକ୍ଷା ସପକ୍ଷରେ ନାହିଁ ତାଲିବାନ୍ ସରକାର । ତେଣୁ ବିଶ୍ୱବିଦ୍ୟାଳୟ ଗୁଡ଼ିକରତ ଶ୍ରେଣୀକୁ ଡାକ୍ତରଖାନା ପରି ଛୋଟ ଛୋଟ କୋଠରୀରେ ବିଭାଜନ କରାଯାଇଛି । ଗୋଟିଏ ଶ୍ରେଣୀ ଗୃହରେ ପରଦା, ଜାଲି ଲଗାଇ ଶିକ୍ଷାର ମନ୍ଦିରରକୁ ଭାଗ ଭାଗ କରିଦିଆଯାଉଛି । ସେହିପରି ଝିଅଙ୍କ ପାଠପଢ଼ା ପାଇଁ ଭିନ୍ନ ସିଫ୍ଟ...

Cyclone Gulab Live Updates
ବାତ୍ୟା ମୁକାବିଲା ଲାଗି ଖୋଲିଲା କଣ୍ଟ୍ରୋଲ ରୁମ୍ : ଟେଲିଫୋନ୍ ନମ୍ବର- (0674) 2393958

ବାତ୍ୟା ମୁକାବିଲା ଲାଗି କଣ୍ଟ୍ରୋଲ ରୁମ୍ ଖୋଲିଛି । କଣ୍ଟୋଲ ରୁମ୍ ଲାଗି ଦୁଇ ନୋଡାଲ ଅଧତ୍କାରୀଙ୍କ ନାଁ ଘୋଷଣା କରାଯାଇଛି । କୌଣସି ଅଧିକାରୀଙ୍କୁ ଛୁଟି କିମ୍ବା ହେଡକ୍ୱାର୍ଟର୍ସ ନଛାଡ଼ିବାକୁ ନିର୍ଦ୍ଦେଶ ।

Odisha CM Naveen Patnaik,
’ଗୁଲାବ’ର ମୁକାବିଲା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ : ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ

ମାଡ଼ି ଆସୁଥିବା ବାତ୍ୟା ଗୁଲାବର ମୁକାବିଲା ରଣନୀତି ନେଇ ଆଜି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜୀବନ ରକ୍ଷା ଉପରେ ମୁଖ୍ୟମନ୍ତ୍ରୀ ସର୍ବାଧିକ ଗୁରୁତ୍ୱ ଦେବା ସହ ସ୍ଥାନାନ୍ତର କାର୍ଯ୍ୟ  ଓ କୋଭିଡ଼ ନିୟମ ପାଳନରେ ପ୍ରଶାସନକୁ ସହଯୋଗ କରିବାକୁ ସର୍ବସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି...

 SRC
’ଗୁଲାବ୍’ ପାଇଁ ପବନ, ଭୂସ୍ଖଳନ ଏବଂ ବର୍ଷାଜନିତ ସମସ୍ୟା ଉପୁଜିପାରେ : SRC

ବାତ୍ୟା ଗୁଲାବ ପାଇଁ ଯୁଦ୍ଧକାଳୀନ ଭିତ୍ତିରେ କାମ ଚାଲିଛି । ବାତ୍ୟା ପରେ ପବନଜନିତ, ଭୂସ୍ଖଳନ ଏବଂ ବର୍ଷାଜନିତ ସମସ୍ୟା ଉପୁଜିପାରେ । କୋରାପୁଟ, ଗଜପତି ଓ ମାଲକାନଗିରି ଲୋକେ ବାତ୍ୟା ସହ ଅଭ୍ୟସ୍ତ ନୁହନ୍ତି ।

Schools In 11 Odisha Dists To Remain Closed Tomorrow
ବାତ୍ୟା ପ୍ରଭାବିତ ହେବାକୁ ଥିବା ୧୧ ଜିଲ୍ଲାରେ ଆସନ୍ତାକାଲି ସ୍କୁଲ୍ ଛୁଟି

ବାତ୍ୟା ଗୁଲାବକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୧ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ବାତ୍ୟା ପ୍ରଭାବିତ ହେବାକୁ ଥିବା ୧୧ଟି ଜିଲ୍ଲାର ସମସ୍ତ ସ୍କୁଲକୁ କାଲି ପାଇଁ ଛୁଟି ଘୋଷଣା କରାଯାଇଛି । ସ୍ଥିତିକୁ ଦେଖି ମଙ୍ଗଳବାର ଦିନ ସ୍କୁଲ ଛୁଟି ରଖାଯିବ କି...

