• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବର ...more

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।

less

Posts by

angul
ଅଦରକାରୀ ଲୁହାରୁ ପ୍ରସ୍ତୁତ ଭଳିକି ଭଳି ସାମଗ୍ରୀ : ଅନୁଗୁଳ ସହରକୁ ନୂଆ ରୂପ ଦେବାକୁ ନିଆରା ପ୍ରୟାସ

ଅଦରକାରୀ ଜିନିଷରୁ ତିଆରି ହେଉଛି ସୁନ୍ଦର ପ୍ରତିମୂର୍ତ୍ତି । ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ଠାରୁ ପର୍ଯ୍ୟଟନ ବୁଠି ଲାଗିବ ଉନ୍ନତିର ଛାପ । ଭିଜନ-୨୦୨୩ ଯୋଜନା ମାଧ୍ୟମରେ ଆଗାମୀ ୨ବର୍ଷ ମଧ୍ୟରେ ଜିଲ୍ଳାର ସର୍ବାଙ୍ଗୀନ ଉନ୍ନତି କରାଯିବାନେଇ ରହିଛି କାର୍ଯ୍ୟକ୍ରମ । ସେହିକ୍ରମରେ ଅନୁଗୋଳ ସହରକୁ ସ୍ମାର୍ଟ ସିଟି ରୂପେ...

Puri Swargadwara
ଖୋଲିଲା ସ୍ୱର୍ଗଦ୍ୱାର : ୧୦ ଜଣ ଉପସ୍ଥିତିରେ ପୁରୀ ବାହାର ଜିଲ୍ଲାର ଲୋକଙ୍କୁ ଶବଦାହ କରିବାକୁ ଅନୁମତି

ସର୍ବସାଧାରଣଙ୍କ ପାଇଁ ଖୋଲିଲା ସ୍ୱର୍ଗଦ୍ୱାର। ଅଗଷ୍ଟ ୧୬ ଅର୍ଥାତ ଆଜି ଠାରୁ ପୁରୀ ବାହାର ଜିଲ୍ଲାର ଲୋକଙ୍କୁ ଶବଦାହ କରିବାକୁ ଅନୁମତି ମିଳିଛି । ଶବଦାହ ସମୟରେ କୋଭିଡ୍ କଟକଣା ମଧ୍ୟରେ ୧୦ ଜଣ ଉପସ୍ଥିତ ରହିପାରିବେ । ତେବେ ସ୍ୱର୍ଗଦ୍ୱାରରେ ଶବଦାହ କରିବାକୁ ମୃତକଙ୍କ କୋଭିଡ୍ ନେଗେଟିଭ...

afganistan
କାବୁଲରେ ପଶିଲା ତାଲିବାନ୍ : ଚାରିପଟୁ ଘେରି ରହିଛନ୍ତି ବିଦ୍ରୋହୀ

କାବୁଲରେ ପଶିଲା ତାଲିବାନ୍ । ଆଫଗାନିସ୍ତାନ ରାଜଧାନୀ କାବୁଲର ଦ୍ୱାର ଦେଶରେ ତାଲିବାନ । ଆଫଗାନିସ୍ତାନର ସମସ୍ତ ପ୍ରମୁଖ ସହରକୁ କବଜା କରିବା ପରେ ବର୍ତ୍ତମାନ ତାଲିବାନ ଆତଙ୍କବାଦୀମାନେ କାବୁଲରେ ପ୍ରବେଶ କରିଛନ୍ତି। ଯେକୌଣସି ମୁହୂର୍ତ୍ତରେ ଏହି ସଂଗଠନ ସହର ଭିତରକୁ ପ୍ରବେଶ କରିପାରେ । ଆଉ ମାତ୍ର...

