• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବର ...more

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।

less

Posts by

Mayurbhanj | Liquor Mafias Use Fermented Fruit In Country Made Liquor To Attract Youths
ଦେଶୀ ମଦରେ ବିଦେଶୀ ତଡ଼କା, ମହୁଲ ପୋଚରେ ମିଶୁଛି ଦାମୀ ଫଳ

ଦେଶୀ ମଦରେ ବିଦେଶୀ ତଡ଼କା। ମଦ ପ୍ରସ୍ତୁୁତ ପାଇଁ ମହୁଲ ପୋଚରେ ମିଶୁଛି ଦାମୀ ଫଳ। ମହୁଲର ପୋଚରେ ସେଓ, ଅଙ୍ଗୁର, ଡାଳିମ୍ବ, ବେଦନା, ପିଜୁଳି ଭଳି ଫଳ ମିଶାଇ ମାଫିଆମାନେ ପ୍ରସ୍ତୁତ କରୁଛନ୍ତି ମଦ।

khordha
ମାନବ ସଂଗଠନରେ ସାମିଲ ନହେବାରୁ ବାପ ଓ ପୁଅଙ୍କୁ ନିସ୍ତୁକ ମାଡ, ଭିଡିଓ ଭାଇରାଲ୍

ଖୋର୍ଦ୍ଧା ବୋଲଗଡ ବ୍ଲକର କଡବ ଗାଁରେ ନୀରିହ ଆଦିବାସୀଙ୍କୁ ମାନବ ସଂଗଠନରେ ସାମିଲ କରିବା ପାଇଁ ଏଭଳି ମାଡମରା ଯାଉଥିବା ଅଭିଯୋଗ ହୋଇଛି । ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଭିଡିଓରେ ସ୍ପଷ୍ଟ ଦେଖାଯାଉଛି କିପରି ନୃଶଂସ ଭାବେ ଦୁଇ ଜଣଙ୍କୁ ମାଡ ମରା...

Odisha CM Naveen Patnaik
ଏସସିବିରେ କରୋନା ସଂକ୍ରମିତଙ୍କୁ ମିଳିବ ମାଗଣା ଇକମୋ ଚିକିତ୍ସା : ସମସ୍ତ ଖର୍ଚ୍ଚ ବହନ କରିବେ ସରକାର

କଟକ ଏସସିବିରେ ଉଦଘାଟିତ ହୋଇଛି ଇକମୋ ଚିକିତ୍ସା ବ୍ୟବସ୍ଥା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିଛନ୍ତି ଏବଂ ଇକମୋ ଚିକିତ୍ସା ସମ୍ପୂର୍ଣ୍ଣ ମାଗଣା ହେବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ତୃତୀୟ ଲହର ପାଇଁ ଅଧିକ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିବା...

bamboo craft
ସଙ୍କଟରେ ବାଉଁଶ କାରିଗରୀ : ପ୍ଲାଷ୍ଟିକ ଯୁଗରେ ଦେଖିବାକୁ ମିଳୁନି ବାଉଁଶ ତିଆରି ସରଞ୍ଜାମ

ଯୁଗ ବଦଳିବା ସହ ସମୟ ମଧ୍ୟ ବଦଳିଯାଇଛି । ପୂର୍ବର ପ୍ରତ୍ୟେକଙ୍କ ଘରେ ବାଉଁଶ ସାମଗ୍ରୀର କିଛି ନା କିଛି ଜିନିଷ ଦେଖିବାକୁ ମିଳୁଥିଲା । କିନ୍ତୁ ବର୍ତ୍ତମାନ ଏହା ଲୋକଙ୍କ ଘରେ ଦେଖିବାକୁ ମିଳୁନାହିଁ । ଯାହା ଫଳରେ ବାଉଁଶ କାରିଗର ନିଜର କୌଳିକ ବୃତ୍ତିକୁ ଛାଡି...

