• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବର ...more

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।

less

Posts by

PM Narendra Modi
ଆଇପିଏସ୍ ପ୍ରୋବେସନରଙ୍କୁ ମୋଦିଙ୍କ ମନ୍ତ୍ର : ବର୍ଦ୍ଦିର ମର୍ଯ୍ୟାଦାକୁ ସର୍ବଦା ଗୁରୁତ୍ୱ ଦେବାକୁ ପରାମର୍ଶ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ଭିଡିଓ କନଫରେନ୍ସିଂ ଜରିଆରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ନ୍ୟାସନାଲ ପୋଲିସ ଏକାଡେମୀର ପ୍ରୋବେସନରଙ୍କ ସହ ଆଲୋଚନା କରିଛନ୍ତି ।

Yamuna water level
ଦିଲ୍ଲୀକୁ ବନ୍ୟା ଭୟ : ବିପଦ ସଙ୍କେତ ଉପରେ ଯମୁନା ନଦୀର ଜଳସ୍ତର

ଯମୁନା ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବାରୁ କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଲେ ଉଦ୍ଧାର କାର୍ଯ୍ୟ ପାଇଁ ଟିମ୍ ପ୍ରସ୍ତୁତ ରହିଛି ।

balidiaha dam
ପ୍ରକୃତି ପ୍ରେମୀଙ୍କୁ ଆକୃଷ୍ଟ କରୁଛି ବାଲିଡିହା ଡ୍ୟାମ୍ : ଆକାଶରେ ବର୍ଷା ଘୋଟିଲେ ସବୁଜ ବନାନୀରେ ସଜେଇ ଦିଏ ପ୍ରକୃତି ରାଣୀ

ଚାରିଆଡ଼େ ସୁନ୍ଦର ସବୁଜ ବନାନୀ । ଲାଗୁଛି ଯେମିତି ଏଇଠି ମିଶିଛନ୍ତି ଆକାଶ ଏବଂ ପୃଥିବୀ । ଆକାଶ ମାର୍ଗରୁ ଦେଖିଲେ ବି ପ୍ରକୃତିର ଏହି ସୁନ୍ଦର ପରିବେଶକୁ ଉପଭୋଗ ନ କରି ରହି ପାରିବେନି । ଡ୍ରୋନ୍ କେମେରାରେ ଉଠା ଯାଇଥିବା ବାରିପଦା ବାଲିଡିହା ଡ୍ୟାମର ସୌନ୍ଦର୍ଯ୍ୟ...

NAYAGARH
ନୟାଗଡ଼ର ମାଉଣ୍ଟେନ ମ୍ୟାନ : ୩୦ ବର୍ଷ ଶ୍ରମଦାନ କରି ଗାଁକୁ ସଡ଼କ ତିଆରି କରିଛନ୍ତି ହରିହର

ନୟାଗଡ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ବାଣ୍ଠପୁର ପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ଅପହଞ୍ଚ ଗାଁ ହେଉଛି ତୁଲୁବି । ପାହାଡ଼ି ଇଲାକାରେ ଥିବା ତୁଲୁବି ଗାଁକୁ ବିଗତ ଦିନରେ ଗମନାଗମନ ଓ ପରିବହନ ପାଇଁ କୌଣସି ସୁବିଧା ନଥିଲା । ଗାଁ ରାସ୍ତାର ଏଭଳି ଦୂରାବସ୍ଥା ଗଭୀର ଭାବରେ...

Unavailability Of Bridge
ନଦୀ ଉପରେ ବିପଜ୍ଜନକ ଯାତ୍ରା : ଜୀବନକୁ ପାଣି ଛଡ଼ାଇ ଯାଆସ କରୁଛନ୍ତି ଲୋକେ

ପୋଲ ଉପରେ ଗାଡି ନେଇ ଖୁବ୍ ବିପଜ୍ଜନକ ଭାବେ ଯିବାଆସିବା କରିବାକୁ ପଡ଼ୁଛି । ଯାତ୍ରା ନୁହେଁ ତ, ସତେକି ବାଜିରେ ଲାଗିଛି ଜୀବନ । ସାମାନ୍ୟ ଅନ୍ୟମନସ୍କ ହେଲେ, କିଛି ବି ଘଟିପାରେ ।

