ପୁରୁଣା ପ୍ରସଙ୍ଗ ସବୁ ଉଠାଇବାକୁ ଭୁବନେଶ୍ୱର ଶଙ୍ଖ ଭବନରେ ବସିଥିବା ବିଜେଡି କାର୍ଯ୍ୟକାରିଣୀରେ ନିଷ୍ପତ୍ତି ହୋଇଛି ।
ପ୍ରତୀକାତ୍ମକ ଭାବେ ଟୋକେଇରେ ନକଲି ନୋଟ୍ ରଖି ଅଭିନବ ଢଙ୍ଗରେ ଆଜି ବିଜେପି ପ୍ରତିବାଦ କରିଛି ।
ସମଗ୍ର ଦେଶର ସାମ୍ବାଦିକଙ୍କ ଅର୍ଥନୈତିକ, ସାମାଜିକ ଓ ବୃତ୍ତିଗତ କଲ୍ୟାଣ ଉଦ୍ଦେଶ୍ୟରେ ଜର୍ଣ୍ଣାଲିଷ୍ଟ ଡେଭଲପମେଣ୍ଟ କାଉନସିଲ୍ ଅଫ୍ ଇଣ୍ଡିଆ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନେଇଛି ।
ନଳୀକୁମ୍ପା ଜଙ୍ଗଲକୁ ଘେରି ଜୋରଦାର ଅପରେସନ କରାଯାଉଛି । ମାଓବାଦୀ ଜଙ୍ଗଲ ଭିତରେ IED ଓ ଲ୍ୟାଣ୍ଡମାଇନ୍ ବିଛାଇଥିବା ସନ୍ଦେହ ।
ଦେଖୁ ଦେଖୁ ଚାରିଆଡ଼େ ବ୍ୟାପି ଯାଉଛି ନିଆଁ । ହଠାତ୍ ମାଡ଼ି ଯାଉଛି ନିଆଁ, କେତେବେଳେ ଛାତ ଉପରେ ତ କେତେବେଳେ ଜଳି ଯାଉଛି ଲୁଗାପଟା ସହ ଆସବାବପତ୍ର ।
ଗତକାଲି ସନ୍ଧ୍ୟାରେ ସୁଟିଂ ସରିବା ପରେ ୪୭ ବର୍ଷୀୟ ଶ୍ରେୟସ୍ଙ୍କୁ ହାର୍ଟ ଆଟାକ୍ ହୋଇଥିଲା । ଏହାପରେ ଅଚାନକ୍ ତଳେ ପଡ଼ି ଶ୍ରେୟସ୍ ବେହୋସ୍ ହୋଇଯାଇଥିଲେ ।
ଗୋଟିଏପଟେ ଦିଲ୍ଲୀ ରାଜରାସ୍ତାରେ ଦୁର୍ଘଟଣାରେ କଲରାପତରିଆ ବାଘର ପ୍ରାଣ ଚାଲି ଯାଇଥିବା ବେଳେ ଅନ୍ୟପଟେ ମହାରାଷ୍ଟ୍ର ନାସିକରେ ଜୀବନ ବିକଳରେ ଆଉ ଏକ କଲରାପତରିଆ ବାଘ ହସ୍ପିଟାଲରେ ପଶି ଯାଇଥିବା ଦେଖିବାକୁ ମିଳିଛି ।
ଭୋଜି ଭାତ ପରେ ବଡ଼ ଟପ୍ ଓ ବାଲ୍ଟି, ଡଙ୍କି, ଚାପା, ଡାବୁ, ଆଦି ରୋଷେଇରେ ବ୍ୟବହୃତ ଉପକରଣକୁ ବିଦ୍ୟାଳୟର ୧୦ରୁ ଅଧିକ ଛାତ୍ର ସଫା କରୁଥିବା ଦେଖିବାକୁ ମିଳିଥିଲା ।
୨୦୧୬ ମସିହା ଡିସେମ୍ବର ମାସରେ ୪ ବର୍ଷର ଶିଶୁପୁତ୍ରକୁ ବୁଲା କୁକୁର କାମୁଡ଼ି ମାରି ଦେଇଥିଲା । ପର୍ଯ୍ୟଟନ ସହର ପୁରୀରେ ଏହି ଲୋମ ଟାଙ୍କୁରା ଘଟଣା ଘଟିଥିଲା ।
ପଞ୍ଚାୟତ ସ୍ତରୀୟ ଗଣିତ ପରୀକ୍ଷା ଦେବାକୁ ପ୍ରଧାନ ଶିକ୍ଷୟିତ୍ରୀ ୬ କିଲୋମିଟର ଛାତ୍ରୀମାନଙ୍କୁ ଚଲାଇ ପରୀକ୍ଷା କେନ୍ଦ୍ରକୁ ନେବା ଆଣିବା କରିଥିବା ସୂଚନା ମିଳିଛି ।
ଆବେଦନ ପାଇଁ ସୀମିତ ସମୟ ଥିବାରୁ ନବରଙ୍ଗପୁର ୟୁନିୟନ ବ୍ୟାଙ୍କରେ ଟଙ୍କା ପୈଠ ଏବଂ ବ୍ୟାଙ୍କରେ ଖାତା ଖୋଲିବା ଲାଗି ବ୍ୟାଙ୍କ ସାମ୍ନାରେ ଭିଡ଼ ଦେଖିବାକୁ ମିଳିଛି l