corona
ତଳମୁହାଁ ସଂକ୍ରମଣ : ରାଜ୍ୟରେ ୫୮୫ ପଜିଟିଭ ଚିହ୍ନଟ; ୫ ମୃତ

ରାଜ୍ୟରେ ସଂକ୍ରମଣ ତଳମୁହାଁ । ଗତ୨୪ ଘଣ୍ଟାରେ ୫୮୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣ ପ୍ରାଣ ହରାଇଛନ୍ତି । ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୯୬ ଆକ୍ରାନ୍ତ ଅଛନ୍ତି । ସେହିପରି କ୍ୱାରେଣ୍ଟିନରୁ ୩୪୨ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ...

Landfall Of Cyclone Gulab
ରାତି ୯ଟାରେ ଆରମ୍ଭ ହେବ ଗୁଲାବର ଲ୍ୟାଣ୍ଡଫଲ ପ୍ରକ୍ରିୟା : ଗଞ୍ଜାମ ଓ ଗଜପତିରେ ଅଧିକ ପ୍ରଭାବ ପଡ଼ିବ

ବାତ୍ୟା ଗୁଲାବ୍‌ରେ ଅଧିକ ପ୍ରଭାବିତ ହେବ ଗଞ୍ଜାମ ଓ ଗଜପତି । ଆଜି ପ୍ରାୟ ରାତି ୯ଟା ପରେ ଲ୍ୟାଣ୍ଡଫଲ କରିବ ସାମୁଦ୍ରିକ ଝଡ଼ । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ଲ୍ୟାଣ୍ଡଫଲ ପ୍ରକ୍ରିୟା ପ୍ରାୟ ୩ ଘଣ୍ଟା ପର୍ଯ୍ୟନ୍ତ ରହିବ ।...

Lab Assistant Jumps Into Mahanadi
ମହାନଦୀ ବ୍ରିଜରୁ ଡେଇଁ ଜଣେ ଲ୍ୟାବ୍ ଆସିଷ୍ଟାଣ୍ଟ ନିଖୋଜ

ମହାନଦୀ ବ୍ରିଜରୁ ଡେଇଁ ନିଖୋଜ ହୋଇଯାଇଛନ୍ତି ଜଣେ ଲ୍ୟାବ୍ ଆସିଷ୍ଟାଣ୍ଟ । ତାଙ୍କ ନାଁ ଦେବାଶିଷ ଦାସ ଏବଂ ଘର ଚାଉଳିଆଗଞ୍ଜରେ ବୋଲି ଜଣାପଡ଼ିଛି । ଡ୍ରାଇଭର କାର ଚଳାଉଥିଲେ ଏବଂ ଅଟକିବା ପରେ ସେ ଡେଇଁ ପଡ଼ିଥିବା କୁହାଯାଉଛି ।

Carcass of an elephant found near Jobra barrage
କଟକ ଯୋବ୍ରା ନିକଟରୁ ମିଳିଲା ଏକ ହାତୀର ମୃତଦେହ 

ଯୋବ୍ରା ବ୍ୟାରେଜରେ ଏକ ହାତୀର ମୃତଦେହ ଠାବ ହୋଇଛି । ମୁଣ୍ଡଳିରେ ଫସି ରହିଥିବା ହାତୀ ଭାସି ଆସିଥିବା ସନ୍ଦେହ କରାଯାଉଛି । ହାତୀର ଗୋଡ଼ ବ୍ରିଜରେ ଲାଖି ରହିଥିବା ଦେଖିବାକୁ ମିଳିଛି । ତେବେ ମୁଣ୍ଡଳି ବ୍ୟାରେଜରୁ ହାତୀଟି ଭାସି ଆସିଛି କି ନାହିଁ କିଛି ସ୍ପଷ୍ଟ...

