• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବର ...more

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।

less

Posts by

naveen-pattnaik
ମୁଖ୍ୟମନ୍ତ୍ରୀଙ୍କ ନୂଆବର୍ଷ ଭେଟି ! ୮୪ଟି ନୂଆ ୧୦୮ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସ୍ୱାସ୍ଥ୍ୟସେବାର ଉନ୍ନତି ନିମନ୍ତେ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦେକ୍ଷପ । ରାଜ୍ୟରେ ଆଜିଠୁ ଗଡ଼ିଲା ଆଉ  ୮୪ଟି ନୂଆ ୧୦୮ ଆମ୍ବୁଲାନ୍ସ । ନୂଆବର୍ଷରେ ରାଜ୍ୟବାସୀଙ୍କୁ ଏହି ନୂଆ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ଏଜି ଛକ ସ୍ଥିତ ପରିବହନ ଭବନ ପରିସରରୁ...

EqoKXQrXEAUpWPl
ସହରୀ ଗରିବଙ୍କୁ ଶସ୍ତା ଘର ଉପହାର ଦେଲେ ମୋଦି, ତିଆରି ହେବ ଭୂମିକମ୍ପ ପ୍ରତିରୋଧକ ଘର

ନୂଆଦିଲ୍ଲୀ : ସହରୀ ଗରିବଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆବର୍ଷ ଉପହାର । ସହରୀ ଭାରତର ରୂପରେଖ ବଦଳାଇବା ପାଇଁ  ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ  । ଏକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୬ଟି ରାଜ୍ୟରେ ଲାଇଟ୍ ହାଉସ୍ ପ୍ରୋଜେକ୍ଟର ଭିତ୍ତି ପ୍ରସ୍ଥର ସ୍ଥାପନା କରିଛନ୍ତି  ପ୍ରଧାନମନ୍ତ୍ରୀ । ନୂଆବର୍ଷରେ...

727882-mandir
ଅଭିଶପ୍ତ ମନ୍ଦିର କିରାଡ଼ୁ ! ସନ୍ଧ୍ୟା ପରେ ମନ୍ଦିରରେ ଭୁଲବଶତଃ ରହିଯାଉଥିବା ଲୋକ ପାଲଟି ଯାଆନ୍ତି ପଥର

ରାଜସ୍ଥାନ : ଭାରତକୁ ମନ୍ଦିରର ଦେଶ କୁହାଯାଏ । ଦେଶରେ ଏତେ ମନ୍ଦିର ଅଛି ଯେ ଗଣିବା ସମ୍ଭବପର ନୁହେଁ ।  ବିଭିନ୍ନ ମନ୍ଦିର ଗୁଡିକରେ ପଛରେ ଲୁଚି  ରହିଛି ଭିନ୍ନ ଭିନ୍ନ ରହସ୍ୟମୟୀ ତଥ୍ୟ, ଯାହାକୁ ବୁଝିବାକୁ ମନୁଷ୍ୟ ଆଜି ଯାଏଁ ଅସମର୍ଥ । ଆଜି ଆମେ...

1
ନୂଆବର୍ଷ ଅବସରରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି

ନୂଆଦିଲ୍ଲୀ : ବିଦାୟ ନେଇଛି ଅଭିଶପ୍ତ ବର୍ଷ ୨୦୨୦ । ବଦଳିଯାଇଛି କ୍ୟାଲେଣ୍ଡର । କରୋନାର କଷଣ ଭିତରେ ନୂଆ ଆଶା ଓ ସମ୍ଭାବନା ନେଇ ଆସିଛି ନବବର୍ଷ ୨୦୨୧ । ଆଉ ଅନେକ ଖୁସି, ଉନ୍ମାଦନା ନେଇ ନୂଆବର୍ଷକୁ ସ୍ୱାଗତ କରୁଛନ୍ତି ଲୋକେ । ତେବେ ଆଜି...