CJI
’ଆଇନରେ ସ୍ପଷ୍ଟତାର ଅଭାବ’ : ସଂସଦରେ ଆବଶ୍ୟକ ତର୍କ ବିନା ‍‍ବିଲ୍ ପାସ ହେବା ନେଇ ଉଦବେଗ ପ୍ରକାଶ କଲେ ମୁଖ୍ୟ ବିଚାରପତି

ସୁପ୍ରିମକୋର୍ଟରେ ସ୍ୱାଧୀନତା ଦିବସ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନ ବିଚାରପତି ଏନ.ଭି ରମଣା ସଂସଦୀୟ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଛନ୍ତି । ପ୍ରଧାନ ବିଚାରପତି ତାଙ୍କ ଅଭିଭାଷଣରେ କେବଳ ଗୃହରେ ଚାଲିଥିବା ହଙ୍ଗାମା ସମ୍ପର୍କରେ କାରଣରୁ ଆଲୋଚନା କରିନାହାଁନ୍ତି, ବରଂ ବିଲ୍ ପାସ୍ ପ୍ରକ୍ରିୟା ଚାଲିଥିବା ସଂସଦୀୟ...

kabul
ଜଲାଲାବାଦକୁ ଅକ୍ତିଆର କଲା ତାଲିବାନ୍ : କାବୁଲରେ ବିଦ୍ୟୁତ ଯୋଗାଣ ଧ୍ୱସ୍ତ

ଆଫଗାନିସ୍ତାନର ଅସରଫ ଘାନି ସରକାରଙ୍କ ପାଇଁ ସଙ୍କଟ ବଢ଼ିବାରେ ଲାଗିଛି । ତାଲିବାନ ଯୁଦ୍ଧବିମାନ କାବୁଲ ନିକଟରେ ପହଞ୍ଚିଯାଇଛି ଓ ରାଜଧାନୀ ସମ୍ପୂର୍ଣ୍ଣ ବ୍ଲାକଆଉଟ୍ ହୋଇଛି । ବିସ୍ଫୋରକ ସାମଗ୍ରୀ ବ୍ୟବହାର କରି ତାଲିବାନ ବିଦ୍ୟୁତ ଯୋଗାଣ କାଟି ଦେଇଥିବା ସୂଚନା ମିଳିଛି । ତାଲିବାନ ସହ ବିବାଦ ଏହାର...

Independence Day
’ନୂଆ ରୂପରେ ଲାଗୁ ହେବାକୁ ଯାଉଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା’ : ପତାକା ଉତ୍ତୋଳନ କରି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ

ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ଉତ୍ସବରେ ପତାକା ଉତ୍ତୋଳନ ହୋଇଛି । ତେବେ ସ୍ୱାଧୀନତା ଦିବସ ଅବସରରେ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

PM Modi
’ଏହା ହିଁ ସମୟ, ସଠିକ୍ ସମୟ ଅଟେ’ : ସ୍ୱାଧୀନତା ଦିବସରେ ଲାଲକିଲ୍ଲାରୁ ନୂତନ ମନ୍ତ୍ର ଦେଲେ ପ୍ରଧାନମନ୍ତ୍ରୀ

ସ୍ୱାଧୀନତା ଦିବସର ଅବସରରେ କରୋନା ସଙ୍କଟ ଠାରୁ ଆରମ୍ଭ କରି ଅନ୍ୟାନ୍ୟ ଚ୍ୟାଲେଞ୍ଜ ବିଷୟରେ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ଆଜି ପ୍ରଧାନମନ୍ତ୍ରୀ ଲାଲକିଲ୍ଲାରେ ଏକ ବଡ଼ ଘୋଷଣା କରିଛନ୍ତି । ଦେଶର ସମସ୍ତ ସୈନିକ...

bargarh
ପ୍ରଶାସନର ଦୃଷ୍ଟି ଆଢ଼ୁଆଳରେ ସଂଗ୍ରାମୀ ପୀଠ ପାଣିମୋରା

ଓଡିଶାର ସଂଗ୍ରାମୀ ପୀଠ ଭାବରେ ବେଶ୍ ପରିଚିତ ବରଗଡ ଜିଲ୍ଳାର ପାଣିମୋରା ଗାଁ । ଅହିଂସା ଆନ୍ଦୋଳନରେ ଗାଁର ୩୨ ଜଣ ସଂଗ୍ରାମୀ ଇଂରେଜ ମାନଙ୍କ ବିରୁଦ୍ଧରେ ଲଢ଼େଇ କରି କାରାବରଣ କରିଥିଲେ । ଏମାନଙ୍କ ମଧ୍ୟରେ ଏବେ ଜଣେ ସ୍ୱାଧୀନତା ସଂଗ୍ରାମୀ ଜିତେନ୍ଦ୍ରିୟ ପ୍ରଧାନ ଜୀବିତ...