Amit Shah
କେନ୍ଦ୍ର ଗୃହମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀରେ ମାଓପ୍ରବଣ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ

ରାଜଧାନୀ ଦିଲ୍ଲୀରେ ଆଜି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ । ପ୍ରାୟ ୧୦ ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଏହି ବୈଠକରେ ଯୋଗଦେବେ । ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏଥିରେ ଯୋଗ ଦେବାକୁ ଦିଲ୍ଲୀରେ ଅଛନ୍ତି ।

ndrf team
ଗୁଲାବର ମୁକାବିଲା ପାଇଁ ରାଜ୍ୟରେ ଓଡ୍ରାଫ ସହିତ ୧୩ଟି ଏନଡିଆରଏଫ୍ ଟିମ୍ ମୁତୟନ

ସମ୍ଭାବ୍ୟ ବାତ୍ୟା ଓ ପରବର୍ତ୍ତୀ ବନ୍ୟା ପରିସ୍ଥିତିକୁ ଦେଖି ଓଡ୍ରାଫ୍ ଏବଂ ଏନଡିଆରଏଫ୍ ଟିମ୍ ମୁତୟନ କରାଯାଇଛି । ଓଡ଼ିଶାକୁ ୧୩ଟି ଏନଡିଆରଏଫ୍ ଟିମ୍ ଆସିଛି । ଗଞ୍ଜାମକୁ ୩, ଗଜପତି, ରାୟଗଡ଼ା, କୋରାପୁଟ, ନୟାଗଡ଼ ଜିଲ୍ଲାକୁ ଦୁଇଟି ଲେଖାଏଁ ଟିମ୍ ପଠାଯାଇଛି । ସେହିପରି ଆନ୍ଧ୍ରପ୍ରଦେଶରେ ୫ଟି...

 Last rites of Murmu to be performed with full state honours.
ଜନ୍ମମାଟିରେ ପହଞ୍ଚିଲା ଯବାନ ସୀତାରାମ ମୁର୍ମୁଙ୍କ ପାର୍ଥିବ ଶରୀର: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ

 ଜନ୍ମମାଟିରେ ପହଞ୍ଚିଲା ଯବାନ ସୀତାରାମ ମୁର୍ମୁଙ୍କ ପାର୍ଥିବ ଶରୀର । ପୈତୃକ ଗାଁ ମୟୂରଭଂଜ ଜିଲ୍ଲା ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ଡକେଇପାଳ ଗାଁର ମୁକ୍ତାଝରି ସାହିରେ ଏବେ ଶୋକାକୁଳ ପରିବେଶ । ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦାରେ ସୀତାରାମଙ୍କ ଶେଷକୃତ୍ୟ କରାଯିବ । ଅପରେସନ ଗଜରାଜରେ ସାମିଲ ହୋଇ ପାଣିରେ...

cyclone warning
ସାମୁଦ୍ରିକ ଝଡ଼ ଗୁଲାବ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ

ଗୁଲାବ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି । କିଛି ଅଞ୍ଚଳରେ ଝିପଝିପ୍ ବର୍ଷା ଆରମ୍ଭ ହୋଇସାରିଛି । ବାତ୍ୟା ଲ୍ୟାଣ୍ଡଫଲ୍ କରିବା ସମୟରେ ସମୁଦ୍ର ଅଶାନ୍ତ ରହିବା ସହ ଗଞ୍ଜାମ, ଶ୍ରୀକାକୁଲମ୍ ଓ ବିଜୟନଗରମ୍ ଜିଲ୍ଲାର ଉପକୂଳରେ ଅଧମିଟର ପର୍ଯ୍ୟନ୍ତ ଜୁଆର ଉଠିପାରେ । ତେଣୁ ...

cyclone
ବାତ୍ୟା ଭୟ : ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରରେ ୨୬ଟି ଟ୍ରେନ ବାତିଲ

ସମ୍ଭାବ୍ୟ ବାତ୍ୟା ଗୁଲାବର ପ୍ରଭାବ ପଡ଼ିବ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରରେ । ସେହି ଦୃଷ୍ଟିରୁ ଏହି ଅଞ୍ଚଳ ଦେଇ ଗତି କରୁଥିବା ୨୬ଟି ଟ୍ରେନ୍ ବାତିଲ କରାଯାଇଛି । ଜୋର୍ ବର୍ଷା ପବନର ଆଶଙ୍କା ଥିବାରୁ ଏହି ପଦକ୍ଷେପ ନେଇଛି ରେଳ ବିଭାଗ । ତା...

cyclone
ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ଗୁଲାବ, ଘଣ୍ଟା ପ୍ରତି ବେଗ ୭ କିଲୋମିଟର 

ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ଗୁଲାବ । ଆଜି ଭୋର ୫ଟା ୧୫ରେ ପାଣିପାଗ ବିଭାଗ ଜାରି କରିଥିବା ବୁଲେଟିନ ଅନୁସାରେ ବାତ୍ୟା ଏବେ ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଅଛି । ଗୋପାଳପୁର ଠାରୁ ଏହା ୩୧୦ କିଲୋମିଟର ଦୂରରେ...

stone carving
ସୁନାମଧନ୍ୟ ଶିଳ୍ପୀ ! ପ୍ରମୋଦଙ୍କ ହାତ ପରଶରେ ଜୀବନ୍ତ ହୋଇ ଉଠନ୍ତି ମାଟି, ପଥର, ଫାଇବର

ଘସିପୁରା ବ୍ଳକ ଅଳତୀ ଗ୍ରାମର ଶ୍ରୀନିବାସ ବରାଳ ଓ ମାତା ନିର୍ମଳାଙ୍କ ବଡ଼ ପୁଅ ପ୍ରମୋଦ। ତାଙ୍କ ହାତ ପରଶରେ ମାଟି ଓ କାନଭାସରେ ଗଢିଉଠେ ଅନନ୍ୟ ପ୍ରତିମା । କାଠ, ପଥର ,ସିମେଣ୍ଟ ଏବଂ ଫାଇବରରେ ତିଆରି ହୁଏ ଆର୍କଷଣୀୟ କାରୁକାର୍ଯ୍ୟ ଓ ଦେବାଦେବୀ ମୂର୍ତ୍ତୀ ।...

Bodies Found Hanging
ଶରଧାପୁର ଗାଁରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

 ଶରଧାପୁର ଗାଁ ଠାରୁ ଅଳ୍ପ ଦୂରରେ ଥିବା ଏକ ବବୁଲ ଗଛରେ ପ୍ରେମୀଯୁଗଳ ବେକରେ ରଶି ଲଗେଇ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି । ମହିଳା ଜଣଙ୍କ ବର୍ଷେ ପୂର୍ବେ ସିନାପାଲି ଅଞ୍ଚଳରେ ବିବାହ କରିଥିଲେ । ତେବେ କିଛି ଦିନ ତଳେ ଉକ୍ତ ଯୁବତୀ ଜଣକ ନିଜ...

Samiti Member Shot Dead
ଢେଙ୍କାନାଳ ବାରୁଆଁରେ ସମିତିସଭ୍ୟ ଦୀପକ ମାହୁନ୍ତଙ୍କୁ ଗୁଳି କରି ହତ୍ୟା ଅଭିଯୋଗ

ଢେଙ୍କାନାଳ ତୁମୁସିଙ୍ଗା ଥାନା ଅଧିନ ବାରୁଆଁ ସମିତି ସଭ୍ୟ ଦୀପକ ମାହୁନ୍ତଙ୍କୁ ଗୁଳିକରି ହତ୍ୟା ଅଭିଯୋଗ । ଗତ ରାତିରେ ତାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଗୁଳିମାଡ କରି ଦୁର୍ବୃତ୍ତ ଫେରାର ଅଛି । ଆଜି ସକାଳୁ ଜାମୁଝରା ପାଖରେ ଦୀପକଙ୍କ ମୃତଦେହ...

imd dg
’ଆସୁଛି ଗୁଲାବ,କାଲି ସଂଧ୍ୟାରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା’ : ଆଇଏମଡି ଡିଜି

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଧିରେ ଧିରେ ବାତ୍ୟାର ରୂପ ନେବାର ଆଶଙ୍କା କରାଯାଉଛି । ଆଜି ସଂଧ୍ୟା ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବାପରେ ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି । ବର୍ତ୍ତମାନ ଗଭୀର...

Odisha Cyclone Warning
ସ୍ଥଳଭାଗ ମୁହାଁ ସମ୍ଭାବ୍ୟ ବାତ୍ୟା ! ଲ୍ୟାଣ୍ଡଫଲ୍ ସମୟରେ ପବନର ବେଗ ଘଣ୍ଟାକୁ ୭୦ରୁ ୮୦ କିମି ବହିବା ସମ୍ଭାବନା

ଆସନ୍ତା କିଛି ଘଣ୍ଟାରେ ଏହା ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ସଦ୍ୟତମ ସୂଚନା ଅନୁସାରେ ଏହା ଗୋପାଳପୁରରୁ ପୂର୍ବ ଓ ଦକ୍ଷିଣ ପୂର୍ବ ୫୧୦ କିମି ଦୂରରେ...

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।