55
ନବବର୍ଷ ୨୦୨୧ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ର 

ନୂଆଦିଲ୍ଲୀ : ସ୍ୱାସ୍ଥ୍ୟ ହିଁ ସଂପଦ । ଏକଥା ବିଦାୟୀ ବର୍ଷ ୨୦୨୦ ଆମ ସମସ୍ତଙ୍କୁ ଭଲ ଭାବେ ଶିଖାଇ ଦେଇଛି । ୨୦୨୦ରେ କରୋନା ମହାମାରୀ ସହ ଲଢ଼େଇରେ ଆମେ ସଫଳ ହୋଇଛନ୍ତି  । କରୋନା ଟିକାର ଉତ୍ପାଦନ ଅନ୍ତିମ ଚରଣରେ ପହଞ୍ଚିଥିଲେ ସୁଦ୍ଧା କରୋନା ନିୟମାବଳୀ...

khabar-odisha-hati
କପିଳାସ ଜଙ୍ଗଲରେ ରହିବ ଗୋଠଛଡା ଛୁଆ ହାତୀ

ବ୍ରହ୍ମପୁର : କପିଳାସ ଅଭିମୁଖେ ଗୋଠଛଡା ହାତୀ ଛୁଆ । ବ୍ରହ୍ମପୁର ଉପକଣ୍ଠ ସୁନାପୁରରୁ ଉଦ୍ଧାର ହୋଇଥିବା ତିନିମାସର ହାତୀ ଛୁଆକୁ ଏକ ସ୍ୱତନ୍ତ୍ର ଗାଡିରେ  କପିଳାସ ଜଙ୍ଗଲକୁ ନିଆଯାଉଥିବା ସୂଚନା ଦେଇଛନ୍ତି ଡିଏଫଓ ପ୍ରକାଶ ଚାନ୍ଦ ।  ଆଜି ଟମଣା ନର୍ସରୀରୁ ଏକ ଗାଡ଼ିରେ ବନ ବିଭାଗ...

Zhong_Shanshan_207760_730x419
ଏସିଆର ସବୁଠାରୁ ଧନୀ ବ୍ୟକ୍ତି ଜୋଙ୍ଗ୍ ଶାନଶାନ

ବେଜିଂ : ଜୋଙ୍ଗ୍ ଶାନଶାନ ଏସିଆର ସବୁଠାରୁ ଧନୀ ବ୍ୟକ୍ତି । ଏସିଆର ଶୀର୍ଷ ଧନୀ ବ୍ୟକ୍ତିଙ୍କ ଟ୍ୟାଗ ହରାଇଲେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ଆରଆଇଏଲ୍)ର ଚେୟାରମ୍ୟାନ୍ ମୁକେଶ ଅମ୍ବାନୀ । ତାଙ୍କ ସ୍ଥାନ ନେଇଛନ୍ତି ଜୋଙ୍ଗ୍ ଶାନଶାନ । ମୁକଶ ଆମ୍ବାନୀଙ୍କୁ ପଛରେ ପକାଇ ଏଥର ବାଜି...

EqU0uDvVgAMRCag
ପଞ୍ଜାବରେ ୧୫୦୦ରୁ ଅଧିକ ମୋବାଇଲ ଟାୱାର କ୍ଷତିଗ୍ରସ୍ତ

ପଞ୍ଜାବ : ପଞ୍ଜାବରେ ମୋବାଇଲ୍‌ ଟାୱାରଗୁଡ଼ିକ ଉପରେ ସିଧାସଳଖ କୃଷକ ଆନ୍ଦେ।ଳନର ପ୍ରଭାବ ପଡ଼ୁଛି । ମୋବାଇଲ୍‌ ଟାୱାର ନଷ୍ଟ କରି ରାଗ ଶୁଝାଉଛନ୍ତି ଚାଷୀ । କୃଷି ଆଇନ ବିରୁଦ୍ଧରେ କୃଷକଙ୍କ ଆନ୍ଦୋଳନକୁ ମାସେ ପୁରି ଦ୍ୱିତୀୟ ମାସ ଆରମ୍ଭ ହୋଇଛି । ଆଉ ଏହାରି ଭିତରେ...

