ରାଇମୋହନଙ୍କ ମୃତ୍ୟୁକୁ ନେଇ ଶ୍ରୀତମ କହିଛନ୍ତି, ‘ନିଜକୁ ତିଆରି କରିଥିବା ମଣିଷ ହଠାତ୍ ଆତ୍ମହତ୍ୟା କରିବା କଥା ବିଶ୍ୱାସ ହେଉନି। ତେଣୁ ନିଶ୍ଚିତ ଭାବେ ଏହାର ତଦନ୍ତ କରାଯାଉ।’
ଅଚାନକ୍ ରାଇମୋହନଙ୍କ ମୃତ୍ୟୁକୁ କେହିବି ସହଜରେ ଗ୍ରହଣ କରିପାରୁ ନାହାନ୍ତି। ବରିଷ୍ଠ ଅଭିନେତା ସିଦ୍ଧାନ୍ତ ମହାପାତ୍ର କହିଛନ୍ତି, ‘ବିଶ୍ୱାସ ହେଉନି ରାଇ ଭାଇ ଆତ୍ମହତ୍ୟା କରିଛନ୍ତି।
ବିଦ୍ରୋହୀ ବିଧାୟକ ଯେଉଁମାନେ ଉଦ୍ଧବ ସରକାରଙ୍କୁ ବିରୋଧ କରୁଛନ୍ତି, ସେମାନେ ବର୍ତ୍ତମାନ ଆସାମର ଗୌହାଟିରେ ଅଛନ୍ତି। ବର୍ତ୍ତମାନ ସେମାନଙ୍କର ଠିକଣା Radisson Blu ହୋଟେଲ୍।
ସହଯୋଗୀ ଦଳଙ୍କ ଉପସ୍ଥିତିରେ ଦ୍ରୌପଦୀ ମୁର୍ମୁ ନାମାଙ୍କନ ଦାଖଲ କରିବେ। ବିଜେଡି, YSR କଂଗ୍ରେସ, ଜେଡିୟୁ ପରି ଦଳ ପ୍ରସ୍ତାବକ ରହିବେ।
୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।
ନିଜ ପୁଅକୁ ନିଜ ହାତରେ ହତ୍ୟା କଲା ବାପା। ଶେଷରେ ପଶ୍ଚାତାପ କରି ନିଜେ ଆତ୍ମହତ୍ୟା କରି ଜୀବନ ହାରିଛନ୍ତି। ପୁଅ ଅନ୍ୟ ଜାତିରେ ବିବାହ କରିବାରୁ ଘରେ ବିବାଦ ଲାଗି ରହିଥିଲା।
ଗୋଟିଏପଟେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କ ଅଡୁଆ ବଢ଼ି ଚାଲିଥିବାବେଳେ ଅନ୍ୟପଟେ ବିଦ୍ରୋହୀ ନେତା ଏକନାଥଙ୍କ ସିନ୍ଦେଙ୍କ ସମର୍ଥକଙ୍କ ସଂଖ୍ୟା ବଢ଼ି ଚାଲିଛି।
ବିବାହ ପ୍ରୋସେସନରେ ନାଚ, ଗୀତରେ ଖୁସିରେ ମଜି ଯାଇଥିଲେ ବରଯାତ୍ରୀ। ହେଲେ ହଠାତ୍ ଏମିତି କିଛି ଘଟିଲା, ଯାହା ସମସ୍ତଙ୍କୁ ସ୍ତବ୍ଧ କରି ଦେଇଥିଲା। ଖୁସିର ମାହୋଲରେ ଖେଳି ଯାଇଥିଲା ଦୁଃଖର ଛାୟା।
ଅଭିନେତ୍ରୀ ରଶ୍ମିରେଖାଙ୍କ ମୃତ୍ୟୁ ପୂର୍ବର ଭିଡିଓ ଏବେ ସାମ୍ନାକୁ ଆସିଛି। ରଶ୍ମିରେଖା ଏକ ବାର୍ରେ ଡ୍ୟାନ୍ସ କରୁଥିବା ଏହି ଭାଇରାଲ୍ ଭିଡିଓରେ ଦେଖିବାକୁ ମିଳିଛି।
ସୁନା ଓ ରୁପା ଦର ଆଜି ହ୍ରାସ ପାଇଥିବା ଦେଖିବାକୁ ମିଳିଛି। MCXରେ ସୁନା ୦.୨୧% ଅର୍ଥାତ୍ ୧୦୬ ଟଙ୍କା ହ୍ରାସ ପାଇ ପ୍ରତି ୧୦ ଗ୍ରାମକୁ ୫୦,୭୯୮ ଟଙ୍କାରେ କାରବାର ଚାଲିଥିବା ଦେଖିବାକୁ ମିଳିଛି।
