• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବର ...more

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।

less

Posts by

Elephant Gets Stuck Near Barrage
କୁଆଡ଼େ ଗଲା ମୁଣ୍ଡଳିରେ ଫସି ରହିଥିବା ହାତୀ ? ଖୋଜାଖୋଜି ପରେ ବି ପତ୍ତା ମିଳୁନି

ମୁଣ୍ଡଳିରେ ଫସି ରହିଥିବା ହାତୀର ପତ୍ତା ମିଳୁନି । ଜୀବନ ବଞ୍ଚାଇବା ପାଇଁ ଘଣ୍ଟା ଘଣ୍ଟା ଧରି ସଂଘର୍ଷ କରୁଥିବା ହାତୀ ଛୁଆର କୌଣସି ଖୋଜ ଖବର ନାହିଁ । ଗତକାଲି ଦିନ ତମାମ ହାତୀଟି ମୁଣ୍ଡଳି ବ୍ରିଜ ନିକଟରେ ଫସି ରହିଥିବା ବେଳେ ରାତିରେ ବନବିଭାଗ...

Cyclone Alert
ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କତା ଜାରି : ଗଜପତି ଜିଲ୍ଲାରେ ଛୁଟି ବାତିଲ, ସେପଟେ ଜିଲ୍ଲାବାସୀଙ୍କୁ ସତର୍କ କରାଇଲେ ଗଞ୍ଜାମ ଜିଲ୍ଲାପାଳ

ବାତ୍ୟା ପାଇଁ ଗଜପତି ଜିଲ୍ଲାରେ ଛୁଟି ବାତିଲ । ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ୨୫ ଓ ୨୬ରେ ଅଫିସରଙ୍କ ଛୁଟି ବାତିଲ କରାଯାଇଛି । ଜରୁରୀ ପରିସ୍ଥିତିର ସାମ୍ନା କରିବା ପାଇଁ ଅଫିସରଙ୍କୁ ହେଡକ୍ୱାଟର୍ସରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ବିନା ଅନୁମତିରେ କେହି ହେଡକ୍ୱାଟର୍ସ...

Cyclone alert issued for Andhra, Odisha
ଆସୁଛି ବାତ୍ୟା : ଗୋପାଳପୁର- ବିଶାଖାପାଟଣା ମଝି କଳିଙ୍ଗପଟ୍ଟନମରେ ଲ୍ୟାଣ୍ଡଫଲ୍ କରିବ ସାମୁଦ୍ରିକ ଝଡ଼ !

ମାଡ଼ି ଆସୁଛି ବାତ୍ୟା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଗଭୀର ଅବପାତରେ ପରିଣତ ହୋଇସାରିଛି । ଗୋପାଳପୁରରୁ ପୂର୍ବ ଓ ଦକ୍ଷିଣ ପୂର୍ବର ୫୧୦ କିମି ଦୂରରେ ଏହା ଅବସ୍ଥିତ ରହିଛି । ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ । ଶେଷ...

ODRAF Boat Mishap
ଧବଳେଶ୍ୱରରୁ ମିଳିଥିବା ମୃତଦେହ ସୀତାରାମଙ୍କର ନୁହେଁ :ନିଖୋଜ ଓଡ୍ରାଫ ଯବାନଙ୍କ ସମ୍ପର୍କରେ SRCଙ୍କ ସାନି ସୂଚନା

ସର୍ଚ୍ଚ ଅପରେସନ୍ ସମୟରେ ଧବଳେଶ୍ୱର ନିକଟରେ ନଦୀରୁ ଉଦ୍ଧାର ହୋଇଥିବା ମୃତଦେହଟି ନିଖୋଜ ଯବାନଙ୍କର ନୁହେଁ । ଗତକାଲି ମୁଣ୍ଡଳି ବ୍ୟାରେଜ ନିକଟରେ ଫସି ରହିଥିବା ହାତୀକୁ ଘଉଡାଇବାକୁ ଯାଇଥିବା ଜଣେ ଓଡ୍ରାଫ୍ ଯବାନ ସୀତାରାମ ମୁର୍ମୁ ଏବେ ବି ନିଖୋଜ ଅଛନ୍ତି । ତାଙ୍କୁ ଖୋଜିବାକୁ ୧୪ଟି...

Chief Justice of India Justice NV Ramana a
ଜଗା ଦର୍ଶନ କଲେ ପ୍ରଧାନ ବିଚାରପତି

 ଗତକାଲି ନିର୍ଦ୍ଧାରିତ ସମୟରେ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଏନ୍.ଭି. ରମନ୍ନା ପୁରୀରେ ପହଞ୍ଚିଥିଲେ। ରାତି ୯ଟା ୨୦ ମିନିଟରେ ମୁଖ୍ୟ ବିଚାରପତି ପୁରୀ ମେଫେୟାର ହୋଟେଲରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ସ୍ୱାଗତ କରାଯାଇଥିଲା । ପୁରୀ ସାଂସଦ ପିନାକୀ ମିଶ୍ର, ଫାଇଭ ଟି ସଚିବ ଭିକେ ପଣ୍ଡିଆନ, ଶ୍ରୀମନ୍ଦିର...

