ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଡିଏଫଓଙ୍କୁ ପଚରାଉଚରା କରାଯିବ କହିଛନ୍ତି ଗଜପତି ଏସପି ।
କରୋନା କାଳରେ ରୋଜଗାର ନଥିବା ବେଳେ ନିମ୍ନ ଓ ମଧ୍ୟବିତ୍ତ ପରିବାର ଲାଗି ଏହା ବେଡି ଉପରେ କୋରଡା ଭଳି ହୋଇଛି। ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ସର୍ବୋତ୍ତମ ରେକର୍ଡ଼ କରିଛି ।
ଜମ୍ମୁରେ ପୁଣି ଥରେ ଡ୍ରୋନ୍ ଗତିବିଧି ଦେଖିବାକୁ ମିଳିଛି । ଆଜି ପାହାନ୍ତା ପ୍ରାୟ ୪ଟା ୧୫ ସମୟରେ ରାୟପୁର ସତୱାରିରେ ଏହି ଡ୍ରୋନ୍ ଦେଖିବାକୁ ମିଳିଥିଲା ।
କଳାହାଣ୍ଡି ଜିଲ୍ଲା ଜୁନାଗଡ ବ୍ଲକର ଏକ ଛୋଟ ଗାଁ ଚିଲଗୁଡା । ବାପା ସମୀର ଯୋଶୀ ଏବଂ ମା ସାଗରିକା ଯୋଶୀଙ୍କ ଏକମାତ୍ର ପୁଅ ସ୍ୱୟଂଶିବ । ତେବେ ବର୍ତ୍ତମାନ ସ୍ୱୟଂଶିବକୁ ନେଇଁ ଚାରିଆଡେ ଚର୍ଚ୍ଚା ।
ଝୁଲଝୁଲି ଗ୍ରାମର ଏକ ଘରୋଇ ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀରେ ପାଠ ପଢ଼ନ୍ତି ମିଲନ୍ ଯାଦବ । ରାଜନୀତି ବିଜ୍ଞାନ ପୁସ୍ତକରୁ ଗ୍ରାମକୁ କାମ ମିଳିବା ପ୍ରସଙ୍ଗରେ ସ୍ଥାନୀୟ ସଂସ୍ଥା ତଥା ପଞ୍ଚାୟତର ଦାୟିତ୍ୱ ସମ୍ପର୍କରେ ଜାଣିବାକୁ ପାଇଥିଲେ
ମଙ୍ଗଳବାର ସନ୍ଧ୍ୟାରେ ଲାଲକିଲ୍ଲା ବନ୍ଦ ହେବା ସମ୍ପର୍କରେ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ (ଏଏସଆଇ) ପକ୍ଷରୁ ସୂଚନା ଦିଆଯାଇଛି । ଏକ ନିର୍ଦ୍ଦେଶ ପତ୍ର ଜାରି କରି ଦିଲ୍ଲୀ ସର୍କଲର ସମସ୍ତ ଅଧିକାରୀ, ଉତ୍ତର ଜିଲ୍ଲା ପୋଲିସ୍ ଏବଂ ଲାଲକିଲ୍ଲାରେ ସୁରକ୍ଷା ବ୍ୟବସ୍ଥା ପରିଚାଳନା କରୁଥିବା ସିଏସ୍ଏଫ୍ କମାଣ୍ଡାଣ୍ଟଙ୍କୁ ସୂଚନା...