Independence Day
ସବ୍‌କା ସାଥ, ସବ୍‌କା ବିକାଶ, ସବ୍‌କା ବିଶ୍ୱାସ, ସବ୍‌କା ପ୍ରୟାସ : ଲାଲକିଲ୍ଲାରୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ

ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପତାକା ଉତ୍ତୋଳନ କରି ଦେଶବାସୀକୁ ସମ୍ବୋଧିତ କରିଛନ୍ତି । ଆଜି ଭାରତ ୭୫ ତମ ସ୍ୱାଧୀନତା ଦିବସ ପାଳନ କରୁଛି ଏବଂ ଏହା ସହିତ ଦେଶରେ ସ୍ୱାଧୀନତାର ଅମୃତ ମହୋତ୍ସବଙ୍କ ଉତ୍ସବ ଆରମ୍ଭ ହୋଇଛି । ୭୫ତମ ସ୍ୱାଧୀନତା ଦିବସ...

Raksha Bandhan
ଦିନ କେଇଟା ପରେ ପବିତ୍ର ରକ୍ଷାବନ୍ଧନ ଉତ୍ସବ : କେଉଁଠି ଯବାନଙ୍କ ପାଇଁ ରାକ୍ଷୀ ସଂଗ୍ରହ ହେଉଛି ତ କେଉଁଠି ଦିବ୍ୟାଙ୍ଗ ଭଉଣୀ ମାନେ ତିଆରି କରୁଛି ରାକ୍ଷୀ

ଭାଇ-ଭଉଣୀ ମଧ୍ୟରେ ସ୍ନେହର ସମ୍ପର୍କର ପର୍ବ । ଆନନ୍ଦ ଉଲ୍ଲାସର ସହ ଭାଇ ହାତରେ ରାକ୍ଷୀ ବାନ୍ଧନ୍ତି ଭଉଣୀ । ଏମିତି କିଛି ଭଉଣୀଙ୍କ କଥା ଆଜି ଆଲୋଚନା କରିବା ଯେଉଁମାନେ ଅନେକ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବାରେ ନିର୍ବାହ କରିଥାନ୍ତି ଗୁରୁତ୍ୱପୂର୍ଣ୍ଣ ଭୂମିକା ।

Independence Day 2021
ସ୍ୱାଧୀନତାର ୭୫ ତମ ଉତ୍ସବ ପାଳନ କରୁଛି ସାରା ଦେଶ; ଗାଁଠୁ ସହର ନଗରଠୁ ମହାନଗର ସବୁଠି ଉତ୍ସାହର ମାହୋଲ

ଦିଲ୍ଲୀରୁ ପଲ୍ଲୀ ସବୁଠି ଶୁଭୁଛି ଜାତୀୟ ସଂଗୀତ ଗାନ, ଫରଫର ହୋଇ ଉଡ଼ୁଛି ତ୍ରିରଙ୍ଗା । କରୋନା କହର କମିନଥିବାରୁ ସବୁଠି ନିରାଡ଼ମ୍ବର ଉତ୍ସବ ପାଇଁ ଆୟୋଜନ ହୋଇଛି । ଆଜି ଲାଲକିଲ୍ଲାରେ ପତାକା ଉତ୍ତୋଳନ କରି ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିପାଇଁ...

Puri Swargadwar
୧୬ରୁ ଖୋଲିବ ସ୍ୱର୍ଗଦ୍ୱାର : ପୁରୀ ବାହାର ଜିଲ୍ଲାର ଲୋକଙ୍କୁ ଶବଦାହ କରିବାକୁ ଅନୁମତି

ଆସନ୍ତା ୧୬ ତାରିଖରୁ ପୁରୀ ବାହାର ଜିଲ୍ଲାର ଲୋକଙ୍କୁ ଶବଦାହ କରିବାକୁ ଅନୁମତି ପ୍ରଦାନ କରାଯାଇଛି । ମହାମାରୀର ଭୟାବହତା ମଧ୍ୟରେ ପୁରୀ ସ୍ୱର୍ଗଦ୍ୱାରରେ କଟକଣା ଲାଗୁ କରାଯାଇଥିଲା । ଶବଦାହ ସମୟରେ କୋଭିଡ୍ କଟକଣା ମଧ୍ୟରେ ୧୦ ଜଣ ଉପସ୍ଥିତ ରହିପାରିବେ । ତେବେ ସ୍ୱର୍ଗଦ୍ୱାରରେ ଶବଦାହ...

