• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବର ...more

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।

less

Posts by

sudarshan
ତାଲିମ ନେଇ ନାହାନ୍ତି, ବାଉଁଶରେ ନିଖୁଣ କଳାକୃତି କରୁଛନ୍ତି ଚାଟ୍ ବିକାଳୀ

ଭୁବନେଶ୍ୱର ଶିଳ୍ପୀ ସୁଦର୍ଶନ ସାହୁ । ସେ କୌଣସି ତାଲିମ ପ୍ରାପ୍ତ ଶିଳ୍ପୀ ନୁହଁନ୍ତି । ସୁଦର୍ଶନଙ୍କ ପେଶା ଚାଟ୍ ବିକ୍ରି କରିବା କିନ୍ତୁ ଏକ ପରିସ୍ଥିତି ତାଙ୍କୁ ଏହି ବାଉଁଶ କାର୍ଯ୍ୟପ୍ରତି ଆକୃଷ୍ଟ କରେଇଥିଲା । ୨୦୦୬ରେ ପ୍ରଦର୍ଶନୀ ପଡିଆରେ ଜଣେ ବାଉଁଶ ବ୍ୟବସାୟୀ ତାଙ୍କୁ ଘରେ...

dengue
ଟ୍ୱିନ୍ ସିଟିକୁ ଘାରିଲାଣି ଡେଙ୍ଗୁ ଭୟ : କଟକ ତୁଳସୀପୁର ଓ ଥୋରିଆ ସାହିରୁ ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ୱର ପରେ କଟକ ସହରରେ ବୃଦ୍ଧି ପାଇବାରେ ଲାଗିଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା । ସହରର ୨୩ ଓ ୨୪ ନମ୍ବର ଓ୍ୱାର୍ଡଠାରୁ ଆରମ୍ଭ କରି ବିଡାନାସି, ଥୋରିଆ ସାହିରେ ଚିହ୍ନଟ ହେଲେଣି ଡେଙ୍ଗୁ ରୋଗୀ । ଏଥିପାଇଁ ସହରର ଅସ୍ୱାସ୍ଥ୍ୟକର ପରିବେଶକୁ ଦାୟୀ କରିଛନ୍ତି ସ୍ଥାନୀୟ ଲୋକେ...

zika-virus
କେରଳରେ ଜିକା ଭାଇରସ୍ ପ୍ରକୋପ : ୧୪ ସଂକ୍ରମିତ ଚିହ୍ନଟ ପରେ ସାରା ରାଜ୍ୟରେ ଆଲର୍ଟ ଜାରି

କେରଳରେ କରୋନା ମହାମାରୀ ଆତଙ୍କ ମଧ୍ୟରେ ବର୍ତ୍ତମାନ ଜିକା ଭାଇରସ୍ ଭୟ ସୃଷ୍ଟି କରୁଛି । ଜଣେ ଗର୍ଭବତୀ ମହିଳାଙ୍କ ସମେତ ୧୪ ଜଣ ଲୋକ ମଶା ଦ୍ୱାରା ଭାଇରସ୍ ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ସଂକ୍ରମଣ ଖବର ସ୍ପଷ୍ଟ ହେବା ପରେ ରାଜ୍ୟର ସମସ୍ତ ଜିଲ୍ଲାରେ...

corona death
ସୁନାର ସଂସାରକୁ ଚୁନା କରିଦେଲା ମହାମାରୀ, କରୋନାରେ ୪ ରୋଜଗାରିଆ ପୁରୁଷ ଲୋକଙ୍କ ମୃତ୍ୟୁ ପରେ . . . .

ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅଙ୍ଗାର ଗାଁର ସମା ସାହୁଙ୍କର ପରିବାର ଏବେ ଦୁର୍ଦ୍ଦିନରେ । ତାଙ୍କ ମୁଣ୍ଡରୁ ସିନ୍ଦୂର ପୋଛି ନେଇଥିବା ଅଦୃଶ୍ୟ ଭାଇରସର ଭୟଙ୍କର ରୂପ ଆଜି ବି ଗୋଟି ଗୋଟି ହୋଇ ମନେ ପଡୁଛି । କେବଳ ଯେ ସେ ସ୍ୱାମୀଙ୍କୁ ହରାଇଛନ୍ତି ତା’...

missile silos
ଭୂମି ତଳେ ଷଡ଼ଯନ୍ତ୍ର ରଚୁଛି ଭୂମାଫିଆ ଚୀନ୍

ଭୂମି ତଳେ ଷଡ଼ଯନ୍ତ୍ର ରଚୁଛି ଭୂମାଫିଆ ଚୀନ୍ । ସବୁ ଦେଶ ଉପରେ ପ୍ରଭୁତ୍ୱ ଜାହିର କରିବାକୁ ପରମାଣୁ ଅସ୍ତ୍ରଶସ୍ତ୍ର କ୍ଷମତା ବଢ଼ାଇବାରେ ଲାଗିଛି ଡ୍ରାଗନ୍ । ଚୀନ୍ ନିଜର ଉତ୍ତର-ପଶ୍ଚିମ ଅଞ୍ଚଳର ମରୁଭୂମିରେ ୧୧୯ଟି ନୂତନ ମିସାଇଲ୍ ସାଇଲୋ ନିର୍ମାଣ କରୁଛି ।

bhanjanagar
ମନେ ପଡ଼ି ଯାଉଛି ସୁଖର ଦିନ : ସ୍ୱାମୀଙ୍କ ଫଟୋକୁ ଛାତିରେ ଜାବୁଡ଼ି ବାହୁନି କାନ୍ଦୁଛନ୍ତି ବିଧବା ମହିଳା

କରୋନା ମହାମାରୀ ଆସିଲା କେତେ ଲୋକଙ୍କ ଜୀବିକା ବୁଡାଇଲା ତ କେତେ ଲୋକଙ୍କ ଜୀବନ ନେଲା । ଏବେ ଅନେକ ପରିବାର ନିଜ ଆତ୍ମୀୟ ପରିଜନକୁ ହରାଇ ଦୁଃଖ ଦୁର୍ଦ୍ଦଶାରେ ଜୀବନ ବିତାଉଛନ୍ତି । ଦୁଇ ଛୁଆକୁ ବାପଛେଉଣ୍ଡ କରିଦେଲା ଅଦୃଶ୍ୟ ଭାଇରସ୍ । ମହାମାରୀରେ ଆପଣାର ମଣିଷ...

MURDER
ପାରିବାରିକ କଳହର କରୁଣ ପରିଣତି : ରୋଷେଇ କରିବାକୁ ମନା କରିବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

ରୋଷେଇ କରିବାକୁ ମନା କରିବାରୁ ସୈତାନ ପାଲଟିଲା ସାତ ଜନମର ସାଥୀ । ପ୍ରେମ ବିବାହର ୩ ବର୍ଷ ପରେ ସ୍ତ୍ରୀକୁ ନିର୍ମମ ହତ୍ୟା । ସବୁ ଦିନ ଖୁସିରେ ରଖିବାର କଥା ଦେଇ ଘରକୁ ଆଣିଥିବା ଲକ୍ଷ୍ମୀକୁ ଜୀବନରୁ ମାରି ଦେବାପରେ ବେଡ୍ ଭିତରେ ଲୁଚାଇ ରଖିଥିଲା...