Taliban
ଆତଙ୍କାବଦୀ ଆକ୍ରମଣରୁ ବର୍ତ୍ତି ପାରିଲାନି ତାଲିବାନ୍ : କାବୁଲ ବିସ୍ଫୋରଣରେ ୨୮ ତାଲିବାନୀ ମୃତ

ଆଫଗାନିସ୍ତାନର କାବୁଲ ବିମାନବନ୍ଦରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଏପର୍ଯ୍ୟନ୍ତ ୧୦୩ ଜଣ ପ୍ରାଣ ହରାଇଛନ୍ତି । ଏହି ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି, ଆଗକୁ ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିପାରେ ବୋଲି କୁହାଯାଉଛି । ତେବେ ଏହାରି ଭିତରେ କାବୁଲ ବିମାନବନ୍ଦର ବିସ୍ଫୋରଣରେ ୨୮ ତାଲିବାନୀଙ୍କର ମଧ୍ୟ...

assam
୭ଟି ଟ୍ରକରେ ନିଆଁ ଲଗାଇଦେଲେ ଉଗ୍ରବାଦୀ : ପାଞ୍ଚ ଡ୍ରାଇଭର ମୃତ

ଆସାମର ଦିମା ହାସାଓ ଜିଲ୍ଲାର ଉମରଙ୍ଗସୋ ଲଙ୍କା ରାସ୍ତାରେ ସାତୋଟି ଟ୍ରକକୁ ଜାଳି ଦେଇଥିଲେ ଉଗ୍ରବାଦୀ । ଏହି ଘଟଣାରେ ୫ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ପୋଲିସ ଏହି ଘଟଣାର ତଦନ୍ତ କରୁଛି। ସନ୍ଦିଗ୍ଧ ଉଗ୍ରବାଦୀମାନେ ଟ୍ରକ ଜାଳିବା ପୂର୍ବରୁ ଅନେକ ରାଉଣ୍ଡ ଗୁଳି ମଧ୍ୟ...

Sonu Sood with Delhi CM Arvind Kejriwal
’ଦେଶର ମେଣ୍ଟର’ କାର୍ଯ୍ୟକ୍ରମର ବ୍ରାଣ୍ଡ୍ ଆମ୍ବାସଡ଼ର ହେଲେ ଅଭିନେତା ସୋନୁ ସୁଦ୍ : ଘୋଷଣା କଲେ ଅରବିନ୍ଦ କେଜ୍ରିୱାଲ

ଶ୍ରମିକଙ୍କ ମସିହା ତଥା ଲୋକପ୍ରିୟ ଅଭିନେତା ସୋନୁ ସୁଦ ଆଜି ରାଜଧାନୀ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଭେଟିଛନ୍ତି । ଏହି ବୈଠକ ପରେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଏବଂ ଅଭିନେତା ସୋନୁ ସୁଦ୍ ଶୁକ୍ରବାର ଦିନ ୧୦ଟାରେ ମିଳିତ ଭାବେ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ।

bhupesh-baghel
ଛତିଶଗଡ଼ରେ ନେତୃତ୍ୱ କନ୍ଦଳ : ଆଜି କଂଗ୍ରେସ ହାଇକମାଣ୍ଡଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ୍

ନେତୃତ୍ୱ ବଦଳାଇବା ପାଇଁ ଗୋଷ୍ଠୀ ବିବାଦ ଚରମରେ । ଛତିଶଗଡରେ ଅଢ଼େଇ ଅଢ଼େଇ ବର୍ଷର ମୁଖ୍ୟମନ୍ତ୍ରୀ ପଦ ବିବାଦ ପୁଣି ସାମ୍ନାକୁ ଆସିଛି । ଭୂପେଶ ବଘେଲ, ଦଳର ୨୦ରୁ ଅଧିକ ବିଧାୟକଙ୍କୁ ଧରି ଦିଲ୍ଲୀରେ ଡେରା ପକାଇଛନ୍ତି । ଦଳର ୨ ବରିଷ୍ଠ ନେତାଙ୍କ ମଧ୍ୟରେ ବିବାଦ...

corona
ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ୮୧୬ ନୂତନ ସଂକ୍ରମିତ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୧୬ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪ ହଜାର ୮୭୫କୁ ବୃଦ୍ଧି ପାଇଛି । ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧୦୬ ଜଣ ଆକ୍ରାନ୍ତ ଅଛନ୍ତି ।...

