ଭାରତୀୟ ନିରାପତ୍ତା ବଳକୁ ପ୍ରତି ଦିନ ‘ଫେକ୍ କଲ୍ ଆସୁଛି । ଭାରତୀୟ ସଶସ୍ତ୍ର ବାହିନୀର ବରିଷ୍ଠ ଅଧିକାରୀ ବୋଲି ପରିଚୟ ଦେଇ ଯବାନଙ୍କୁ କଲ କରାଯାଉଛି । ଦିନକୁ ଦିନ ଏହି ସଂଖ୍ୟା ବୃଦ୍ଧି ପାଇବାରେଳ ଲାଗିଛି ।
ବିରୋଧୀଙ୍କୁ ନିଜ କାମ କରାଇ ଦେଉନଥିବା ଅଭିଯୋଗ କରି କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି କଂଗ୍ରେସର ପୂର୍ବତନ ସଭାପତି । ଏହାସହ ସଂସଦର ସମୟ ନଷ୍ଟ ହେବା ଉଚିତ ନୁହେଁ ବୋଲି ସେ ଟ୍ୱିଟ୍ କରି କହିଛନ୍ତି । ତାଙ୍କ ମତରେ ମୁଦ୍ରାସ୍ଫତି, କୃଷକ ଏବଂ ପେଗାସସ୍ ଉପରେ...
ପ୍ରାୟ ୪ ହଜାର ନୂଆ ରାଜସ୍ୱ ଗ୍ରାମ ସୃଷ୍ଟି ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏସଂପର୍କରେ ସବୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ରାଜସ୍ୱ ସଚିବ । ସେହିପରି ପଡ଼ାରୁ ଗାଁ ହେବା ପାଇଁ ମାପଦଣ୍ଡ ଧାର୍ଯ୍ୟ କରିଛନ୍ତି ରାଜ୍ୟ ସରକାର
ବରଗଡ଼ ଜିଲ୍ଲା ଭେଡେନର କୁନି ଗାୟିକା ଶୁଭଶ୍ରୀ ମେହେର ଓ ତାଙ୍କ ବାପା ଗୁଲେଖ ମେହେର । ବାପା ଗୀତ ରଚନା କରନ୍ତି ଏବଂ ଝିଅ ତାଙ୍କୁ ସୁମଧୁର ସ୍ୱରରେ ଗାଇଥାନ୍ତି ।
ପ୍ରକୁତିର ଉପାସକ ଆଦିବାସୀ । କେତେବେଳେ ପାହାଡ଼ ପର୍ବତକୁ ପୂଜା କରନ୍ତି ତ ଆଉ କେତେବେଳେ ସୂର୍ଯ୍ୟ, ଚନ୍ଦ୍ର ଆକାଶକୁ । ପୁଣି କେତେବେଳେ ଗଛଳତା ପାଣି ପବନକୁ ପୂଜାର୍ଚ୍ଚନା କରିବାର ଅନେକ ପରମ୍ପରା ରହିଛି । ତେବେ ବର୍ଷା ନେହେଲ ମଧ୍ୟ ଇନ୍ଦ୍ରଦେବଙ୍କୁ ଖୁସି କରିବା ପାଇଁ...
ଭୁବନେଶ୍ୱର ହଂସପାଳ ନିକଟରେ କୁଆଖାଇ ନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ଯୁବତୀ ଜଣଙ୍କୁ ବାରଣ କରିଥିଲେ ସ୍ଥାନୀୟ ଲୋକେ । ହେଲେ କାହା କଥା ଶୁଣୁନଥିଲେ ଯୁବତୀ ଜଣକ ।
ମଙ୍ଗଳବାର ଦିନ ସୀତାମଢ଼ି ଜିଲ୍ଲାର ଭାଟୋଲିଆ ଗାଁର ମଧ୍ୟମ ବିଦ୍ୟାଳୟରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ପ୍ରଥମେ କରୋନା ଟିକା ନେବା ପାଇଁ ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା, ଯେଉଁଥିରେ ଅନ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଘଟଣା ସମ୍ପର୍କରେ ସ୍ଥାନୀୟ ପୋଲିସକୁ...