CabinetReshuffle
ବଦଳିଲା କେନ୍ଦ୍ର କ୍ୟାବିନେଟର ଚେହେରା

ବଦଳିଲା କେନ୍ଦ୍ର କ୍ୟାବିନେଟର ଚେହେରା । ଦ୍ୱିତୀୟ ପାଳିର ପ୍ରଥମ ସଂପ୍ରସାରଣରେ ୧୫ କ୍ୟାବିନେଟ୍ ମନ୍ତ୍ରୀଙ୍କ ସହ ୪୩ ମନ୍ତ୍ରୀ ସାମିଲ ହୋଇଛନ୍ତି ।

child touture
୭ବର୍ଷର ଶିଶୁକୁ ନିର୍ଯାତନା ଘଟଣା : ଔଷଧ ଓ ଖାଦ୍ୟ ଦେବା ସହ ଯତ୍ନ ନେଉଛି ଚାଇଲ୍ଡ ହେଲ୍ପ ଲାଇନ

ବାଲିପାଟଣା ଅଂଚଳରେ ଜଣେ ୭ବର୍ଷର ଶିଶୁକୁ ସାବତ ମା ଓ ବାପା ନିର୍ଯାତନା ଦେବା ସହ ପେଟପୁରା ଖାଇବାକୁ ଦେଉ ନଥିଲେ । ବାପାର ସୈତାନୀ କାଣ୍ଡ ସମ୍ପର୍କରେ ଶୁଣିଲେ ଆଖିରେ ଲୁହ ଆସିଯିବ । କେତେବେଳେ ତାକୁ ଗରମ ପାଣିରେ ବୁଡାଇ ଦିଆ ଯାଉଥିଲା ଆଇ କେତେବେଳେ...

Bishweswar tudu
ଆଦିବାସୀ ବହୁଳ ଜିଲ୍ଲାରୁ ପାର୍ଲାମେଣ୍ଟ୍ : ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିଶେଶ୍ୱର ଟୁଡୁ

ଦାୟିତ୍ୱ ଗ୍ରହଣ କଲେ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ । କେନ୍ଦ୍ର ଜଳଶକ୍ତି ମନ୍ତ୍ରାଳୟର ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ । ଜଳଶକ୍ତି ମନ୍ତ୍ରାଳୟର କ୍ୟାବିନେଟ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ୱତ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁଙ୍କୁ ମନ୍ତ୍ରାଳୟରେ ସ୍ୱାଗତ କରିଥିଲେ ।...

pakhala-boosts-immunity
ପଖାଳ ବଢ଼ାଏ ରୋଗ ପ୍ରତିରୋଧକ ଶକ୍ତି

ଗର୍ଭବତୀ ମହିଳାଙ୍କ କ୍ଷେତ୍ରରେ ଏହି ପଖାଳ ଅନେକ ଉପାଦେୟ ବୋଲି ଗବେଷଣାରେ ଜଣାଇଛନ୍ତି । ଏହି ତୋରାଣୀ ପିଇବା ଦ୍ୱାରା ଶରୀରରେ ଅପପୁଷ୍ଟିର ଅଭାବ ଦୂର ହୋଇପାରିବ ବୋଲି ଜଣାପଡିଛି । ପଖାଳରର ତୋରାଣୀରେ ଏସଇଏଫଏ ଉପାଦାନ ଥିବା ସହ ଲାକ୍ଟୋବାସିଲସ୍ ସଂକ୍ରମଣ ସହ ଲଢ଼ିବା ପାଇଁ ଶକ୍ତି...

basudevpur
ଆର ପାରିରେ ସ୍ୱାମୀ, ଘର ଚଳାଇବା ପାଇଁ ଗାଁ ଗାଁ ବୁଲି ସାଇକେଲରେ ଶାଢୀ ବିକୁଛନ୍ତି ମହିଳା

ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ଇରମ ପଂଚାୟତର କୃଷ୍ଣନଗର ପଟଣା ଗାଁର ଶୁଭଲକ୍ଷ୍ମୀ ଓଝା । ପରିବାର କହିଲେ ଦୁଇ ପୁଅ । ମଧୁମେହ ରୋଗରେ ଆକ୍ରାନ୍ତହୋଇ ମହେଶ୍ୱର ଦୁଇବର୍ଷ ତଳେ ଆରପାରିକୁ ଚାଲିଗଲେ । ଧାର ଉଦ୍ଧାର କରି ଚିକିତ୍ସା କରିଥିଲେ ବି ସ୍ୱାମୀକୁ ବଂଚାଇ ପାରିନଥିଲେ...