jammu-and-kashmir
ସ୍ୱାଧୀନତା ଦିବସରେ ଆତଙ୍କୀ ଆକ୍ରମଣର ବଡ଼ ଷଡ଼ଯନ୍ତ୍ର ପଣ୍ଡ : ଜୈଶର ଚାରି ଆତଙ୍କବାଦୀ ଗିରଫ

ଜମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ଲଗାତାର ଅଭିଯାନ ଚଳାଇଛି ସୁରକ୍ଷା ବାହିନୀ । ଏହା ଅଧୀନରେ ଜମ୍ମୁ ପୋଲିସ ଚାରି ଜଣ ଜୈଶ୍ ଆତଙ୍କବାଦୀ ଏବଂ ସେମାନଙ୍କ ସହଯୋଗୀଙ୍କୁ ଗିରଫ କରିଛି । ଡ୍ରୋନରୁ ଦ୍ୱାରା ଭାରତ ସୀମାକୁ ଆସିଥିବା ବେଆଇନ୍ ଅସ୍ତ୍ରଶସ୍ତଅ ସଂଗ୍ରହ ଜୈଷ୍ ଆତଙ୍କବାଦୀଙ୍କ ନିକଟରେ...

narendra modi
ଭୁଲି ହେବନି ବିଭାଜନ ଯନ୍ତ୍ରଣା : ଅଗଷ୍ଟ ୧୪କୁ ‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ ପାଳନ କରିବାକୁ ମୋଦିଙ୍କ ଘୋଷଣା

ସ୍ୱାଧୀନତା ଦିବସର ଗୋଟିଏ ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ-ପାକିସ୍ତାନ ବିଭାଜନକକୁ ମନେ ପକାଇଛନ୍ତି । ଦେଶର ବିଭାଜନର ଯନ୍ତ୍ରଣା କେବେ ବି ଭୁଲିହେବ ନାହିଁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଘୃଣା ଏବଂ ହିଂସା ହେତୁ ଲକ୍ଷ ଲକ୍ଷ ଭାଇଭଉଣୀଙ୍କୁ ବିସ୍ଥାପିତ ହେବାକୁ ପଡିଲା, ଏପରିକି...

red fort
୯ ଆଣ୍ଟି ଡ୍ରୋନ୍, ୩୦୦ ସିସିଟିଭି, ୫୦୦୦ ଯବାନ୍ : ଅଗଷ୍ଟ ୧୫ ପାଇଁ କଡ଼ା ସୁରକ୍ଷା ବଳୟ ଭିତରେ ଲାଲକିଲ୍ଲା

ଦିଲ୍ଲୀରେ ୭୫ ତମ ସ୍ୱାଧୀନତା ଦିବସ ପାଳନ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି । କିଛି ଘଣ୍ଟାର ଅପେକ୍ଷା, ଆଉ ତା’ପରେ ପୂରା ଭାରତ ପାଳିବ ସ୍ୱାଧୀନତା ଦିବସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରେ ପତାକା ଉତ୍ତୋଳନ କରିବେ । ତେବେ ସ୍ୱାଧୀନତା ଦିବସ ଅବସରରେ ଯେପରି...

talibans open warning
କାବୁଲ ସରକାରକୁ ସାହାଯ୍ୟ କଲେ ତ୍ରାହି ନାହିଁ : ଭାରତକୁ ପ୍ରଶଂସା କରିବା ସହ ଖୋଲା ଚେତାବନୀ ଦେଲା ତାଲିବାନ

ଭାରତକୁ ପ୍ରଶଂସା ଆଉ ଚେତାବନୀ । ଆଫଗାନିସ୍ତାନକୁ ଅକ୍ତିଆର କରୁଥିବା ତାଲିବାନ ଭାରତକୁ ଚେତାବନୀ ଦେଇଛି । ଆଫଗାନିସ୍ତାନରେ ଭାରତ ସାମରିକ ଉପସ୍ଥିତିରୁ ଦୂରେଇ ରହିବା ଉଚିତ । ସେହିପରି ଆଫଗାନିସ୍ତାନରେ ବିକାଶମୂଳକ କାମ ପାଇଁ ଭାରତକୁ ତାଲିବାନ ପ୍ରଶଂସା କରିଛି । ନୂଆଦିଲ୍ଲୀ ବିରୋଧରେ ଆଫଗାନ୍ ମାଟି...