positivity-ratio
କେରଳରେ ଥମୁନି କରୋନା କହର : ସର୍ବାଧିକ ୧୯ ପ୍ରତିଶତ ପଜିଟିଭିଟି ରେଟ୍

ଗତକାଲି ଅର୍ଥାତ ଗୁରୁବାର ଦିନ କରୋନାର ୩୦,୦୦୭ ନୂତନ ମାମଲା ସହ ରାଜ୍ୟରେ ମୋଟ କରୋନା ସଂକ୍ରମିତ ସଂଖ୍ୟା ୩୯.୧୩ ଲକ୍ଷକୁ ବୃଦ୍ଧି ପାଇଛି । ସେହିପରି ୧୬୨ ରୋଗୀଙ୍କ ମୃତ୍ୟୁ ପରେ ମୃତକଙ୍କ ସଂଖ୍ୟା ୨୦, ୧୩୪ ରେ ପହଞ୍ଚିଛି । ଏହାପୂର୍ବରୁ ବୁଧବାର ଦିନ କେରଳରେ...

islamic-state-kp
କାବୁଲ ବିସ୍ଫୋରଣ ପାଇଁ ନିଜକୁ ଦାୟୀ କଲା ଆଇଏସ୍ : ଆକ୍ରମଣକାରୀର ଫଟୋ ଜାରି

କାବୁଲ ଆନ୍ତର୍ଜାତିକ ବିମାନବନ୍ଦର ବାହାରେ ଗୁରୁବାର ସନ୍ଧ୍ୟାରେ ତିନୋଟି ସ୍ଥାନରେ ଆତ୍ମଘାତୀ ବିସ୍ଫୋରଣ ଘଟିଛି । ତେବେ ବିମାନବନ୍ଦରରେ ହୋଇଥିବା ଆତ୍ମଘାତୀ ବିସ୍ଫୋରଣରେ ନିଜର ସମ୍ପୃକ୍ତ ଥିବା ନେଇ ଦାବି କରିଛି ଇସଲାମିକ ଷ୍ଟେଟ ଖୋରାସାନ ପ୍ରାନ୍ତ (ଆଇଏସକେପି) ।

Joe Biden
’ତ୍ରାହି ପାଇବେ ନାହିଁ ଆତଙ୍କୀ ! ଯେଉଁଠି ଲୁଚିଲେ ବି ଖୋଜି ଖୋଜି ମୃତ୍ୟୁ ଦଣ୍ଡ ଦେବ ଆମେରିକା’

ବାଇଡେନ କହିଛନ୍ତି, ମିଶନ ଜାରି ରହିବ । ଆବଶ୍ୟକ ହେଲେ ପୁଣି ଥରେ ଆଫଗାନିସ୍ତାନକୁ ଅତିରିକ୍ତ ଆମେରିକୀୟ ସୈନ୍ୟ ପଠାଯିବ । ଏହାପୂର୍ବରୁ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଇସ୍ରାଏଲର ନୂତନ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ହୋଇଥିବା ପ୍ରଥମ ବୈଠକକୁ ସ୍ଥଗିତ ରଖିଥିଲା ହ୍ୱାଇଟ ହାଉସ । ଏହାସହ ଆଫଗାନିସ୍ତାନ...

Kabul Blast
ଏୟାରପୋର୍ଟ ନିକଟରେ ତୃତୀୟ ବିସ୍ଫୋରଣରେ ଥରିଲା କାବୁଲ : ୭୨ ମୃତ, ୧୨୦ ରୁ ଅଧିକ ଆହତ 