ଗରିବ ଖଟିଖିଆ ଲୋକଙ୍କୁ ପୋଲିସ୍ ବାବୁଙ୍କ ନାଲି ଆଖି। ଜୟପୁର ଟାଉନଥାନା ଅଧିକାରୀ ସଞ୍ଜୟ ମଣ୍ଡଳ ଲୋକଙ୍କୁ ଧମକଚମକ ଦେଉଥିବା ଅଭିଯୋଗ ହୋଇଛି।
ଭୁବନେଶ୍ୱର ରେଲ୍ୱେ ଷ୍ଟେସନ ପ୍ଲାଟ୍ଫର୍ମରୁ ଜଣେ ଯୁବତୀ ନିଖୋଜ ନେଇ ଅଭିଯୋଗ ହୋଇଛି। ୬ ନମ୍ବର ପ୍ଲାଟ୍ଫର୍ମରେ ଓହ୍ଲାଇଥିବା ନେଇ ପରିବାର ଲୋକଙ୍କୁ ଜଣାଇଥିଲେ।
ରାଜ୍ୟ ନ୍ୟାୟପାଳିକାର ପ୍ରଦର୍ଶନ ନେଇ ଦେଶରେ ପ୍ରଥମ ଥର ପାଇଁ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ପକ୍ଷରୁ ବାର୍ଷିକ ରିପୋର୍ଟ ପ୍ରକାଶ କରାଯାଇଛି। ୨୦୨୧ ସୁଦ୍ଧା ଓଡ଼ିଶା ହାଇକୋର୍ଟରେ ୧ ଲକ୍ଷ ୭୩ ହଜାର ୫୧୦ ମାମଲା ପଡ଼ି ରହିଛି।
ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ୍ ସନ୍ତୋଷ ପାତ୍ରଙ୍କୁ ନୋଟିସ୍ ଜାରି କରାଯାଇଛି। ଲିଭ୍ ଇନ୍ ରିଲେସନସିପ୍ରେ ଥିବା ବୟଫ୍ରେଣ୍ଡ୍ ସନ୍ତୋଷଙ୍କୁ ହାଜର ପାଇଁ ପୋଲିସ ନୋଟିସ୍ ଜାରି କରିଛି।
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଗତ ୨ ଦିନ ହେବ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହୋଇଛି। ଏଥିପାଇଁ ଆଜି ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର। ଧନୁ ରାଶିର ପ୍ରାତଃ ୦୬/୧୪ ଗତେ ମେଷ ରାଶିର ଘାତ ବାର - ତୁଳା, କୁମ୍ଭ ରାଶିର ପୁଷ୍କର ଦୋଷ - ମୃତ ବ୍ୟକ୍ତିର ପୁଷ୍କର ଦୋଷ, ନାସ୍ତି
କାହିଁକି ରଶ୍ମିରେଖା ଆତ୍ମହତ୍ୟା କଲେ, ଏବେ ତାର କାରଣ ଖୋଜୁଛି ପୋଲିସ। ଏଥିପାଇଁ ୨ ବଏଫ୍ରେଣ୍ଡଙ୍କୁ ଥାନାରେ ହାଜର ପାଇଁ କୁହାଯାଇଥିବା ପୋଲିସ ସୁତ୍ରରୁ ଜଣାପଡ଼ିଛି।
୩୪ ବିଦ୍ରୋହୀ ବିଧାୟକଙ୍କ ଏକନାଥ ସିନ୍ଧେଙ୍କ ସମର୍ଥନ ଜଣାଇବା ପରେ ଗାଦି ଯିବା ନିଶ୍ଚିତ ଜାଣି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ସରକାରୀ ବାସଭବନ ଛାଡ଼ିଛନ୍ତି।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ମାମଲାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଆସି ସାରିଥିବାରୁ ଦାୟର ସମସ୍ତ ମାମଲାର ଶୁଣାଣି କରି ହାଇକୋର୍ଟ ଏହାକୁ ରଦ୍ଦ କରିଛନ୍ତି।