Bjp press meet
ଆସନ୍ତାକାଲିଠୁ ବିଜେପିର ପ୍ରତିବାଦ, ଅଘୋଷିତ ବିଦ୍ୟୁତକାଟ ନେଇ ବିଜେପିର ପ୍ରତିବାଦ

ଆସନ୍ତାକାଲିଠୁ ବିଜେପିର ପ୍ରତିବାଦ। ବିଦ୍ୟୁତ ଦରବୃଦ୍ଧି ଓ ଅଘୋଷିତ ବିଦ୍ୟୁତକାଟ ନେଇ କାଲିଠୁ ୨୦ ତାରିଖ ପର୍ଯ୍ୟନ୍ତ ବିଜେପି ପ୍ରତିବାଦ କରିବ । କରୋନା ସମୟରେ ଲୋକଙ୍କ ଉପରେ ବିଦ୍ୟୁତ ଦରବୃଦ୍ଧି ଲଦି ଦିଆଯାଇଥିବା ବିଜେପି ଅଭିଯୋଗ କରିଛି ।

Man Kills Wife
ସଇତାନ ସାଜିଲା ସ୍ୱାମୀ,ରୋଷେଇ କରିବାକୁ ମନା କରିବାରୁ ସ୍ତ୍ରୀକୁ ନିର୍ମମ ହତ୍ୟା

ରୋଷେଇ କରିବାକୁ ମନା କରିବାରୁ ସ୍ତ୍ରୀକୁ ନିର୍ମମ ହତ୍ୟା କରିଛି ସ୍ବାମୀ । ପ୍ରେମ ବିବାହର ତିନି ବର୍ଷ ପରେ ସ୍ତ୍ରୀକୁ ନିର୍ମମ ହତ୍ୟା । ହତ୍ୟା ପରେ ସ୍ତ୍ରୀର ମୃତଦେହକୁ ବେଡ୍ ଭିତରେ ଲୁଚେଇ ରଖିଥିଲା ସଇତାନ ସ୍ୱାମୀ

help line number
କମ୍ ରାସନ୍ ପାଇଁ ଚିନ୍ତାରେ ଅଛନ୍ତି କି ? ତୁରନ୍ତ ଏହି ନମ୍ବରରେ କଲ୍ କରନ୍ତୁ . . .

ଧାରଣ ଲୋକଙ୍କ ପାଇଁ ସରକାରଙ୍କ ଦ୍ୱାରା ହେଲ୍ପଲାଇନ ନମ୍ବର ଜାରି କରାଯାଇଛି । ରାସନ କାର୍ଡ ଜରିଆରେ ସରକାର ନିଜ ରାଜ୍ୟରେ ରହୁଥିବା ଗରିବ ପରିବାରକୁ ରାସନ ଯୋଗାଉଛନ୍ତି । କିନ୍ତୁ ଅନେକ ସ୍ଥାନରେ ଡିଲରମାନେ ରାସନକାର୍ଡ ଧାରକଙ୍କୁ ରାସନ ଦେବାକୁ ମନା କରନ୍ତି କିମ୍ବା କମ୍ ରାସନ୍...

corona
ଆସିଗଲା କି ତୃତୀୟ ଲହରୀ ? ମହାରାଷ୍ଟ୍ର ଓ କେରଳରେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା

କେରଳ ଏବଂ ମହାରାଷ୍ଟ୍ରରେ ବିପରୀତ ସ୍ଥିତି ଦେ‍ଖିବାକୁ ମିଳୁଛି । ୧୧ ଦିନ ମଧ୍ୟରେ ଅର୍ଥାତ୍ ୧୧ ଜୁଲାଇ ପର୍ଯ୍ୟନ୍ତ କେରଳରେ ୧.୨୮ ଲକ୍ଷରୁ ଅଧିକ ସଂକ୍ରମିତ ଏବଂ ମହାରାଷ୍ଟ୍ରରେ ୮୮,୧୩ ରୁ ଅଧିକ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ବୃଦ୍ଧି ପାଉଥିବା ସଂକ୍ରମଣକୁ ଦୃଷ୍ଟିରେ...