ଗତକାଲି ୪ଟି ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳେ ଥିଲା । କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀରୁ ତଳକୁ ଖସିବା ଫଳରେ ଏହା ସାଧାରଣ ଜୀବନ ଯାତ୍ରାକୁ ପ୍ରଭାବିତ କରିଛି ।
ଶିଶୁଟିକୁ ଉଦ୍ଧାର କରାଯିବା ପରେ ଚାରିଆଡ଼େ ଖୁସିର ଲହରି ଖେଳି ଯାଇଛି । ବିଶେଷ କରି ଓଡ୍ରାଫ ଓ ଅଗ୍ନିଶମ ବାହିନୀଙ୍କ ପ୍ରାଣମୂର୍ଚ୍ଛା ଉଦ୍ୟମ ଯୋଗୁ ଶିଶୁଟି ସୁରକ୍ଷିତ ଭାବେ ପାଇପ୍ରୁ ଉଦ୍ଧାର ହୋଇଛି ।
BMC କେବଳ ଫାଇନ ଆଦାୟ କରିନି ବରଂ ବିଜ୍ଞାପନ ଲଗାଇଥିବା ସଂସ୍ଥା ନାମରେ ଥାନାରେ ଏତଲା ବି ଦେଇଛି ।
‘ମୋଦିଙ୍କ ଗ୍ୟାରେଣ୍ଟିର ସଫଳତାକୁ କଳାହାଣ୍ଡିରୁ କେନ୍ଦ୍ରାପଡ଼ା, ମାଲକାନଗିରିରୁ ମୟୂରଭଞ୍ଜ ଯାଏ ଲୋକେ ଅନୁଭବ କଲେଣି । ତେଣୁ ୨୪ ନିର୍ବାଚନରେ କ୍ଷମତାକୁ ଆସିବ ବିଜେପି ’ ବୋଲି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା କହିଛନ୍ତି ।
ବ୍ଲାକମେଲିଂ ସାମ୍ରାଜ୍ୟ ସମ୍ପର୍କରେ ଗଣମାଧ୍ୟମ ପଚାରିଥିବା ପ୍ରଶ୍ନରେ ଅର୍ଚ୍ଚନା ନାଗ କହିଥିଲେ, ସବୁ ତଥ୍ୟ ପ୍ରମାଣ କୋର୍ଟରେ ଦାଖଲ କରିବେ । କୋର୍ଟଙ୍କ ଉପରେ ଭରସା ଅଛି ।
ଇଣ୍ଟିଗ୍ରେଟେଡ୍ ଭୋକେସନାଲ ପାଠ୍ୟକ୍ରମର ପ୍ରାକ୍ଟିକାଲ୍ କରିବାକୁ ମଧ୍ୟ ନିଷ୍ପତ୍ତି ହୋଇଛି । ୧୫ ମାର୍କ ବିଶିଷ୍ଟ ପ୍ରାକ୍ଟିକାଲ୍ ପାଇଁ ୨ ଘଣ୍ଟା, ୬୦, ୩୦ ଓ ୨୦ ମାର୍କ ପରୀକ୍ଷା ପାଇଁ ୩ ଘଣ୍ଟା ଧାର୍ଯ୍ୟ ହୋଇଛି ।
ପାରାଦୀପ ସମୁଦ୍ରରୁ ଧରା ହୋଇଥିବା ବିରଳ ମାଛ ଲକ୍ଷାଧିକ ଟଙ୍କାରେ ନିଲାମ ହୋଇଛି । ଏହାର ଓଜନ ୩ କୁଇଣ୍ଟାଲରୁ ଅଧିକ ରହିଛି ।
୧୧ ଦିନ ହେଲାଣି କ୍ରିଉ ମେମ୍ବରଙ୍କୁ ଅଟକ ରଖି ତନାଘନା ଚଳାଇଛି ତଦନ୍ତକାରୀ ସଂସ୍ଥା । ସ୍କୁବା ଡାଇଭର ପାଣିରେ ବୁଡ଼ି ଜାହାଜର ନିମ୍ନ ଭାଗ ଯାଞ୍ଚ କରିଛନ୍ତି ।
ଆଜି ଜମ୍ମୁ ଓ କାଶ୍ମୀରର ଭାଗ୍ୟ ନିର୍ଦ୍ଧାରଣ ଧାରା ୩୭୦ ଉଚ୍ଛେଦ ଉପରେ ସୁପ୍ରିମକୋର୍ଟ ଚୂଡ଼ାନ୍ତ ରାୟ ଦେବେ ।