ତୁଳସୀ ଦୁଇ ପତ୍ରରୁ ବାସେ । କଅଁଳ ବୟସରେ ବଡ଼ କାରନାମା । ପଞ୍ଜାବ ଜଲନ୍ଧରର ବିସ୍ମୟ ବାଳକ ମେଧାଂଶ । ମାତ୍ର ୧୧ ବର୍ଷ ବୟସରେ ତାଙ୍କର ଚମତ୍କାର ପ୍ରତିଭା ପାଇଁ ସେ ଏବେ ସାରା ଦେଶରେ ପରିଚିତ । କେବଳ ଦେଶରେ ନୁହେଁ ବିଦେଶରେ ମଧ୍ୟ...
ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲା ତିନି ରଥ । ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ତିନି ରଥ । ତାଲଧ୍ୱଜ, ଦର୍ପଦଳନ ପରେ ଶେଷରେ ପହଞ୍ଚିଲା ମହାପ୍ରଭୁଙ୍କ ନନ୍ଦିଘୋଷ ରଥ । ବିନା ଭକ୍ତରେ ତିନି ରଥକୁ ଟାଣି ଟାଣି ମାଉସୀ ଘର ନେଲେ ସେବାୟତ । କୋଭିଡ୍...
ଲୁଥୁରବନ୍ଧ ଗାଁର ତେଜରାଜ ସାହୁ । ଅନେକ ପରିଶ୍ରମ ଓ ବୁଦ୍ଧି ଖଟାଇ ଅଣ୍ଡାରୁ ଚିଆଁ ଫୁଟାଇଛନ୍ତି ତେଜରାଜ ସାହୁ । ପ୍ରାୟ ଏକ ମାସ ପୂର୍ବରୁ ଘରେ ଥିବା ତାଙ୍କର ଏକ କୁକୁଡ଼ା ଅଣ୍ଡା ଦେବା ପରେ ମରି ଯାଇଥିଲା । ତେବେ ଅଣ୍ଡାରୁ ଚିଆଁ ଫୁଟାଇବାକୁ...
୧୯ ବର୍ଷର ଯୁବକ ଓ ୨୧ ବର୍ଷୀୟ ଯୁବତୀ ଏକାଠି ରହିବା ପାଇଁ ଚାହୁଁଥିଲେ । କିନ୍ତୁ ଝିଅଙ୍କ ପରିବାର ପକ୍ଷରୁ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ମୋହଲି ପୋଲିସରେ ମଧ୍ୟ ଆବେଦନ କରିଥିଲେ ୧୯ ବର୍ଷୀୟ ଯୁବକ । କାରଣ ପରିବାରର ପ୍ରତିଷ୍ଠା ଦୃଷ୍ଟିରୁ ଉଭୟଙ୍କୁ...
ମୁଣ୍ଡ ଉପରେ ଛାତ ନାହିଁ, ଘର ଛାଡ଼ି ରାଜରାସ୍ତାରେ ଗାଁ ଲୋକ । ସେମାନଙ୍କ ପାଇଁ ସ୍ଥାୟୀ ବାସସ୍ଥାନ ବୋଲି କିଛି ନାହିଁ । କିଏ ଟ୍ରକରେ ତ ଆଉ କିଏ ଗଛ ମୂଳେ ଜୀବନ କାଟୁଛି । ମୁଜାଫରପୁରର ଗାଁର କିଛି ପରିବାର ଘର ଛାଡ଼ି ଜାଜାବର...
ଯେଉଁ ବୟସରେ ଘରେ ବସି ପୁଅବୋହୂଙ୍କ ସେବା ପାଇବା କଥା, ସେହି ବୟସରେ ବିଛଣାରେ ପଡ଼ିଥିବା ପୁଅର ସେବାରେ କଟୁଛି ସମୟ। ରୋଜଗାରିଆ ପୁଅ ଏବେ ଶଯ୍ୟାଶାୟୀ। ଦିନ ମଜୁରିଆ ପୁଅ ବିଛଣାରେ ପଡ଼ିବା ପରେ ପର ଦୁଆରେ ହାତପାତି ଯାହା ପାଉଛନ୍ତି, ସେଥିରେ ଚଳୁଛନ୍ତି । ଚିକିତ୍ସା...
ପେଶାରେ ଜଣେ ବେସରକାରୀ ସଂସ୍ଥାର କର୍ମଚାରୀ, ହେଲେ ନିଶା ଚାଷ ପ୍ରଣାଳୀରେ କିଛି ନୂଆ କରି ଦେଖାଇବା। ଇଣ୍ଟରନେଟରେ ଚାଷ ପାଇଁ ନୂଆ କୌଶଳ ଖୋଜୁ ଖୋଜୁ ଦେଖିଥିଲେ ତାମିଲନାଡୁର ଦାମୀ ଫାଇଟର କୁକୁଡ଼ା । ଫାଇଟର କୁକୁଡ଼ା ସମ୍ପର୍କରେ ଜାଣିବା ପରେ ବିଳମ୍ବ ନକରି ଆରମ୍ଭ କଲେ...
