ଅସୁଦିଆ ହୋଇଛି କହି ସ୍ତ୍ରୀକୁ ହତ୍ୟା କଲା । ମଧ୍ୟପ୍ରଦେଶର ଦତିଆରେ ଏପରି ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି । ଚଟଣୀ ସ୍ୱାଦହୀନ ହୋଇଥିବା କହି ଜଣେ ସ୍ତ୍ରୀକୁ ହତ୍ୟା କରିଛି । ତେବେ ହତ୍ୟା କରିବା ପରେ ଘଟଣାସ୍ଥଳରୁ ଫେରାର ମାରିଥିଲା ଅଭିଯୁକ୍ତ । ଅଭିଯୋଗ...
ଟ୍ରିପଲ ତଲାକ ବିରୋଧରେ ଆଇନର କାର୍ଯ୍ୟକାରିତାକୁ ମନପକାଇ ଗତକାଲି ଦେଶର ବିଭିନ୍ନ ସଂଗଠନ ମୁସଲମାନ ମହିଳା ଅଧିକାର ଦିବସ ପାଳନ କରିଛନ୍ତି । ଏହି ଆଇନ ପ୍ରଣୟନ କରିଥିବାରୁ କେନ୍ଦ୍ର ସରକାରଙ୍କୁ ପ୍ରଶଂସା କରିଥିଲେ ।
ସୀମାରେ ସୁରକ୍ଷା ବାହିନୀଙ୍କ କଡ଼ା ପହରା ଯୋଗୁଁ ଅନୁପ୍ରବେଶରେ ବିଫଳ ହେବା ପରେ ବର୍ତ୍ତମାନ ଗତ କିଛି ମାସ ଧରି ଡ୍ରୋନ୍ କାର୍ଯ୍ୟକଳାପ ବୃଦ୍ଧି କରିଛି ଶତ୍ରୁ ଦେଶ । ରବିବାର ଦିନ ଜମ୍ମୁର ସାମ୍ବାରେ ପୁଣି ୪ଟି ସନ୍ଦିଗ୍ଧ ଡ୍ରୋନ୍ ଦେଖିବାକୁ ମିଳିଛି ।
୯୦ ପଇସାରେ କିଣିଥିଲେ, ୨ ଲକ୍ଷରେ ବିକ୍ରି କଲେ । ରାତାରାତି ଲକ୍ଷପତି ହୋଇଗଲେ ଲଣ୍ଡନର ଜଣେ ବ୍ୟକ୍ତି । ରାସ୍ତା କଡ଼ରୁ କିଣିଥିବା ଏକ ଭଙ୍ଗା ପୁରୁଣା ଚାମଚକୁ ଅନଲାଇନ ନିଲାମୀରେ ୧୨ ଗୁଣରୁ ଦାମରେ ଅଧିକ ବିକ୍ରି କରି ଲକ୍ଷପତି ହୋଇ ଯାଇଛନ୍ତି ।
ଏବେ ତେଲ ଦର ଯେତେ ବଢିଲେ ବି ଚିନ୍ତା ନାହିଁ । ପେଟ୍ରୋଲରେ ନୁହେଁ ବ୍ୟାଟେରୀରେ ଚାଲୁଛି ପଲସର୍ ବାଇକ ।୧୫ବର୍ଷ ପୁରୁଣା ଏହି ପଲସର୍କୁ ଇ ବାଇକରେ ପରିଣତ କରିଛନ୍ତି ବ୍ରହ୍ମପୁର ଉପକଣ୍ଠ ରାମଚନ୍ଦ୍ରପୁରର ଅକ୍ଷୟ ଦାସ ।
ଦେଶରେ ତୃତୀୟ ଲହରୀ ଚଳିତ ମାସରୁ ଆରମ୍ଭ ହୋଇପାରେ ବୋଲି ଏକ ରିପୋର୍ଟରେ ଦାବି କରାଯାଇଛି । ତୃତୀୟ ଲହରୀ ସମୟରେ ପ୍ରତିଦିନ ଏକ ଲକ୍ଷ ସଂକ୍ରମିତ ଚିହ୍ନଟ ହୋଇପାରନ୍ତି । ସର୍ବାଧିକ ସାଂଘାତିକ ସ୍ଥିତିରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୧.୫ ଲକ୍ଷରେ ପହଞ୍ଚିପାରେ ।
ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧୦୩୨ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୫୯୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ରହିଛି ୪୩୪ । ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୯ ହଜାର ୭୩୭କୁ ବୃଦ୍ଧି...