Odisha’s Tribal Youtuber
ଦିନ ମଜୁରିଆରୁ ଲକ୍ଷପତି ୟୁଟ୍ୟୁବର୍ ଇସାକ୍ ମୁଣ୍ଡା

ଇସାକ୍ ମୁଣ୍ଡା ସଉକରେ ଗୋଟିଏ ଭିଡିଓ କରି ନିଜର ୟୁଟ୍ୟୁବ୍ ଆକାଉଣ୍ଟରେ ଅପଲୋଡ୍ କରିଥିଲେ। ସେ ଚିନ୍ତା କରିନଥିଲେ ତାଙ୍କ ଭିଡିଓ ଗୁଡ଼ିକୁ ବହୁତ୍ ଲୋକ ପସନ୍ଦ କଲେ। ଏବେ ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି।

Railway NTPC Recruitment
ଗ୍ରାଜୁଏଟଙ୍କୁ ଚାକିରି ସୁଯୋଗ ଦେଉଛି ଭାରତୀୟ ରେଳବାଇ

ସ୍ନାତକ ପାସ୍ ପିଲାଙ୍କୁ ଚାକିରି ସୁଯୋଗ ଦେଉଛି ଭାରତୀୟ ରେଳବାଇ । ପଶ୍ଚିମ କେନ୍ଦ୍ରୀୟ ରେଳ General Departmental Competitive ପରୀକ୍ଷା (GDCE) ଅଧୀନରେ NTPC ର ୩୮ଟି ପଦବୀ ପୂରଣ ପାଇଁ ବିଜ୍ଞାପନ ପ୍ରକାଶ ପାଇଛି । ଏଥିପାଇଁ ପଶ୍ଚିମ କେନ୍ଦ୍ରୀୟ ରେଳ...

pregnant women
ଟିକାକରଣ କେନ୍ଦ୍ରରେ ଲାଇନରେ ଛିଡ଼ା ହେବେନି ଗର୍ଭବତୀ : ତିଆରି ହେବ ସ୍ୱତନ୍ତ୍ର ପ୍ରତୀକ୍ଷାଳୟ

ଟିକା ନେବାକୁ ଆସୁଥିବା ଗର୍ଭବତୀ ଧାଡ଼ିରେ ଛିଡ଼ା ହେବେ ନାହିଁ । ଏଣୁ ଟିକାକରଣ କେନ୍ଦ୍ରରେ ସେମାନଙ୍କ ପାଇଁ ସ୍ୱତନ୍ତ୍ର ପ୍ରତୀକ୍ଷାଳୟ ତିଆରି କରାଯିବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି । ତା ସହିତ ଟିକା ନେବା ପରେ ପାର୍ଶ୍ୱ ପ୍ରତିକ୍ରିୟା ରହୁଛି କି...

bamboo ornament
ବିଦେଶରେ ବିକ୍ରି ହେବ ଆଦିବାସୀ ମହିଳାଙ୍କ ବାଉଁଶ ତିଆରି ଗହଣା

ରାୟଗଡା ଜିଲ୍ଳା ବଡ ଚାନ୍ଦିଲୀ ଗ୍ରାମର ଆଦିବାସୀ ଯୁବତୀ ମାନେ ତିଆରି କରୁଛନ୍ତି ଏଭଳି ଗହଣା । ଜଙ୍ଗଲରୁ ବାଉଁଶ ସଂଗ୍ରହ କରି ବିଭିନ୍ନ ସାଇଜରେ କାଟିବା ପରେ ତାକୁ ପଲିସ କରୁଛନ୍ତି । ଆଉ ସେଥିରେ ରଙ୍ଗଦେଇ ଆବଶ୍ୟକ ମୁତାବକ ହାତତି ଆରି ସାମଗ୍ରୀ ପ୍ରସ୍ତୁତ...