Villagers Hold 'Prajameli' In Malkangiri Opposing police
ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ବିଶାଳ ପ୍ରଜାମେଳି ! ମାଓ ପତାକା ଓ ବ୍ୟାନର ଧରି ଶୋଭାଯାତ୍ରା କଲେ ଶହ ଶହ ଆଦିବାସୀ

ଜଙ୍ଗଲରେ ମାଓବାଦୀଙ୍କ ପ୍ରଜାମେଳି । ପୋଲିସର କଡ଼ା ଅପରେସନ ଭିତରେ ମାଓବାଦୀଙ୍କ ପତାକା ଓ ବ୍ୟାନର ଧରି ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳ ସୀମାରେ ପ୍ରଜାମେଳି । ସ୍ୱାଭିମାନ ଅଞ୍ଚଳକୁ ଲାଗିଥିବା ଆନ୍ଧ୍ର ପ୍ରଦେଶର ଏକ ଜଙ୍ଗଲରେ ଶହ ଶହ ଆଦିବାସୀ ପ୍ରଜାମେଳି କରିଛନ୍ତି । ଯଦିଓ ମାଓବାଦୀମାନେ...

corona vaccination
’ମନେ ପଡ଼ୁନି ଦ୍ୱିତୀୟ ଡୋଜ୍’

ଦ୍ୱିତୀୟ ଡୋଜ୍ ଟିକା ନେବାକୁ ଭୁଲିଯାଉଛନ୍ତି ଲୋକେ । ରାଜ୍ୟରେ ଚାଲିଥିବା ଟିକାକରଣ ଅଭିଯାନ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀଙ୍କ ପ୍ରତିକ୍ରିୟା ୩ ମାସ ବ୍ୟବଧାନ ଯୋଗୁଁ ପ୍ରଥମର ଡୋଜ ଟିକା ନେବା ପରେ ଦ୍ୱିତୀୟ ଡୋଜ ନେବାକୁ ଭୁଲି ଯାଉଛନ୍ତି । ସଠିକ୍ ସମୟରେ...

motu iic
ମୋଟୁ ଥାନା IIC ସୁଶାନ୍ତ ସାହୁ ଗିରଫ

ମାଲକାନଗିରି ମୋଟୁ ଥାନା IIC ଗିରଫ । ସୁଶାନ୍ତ ସାହୁଙ୍କୁ ଗିରଫ କରାଯାଇଥିବା ନେଇ ଭିଜିଲାନ୍ସ ପକ୍ଷରୁ ସୂଚନା ମିଳିଛି । ଭିଜିଲାନ୍ସ ବିଭାଗ ନିଜ ଟୁଇଟର୍ ହ୍ୟାଣ୍ଡେଲ ଜରିଆରେ ଆଇଆଇସିଙ୍କୁ ଗିରଫ କରାଯଇଥିବା ସୂଚନା ଦେଇଛି ।

flood alert
’ସଂଧ୍ୟା ସୁଦ୍ଧା ବିପଦ ସଙ୍କେତ ଛୁଇଁପାରେ ସୁବର୍ଣ୍ଣରେଖା’

ଉପର ମୁଣ୍ଡରେ ବର୍ଷା ଅଳ୍ପ ଅଳ୍ପ ହେଉଛି । ବର୍ତ୍ତମାନ ରାଜଘଟ ଠାରେ ସୁବର୍ଣ୍ଣରେଖା ବିପଦ ସଙ୍କେତ ତଳେ ରହିଛି । ସଂଧ୍ୟା ସୁଦ୍ଧା ସୁବର୍ଣ୍ଣରେଖା ବିପଦ ସଂକେତ ପର୍ଯ୍ୟନ୍ତ ଛୁଇଁପାରେ । ଏହାସତ୍ତ୍ୱେ କିଛି ଅସୁବିଧା ହେବ ନାହିଁ ବୋଲି ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି । ମହାନଦୀ...

corona virus
ରାଜ୍ୟରେ ଦିନକରେ ୬୪୪ ସଂକ୍ରମିତ ଚିହ୍ନଟ; ୭ ମୃତ

ଧୀରେ ଧୀରେ ଦ୍ୱିତୀୟ ଲହରୀ ଦୁର୍ବଳ ହେବା ସହ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି । ଆଜି ପୁଣି ରାଜ୍ୟରେ ଦିନକରେ ୬୪୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ଚିହ୍ନଟଙ୍କ...

