ନୂଆଦିଲ୍ଲୀ: ପୂର୍ବ ମଧ୍ୟ ଆରବ ସାଗରରେ ସୃଷ୍ଟି ହୋଇଥିବା ଡିପ୍ ଡିିପ୍ରେସନ୍ ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇଛି। ଏହି ସାଇକ୍ଲୋନିକ ଷ୍ଟର୍ମ(ଘୂର୍ଣ୍ଣିଝଡ଼)ର ନାଁ ‘କ୍ୟାର’ ରଖାଯାଇଛି। ଏହା ଉତ୍ତରପୂର୍ବ ଦିଗକୁ ଧୀରେ ଧୀରେ ଗତି କରୁଛି। ଆଜି ସନ୍ଧ୍ୟା ସୁଦ୍ଧା ‘କ୍ୟାର’ ପୂର୍ବ ଓ ଉତ୍ତର ପୂର୍ବ ଦିଗକୁ...
ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆଜି ବି କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୧୧ଟି ଜିଲ୍ଲାବାସୀଙ୍କୁ ଆଜି ଦିନ ୧୦ଟା ୩୦ ଯାଏ...
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଗତ ୨ ଦିନ ଧରି ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଛି। କେଉଁଠି ତଳିଆ ଅଞ୍ଚଳରେ ପାଣି ପଶିଲାଣି ତ ଆଉ କେଉଁଠି ରାସ୍ତା ଉପରେ ପାଣିର ଲହଡ଼ି ଭାଙ୍ଗୁଛି। ଯେଉଁଥିପାଇଁ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଆଜି ମଧ୍ୟ କିଛି ସ୍ଥାନରେ...