ମମତାର ଶକ୍ତି ମା’, ମମତାର ମୂର୍ତ୍ତି ମା’ । ବାଡମେର୍ ଅଲସୁବା ଜିଲ୍ଲା ଡାକ୍ତରଖାନାରୁ ଚୋରି ହୋଇ ଯାଇଥିଲା ତିନି ଦିନର କୁନି ଶିଶୁ । ପୁଅର ମୁହଁକୁ ଭଲରେ ଦେଖିବା ଆଗରୁ ମା’ର କୋଳଶୂନ୍ୟ ହୋଇସାରିଥିଲା । କେହି ଜଣେ ଡାକ୍ତରଖାନାରୁ ନବଜାତକକୁ ଚୋରାଇ ନେଇଥିଲା ।...
ଓଡ଼ିଶା ପାଇଁ ପୁଣି ଗର୍ବ ଆଣିଲେ ବାରିପଦାର ଦୁଇ କୁନି ଝିଅ । ନିଜ ନାଚର ଯାଦୁରେ କିମିଆଁ କରି ଅନ୍ତର୍ଜାତୀୟ ସ୍ତରରେ ନାଁ କରିବାକୁ ଯାଉଛନ୍ତି ବାରିପଦାର ଦୁଇ ଝିଅ । ଜୁନିଅର ମଡେଲ ଇଣ୍ଟରନେସନାଲ ରାଇଜିଂ ଷ୍ଟାର ଅଫ ଇଣ୍ଡିଆର ଟାଇଟଲ୍ ଜିତିବା ପରେ ଏବେ...
ଲୋକକଳା, ଲୋକ ସଂସ୍କୃତି ତଥା ଲୋକବାଦ୍ୟକୁ ବଂଚାଇବାପାଇଁ ସରକାରୀ ସ୍ତରରେ ବିଭିନ୍ନ ଉତ୍ସବ ଆୟୋଜନା ସହ କଳାକାରମାନଙ୍କୁ ପ୍ରୋତ୍ସାହିତ କରାଯାଇଛି । ହେଲେ ଏଥିପାଇଁ ଯେଉଁ ବାଦ୍ୟ ଦରକାର ସେ ବାଦ୍ୟର କାରିଗରମାନେ ଏବେ ଅବହେଳିତ ଅବସ୍ଥାରେ । କରୋନା ମହାମାରୀ ଛଡେଇ ନେଇଛି ସେମାନଙ୍କ ଜୀବନ ଜୀବିବା...
ହାତରେ ଭ୍ୟାକ୍ସିନ୍ ଡବା । ଆଉ ସାମ୍ନାରେ ନଦୀର ପ୍ରଖର ଜଳପ୍ରୋତ । ତଥାପି ମନରେ ତିଳେ ମାତ୍ର ଭୟ ନାହିଁ । ଲୋକଙ୍କ ପାଇଁ ଡାକ୍ତରୀ ଟିମ୍ ଜଣେ ଜଣଙ୍କ ହାତ ଧରି ନଦୀ ପାର ହେଉଥିବା ଭାଇରାଲ ଭିଡିଓରେ ସ୍ପଷ୍ଟ ଦେଖିବାକୁ ମିଳିଛି । ଏହି...
ଆଉ କାହା ପାଇଁ ଚନ୍ଦନ ନାଇ, ମୁକୁଟ ପିନ୍ଧି ସଜ ହୋଇଥିଲେ ଯୁବକ । ବିବାହ ଚାଲିଥିବା ମଣ୍ଡପର ଫାଟକ ବାହାରେ ସୋନା, ବାବୁ ଡାକି କାନ୍ଦି କାନ୍ଦି ଗଡ଼ିଯାଉଥିଲା ପ୍ରେମିକା । ତିନି ବର୍ଷ ଲିଭ୍ ଇନରେ ରହିବା ପରେ ଧୋକା ଦେଲା ପ୍ରେମିକ ।...
ରାଜ୍ୟରେ ହ୍ରାସ ପାଉଛି ସଂକ୍ରମଣ । ଦ୍ୱିତୀୟ ଲହରୀରେ ସଂକ୍ରମଣ ଧୀରେ ଧୀରେ ଖସୁଛି । ଗତ ମାସ ୧୫ ତାରିଖ ପର ଠାରୁ ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା ୩ ହଜାରକୁ ଖସି ଆସିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୨୮୨ ନୂତନ ସଂକ୍ରମିତ ଚିହ୍ନଟ...
ବର୍ଷାଦିନ ଆସିଲେ ନିଦ ହଜିଯାଉଛି । ନଦୀ ଫୁଲିଲେ ବଢୁଛି ଚିନ୍ତା । ଗାଁ ଆଡକୁ ମାଡି ଆସୁଛି ବିପଦ । ରାୟଗଡ଼ା ପୌରାଞ୍ଚଳର ୧୧ ନମ୍ବର ୱାର୍ଡରେ ଥିବା ଅଣ୍ଟାରିଗୁଡା ଗାଁ । ଏଠି ଲୋକଙ୍କ ପାଇଁ ଦୁଃଖ ସାଜିଛି ନାଗାବଳୀ ନଦୀ । ଲଗାଣ ବର୍ଷା...