nayagarh
ଖୋର୍ଦ୍ଧା-ନୟାଗଡ଼ ରାଜପଥ ସମ୍ପ୍ରସାରଣ କାମରେ ଦୁର୍ନୀତି ଅଭିଯୋଗ

ଅବଧିର ଢେର୍ ଦିନ ବିତିଥିଲେବି ସରିପାରୁନି ରାସ୍ତାକାମ । ଖୋର୍ଦ୍ଧା-ନୟାଗଡ଼ ରାଜପଥ ସମ୍ପ୍ରସାରଣ କାମରେ ଯାବତୀୟ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି । ଟେଣ୍ଡର ନେଇଥିବା ଠିକାସଂସ୍ଥା ବିରୋଧରେ ଅସନ୍ତୋଷ ଜାହିର୍ କରିଛନ୍ତି ଲୋକେ । ରଣପୁର ବ୍ଲକ ରାଜସୁନାଖଳା ବଜାର ଅଂଚଳରେ ଡ୍ରେନ୍ କାମ ସଠିକ୍ ଭାବେ...

flood
ଚନ୍ଦ୍ରର ଅବସ୍ଥିତିରେ ପରିବର୍ତ୍ତନ ଆଶଙ୍କା, ୨୦୩୦ରେ ବିଶ୍ୱକୁ ବିନାଶକାରୀ ବନ୍ୟା ଭୟ

ଜଳବାୟୁ ପରିବର୍ତ୍ତନ ଯୋଗୁଁ ୨୦୩୦ ମଧ୍ୟଭାଗରେ ବାରମ୍ବାର ବନ୍ୟା ପରିସ୍ଥିତି ସୃଷ୍ଟି ହେବ । ଆମେରିକାର ଉପକୂଳରେ ସମୁଦ୍ର ଜୁଆର, ସାଧାରଣ ଉଚ୍ଚତାଠାରୁ ତିନିରୁ ଚାରି ଫୁଟ ଉଚ୍ଚକୁ ବୃଦ୍ଧି ପାଇବ ବୋଲି ନାସା ଅଧ୍ୟୟନ ଅନୁସାରେ । ଏବଂ ଏହି ଧାରା ଏକ ଦଶନ୍ଧି ପର୍ଯ୍ୟନ୍ତ ଜାରି...

puri
ପୁରୀରୁ ୧୪୪ ଧାରା ପ୍ରତ୍ୟାହାର, ଆଡ଼ପ ମଣ୍ଡପ ବିଜେ ପହଣ୍ଡି ପାଇଁ କଟକଣା ଜାରି

କୁମ୍ଭାରପଡା ସାହିର ମିଶ୍ର ଲେନ ଦେଇ ବଡଶଙ୍ଖରୁ ବାନାମ୍ବର ଛକ, ପୁରୁଣା ନବକଳେବର ରୋଡ ଦେଇ ବାନାମ୍ବର ଛକ ଠାରୁ ମାଟିଆପଡା ଛକ, ମାଟିଆପଡା ଛକ ଠାରୁ ଆଶୁତୋଷ ମଠ ଛକ, ଆଶୁତୋଷ ମଠ ଛକ ଠାରୁ ନୀଳକଣ୍ଠ ମନ୍ଦିର ଛକ, ନୀଳକଣ୍ଠ ମନ୍ଦିର ଛକ ଠାରୁ ବଡଶଙ୍ଖ...

third wave
ନିକଟତର ତୃତୀୟ ଲହରୀ : ଧାର୍ମିକ ଯାତ୍ରା ଓ ପର୍ଯ୍ୟଟନ ଉପରେ ରୋକ ଲଗାଇବାକୁ ଆଇଏମଏର ଚେତାବନୀ