encounter
ପୁଲୱାମାରେ ଯବାନ ଓ ଆତଙ୍କବାଦୀ ମୁହାଁମୁହିଁ : ଏନକାଉଣ୍ଟରରେ ୨ ଆତଙ୍କୀ ମୃତ

ପୁଲୱାମା ଜିଲ୍ଲାର ନାଗବେରାନ-ତାରସର ଜଙ୍ଗଲ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ । ସୁରକ୍ଷା କର୍ମୀଙ୍କ ଏନକାଉଣ୍ଟରରେଦୁଇ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି । କାଶ୍ମୀର ଜୋନ୍ ପୋଲିସ ସୂଚନା ଅନୁସାରେ ବର୍ତ୍ତମାନ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଚାଲିଛି

who
ଟିକାକରଣ ଅଭିଯାନକୁ ତ୍ୱରାନ୍ୱିତ ନକଲେ ମାରାତ୍ମକ ହୋଇପାରେ ଡେଲଟା ଭାରିଏଣ୍ଟ୍

କରୋନା ଭାଇରସ ଠାରୁ ରକ୍ଷା ପାଇବାକୁ ହେଲେ ଟିକାକରଣ ଅଭିଯାନକୁ ତ୍ୱରାନ୍ୱିତ କରିବାକୁ ପଡ଼ିବ । ଡେଲଟା ଭାରିଏଣ୍ଟ୍ ଏବଂ ନୂଆ ନୂଆ ଭାରିଏଣ୍ଟ୍ ବର୍ତ୍ତମାନ ତୁଳନାରେ ଅଧିକ ମାରାତ୍ମକ ହୋଇପାରନ୍ତି ବୋଲି ଚେତାବନୀ ଦେଇଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ଡେଲଟା ଭାରିଆଣ୍ଟ ସମସ୍ତଙ୍କ ପାଇଁ ଏକ...

Delta Variant
ହାଡ଼ଫୁଟି ପରି ସଂକ୍ରାମକ ଡେଲଟା ଭାରିଏଣ୍ଟ୍ !

ଭାଇରସର ଅନ୍ୟ ଭାରିଏଣ୍ଟ୍ ତୁଳନାରେ ଡେଲଟା ଭାରିଏଣ୍ଟ୍ ଘାତକ ହେବା ସହ ଚିକେନପକ୍ସ ବା ହାଡ଼ଫୁଟି ପରି ଦ୍ରୁତଗତିରେ ବ୍ୟାପିପାରେ ବୋଲି ଏକ ରିପୋର୍ଟରେ କହିଛି ଆମେରିକାର ରୋଗ ନିୟନ୍ତ୍ରଣ ଓ ନିବାରଣ କେନ୍ଦ୍ର (ସିଡିସି) ।

delta varinet
ଚୀନରେ ଡେଲଟା ଭାରିଏଣ୍ଟ୍ ଆତଙ୍କ : ଦ୍ରୁତ ଗତିରେ ବ୍ୟାପୁଛି ଭାଇରସ୍

ଦ୍ରୁତ ଗତିରେ ମାଡ଼ି ଚାଲିଛି କରୋନା ସଂକ୍ରମଣ । ଚୀନର ରାଜଧାନୀ ବେଜିଂ ସମେତ ୧୫ଟି ସହରରେ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଡିସେମ୍ବର ୨୦୧୯ରେ ଉହାନରେ ଭାଇରସ୍ ପ୍ରକୋପ ପରେ ସରକାରୀ ମିଡିଆ ଏହାକୁ ସବୁଠାରୁ ବ୍ୟାପକ ରୋଗ ସଂକ୍ରମଣ ବୋଲି କହିଛି ।

new guideline
ଅଗଷ୍ଟ ମାସ ପାଇଁ କ’ଣ ରହିବ କରୋନା କଟକଣା ? ଆଜି ଆସିପାରେ ନୂଆ ଗାଇଡଲାଇନ୍

ମଲ୍, ସିନେମା ହଲ୍ ନେଇ କଣ ରହିବ ଗାଇଡଲାନରେ ତାକୁ ମଧ୍ୟ ଅପେକ୍ଷା ରହିଛି । ରାଜ୍ୟରେ କରୋନା ସଂକ୍ରମଣ ଏବେ ୨ ହଜାର ତଳେ ଥିଲେ ବି ଟେଷ୍ଟ ପଜିଟିଭିଟି ରେଟ୍ ୨ ପ୍ରତିଶତ ତଳକୁ ଖସିନି ।

plus two result
ଆଜି ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ

ସଂଧ୍ୟାରେ ରେଜଲ୍ଟ ପ୍ରକାଶ ପାଇବ । ଏନେଇ ପୂର୍ବରୁ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ।

