ପାକ୍ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ତାଲିବାନୀଙ୍କ ନା । ଇମ୍ରାନ୍ ଖାନ୍ଙ୍କୁ ଆଇନା ଦେଖାଇଲା ସଂଗଠନ । ଆଫଗାନିସ୍ତାନରେ ତାଲିବାନ ଶାସନକୁ ଦୃଢ ସମର୍ଥନ କରୁଥିବା ପାକିସ୍ତାନକୁ 'ନୂତନ ସରକାର' ରେଡ୍ ସିଗନାଲ ଦେଖାଇଛି । ସରକାର ଗଠନ ଦିଗରେ ହସ୍ତକ୍ଷେପ ନକରିବା ପାଇଁ ତାଲିବାନୀ ସଂଗଠନଙ୍କ ପକ୍ଷରୁ ପାକିସ୍ତାନ୍କୁ...
ଜଣେ ବ୍ରିଟିଶ ନାଗରିକ ଗୋଟିଏ ଡାଳରେ ୮୩୯ ଟମାଟୋ ଫଳାଇ ବିଶ୍ୱରେକର୍ଡ ସୃଷ୍ଟି କରିଛନ୍ତି । ଇଂଲଣ୍ଡର ଷ୍ଟାନଷ୍ଟେଡ୍ ଆବଟ୍ସରେ ରହୁଥିବା ୪୩ ବର୍ଷିୟ ଡଗଲାସ୍ ସ୍ମିଥ୍ ମାର୍ଚ୍ଚ ମାସରେ ମଞ୍ଜି ବୁଣିଥିଲେ ଏବଂ ସେପ୍ଟେମ୍ବର ମାସରେ ଟମାଟୋ ଅମଳ କରିଛନ୍ତି । ଗୋଟିଏ ଡାଳରୁ ୮୩୯ ଟମାଟୋ...
ଦିଲ୍ଲୀ ସରକାରଙ୍କ ନୂଆ ନିଷ୍ପତ୍ତି ଅନୁସାରେ ପଲ୍ୟୁସନ୍ ସାର୍ଟିଫିକେଟ୍ ବିନା ଗାଡି ଚଲାଇବା ହେବ ମହଙ୍ଗା । ନିୟମ ଉଲ୍ଲଂଘନ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଯଦି କୌଣସି ବ୍ୟକ୍ତିଙ୍କ ପାଖରେ ପଲ୍ୟୁସନ୍ ସାର୍ଟିଫିକେଟ୍ ନଥିବ ସେମାନଙ୍କୁ ୧୦ ହଜାର ଟଙ୍କାର ଜୋରିମାନ ଦେବାକୁ ପଡ଼ିପାରେ...
ଦୁଇବନ୍ଧୁ ଚାଷୀଙ୍କ ଦୁଃଖ ବୁଝି ନୂଆ ଯନ୍ତ୍ର ତିଆରି କରିଛନ୍ତି । ବରଗଡରେ ପ୍ରଥମ ଥର ପରସ୍ପର ଭିତରେ ଦେଖାସାକ୍ଷାତ ହୋଇଥିଲା । ଆଉ ଉଭୟଙ୍କ ପାଖରେ ଥିବା ପ୍ରଯୁକ୍ତି ଓ କୃଷି ସମ୍ପର୍କୀତ ଜ୍ଞାନକୁ ଉପଯୋଗ କରି ଚାଷୀ ତଥା ଲୋକଙ୍କ ଜୀବନଶୈଳୀ କିଭଳି ପରିବର୍ତ୍ତନ ଅଣାଯାଇ...