ପ୍ରଥମ ଦୁଇଟି ବିସ୍ଫୋରଣ ସନ୍ଧ୍ୟା ସମୟରେ କିଛି ମିନିଟ୍ ବ୍ୟବଧାନରେ ହୋଇଥିବାବେଳେ ତୃତୀୟ ବିସ୍ଫୋରଣ ବିଳମ୍ବିତ ରାତିରେ ହୋଇଥିଲା । ​​ଏହି ବିସ୍ଫୋରଣରେ ଏପର୍ଯ୍ୟନ୍ତ ୭୨ ଜଣ ପ୍ରାଣ ହରାଇଛନ୍ତି ଏବଂ ୧୨୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି ।

kalyan-singh
ଅଯୋଧ୍ୟାରେ ରାମ ମନ୍ଦିରକୁ ଯାଉଥିବା ରାସ୍ତାର ନାମ ହେବ “କଲ୍ୟାଣ ସିଂ ମାର୍ଗ” : ସୂଚନା ଦେଲେ ୟୁପି ଉପମୁଖ୍ୟମନ୍ତ୍ରୀ

ରାମ ଜନ୍ମଭୂମି ପରିସର ପର୍ଯ୍ୟନ୍ତ ଯାଉଥିବା ରାସ୍ତାକୁ “କଲ୍ୟାଣ ସିଂ ମାର୍ଗ” ନାମ ଦିଆଯିବ ବୋଲି ସୂଚନା ଦେଇଛନ୍ତି ୟୁପିର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ । ୟୁପିର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କ ଶେଷକୃତ୍ୟ ପୂର୍ବରୁ ଏପରି ନିଷ୍ପତ୍ତି ନିଆଯାଇଛି । ତେବେ ଏହାର କାଗଜପତ୍ର କାମ...

corona
’ପିକ୍ ପିରିୟଡରେ ୧୦୦ ରେ ୨୩ ପିଲା ହସ୍ପିଟାଲାଇଜ୍ ହେବେ’ : ତୃତୀୟ ଲହର ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା

କରୋନାର ତୃତୀୟ ଲହର ଆସିଲେ ପିଲାମାନେ ଅଧିକ ପ୍ରଭାବିତ ହେବେ । ପିକ୍ ପିରିୟଡରେ ୧୦୦ ରେ ୨୩ ପିଲା ହସ୍ପିଟାଲାଇଜ୍ ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ହସ୍ପିଟାଲାଇଜେସନର ଅଧିକ ବ୍ୟବସ୍ଥା ନାହିଁ । ତେବେ ଆଗାମୀ ସମୟକୁ ଦୃଷ୍ଟିରେ ରଖି ଶିଶୁ ମାନଙ୍କ ପାଇଁ ସବୁ...

binika
ଖଟିଆରେ ପଡ଼ି ପଡ଼ି ଦୁର୍ବିସହ ଜୀବନ କଟାଉଛନ୍ତି ଘରର ମୁରବୀ : ଖାଇବାକୁ ଦାନା ମୁଠେ ନାହିଁ, ଚିନ୍ତାରେ ପରିବାର

ପରିବାର ଚଳାଇବା ପାଇଁ ସେ ଶ୍ରମିକ ଭାବେ କାମ କରୁଥିଲେ । ଯାହାଯେତିକି ରୋଜଗାର ହେଉଥିଲା ଦୁଃଖେ ସୁଖେ ପରିବାର ଚଳୁଥିଲା । ହେଲେ ରାଇସ ମିଲରେ ତାଙ୍କ ଉପରେ ଧାନବସ୍ତା ପଡିଯିବା ପରେ ଏବେ ଯନ୍ତ୍ରଣାରେ ଛଡପଟ ହୋଇ ବିଛଣାରେ ପଡି ଦୁର୍ବିସହ ଜୀବନ କାଟୁଛନ୍ତି ।...

Historic MPC College
ଜରାଜୀର୍ଣ୍ଣ ଅବସ୍ଥାରେ ଏମପିସି କଲେଜ କୋଠା : ରକ୍ଷଣାବେକ୍ଷଣ ଅଭାବରୁ ଶିଉଳି ଲାଗି ନଷ୍ଟ ହେବାକୁ ବସିଲାଣି