ସ୍ୱାସ୍ଥ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରେ ମନସୁଖ ମାଣ୍ଡଭିୟା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟରେ କିଛି ପରିବର୍ତ୍ତନ କରିଛନ୍ତି । ମନ୍ତ୍ରଣାଳୟର ପ୍ରତ୍ୟେକ ମହଲାରେ ଏକ ବକ୍ସ ଲଗାଯାଇଛି । କାଠରେ ତିଆରି ଏହି ବାକ୍ସରେ ଲେଖାଯାଇଛି ଆଇଡିଆ ବକ୍ସ ।
୨୦୦୭ ରୁ ୨୦୧୨ ପର୍ଯ୍ୟନ୍ତ ଘୁଷୁରାମାଲ ପଚାଂୟତରେ ଦୁର୍ଜନ ମୁଣ୍ଡା ନାଏବ ସରପଞ୍ଚ ଥିଲେ । ପଞ୍ଚାୟତ କାର୍ଯ୍ୟାଳୟରେ ବସି ଅଞ୍ଚଳର ବିକାଶ ତଥା ସମସ୍ୟାର ବିଚାର କରୁଥିଲେ ।
ବିଜେପିର ବିଜୟରଥ ରୋକିବାକୁ ପ୍ରୟାସ କରୁଛନ୍ତି ବିରୋଧୀ । ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦିଲ୍ଲୀ ଗସ୍ତରେ ବିରୋଧୀ ଦଳର ନେତାଙ୍କ ସହ ସାକ୍ଷାତ ପର୍ବ ଜାରି ରଖିଛନ୍ତି । ଆଜି ସନ୍ଧ୍ୟାରେ ସୋନିଆ ଗାନ୍ଧୀଙ୍କୁ ଭେଟିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ । ଆଉ ଏହି ଭେଟଘାଟ ଉପରେ ସମସ୍ତଙ୍କ...
କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଲିଙ୍ଗାୟତ ସଂପ୍ରଦାୟର ଟାଣୁଆ ନେତା ବାସବରାଜ ବୋମାଇ । ଆଜିଠାରୁ କର୍ଣ୍ଣାଟକରେ ନୂତନ ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇଙ୍କ ଶାସନ ଚାଲିବ ।
କିଛି ଦିନ ବ୍ୟବଧାନରେ ପୁଣି ଦେଶରେ ବଢ଼ୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ ୪୩,୬୫୪ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଆନ୍ଧ୍ରପ୍ରଦେଶରୁ କଦଳିଆପାଳ ଗାଁରେ ପହଞ୍ଚିଛି ୨୫ ବର୍ଷୀୟ ବାପୁନ ନାଏକକ ଶବ । ତାଙ୍କ ମୃତଦେହକୁ ଏକ ସ୍ୱତନ୍ତ୍ର ଗାଡି ଯୋଗେ ଆନ୍ଧ୍ରପ୍ରଦେଶରୁ ଅଣାଯାଇଛି ।
କରୋନା କଟକଣା ଯୋଗୁଁ ଦୁର୍ଦ୍ଦିନରେ କନ୍ଧମାଳ ଜିଲ୍ଲାର ହଳଦୀ ଚାଷୀ । ବିକ୍ରି ଉପଯୋଗୀ କୁଇଣ୍ଟାଲ କୁଇଣ୍ଟାଲ ହଳଦୀ ଘରେ ପଡିରହିଛି । କାଳେ ଖରାପ ହୋଇଯିବ, ସେଇ ଭୟରେ ସବୁଦିନ ଖରାରେ ଶୁଖାଇବା ସହ ହାତରେ ମନ୍ଥା ରଗଡା କରୁଛନ୍ତି ଚାଷୀ । ଜିଲ୍ଲାର ପ୍ରାୟ ୬୦...
ୟୁପିରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ବଡ଼ ବାଜି ଖେଳିଛି ବିଜେପି । ରାଜ୍ୟର ସମସ୍ତ ୫୮,୧୮୯ ଗ୍ରାମ ପଞ୍ଚାୟତରେ ଚାକିରି ପାଇଁ ବିଜ୍ଞାପନ ବାହାରିଛି ।
ରାସ୍ତା ନିର୍ମାଣରେ ଅନେକ ଥର ଗୁଣବତ୍ତାକୁ ନେଇ ଅନେକ ସମୟରେ ଅଭିଯୋଗ ଶୁଣିବାକୁ ମିଳେ । ନିର୍ମାଣକାରୀ ସଂସ୍ଥା ଗୁଣବତ୍ତା ଉପରେ ନଜର ରଖିଲେ ସୁଦ୍ଧା କୌଣସି ସୁଫଳ ମିଳେ ନାହିଁ । କେତେବେଳେ ରାସ୍ତା ନିର୍ମାଣ ସରୁ ସୁରୁ ପିଚୁ ଉଠିଯାଏ ପୁଣି ଆଉ କେତେବେଳେ ଅନିୟମିତତା...
କିଏ କାଠ ବୋହିଲା ତ କିଏ କାଠ କାଟିଲା । ଟିଟିଲାଗଡ ବ୍ଲକ ମହୁଲପଡା ପଂଚାୟତର କୁଟରାକେନ୍ଦ ଗ୍ରାମବାସୀଙ୍କ ଉଦ୍ୟମରେ ତିଆରି ହେଲା କାଠପୋଲ । ଗାଁକୁ ରାସ୍ତା ନଥିବାରୁ ୨ ଟି ନାଳ ପାର ହୋଇ ଲୋକେ ଯିବାଆସିବା କରୁଥିଲେ ।
ଏକ ସପ୍ତାହ ପୂର୍ବରୁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଦେଶରେ ଟେଷ୍ଟ ପଜିଟିଭିଟି ହାର ୧.୬୮ ପ୍ରତିଶତ ଥିଲା । ତେବେ ସୋମବାର ପ୍ରକାଶିତ ତଥ୍ୟ ଅନୁସାରେ ଟେଷ୍ଟ ପଜିଟିଭିଟି ହାର ବୃଦ୍ଧି ପାଇ ୩.୪ ପ୍ରତିଶତରେ ପହଞ୍ଚିଛି, ଯାହା ଅତ୍ୟନ୍ତ ଚିନ୍ତାଜନକ । ପଜିଟିଭିଟି ହାର ବୃଦ୍ଧି...
ପୂର୍ବ ମ୍ୟାଚରେ ଅଷ୍ଟ୍ରେଲିଆ ଠାରୁ ୧-୭ରେ ପରାଜିତ ହୋଇଥିଲା ଭାରତୀୟ ପୁରୁଷ ହକି ଦଳ । ତେବେ ଆଜି ଦଳ ପରାଜୟ ଭୁଳି ପୁନର୍ବାର ବିଜୟୀ ହୋଇଛି । ଭାରତୀୟ ପୁରୁଷ ହକି ଦଳ ପ୍ରଥମ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡକୁ ୩-୨ରେ ପରାସ୍ତ କରିଥିଲା ।
ତୃଣମୂଳ କଂଗ୍ରେସ ଦ୍ୱାରା ପ୍ରକାଶିତ ପାଞ୍ଚ ଦିନିଆ କାର୍ଯ୍ୟସୂଚୀ ଅନୁଯାୟୀ ମମତା ବାନାର୍ଜୀ ଆଜି ଅପରାହ୍ନ ୪ଟାରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ । ସେହିପରି ବୁଧବାର ଦିନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ମଧ୍ୟ ଭେଟିବାର ସମ୍ଭାବନା ରହିଥିବା ସୂଚନା ମିଳିଛି ।