ଗତ ଦୁଇ ଦିନ ହେଲା କଳାହାଣ୍ଡି ଜିଲ୍ଲାରେ ଲଗାତର ଭାବେ ଜବତ ହେବାରେ ଲାଗିଛି ବାଘ ଛାଲ ସହ ନଖ ଏବଂ ଦାନ୍ତ । ଗତକାଲି ପୁଣି ଥରେ ଆଉ ୪ଟି ବାଘଛାଲକୁ ଜବତ କରିଛି ପୋଲିସ ଏବଂ ବନବିଭାଗର ମିଳିତ ଟିମ୍ । ବଫଲା ଗାଁର ରଙ୍ଗାଚରଣ...
ଆସନ୍ତାକାଲି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ରତ୍ନବେଦୀ ଛାଡ଼ି ଜନ୍ମବେଦୀକୁ ବିଜେ ହେବେ ମହାବାହୁ। ଏଥିପାଇଁ ରଥଖଳାରେ ପ୍ରସ୍ତୁତ ତିନି ରଥ । ଆଜି ସକାଳ ଧୂପ ସରିଲେ ରଥଖଳାକୁ ବିଜେ ହେବ ଆଜ୍ଞମାଳ । ଏହା ପରେ ସିଂହଦ୍ୱାର ସାମ୍ନାରେ ବିଜେ ହେବେ ତାଳଧ୍ୱଜ, ଦେବଦଳନ ଓ...
ଦିଲ୍ଲୀ ପୋଲିସକୁ ବଡ଼ ସଫଳତା । ୨୫ଶହ କୋଟିର ବ୍ରାଉନସୁଗାର ଜବତ କରିବା ସହ ଏକ ବଡ ରାକେଟର ପର୍ଦ୍ଦାଫାସ କରିଛି ଦିଲ୍ଲୀ ପୋଲିସ । ଏହାସହ ଏଥିରେ ସମ୍ପୃକ୍ତ ୪ଜଣଙ୍କୁ ଗିରଫ କରିଛି ଦିଲ୍ଲୀ ପୋଲିସ । ୪ ଜଣଙ୍କ ମଧ୍ୟରୁ ୩ଜଣଙ୍କୁ ହରିୟାଣାରୁ ଗିରଫ...
ବୁଡ଼ ପକାଇବା ବେଳେ ଅଘଟଣ । ଉତ୍ତରପ୍ରଦେଶ ଅଯୋଧ୍ୟାରେ ସରଜୁ ନଦୀର ଗୁପ୍ତାର ଘାଟରେ ବୁଡ଼ ପକାଇବା ବେଳେ ଗୋଟିଏ ପରିବାରର ୧୨ଜଣ ବୁଡ଼ି ଯାଇଛନ୍ତି । ସେମାନଙ୍କ ମଧ୍ୟରୁ ୬ ଜଣଙ୍କୁ ମୃତ୍ୟୁ ହୋଇ ଯାଇଛି ଏବଂ ୩ ଜଣଙ୍କୁ ଉଦ୍ଧାର କରାଯାଇଛି । ଉଦ୍ଧାର କରାଯାଇଥିବା...
ମୁମ୍ବାଇ : ତୈଳ ଦର ବୃଦ୍ଧି ପ୍ରତିବାଦରେ ବିରୋଧ ପ୍ରଦର୍ଶନ ସମୟରେ ବଡ଼ ଅଘଟଣ । ମହାରାଷ୍ଟ୍ରରେ ଶଗଡ଼ ଗାଡ଼ିରେ ଚଢ଼ି କେନ୍ଦ୍ର ସରକାରଙ୍କ ବିରୋଧରେ ଗର୍ଜନ ତର୍ଜନ କରୁଥିଲେ କଂଗ୍ରେସ କର୍ମୀ । ହେଲେ ହଠାତ୍ ଭାଙ୍ଗି ପଡ଼ିଥିଲା ଶଗଡ଼ ଗାଡ଼ି । ଫଳରେ ଏହି ଅଘଟଣା...
ଆଷାଢ ସରିବାକୁ ବସିଲାଣି, ଆଗକୁ ଶ୍ରାବଣ ହେଲେ ଚାଷ ଜମି ଫାଟି ଆଁ କଲାଣି । ଭଦ୍ରକ ଜିଲ୍ଲାର ବିଭିନ୍ନ ବ୍ଲକର ଚାଷ ଜମିର ଜିଲ୍ଲାରେ ଜୁନ ମାସରେ ସ୍ୱାଭାବିକ ଠାରୁ ଆଧା ପରିମାଣରେ ବର୍ଷା ହୋଇଛି । ନିଅଣ୍ଟିଆ ବର୍ଷାକୁ ନେଇ ଚାଷୀ କୂଳ ହତାଶ କୃଷି...