himachal
ତୃତୀୟ ଲହରୀକୁ ଖୋଲାଖୋଲି ଆମନ୍ତ୍ରଣ! ମସୁରୀର ଜଳପ୍ରପାତରେ ଗାଧୋଉଛନ୍ତି ହଜାର ହଜାର ଲୋକ

ଦ୍ୱିତୀୟ ଲହରୀ ସାମାନ୍ୟ ଥମିଥିବା ବେଳେ ବେପରୁଆ ହୋଇଯାଇଛନ୍ତି ଜନସାଧାରଣ । ଅନେକ ରାଜ୍ୟରେ କରୋନା କଟକଣା ହଟାଇବା ଯୋଗୁଁ ଲୋକଙ୍କ ଭିଡି ଜମୁଛି । ଦେଶର ଭିନ୍ନ ଭିନ୍ନ ସ୍ଥାନରେ ଲୋକ ପାହାଡ଼ିଆ ଅଞ୍ଚଳକୁ ବୁଲିବା ପାଇଁ ଯାଉଛନ୍ତି । ଉତ୍ତରାଖଣ୍ଡର ମସୁରୀ-ନୈନିତାଲ ଭଳି ପର୍ଯ୍ୟଟନସ୍ଥଳୀରେ...

 Cabinet reshuffle
କ୍ୟାବିନେଟ ମନ୍ତ୍ରୀ ଭାବେ ୧୫ ଜଣଙ୍କୁ ଶପଥ ପାଠ କରାଇଲେ ରାଷ୍ଟ୍ରପତି

ବଦଳିଲା କେନ୍ଦ୍ର କ୍ୟାବିନେଟର ଚେହେରା । ଦ୍ୱିତୀୟ ପାଳିର ପ୍ରଥମ ସଂପ୍ରସାରଣରେ ୧୫ କ୍ୟାବିନେଟ୍ ମନ୍ତ୍ରୀଙ୍କ ସହ ୪୩ ମନ୍ତ୍ରୀ ସାମିଲ ହୋଇଛନ୍ତି । କ୍ୟାବିନେଟ ମନ୍ତ୍ରୀ ଭାବେ ୧୫ ଜଣଙ୍କୁ ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି । ସେମାନେ ହେଲେ ନାରାୟଣ ରାଣେ, ସର୍ବାନନ୍ଦ ସୋନୱାଲ,...

Cabinet Ministers Resigned
ମୋଦିଙ୍କ ମନ୍ତ୍ରିମଣ୍ଡଳରୁ ୧୨ ମନ୍ତ୍ରୀଙ୍କ ଇସ୍ତଫା

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ୧୨ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି । କେନ୍ଦ୍ର କ୍ୟାବିନେଟ ସମ୍ପ୍ରସାରଣର ପୂର୍ବରୁ କେନ୍ଦ୍ର ଆଇନ ତଥା ଆଇଟି ମନ୍ତ୍ରୀ ରବି ଶଙ୍କର ପ୍ରସାଦ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକରଙ୍କ ସମେତ ୧୨ ଜଣ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି...

Modi Cabinet
ମୋଦିଙ୍କ ନୂଆ ଟିମ୍ : ୧୦ ଜଣଙ୍କୁ ପଦୋନ୍ନତି, ୩୩ ନୂଆ ଚେହେରା

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ ଆସିଛି ମନ୍ତ୍ରୀ ତାଲିକା । ୪୩ ମନ୍ତ୍ରୀ ଆଉ କିଛି ସମୟ ପରେ ନେବେ ଶପଥ । ଏହି ତାଲିକାରେ ନାରାୟଣ ରାଣେ, ସର୍ବାନନ୍ଦ ସୋନଓ୍ୱାଲ, ଡର ବୀରେନ୍ଦ୍ର କୁମାର, ଜ୍ୟୋତିରାଦିତ୍ୟ ସିନ୍ଧିଆ, ଆର. ପି. ସିଂହ, ଅଶ୍ୱିନୀ ବୈଷ୍ଣବ, ପଶୁପତି ପାରସ, କିରନ ରିଜିଜୁ,...

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।