ପ୍ରୟାଗରାଜର ଆଖଡ଼ା ପରିଷଦର ସଭାପତି ମହନ୍ତ ନରେନ୍ଦ୍ର ଗିରିଙ୍କ ମୃତଦେହ ଗତକାଲି ତାଙ୍କର ଆଶ୍ରମର କୋଠରୀରୁ ମିଳିଥିଲା । ବାଘମ୍ବରୀ ମଠରେ ତାଙ୍କ ମୃତଦେହ ଝୁଲୁଥିବାର ଦେଖିବାକୁ ମିଳିଥିଲା । ସନ୍ଦେହଜନକ ଅବସ୍ଥାରେ ମହନ୍ତଙ୍କ ମୃତ୍ୟୁ ହେବା ସହ ପୋଲିସ ଏକ ସାତରୁ ଆଠ ପୃଷ୍ଠାର ସୁଇସାଇଡ୍ ନୋଟ୍...
ନୂଆପଡା ଜିଲ୍ଲା କୋମନା ବ୍ଲକ ନୂଆଗାଁ ଗାଁର ପଦ୍ମିନୀ ରଣା । ବାପା ଅନେକ ଦିନ ହେଲାଣି ଆର ପାରିରେ । ଘରେ ବୁଢ଼ୀ ମା’ । ମା ବଡ କଷ୍ଟରେ ଦୁଇ ଝିଅଙ୍କୁ ବାହା କରି ଦେଇଛନ୍ତି । ପଦ୍ମିନୀ ଫୁଟବଲ, ଭଲିବଲ, କବାଡି, ଦୌଡ ଆଦି...
ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ ଗଁପୁର ପଞ୍ଚାୟତର ଅଙ୍ଗାରୁଆ ଗାଁ । ଗାଁ କଜଳେଇ ମନ୍ଦିରର ଶାନ୍ତ ଓ ଶୁଦ୍ଧ ବାତାବରଣରେ ପାଠ ପଢୁଛନ୍ତି ପିଲାଏ । ପ୍ରଥମ ଶ୍ରେଣୀରୁ କଲେଜ୍ ପିଲାମାନଙ୍କୁ ଏଠାରେ ପାଠ ପଢାଉଛନ୍ତି ମାୟାଧର ସାର୍ । ଏଥିପାଇଁ ପିଲାଙ୍କଠାରୁ କୌଣସି ପାରିଶ୍ରମିକ ନିଅନ୍ତି...
କେରଳର କୋଚି ନିକଟ ମାରାଡୁର ବାସିନ୍ଦା ଜୟପାଲାନ୍ । ସେ ତାଙ୍କର ୯୫ ବର୍ଷ ବୟସ୍କା ମା, ପତ୍ନୀ ଏବଂ ଦୁଇ ପିଲାଙ୍କ ସହ ରୁହନ୍ତି । ଏକ ଗରିବ ପରିବାରରେ ତାଙ୍କର ଜନ୍ମ । ଦାନା ମୁଠାଏ ପାଇଁ ପିଲାଦିନୁ ଆଜି ପର୍ଯ୍ୟନ୍ତ କଠିନ ପରିଶ୍ରମ କରୁଛନ୍ତି...
ଅଣ୍ଟି ଛୁରୀ ତଣ୍ଟି କାଟେ । ଚଉକି ମୋହରେ ମୁଖିଆଙ୍କ ଜୀବନ ନେଇଗଲେ ତାଲିବାନୀ । ଆଫଗାନିସ୍ତାନରେ କ୍ଷମତା ହାସଲ କରିବା ପରେ ନିଜ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ତାଲିବାନୀ ସଂଗଠନକୁ ବଡ଼ ଝଟକା ଦେଇଛି । ବ୍ରିଟିଶ ମାଗାଜିନ ଅନୁସାରେ ତାଲିବାନ୍ ସରକାରଙ୍କ ସର୍ବେସର୍ବା ହିବତୁଲ୍ଲା ଅଖୁନ୍ଦଦାଙ୍କୁ...