accident
ବସ୍ ଓଲଟି ୧୨ ଯାତ୍ରୀ ଆହତ ! ସେପଟେ ଦିଗପହଣ୍ଡି ନିକଟରେ ବସ ଡ୍ରାଇଭରକୁ ପିଟିଲା ଅଟୋ, ଘଟଣାସ୍ଥଳରେ ମୃତ୍ୟୁ

ଗଂଜାମ ଗାଙ୍ଗପୁର ଥାନା କୁଲାଙ୍ଗି-କାଳିଆଗୁଡ଼ା ରାସ୍ତାରେ ଓଲଟିଛି ନୀଳକଣ୍ଠ ନାମକ ଯାତ୍ରୀବାହୀ ବସ । ବସଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଛି ।  ନୀଳକଣ୍ଠ ନାମକ ଘରୋଇ ବସ ଟି ସୋରଡା ରୁ ଭଞ୍ଜନଗର ଅଭିମୁଖେ ଯାତ୍ରା କରୁଥିଲା । ବସ ରେ ୩୦ ରୁ...

Khushi Yojana Reality Check
ବାଟବଣା ସରକାରଙ୍କ ଖୁସି ଯୋଜନା : ବାସୁଦେବପୁର ଓ ଉଦଳାରେ ବଣ୍ଟା ନହୋଇ ଖତଖାଉଛି ନାପକିନ୍

ଷଷ୍ଠ ଶ୍ରେଣୀରୁ ଛାତ୍ରୀଙ୍କ ପାଇଁ ମାଗଣା ସାନିଟାରୀ ନାପକିନ୍ । ରାଜ୍ୟ ସରକାର ଆରମ୍ଭ କରିଥିଲେ ଖୁସି ଯୋଜନା । ଲକ୍ଷ୍ୟ ଥିଲା କିଶୋରୀ ମାନଙ୍କ ମଧ୍ୟରେ ସ୍ୱଚ୍ଛତା ସୃଷ୍ଟି କରିବା, ହେଲେ ଏହି ସାନିଟାରୀ ନାପକିନ୍ ଛାତ୍ରୀଙ୍କ ନିକଟରେ ନପହଞ୍ଚି ବର୍ଷ ବର୍ଷ ଧରି ନୋଡାଲ ସେଂଟରର...

jalaka flood
ଜଳକା ବନ୍ୟାରେ ୧୨ ପଞ୍ଚାୟତର ୫୦ ଗାଁ ଜଳମଗ୍ନ

ବିପଦ ସଂକେତ ଉପରେ ପ୍ରବାହିତ ହେଉଥିବାରୁ ଅନେକ ସ୍ଥାନରେ ରାସ୍ତା ଉପରେ ପାଣି ଚାଲିଛି । ମଥାନୀ ରାସ୍ତା ବୁ଼ଡିଥିବା ବେଳେ ଶହ ଶହ ହେର ଜମିରେ ପାଣି ଜମି ରହିଛି । ଜଳକା ବନ୍ୟାରେ ୧୨ ପଞ୍ଚାୟତର ୫୦ ଗାଁ ଜଳମଗ୍ନ ହୋଇଛି ।

Special Story | Earn Rs 60, 000 From Home Per Month, Know Details About SBI\'s \'Mega Offer\'
SBI ଦେଉଛି ଏମିତି ସୁଯୋଗ, ଘରେ ବସି ମାସିକ ୬୦ ହଜାର ଟଙ୍କା ରୋଜଗାର କରନ୍ତୁ

ଆପଣ ଯଦି ବେକାର ଅଛନ୍ତି ଏବଂ କିଛି ରୋଜଗାର କରିବା ପାଇଁ ବାଟ ଖୋଜୁଛନ୍ତି, ତା’ହେଲେ ଏହି ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ।

Special Story | Bollywood Actress Kangana Ranaut Becomes Koo App Queen After Twitter Ban
‘Koo’ରେ କଙ୍ଗନା ନମ୍ୱର ଓ୍ୱାନ୍ ସେଲିବ୍ରିଟି

ଟ୍ୱିଟର୍ ବ୍ୟାନ୍ କରି ଦେବା ପରେ ଚୁପ୍ ବସି ନଥିଲେ କଙ୍ଗନା। ମାଇକ୍ରୋ ବ୍ଲଗିଙ୍ଗ ସାଇଟ ‘କୁ’ରେ କରିଥିଲେ ଏଣ୍ଟ୍ରି। ମାତ୍ର ଆଠ ମାସ ମଧ୍ୟରେ କଙ୍ଗନାଙ୍କ ଫଲୋଅର୍ସ ସଂଖ୍ୟା ମିଲିଅନରେ ପହଞ୍ଚିଛି। ଯାହାକୁ ଦେଖିବା ପରେ ଏବେ ବଢୁଛି Kooର କ୍ରେଜ୍...