ଭାରତରେ ୨୬ ଜୁଲାଇରୁ ୧ ଅଗଷ୍ଟ ମଧ୍ୟରେ ଭାରତରେ ୨.୮୬ ଲକ୍ଷ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୂର୍ବ ସପ୍ତାହ ତୁଳନାରେ ୭.୫ ପ୍ରତିଶତ ବୃଦ୍ଧି ପାଇଛି ସଂକ୍ରମଣ । ଗତ ସପ୍ତାହରେ ଏହି ସଂଖ୍ୟା ଥିଲା ୨.୬୬ ଲକ୍ଷ
କରୋନା ମହାମାରୀ ପାଇଁ ଲକଡାଉନ ଯୋଗୁଁ ବନ୍ଦ ରହିଥିବା ବିଶ୍ୱ ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ ଖୋଲିବା ପରେ ପର୍ଯ୍ୟଟକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ଦୀର୍ଘଦିନ ପରେ ଚଳଚଞ୍ଚଳ ହୋଇ ଉଠିଛି କୋଣାର୍କ ଓ ଚନ୍ଦ୍ରଭାଗା ।
ଟୋକିଓରୁ ଏକ ଭିଡିଓ ମେସେଜ୍ ଜରିଆରେ ଦୂତି କହିଛନ୍ତି, ସେ ୧୦୦ ମିଟର ଦୌଡରେ ଭଲ କରିବାକୁ ସେ ଚେଷ୍ଟା କରିଥିଲେ । କିନ୍ତୁ ସଫଳ ହୋଇପାରି ନଥିବାରୁ ଦୁଃଖିତ । ଆଜି ସେ ୨ଶହ ମିଟର ଦୌଡରେ ଭଲ କରିବେ ବୋଲି ଆଶା ରଖିଛନ୍ତି ।
ସ୍କୁଲ ଖୋଲିଲା, ସଂକ୍ରମଣ ବଢ଼ିଲା । ହରିୟାଣାରେ ସ୍କୁଲ ଖୋଲାବା ମାତ୍ରେ ପଶିଲା କରୋନା
ଜିଲ୍ଳାରେ ଶିଳ୍ପ ଓ ଖଣି ଖାଦାନର ସଂଖ୍ୟା ଅଧିକ ଥିବାବେଳେ ସେହି ଅନୁପାତରେ ବଢିଚାଲୁଛି ଟ୍ରକର ସଂଖ୍ୟା । ସଡ଼କ ପଥରେ କୋଇଲା ପରିବହନ ସହ ଶିଳ୍ପାନୁଷ୍ଠାନ ପାଇଁ ଆବଶ୍ୟକୀୟ କଞ୍ଚାମାଲ ଏବଂ ଶିଳ୍ପାନୁଷ୍ଠାନର ଉତ୍ପାଦିତ ସାମଗ୍ରୀ ତଥା ଅନ୍ୟାନ୍ୟ କାର୍ଯ୍ୟପାଇଁ ଟ୍ରକଗୁଡିକର ବ୍ୟବହାର ହୋଇଥାଏ ।
ଆଜି ପରି ଏକ ଦୁର୍ଲଭ ଦିନରେ ବନ୍ଧୁଟିଏ ବନ୍ଧୁ ପାଇଁ ବିଭିନ୍ନ କିସମର ଉପହାର ଦିଆନିଆର ପରମ୍ପରା ରହିଛି । ତେବେ ଏହି ମହାର୍ଘ ଦିବସକୁ ଲକ୍ଷ୍ୟରେ ରଖି ଦେଶୀ ମଂଗାରେ ପ୍ରସ୍ତୁତ ହୋଇଛି ଫ୍ରେଣ୍ଡ୍ସ ଶାଢୀ । ବର୍ଷେ ଆଗରୁ ଏହି ନୂଆଁ ଡିଜାଇନର ଶାଢୀ ପ୍ରସ୍ତୁତି...
ଚଳିତ ବର୍ଷ ଆଶାନୁରୂପକ ବର୍ଷା ହେଉନଥିବାରୁ ସମୁଦ୍ରରେ ମାଛ ପଡୁ ନାହାନ୍ତି । ବର୍ଷା ସହ ପୂର୍ବାଳୀ ପବନ ବହିଲେ ମଧୁର ଜଳ ପାଇ ମାଛମାନେ ସମୁଦ୍ରରୁ ଉପର ମୁହାଁ ହୋଇଥାନ୍ତି । ପ୍ରତି ବର୍ଷ ଏହି ସମୟରେ ସମୁଦ୍ରରେ ପ୍ରଚୁର ପରିମାଣରେ ମାଛ ମିଳିଥାନ୍ତି । ଏଥର...