Kandhamal
ବଳିଆ ଚାଲିଯାଇଥିଲା, ଜଗାକୁ ମିଳିଲା ସୁନା ଭଉଣୀ ସୁଭଦ୍ରା

ବଳିଆକୁ ହରାଇବା ପରେ ଗୁମସୁମ୍ ହୋଇ ବସୁଥିବା ଜଗାର ମୁହଁରେ ହସ । କନ୍ଧମାଳ ଜିଲ୍ଲା ମେଲୁପଡ଼ା ଗାଁର ଯୋଡ଼ା ମୁଣ୍ଡରୁ ଅଲଗା ହୋଇଥିବା ଶିଶୁ ଜଗା-ବଳିଆଙ୍କ ଘରେ ଏବେ ଖୁସିର ଲହରୀ । କାରଣ ବଳିଆର ବିୟୋଗ ପରେ ଏକୁଟିଆ ହୋଇଯାଇଥିବା ଜଗା ପାଇଛି ସାଙ୍ଗଟିଏ ।...

corona virus
ତୃତୀୟ ଲହରୀ ମୁକାବିଲା ପାଇଁ ପ୍ରସ୍ତୁତି : ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ମଜବୁତ କରିବାକୁ ରାଜ୍ୟ ଗୁଡ଼ିକୁ ୭,୫୦୦ କୋଟି ପ୍ରଦାନ କଲେ ମୋଦି ସରକାର

ତୃତୀୟ ଲହରୀ ପାଇଁ ଦିଆଯାଇଥିବା ଟଙ୍କାର କାର୍ଯ୍ୟକାରିତା ଉପରେ ନଜର ରଖିଥିବା କହିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ । ଜୁଲାଇ ୮ ରେ କ୍ୟାବିନେଟ ୨୩ ହଜାର କୋଟି ଟଙ୍କା ପ୍ୟାକେଜକୁ ଅନୁମୋଦନ କରିଥିଲା । ​​ଯେଉଁଥିରେ କେନ୍ଦ୍ରକୁ ୧୫,୦୦୦ କୋଟି ଏବଂ ରାଜ୍ୟ ସରକାରଙ୍କୁ ୮୦୦୦...

fake
ବଜାରରେ ବିକ୍ରି ହେଉଛି ନକଲି ଟାଟା ସଲ୍ଟ : ଅସାଧୁ ବ୍ୟବସାୟୀଙ୍କୁ ଧରିଲା ପୋଲିସ୍

ବଜାରରେ ଭେଜାଲ ସାମଗ୍ରୀ ହାଉଜାଉ। ଯେତେ ଖୋଳିତାଡ଼ କଲେ ସେତେ ବାହାରୁଛି ନକଲି ଖାଦ୍ୟ ସାମଗ୍ରୀ। ନକଲି ଅଣ୍ଡା, ନକଲି ଚାଉଳ, ନକଲି ଗୁଟଖା ପରେ ଏବେ ନକଲି ଲୁଣ । ଜଣାଶୁଣା କମ୍ପାନୀ ଟାଟା ନାମରେ ନକଲି ଲୁଣ ବିକ୍ରି ହେଉଛି । ଉତ୍ତରପ୍ରଦେଶର ବୁଲନ୍ଦସହର...

plus two result
ଆଜି ଦିନ ୧ଟାରେ ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ

କଳାରେ ୨ ଲକ୍ଷରୁ ଅଧିକ ଏବଂ ଧନ୍ଦାମୂଳକ ଶିକ୍ଷାରେ ପ୍ରାୟ ୫ ହଜାର ପିଲାଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । କରୋନା ପାଇଁ ଏଥର ପରୀକ୍ଷା ବାତିଲ ହୋଇଥିବାରୁ ବିକଳ୍ପ ମୂଲ୍ୟାୟନ ପଦ୍ଧତିରେ ଫଳ ପ୍ରକାଶ କରାଯିବ ।

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।