ବାର୍ଡ ଫ୍ଲୁ ସଂକ୍ରମଣରେ ଦେଶରେ ପ୍ରଥମ ମାନବ ମୃତ୍ୟୁ । ଏମ୍ସର ଶିଶୁ ବିଭାଗରେ ଭର୍ତ୍ତି ହୋଇଥିବା ୧୧ ବର୍ଷର ନାବାଳକ ବାର୍ଡ ଫ୍ଲୁରେ ଜୀବନ ହରାଇଛି । ନାବାଳକ ଜଣକ ଏଚ୫ଏନୱାନରେ ସଂକ୍ରମିତ ହୋଇଥିବା କହିଛନ୍ତି ଡାକ୍ତର
ନିରାଡମ୍ବର ଜୀବନ ବିତାଉଛନ୍ତି ପୂର୍ବତନ ବିଧାୟକ । ନିଜର ସରଳ, ଅମାୟିକ, ନିଷ୍କପଟ ଓ ସରଳ ଜୀବନ ଶୈଳୀ ପାଇଁ ସେ ଚର୍ଚ୍ଚାରେ । ସାଇକେଲରେ ଯିବାଆସିବା କରିବା ସହ ବୟସର ଅପରାହ୍ନରେ ନିଜ ଗାଁରେ ଚାଳଛପର ଘରେ ଜୀବନ ଅତିବାହିତ କରୁଛନ୍ତି ।
ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଂଜନଙ୍କ ମୃତ୍ୟୁ ଘଟଣାକୁ ୮ ଦିନରୁ ଅଧିକ ସମୟ ବିତିଲାଣି ତଥାପି ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହୋଇପାରିନି ।
ଶ୍ରୀକ୍ଷେତ୍ରରେ ଆଜି ରଥ ଉପରେ ଶ୍ରୀଜୀଉଙ୍କ ସୁନାବେଶ । ମହଣ ମହଣ ସୁନାରେ ସଜେଇ ହେବେ ତିନି ଠାକୁର । ଶ୍ରୀଜିଉଙ୍କ ଏହି ଅପରୂପ ବେଶ ଦେଖିବାକୁ ଶ୍ରଦ୍ଧାଳୁ ଅପେକ୍ଷା କରିଛନ୍ତି ।
ଭୁବନେଶ୍ୱରରେ ଅବିଶ୍ରାନ୍ତ ବର୍ଷା । ମାତ୍ର କିଛି ସମୟର ବର୍ଷାରେ ଜଳାର୍ଣ୍ଣବ ରାଜଧାନୀ । ଆଜି ଅପରାହ୍ନରେ ହଠାତ ରାଜଧାନୀ ଭୁବନେଶ୍ୱର ଆକାଶରେ କଳାହାଣ୍ଡିଆ ମେଘ ଘୋଟି ଆସିଥିଲା ।
ମହିଳାଙ୍କ ପ୍ରତି ବୃଦ୍ଧି ପାଉଥିବା ନିର୍ଯ୍ୟାତନାକୁ ଦୃଷ୍ଟିରେ ରଖି କେରଳ ପୋଲିସ ପିଙ୍କ୍ ପ୍ରୋଟେକ୍ସନ୍ ପ୍ରୋଜେକ୍ଟ ଆରମ୍ଭ କରିଛି । ସର୍ବସାଧାରଣ ସ୍ଥାନ ତଥା ସାଇବର ଦୁନିଆରେ ମହିଳାଙ୍କୁ ସୁରକ୍ଷା ଯୋଗାଇବା ଏହି ପ୍ରକଳ୍ପର ଲକ୍ଷ୍ୟ ବୋଲି ଶନିବାର ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟ କହିଛନ୍ତି ।
ଦେଶର ୩୩୪ ଟି ସହରର ୬୬୦ ଟି କେନ୍ଦ୍ରରେ ପରୀକ୍ଷା ହେଉଥିବା ବେଳେ ଓଡ଼ିଶାର ୧୯ଟି ସହରର ୩୫ଟି କେନ୍ଦ୍ରରେ ପରୀକ୍ଷା ହେଉଛି । ସମସ୍ତ କେନ୍ଦ୍ରରେ କୋଭିଡ ଗାଇଡ଼ ଲାଇନ ପାଳନ କରି ପରୀକ୍ଷା ହେଉଛି ।
ମହାମାରୀ ଭୟ ଭିତରେ ପ୍ରେମ ପାଇଁ ଝାଡ଼ଖଣ୍ଡରୁ ବିହାର ଯାତ୍ରା । ସବୁ ଦିନ ପାଇଁ ମନେ ରହିବ ରାଞ୍ଚିର ଗୌରି ଓ ସୁପଲର ମୁକେଶଙ୍କର
ବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ରତ୍ନବେଦୀକୁ ଫେରୁଛନ୍ତି ତିନି ଠାକୁର । ଆଜି ପ୍ରତ୍ୟୁଷରେ ମଙ୍ଗଳ ଆତି, ମଇଲମ, ତଡପଲାଗି, ରୋଷହୋମ, ଅବକାଶ, ସୂର୍ଯ୍ୟପୂଜା,ଦ୍ୱାରପାଳ ପୂଜା ହୋଇଥିଲା । ଏହାପରେ ଗୋପାଳବଲ୍ଲଭ ଓ ଖେଚୁଡି ଭୋଗ ହୋଇଥିଲା । ସେନାପଟା ଲାଗି ପରେ ବାହୁଡା ପହଣ୍ଡି ଆରମ୍ଭ ହୋଇଥିଲା...