ସ୍ଥାନୀୟ ଗଣମାଧ୍ୟମ ଅନୁସାରେ ମହନ୍ତ ଶିଷ୍ୟମାନଙ୍କ ସହ ଅପରାହ୍ନ ୧ଟାରେ ଭୋଜନ କରିଥିଲେ । ତା’ପରେ ପ୍ରତିଦିନ ଭଳି ବିଶ୍ରାମ କରିବା ପାଇଁ ନିଜ କୋଠରୀକୁ ପ୍ରବେଶ କରିଥିଲେ । ତବେ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମହନ୍ତ ବାହାରକୁ ନଆସିବାରୁ ଚିନ୍ତିତ ହୋଇପଡ଼ିଥିଲେ ତାଙ୍କ ଶିଷ୍ୟମାନେ । ଶେଷରେ...
ରାଜଧାନୀରେ ମୁକୁଳା ଡ୍ରେନକୁ ନେଇ ରାଜରାସ୍ତାକୁ ଓହ୍ଲାଇଛି ବିଜେପି । ଆଜି ବିଏମସି କାର୍ଯ୍ୟାଳୟରେ ଧସେଇ ପଶିବାକୁ ଚେଷ୍ଟା କରିଥିଲେ ବିଜେପି କର୍ମୀ । ବହୁ ସଂଖ୍ୟାରେ ବିଜେପି ନେତା ଓ କର୍ମୀ ବିକ୍ଷୋଭ ଶୋଭାଯାତ୍ରାରେ ଆସିବା ପରେ ବିଏମସି କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ ।
୫ ବର୍ଷ ପରେ ସ୍ତ୍ରୀକୁ ଦେଖିବା ପାଇଁ ନିଜର କିଡ଼ନୀ ବିକ୍ରି କରିବା ପାଇଁ ରାଜି ହୋଇଗଲେ ସ୍ୱାମୀ। କିଡ଼ନୀ ବିକ୍ରି କରିବା ପାଇଁ ରାଜରାସ୍ତାରେ ଧରି ବୁଲିଲେ ପୋଷ୍ଟର। କଣ ରହିଛି ପୂରା ଘଟଣା, ଏବେ ଜାଣନ୍ତୁ...
ମାଆଙ୍କ କଷ୍ଟ ଦେଖିପାରିଲା ନାହିଁ ଝିଅ। ମୁଣ୍ଡ ଖଟାଇ ଏମିତି ମେସିନ୍ ନିର୍ମାଣ କଲେ ଯେ, ଏକା ସାଙ୍ଗରେ ହୋଇ ପାରୁଛି ୨୨ ପ୍ରକାର କରୁଛି। ଦେଖନ୍ତୁ ସେହି ମେସିନ ଓ ଜାଣନ୍ତୁ ଏହାର ଦାମ୍ କେତେ ରହିଛି?
ପିଲାମାନଙ୍କୁ ମାତ୍ରାଧିକ ସକ୍ରିୟ କରାଇ ସେମାନଙ୍କୁ ଶିକ୍ଷା ଏବଂ କ୍ରୀଡ଼ା କ୍ଷେତ୍ରରେ ଅଧିକ ପାରଙ୍ଗମ କରିବାରେ ସହାୟକ ହେଉଛି ଚିକେନ୍ ବ୍ଲଡ୍ ଇଞ୍ଜେକସନ୍’। ଏହା ସହ ବନ୍ଧ୍ୟାତ୍ୱ, କର୍କଟ ରୋଗ ଏବଂ ଚନ୍ଦାପଣ ସମେତ ନାନାବିଧ ସ୍ୱାସ୍ଥ୍ୟ ସମସ୍ୟାର ‘ମହୌଷଧି’ ଭାବେ ଏହାକୁ ବ୍ୟବହାର କରାଯାଉଛି। ଏବେ ପିଲାମାନଙ୍କୁ...