କରୋନାର ତୃତୀୟ ଲହରୀର ଭୟ ଭିତରେ ଦେଶର ଅନେକ ସ୍ଥାନରେ ଖୋଲିଛି ପର୍ଯ୍ୟଟନ ସ୍ଥଳୀ । ଧାର୍ମିକ ଯାତ୍ରାକୁ ଅନୁମତି ତଥା ପର୍ଯ୍ୟଟନ ସ୍ଥଳୀ ଖୋଲିବା ପରେ ଇଣ୍ଡିଆନ୍ ମେଡିକାଲ ଆସୋସିଏସନ୍ ଚିନ୍ତା ବ୍ୟକ୍ତି କରିଛି ।

Sher Bahadur Deuba
ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବେ ଆଜି ଶପଥ ନେବେ ଶେର୍ ବାହାଦୁର ଦେଓବା

ନେପାଳର ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲିଙ୍କୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ବଡ଼ ଝଟକା । ନେପାଳର ପ୍ରଧାନମନ୍ତ୍ରୀ ଭାବେ ଆଜି ଶପଥ ନେବେ ଶେର୍ ବାହାଦୁର ଦେଓବା । ଏଥିପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ratha jatra
ଶରଧାବାଲିରେ ଲାଗିଛି ଶ୍ରୀଜିଉଙ୍କ ତିନି ରଥ : ଆଜି ଗୋଟି ପହଣ୍ଡିରେ ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି

ପ୍ରଥମେ ରାମକୃଷ୍ଣ ଓ ମଦନମୋହନଙ୍କ ଗୋଟି ପହଣ୍ଡି ଆରମ୍ଭ ହେବ ପରେ ୩ ଠାକୁର ପହଣ୍ଡି କରି ଆଡ଼ପ ମଣ୍ଡପକୁ ଯିବେ । ଆଡ଼ପ ମଣ୍ଡପରୁ ଆଜିଠୁ ଦର୍ଶନ ଦେବେ ଭଗବାନ ।

ratha jatra
ପୁରୀ ବ୍ୟତୀତ କେଉଁଠି କେଉଁଠି ଅନୁଷ୍ଠିତ ହେଲା ମହାପ୍ରଭୁଙ୍କ ରଥଯାତ୍ରା ?

ପୁରୀ ବ୍ୟତୀତ ଗୁଜରାଟର ଅହମ୍ମଦାବାଦରେ ରଥଯାତ୍ରା ଅନୁଷ୍ଠିତ ହୋଇଛି । ରୀତିନୀତିରେ ପୂଜାର୍ଚ୍ଚନା ପରେ ରଥ ଟଣା ଆରମ୍ଭ ହୋଇଥିଲା । ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି ରଥରେ ଛେରାପହରା କରିଥିଲେ । ଛେରାପହରା ସମୟରେ ଉପମୁଖ୍ୟମନ୍ତ୍ରୀ ନୀତିନ ପଟେଲ ମଧ୍ୟ ଉପସ୍ଥିତ ଥିଲେ

Mushroom farmer
ଛତୁ ଯୋଗାଉଛି ରୋଜଗାର : ମାସକୁ ୪୦ ହଜାରରୁ ଅଧିକ ରୋଜଗାର କରୁଛନ୍ତି ଭାସ୍କର

ଲୋକେ ଆଜିକାଲି ଚାକିରି ପଛରେ ଧାଇଁ ଧାଇଁ ବାହାରକୁ ଚାଲିଯାଉଛନ୍ତି । କିନ୍ତୁ ନିଜର ପରିଶ୍ରମ ଓ ନିଷ୍ଠା ଯୋଗୁଁ ଛତୁ ମଞ୍ଜି ପ୍ରସ୍ତୁତ କରି ସ୍ୱାବଲମ୍ବୀ ହୋଇଛନ୍ତି ଭାସ୍କର ପାତ୍ର ।

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।