ସାମନାକୁ ଚକଚକ୍ ଦେଖାଯାଉଥିବା ମୟୂରଭଞ୍ଜ ରାଜପ୍ରାସାଦ ଭିତରୁ ନଷ୍ଟ ହେବାକୁ ବସିଲାଣି । ଲଣ୍ଡନର ବକିଂହାମ ପାଲେସ ଭଳି ଦେଖାଯାଉଥିବା ରାଜବାଡ଼ି ୧୮୦୪ରେ ମୟୂରଭଞ୍ଜର ମହାରାଣୀ ସୁମିତ୍ରା ଦେବୀଙ୍କ ଦ୍ୱାରା ନିର୍ମିତ ହୋଇଥିଲା । ଗ୍ରୀକ୍ ଓ ଭୋରିଆ ଇଂଜିନିଅରଙ୍କ ସ୍ଥାପତ୍ୟ କଳାରେ ତିଆରି ଏହି କୋଠାରେ ୧୨୬ଟି...

corona
’ଅକ୍ଟୋବରରେ ଶିଖର ଛୁଇଁପାରେ ତୃତୀୟ ଲହର, ଅଧିକ ମାତ୍ରାରେ ଆକ୍ରାନ୍ତ ହୋଇପାରନ୍ତି ଶିଶୁ’

ଗୃହ ମନ୍ତ୍ରାଳୟର ବିଶେଷଜ୍ଞଙ୍କୁ ନେଇ ଗଠିତ କମିଟି ବିଶେଷଜ୍ଞ କମିଟି କୋଭିଡର ତୃତୀୟ ଲହରୀ ପ୍ରସଙ୍ଗରେ ଚେତାବନୀ ଦେଇଛି । ଏହି ସମୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଇବାର ଆଶଙ୍କା ରହିଛି । ଏହାସହ ମୁଖ୍ୟତଃ ତୃତୀୟ ଲହରରେ ଶିଶୁମାନଙ୍କ ପ୍ରତି ଅଧିକ ବିପଦ...

madhya-pradesh
’ପ୍ରଥମେ ଜାତି ପଚାରିଲେ, ପରେ ନିର୍ଦ୍ଧୁମ ମାଡ଼ ମାରିଲେ’ : ଥାନାରେ ଅଭିଯୋଗ କଲେ ଚୁଡ଼ି ବିକ୍ରି କରୁଥିବା ଯୁବକ

ଜାତି ପଚାରି ମାଡ଼ ମାରିଲେ । ମଧ୍ୟପ୍ରଦେଶର ଇନ୍ଦୋରରେ ଜଣେ ବ୍ୟକ୍ତି ତାଙ୍କ ପ୍ରତି ହୋଇଥିବା ଦୁର୍ବ୍ୟବହାର ନେଇ ଥାନାରେ ଅଭିଯୋଗ କରିଛନ୍ତି । ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଇନ୍ଦୋର ବାଣଗଙ୍ଗା ପୋଲିସ ଷ୍ଟେସନ ଅଞ୍ଚଳର ଗୋବିନ୍ଦ ନଗରରେ ଏପରି...

Self Reliance
ସକ୍ଷମ ସ୍ୱାଭିମାନୀ ଦିବ୍ୟାଙ୍ଗ : ପର ଆଗରେ ହାତ ନପାରି ଘରେ ଜିନିଷ ତିଆରି କରି ଟ୍ରାଇ-ସାଇକେଲରେ ବିକୁଛନ୍ତି ମଧୁସୂଦନ

 ସକ୍ଷମ ଭିନ୍ନକ୍ଷମ । କାହିରି ଉପରେ ବୋଝ ହେବାକୁ ଚାହାନ୍ତିନି । ସ୍ୱାଭିମାନର ସହ ବଞ୍ଚିବାର ଆଶା ବରଗଡ଼ର ଭିନ୍ନକ୍ଷମ ଯୁବକ ମଧୁସୂଦନ ବାଗଙ୍କୁ ବାଟ କଢ଼ାଉ ନେଉଛି । ପୋଲିଓ ଗ୍ରସ୍ତ ହୋଇ ଜନ୍ମରୁ ଭିନ୍ନକ୍ଷମ, ହେଲେ ଦୃଢ ଇଚ୍ଛା ଶକ୍ତି ଓ କଠିନ ପରିଶ୍ରମ ଆଗରେ...

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।