ଜନ୍ମରୁ ଦୁଇ ହାତ ଓ ଗୋଡ଼ ଠିକରେ କାମ କରୁ ନାହିଁ । ହେଲେ ଦୃଢ଼ ମନୋବଳ ଓ ନିଜର ଇଚ୍ଛା ଶକ୍ତି ବଳରେ ସେ ଅସମ୍ଭବକୁ ସମ୍ଭବ କରିପାରିଛନ୍ତି ।
ଦିଲ୍ଲୀ ସମେତ ଦେଶର ଅନେକ ମେଟ୍ରୋ ସହରରେ ଆକ୍ରମଣ କରିବାକୁ ଯୋଜନା କରୁଛି ପାକିସ୍ତାନ ଗୁପ୍ତଚର ଏଜେନ୍ସି ଆଇଏସଆଇ । ଆତଙ୍କବାଦୀମାନେ ମାନବ ବୋମା ତିଆରି କରି କିମ୍ବା ଟାର୍ଗେଟ କିଲିଂ ଜରିଆରେ ଆକ୍ରମଣ କରିବାର ସମ୍ଭାବନା ରହିଛି । ଦେଶର ଗୁପ୍ତଚର ବିଭାଗ ଏବଂ ଦିଲ୍ଲୀ ପୋଲିସର...
ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା ଦିନକୁ ଦିନ ନୂଆ ମୋଡ଼ ନେଉଛି । ସ୍ୱାମୀଙ୍କ ପରକୀୟା ପ୍ରୀତି ଥିବା ନେଇ ବିଦ୍ୟାଭାରତୀ ମୁହଁ ଖୋଲିବା ପରେ ଅଭିଯୋଗକୁ ଖଣ୍ଡନ କରିଛନ୍ତି ସୌମ୍ୟଙ୍କ ମାଆ ।
ଟିକା ଉପରେ ଭରସା ନାହିଁ । କରୋନା ଟିକା ଉପରେ ଅଧାରୁ ଅଧିକ ଲୋକଙ୍କର ବିଶ୍ୱାସ ନାହିଁ । କିଛି ଲୋକେ ଏବେ ବି କରୋନା ଟିକା ନେବା ପାଇଁ ମଙ୍ଗୁନଥିବା ବେଳେ ଆଉ କିଛି ଲୋକ ବାଧ୍ୟବାଧକତାରେ ଟିକା ନେଉଛନ୍ତି
ଅମୃତସର ସହ ସଂଲଗ୍ନ ଭାରତ-ପାକ୍ ସୀମା ନିକଟରେ ଥିବା ଖୋଲା ସ୍ଥାନରେ ପ୍ରାୟ ୧୦ କ୍ୱିଣ୍ଟାଲ ହିରୋଇନ୍ ଏବଂ ଅନ୍ୟାନ୍ୟ ନିଶା ଦ୍ରବ୍ୟ ପୋଡିଲା ଶତ୍ରୁ ଦେଶ । ଏତେ ପରିମାଣର ନିଶାଦ୍ରବ୍ୟ ପୋଡ଼ିବା ଦ୍ୱାରା ଆକାଶକୁ ଆଚ୍ଛାଦନ କରି ପକାଇଥିଲା ବିଷାକ୍ତ କଳାଧୂଆଁ ।