PM Modi
ବଢ଼ୁଛି ମୋଦିଙ୍କ ସୋସିଆଲ ମିଡିଆ ଫ୍ୟାନ୍ ଫଲୋଇଙ୍ଗ୍ : ଟ୍ୱିଟରରେ ଫଲୋଅର୍ସ ସଂଖ୍ୟା ୭୦ ମିଲିୟନ ଟପିଲା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୦୯ ମସିହାରେ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଥିବାବେଳୁ ଟ୍ୱିଟରରେ ସକ୍ରିୟ ଅଛନ୍ତି । ୨୦୧୦ ମସିହାରେ ଟ୍ୱିଟରରେ ତାଙ୍କର ଏକ ଲକ୍ଷ ଫଲୋଅର୍ସ ଥିଲେ ।

dengue
ଡେଙ୍ଗୁ ମୁକାବିଲାରେ ବିଫଳତା ଅଭିଯୋଗ : ରାଜ୍ୟ ସରକାର ଓ ସ୍ୱାସ୍ଥ୍ୟ ବିଭାଗ ଉପରେ ବର୍ଷିଲା କଂଗ୍ରେସ

ପୌର ପରିଷଦରେ ନିର୍ବାଚିତ ପ୍ରତିନିଧି ନଥିବାରୁ ସମସ୍ୟା ବଢୁଥିବା ଦର୍ଶାଇ ନଗର ଉନ୍ନୟନମନ୍ତ୍ରୀଙ୍କୁ ଟାର୍ଗେଟ୍ କରିଛି କଂଗ୍ରେସ । ସ୍ମାର୍ଟସିଟି ସହ ଅନ୍ୟ ସବୁ ମେଡିକାଲରେ ସ୍ୱତନ୍ତ୍ର ଡେଙ୍ଗୁ ଓ୍ୱାର୍ଡ ସ୍ଥାପନ ପାଇଁ ଦାବି ଜଣାଇଛି ଦଳ ।

'Gachha Sir' Of Nayagarh In Odisha
ନୟାଗଡ଼ର ଗଛ ସାର : ଜୀବନର ପ୍ରତିଟି ମୁହୂର୍ତ୍ତ ପରିବେଶ ପାଇଁ ସମର୍ପିତ

ପେଶା ଶିକ୍ଷକ, ନିଶା ପରିବେଶ ସୁରକ୍ଷା । ପରିଚୟ ସମସ୍ତଙ୍କ ପ୍ରିୟ ଗଛ ସାର । ନୟାଗଡ଼ ଜିଲ୍ଲାର କୋଣ ଅନୁକୋଣରେ ଗଛ ସାରଙ୍କ ନାମରେ ପରିଚିତ ଅନ୍ତର୍ଯ୍ୟାମୀ ସାହୁ । ଗଛ ପାଇଁ ଦେଇଛନ୍ତି ତାଙ୍କ ଜୀବନର ପ୍ରତିଟି ମୁହୂର୍ତ୍ତ, ଆଉ ସୃଷ୍ଟି କରିଛନ୍ତି ସବୁଜ ବଳୟ...

bhadrak
ତୁମ ପରି ଛୋଟ ପିଲା ଟିଏ . . . ରାସ୍ତା ସମତୁଲ କରିବା ପାଇଁ ଅଣ୍ଟା ଭିଡ଼ିଲେ କୁନି କୁନି ପିଲା

ଘର ସମ୍ମୁଖରେ ମେଞ୍ଚା ମେଞ୍ଚା କାଦୁଅ । ସରାଏ ବର୍ଷାରେ ଗାଁ ରାସ୍ତା ବେହାଲ୍‌ ହୋଇଯାଉଛି । ଶୋଇ ରହୁଛି ପ୍ରଶାସନ । ଆଉ କାଦୁଅ ପଚପଚ ରାସ୍ତାରେ ଯିବା ଆସିବା କରୁଛନ୍ତି ଗାଁ ଲୋକେ

matric exam
ଆସନ୍ତା କାଲିଠାରୁ ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା : ପରୀକ୍ଷାର୍ଥୀଙ୍କ ଥର୍ମାଲ ସ୍କ୍ରିନିଂ ପରେ ଭିତରକୁ ପ୍ରବେଶ ଅନୁମତି