ଆଫଗାନିସ୍ତାରେ ବାଳିକା ଶିକ୍ଷା କ୍ଷେତ୍ର ପାଇଁ ଅନେକ ଲାଭ ହୋଇଛି, ଯାହାକୁ ବଜାୟ ରଖିବା ରଖିବା ଉଚିତ । ଆଜୋଲେ କହିଛନ୍ତି, ଦେଶର ଝିଅମାନେ ଶିକ୍ଷିତ ହେଲେ ଆଫଗାନ୍ର ଭବିଷ୍ୟତ ଗଠନ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରିବେ । ଆଫଗାନିସ୍ତାନରେ ଥିବା ଉଭୟ ପୁଅ ଓ ଝିଅ...
ଟ୍ୱିଟର୍ ବ୍ୟାନ୍ କରି ଦେବା ପରେ ଚୁପ୍ ବସି ନଥିଲେ କଙ୍ଗନା। ମାଇକ୍ରୋ ବ୍ଲଗିଙ୍ଗ ସାଇଟ ‘କୁ’ରେ କରିଥିଲେ ଏଣ୍ଟ୍ରି। ମାତ୍ର ଆଠ ମାସ ମଧ୍ୟରେ କଙ୍ଗନାଙ୍କ ଫଲୋଅର୍ସ ସଂଖ୍ୟା ମିଲିଅନରେ ପହଞ୍ଚିଛି। ଯାହାକୁ ଦେଖିବା ପରେ ଏବେ ବଢୁଛି Kooର କ୍ରେଜ୍...
ପିଲାମାନଙ୍କୁ ମାତ୍ରାଧିକ ସକ୍ରିୟ କରାଇ ସେମାନଙ୍କୁ ଶିକ୍ଷା ଏବଂ କ୍ରୀଡ଼ା କ୍ଷେତ୍ରରେ ଅଧିକ ପାରଙ୍ଗମ କରିବାରେ ସହାୟକ ହେଉଛି ଚିକେନ୍ ବ୍ଲଡ୍ ଇଞ୍ଜେକସନ୍’।
ଝିଅ ହେଲା ବୋଲି ହଜାରେ ଲୋକଙ୍କୁ ମାଗଣାରେ ଗୁପ୍ଚୁପ୍ ଖୁଆଇଲେ ବାପା। ଠେଲା ଗାଡ଼ି ସାମ୍ନାରେ ଲାଗିଲା ଭିଡ଼।
ସ୍ପେନ୍ର ଲା ପାଲମାର କେନେରୀ ଦ୍ୱୀପରେ ଘଟିଛି ଏପରି ଭୟାନକ୍ ଘଟଣା । ଜ୍ୱାଳାମୁଖୀ ଫାଟିବା ପରେ ବର୍ତ୍ତମାନ ପ୍ରାୟ ୫ ରୁ ୧୦ ହଜାର ଲୋକଙ୍କୁ ସୁରକ୍ଷିତ ଭାବରେ ସ୍ଥାନ୍ତାନ୍ତରଣ କରାଯାଇଛି ବୋଲି ଆଞ୍ଚଳିକ ଅଧିକାରୀମାନେ ସୂଚନା ଦେଇଛନ୍ତି । ରିକ୍ଟର ସ୍କେଲରେ ୪.ର ଭୂକମ୍ପ ହୋଇଥିବା...
ଡିଏଫ୍ଓଙ୍କୁ ସେ ଜାଣିଥିଲେ କି ନାହିଁ ? ସୌମ୍ୟ କିପରି ଭାବେ ଜଳିଗଲେ ? ଘଟଣା ସଂପର୍କରେ କିଏ ପ୍ରଥମେ ଜଣାଇଥିଲା ? କାହାର ନିଷ୍ପତ୍ତି କ୍ରମେ ସୌମ୍ୟଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା ? ବୈବାହିକ ଜୀବନରେ କିଛି ବିବାଦ ଥିଲା କି ? ମିଳିଥିବା ରିଲେସନସିପ୍ ଏଗ୍ରିମେଣ୍ଟ...