Ecstatic Indian-Americans Welcome PM Modi
ମୋଦି ମୋଦି ନାରାରେ କମ୍ପିଲା ଆମେରିକାର ଆଣ୍ଡ୍ରିୟୁସ୍ ଏୟାରପୋର୍ଟ: ପ୍ରଧାନମନ୍ତ୍ରୀଙ୍କ ଭବ୍ୟ ସ୍ୱାଗତ କଲେ ଶତାଧିକ ପ୍ରବାସୀ ଭାରତୀୟ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାରେ ପହଞ୍ଚିବା ପରେ ପ୍ରବାସୀ ଭାରତୀୟ ତାଙ୍କୁ ବିପୁଳ ସ୍ୱାଗତ କରିଛନ୍ତି । ଓ୍ୱାଶିଂଟନ ଡିସି ସ୍ଥିତ ଜଏଣ୍ଟ ବେସ୍ ଆଣ୍ଡ୍ରିୟୁସରେ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ବିମାନ ଅବତରଣ କରିବା ବେଳେ ଏୟାରପୋର୍ଟ ବାହାରେ ଉପସ୍ଥିତ ରହି ଶତାଧିକ ପ୍ରବାସୀ ଭାରତୀୟ ମୋଦିଙ୍କୁ ସ୍ୱାଗତ କରିଥିଲେ...

Pharmacist can dispense medicine
ଡାକ୍ତରଙ୍କ ଅନୁପସ୍ଥିତିରେ ସାମାନ୍ୟ ରୋଗ ପାଇଁ ଔଷଧ ଦେଇପାରିବେ ଫାର୍ମାସିଷ୍ଟ

ରାଜ୍ୟର ବିଭିନ୍ନ ମେଡ଼ିକାଲରେ ନିଯୁକ୍ତ ଫାର୍ମାସିଷ୍ଟ ରୋଗୀ ମାନଙ୍କୁ ଔଷଧ ଦେଇପାରିବେ । ଡାକ୍ତରଙ୍କ ଅନୁପସ୍ଥିତିରେ ସାମାନ୍ୟ ରୋଗ ପାଇଁ ସଂପୃକ୍ତ ଫାର୍ମାସିଷ୍ଟ ମାନେ ଔଷଧ ଦେଇପାରିବେ ବୋଲି ରାଜ୍ୟ ସରକାର ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି । ରାଜ୍ୟର ବିଭିନ୍ନ ସ୍ଥାନରେ ଡାକ୍ତର ନଥିବା ବେଳେ ଚିକିତ୍ସାରେ...

Aparajita Sarangi
ଜ୍ୟୋତିପ୍ରକାଶଙ୍କ ପରିବାରକୁ ଭେଟିଲେ ଅପରାଜିତା ଷଡ଼ଙ୍ଗୀ : ମୃତକଙ୍କ ସାନ ଭାଇର ପାଠପଢ଼ା ଦାୟିତ୍ୱ ନେବାକୁ ପ୍ରତିଶ୍ରୁତି

୧୩ଟି ପ୍ରାକୃତିକ ନାଳର ଯେଉଁ ବ୍ୟବସ୍ଥା ହେବା କଥା, ତାହା କାହିଁକି ହୋଇନାହିଁ ? ୨୦୧୯ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ଡ୍ରେନେଜ ବ୍ୟବସ୍ଥା ପାଇଁ ଘୋଷଣା କରିଥିବା ହଜାରେ କୋଟି ଟଙ୍କା କୁଆଡ଼େ ଗଲା ? ଆଗାମୀ ଦିନରେ ଡ୍ରେନେଜ ବ୍ୟବସ୍ଥାରେ ପୂର୍ଣ୍ଣାଙ୍ଗ ଯୋଜନା ଦରକାର ।

 vaccination
ଦେଶରେ ୮୩ କୋଟି ଟପିଲା ଟିକାକରଣ

କରୋନା ଟିକାକରଣ କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି ଭାରତ । ଦେଶରେ ବର୍ତ୍ତମାନ ସୁଦ୍ଧା ୮୩ କୋଟି ଲୋକଙ୍କୁ ଟିକାକରଣ କରାଯାଇଛି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଦେଶରେ ଟିକାକରଣ ନେଇ ଜାରି ରହିଥିବା ସର୍ବବୃହତ ଅଭିଯାନ କ୍ରମରେ କେବଳ ୨୩...

breaking news
ସଂକ୍ଷେପରେ ଆଜିର ତାଜା ଖବର - Thursday, 23 September 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।