ଋଣ ଶୁଝିବା ପାଇଁ ମାତ୍ର ୫ ହଜାର ଟଙ୍କା ପାଇଁ ଦୁଇ ନାବାଳକୁ ପୁଅକୁ ବନ୍ଧା ପକାଇଛି ବାପା । କୋମଳମତି ଶିଶୁଙ୍କ ଭବିଷ୍ୟତ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ ପୁରୀ ଜିଲ୍ଲା କଣାସ ବ୍ଲକରୁ ଏଭଳି ଖବର ଆସିଛି, ଯାହା...
ଦ୍ୱିତୀୟ ଲହରୀରେ ବହୁ ସଂଖ୍ୟକ ଲୋକ ସଂକ୍ରମିତ ହୋଇ ଜୀବନ ହାରିଛନ୍ତି । କେତେ କୁନି କୁନି ପିଲା ବାପାମା’ ଛେଉଣ୍ଡ ହୋଇ ଯାଇଥିବା ବେଳେ ଅନେକ ପରିବାର ଉଜୁଡ଼ି ଯାଇଛି । ଅପୂରଣୀୟ କ୍ଷତି ଦେଇ ଯାଇଛି ଦ୍ୱିତୀୟ ଲହରୀ ।
ଉପକୂଳ ଓଡ଼ିଶାର ଦୁଇରୁ ତିନୋଟି ଜିଲ୍ଲାକୁ ଛାଡ଼ି ଅନ୍ୟ ଜିଲ୍ଲା ଗୁଡ଼ିକରେ କରୋନା ସ୍ଥିତି ନିୟନ୍ତ୍ରଣରେ ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ୧୪୩୭ ନୂତନ ସଂକ୍ରମିତ ଚିହ୍ନଟ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୮ ହଜାର...
ରୋମାଞ୍ଚକର, ମନ ମୁଗ୍ଧକର ଦେଖିବାକୁ ଯେମିତି ମନଲୋଭା ସେମିତି କୌତୁକିଆ । ଜଙ୍ଗଲ ରାସ୍ତାରେ ଖୁସିରେ ଡିଆଁ ମାରୁଛନ୍ତି କୌତୁକିଆ କୃଷ୍ଣସାର ମୃଗ । ପଲ ପଲ ହୋଇ ଧାଉଁଛନ୍ତି ଚାରଣ ଭୂଇଁରେ । ଗୁଜରାଟ ଭାବନଗରସ୍ଥିତ ବ୍ଲାକବକ୍ ନ୍ୟାସନାଲ ପାର୍କର ଗୋଟିଏ ଦୁଇଟି ନୁହଁନ୍ତି ପ୍ରାୟ ୭...
ପଞ୍ଚମ ଶ୍ରେଣୀରେ ଗାଇଥିଲେ, ଏବେ ସପ୍ତମ ଶ୍ରେଣୀରେ ଭାଇରାଲ୍ । ସ୍କୁଲରେ ଶିକ୍ଷକଙ୍କ ଆଗରେ ସହଦେବ ଗାଇଥିବା ବଚପନ୍ କା ପ୍ୟାର୍ ଗୀତକୁ ସାଧାରଣ ଲୋକଙ୍କଠୁ ନେଇ ସେଲିବ୍ରିଟିଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁଣୁଗୁଣାଉଛନ୍ତି
ଅଗଷ୍ଟ ମାସରେ ଧାର୍ମିକ ପୀଠ ଖୋଲିବାକୁ ଜିଲ୍ଲାପାଳମାନେ ନିଷ୍ପତ୍ତି ନେଇପାରିବେ । ଶ୍ରୀମନ୍ଦିର, ଶ୍ରୀଲିଙ୍ଗରାଜ ପ୍ରଶାସନ ନିଜେ ଏନେଇ ନିଷ୍ପତ୍ତି ନେବେ । ଧାର୍ମିକ ପୀଠକୁ ଭୋଗ ବା ପ୍ରସାଦ ନେଇପାରିବେନି ଶ୍ରଦ୍ଧାଳୁ ।