ମସ୍ତ ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ଓ ଉତ୍ତରଖାତା ପହଞ୍ଚି ସାରିଛି । ପରୀକ୍ଷା କେନ୍ଦ୍ରରେ ପରୀକ୍ଷାର୍ଥୀଙ୍କ ଥର୍ମାଲ ସ୍କ୍ରିନିଂ ପରେ ଭିତରକୁ ପ୍ରବେଶ ଅନୁମତି ଦିଆଯିବ । ପରୀକ୍ଷାରେ ନିୟୋଜିତ ହେବାକୁ ଥିବା ସମସ୍ତ ଶିକ୍ଷକଙ୍କ ଆଣ୍ଟିଜେନ୍ ପରୀକ୍ଷା କରାଯାଇଛି ।

helpless woman
ଅସହାୟ ଯମୁନା : ସ୍ୱାମୀଙ୍କୁ ଛଡାଇନେଲା, ଏତେ ବଡ଼ ଦୁନିଆରେ ଏକା କରିଦେଲା ମହାମାରୀ

ଦାଉ ସାଜିଲା ମହାମାରୀ । ମଥାର ସିନ୍ଦୂର ପୋଛି ବିଧବା ସଜାଇଲା । ଏତେ ବଡ଼ ଦୁନିଆରେ ଏକା କରିଦେଲା ଅଦୃଶ୍ୟ ଭୂତାଣୁ । ଦିନେ ହସଖୁସିର ସଂସାର କରି ଅନେକ କିଛି କରିବାର ସ୍ୱପ୍ନ ଦେଖିଥିଲେ ।

konark
କୂଳ ଲଙ୍ଘି ମାଡ଼ି ଆସୁଛି ଜୁଆର : ସମୁଦ୍ର ଆଁରେ ପୁରୀ-କୋଣାର୍କ ବେଳାମାର୍ଗ

ଅଶାନ୍ତ ହେଉଛି, କୂଳ ଖାଉଛି । ବେଳକୁ ବେଳ ଭୟଙ୍କର ହେଉଛି ସମୁଦ୍ର । କୂଳ ଲଙ୍ଘି ସମୁଦ୍ର ଜୁଆର ମାଡରେ ଉପକୂଳ ପ୍ରାଚୀର ସଦୃଶ ପ୍ରାକୃତିକ ବାଲିବନ୍ତ ଓ ଝାଉଁ ବଣ ସମୁଦ୍ର ଗର୍ଭରେ ଚାଲିଯିବା ପରେ ଏବେ ସମୁଦ୍ର ଢେଉ ସିଧାସଳଖ ମାଡ ହେଉଛି ପୁରୀ...

corona virus
ତୃତୀୟ ଲହରୀର କେନ୍ଦ୍ରସ୍ଥଳୀ ପାଲଟିବ କେରଳ ? ଭୟାନକ ସଙ୍କେତ ଦେଉଛି ସଂକ୍ରମଣ ସଂଖ୍ୟା

ସେହିପରି କର୍ଣ୍ଣାଟକରେ ମଙ୍ଗଳବାର ଦିନ ୧.୪୬ ପ୍ରତିଶତ ଟିଆରପି ସହିତ ୧୫୦୧ରୋଗୀ ଥିବାବେଳେ କେରଳରେ କୋଭିଡ -୧୯ ରୋଗୀଙ୍କ ଗ୍ରାଫ ବଢ଼ିବାରେ ଲାଗିଛି । ବର୍ତ୍ତମାନ ରାଜ୍ୟରେ ସଂକ୍ରମିତ ସଂଖ୍ୟା ୩୩ ଲକ୍ଷ ଅତିକ୍ରମ କରି ସାରିଛି । ମୋଟ ରୋଗୀଙ୍କ ସଂଖ୍ୟାରେ ମହାରାଷ୍ଟ୍ର ଶୀର୍ଷ ଏବଂ ଦ୍ୱିତୀୟ...

corona virus
ପାର୍ବଣ ଋତୁ ପୂର୍ବରୁ ରାଜ୍ୟ ଗୁଡ଼ିକୁ ଗୃହ ମନ୍ତ୍ରଣାଳୟର ଚିଠି : କରୋନାର ଆର୍ ଫାକ୍ଟର ଉପରେ ନଜର ରଖିବାକୁ ପରାମର୍ଶ

R-ଫ୍ୟାକ୍ଟର କହିଲେ କରୋନାର ରିପ୍ରଡକ୍ସନ ନମ୍ବର ବା ବଂଶବୃଦ୍ଧି ହାରକୁ ବୁଝାଇଥାଏ । କିଛି ରାଜ୍ୟରେ କରୋନା ସତର୍କତାର ଖୋଲାଖୋଲି ଉଲ୍ଲଂଘନ ଫଳରେ ଏହି R-ଫ୍ୟାକ୍ଟର ବଢ଼ିଛି ।

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।