ସରକାରୀ ଚାକିରି ଆଶାୟୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ(OSSC) ଖାଲି ପଡ଼ିଥିବା ବିଭିନ୍ନ ପଦବୀ ପାଇଁ ବିଜ୍ଞପ୍ତି ଜାରି କରିଛି। ଜୁନ୍ ୨୬ରେ ଅନ୍ଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହେବାକୁ ଥିବାବେଳେ ଜୁଲାଇ ୨୬ ଆବେଦନର ଶେଷ ତାରିଖ।
୮ ମହଲାର ବାଲ୍କୋନିରୁ ତଳକୁ ଖସିପଡ଼ିଲା ୫ ବର୍ଷର ଶିଶୁ। ଏଥିରେ ଶିଶୁଟିର ଜୀବନ ଚାଲି ଯାଇଛି।
ଜଣେ ୮ ବର୍ଷୀୟା ଝିଅ ଡେଲିଭରି ବୟଙ୍କ ବିରୋଧରେ ଅପହରଣ ଉଦ୍ୟମ ଓ ଜବରଦସ୍ତି ଛାତ ଉପର ନେବା ନେଇ ଅଭିଯୋଗ କରିଥିଲେ। ଏହାପରେ ସୋସାଇଟିରେ ହଇଚଇ ସୃଷ୍ଟି ହୋଇଥିଲା।
ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ମୃତକଙ୍କୁ ମିଳୁନି ମହାପ୍ରୟାଣ ଗାଡ଼ି। ଫଳରେ ସାଇକେଲରେ ବୁହା ହେଲା ମୃତଦେହ।
ରଜ ଦୋଳିରେ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଗତକାଲି ରାତିରେ ଯୁବକ ଜଣକ ସାଙ୍ଗମାନଙ୍କ ସହ ବୁଲିବାକୁ ଯାଇଥିଲେ।
ଶିମିଳିପାଳ ଅଭୟାରଣ୍ୟର ଗାମୁଛାଝରଣ ନିକଟରେ ପାଟ୍ରୋଲିଂ କରୁଥିବା ବେଳେ ଶିକାରୀ ଏବଂ ବନ କର୍ମଚାରୀ ମୁହାଁମୁହିଁ ହୋଇଥିଲେ। ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଫରେଷ୍ଟରଙ୍କ ମୃତ୍ୟୁ ହୋଇଥିବା ସୂଚନା।
ଭକ୍ତଙ୍କ ବିଶ୍ୱାସ ସହିତ ଖେଳ। ମହାପ୍ରଭୁଙ୍କ ଅବଢ଼ା ନାଁରେ ନକଲି ଅବଢ଼ା ବିକ୍ରି ଅଭିଯୋଗ। ପୁରୀ ପାଇକ ସାହିରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।
ବଜାରରେ ମିଳୁଥିବା ଅଧିକାଂଶ ଖାଇବା ପାଟିକୁ ସୁଆଦିଆ ଲାଗିଲେ ମଧ୍ୟ ଏହା ଶରୀର ପାଇଁ କ୍ଷତିକାରକ। କାରଣ ଏଥିରେ ରଙ୍ଗ ମିଶିବା ସହ ତେଲ, ମସଲା ଅଧିକ ଥାଏ।
ବସ୍ ଓ ଟ୍ରକ୍ ମଧ୍ୟରେ ଭୟଙ୍କର ଦୁର୍ଘଟଣା। ଏଥିରେ ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି।
ସ୍ୱାମୀଙ୍କ ହାତରେ ଧରାପଡ଼ିଗଲା ସ୍ତ୍ରୀର ପରକୀୟା ପ୍ରୀତି। ଏହାପରେ ସ୍ୱାମୀଙ୍କୁ ସବୁଦିନ ପାଇଁ ରାସ୍ତାରୁ ହଟାଇବା ପାଇଁ ପ୍ରେମିକ ସହ ମିଶି ସ୍ତ୍ରୀ କଲା ପ୍ଲାନ୍।
ଜମ୍ମୁ-କାଶ୍ମୀରର ଏଲ୍ଓସି ନିକଟରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୫ ବିଦେଶୀ ଆତଙ୍କବାଦୀ ନିହତ ହୋଇଛନ୍ତି।
ମ୍ୟାଚ୍ ଚାଲିଥିବା ବେଳେ ହଠାତ୍ ହେଲା ପାୱାରକଟ୍। ଆଉ ଅନ୍ଧାର ହୋଇଗଲା ଡ୍ରେସିଂ ରୁମ୍। ଗତକାଲି ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଭାରତ ଓ ଲେବାନନ୍ ମଧ୍ୟରେ ଇଣ୍ଟର କଣ୍ଟିନେଣ୍ଟାଲ ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଏଭଳି କିଛି ବିଦ୍ୟୁତ୍ ବିଭ୍ରାଟ ଘଟିଥିଲା।
ଲ୍ୟାଣ୍ଡଫଲ୍ ସମୟରେ ଓ ପରେ ବାତ୍ୟା 'ବିପର୍ଯ୍ୟୟ' ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଖାଲି ବ୍ୟାପକ କ୍ଷୟକ୍ଷତି ହୋଇନାହିଁ ବରଂ ଏ ସାମୁଦ୍ରିକ ଝଡ଼ବାତ୍ୟା ପ୍ରଭାବରେ ଗୁଜରାଟର ୧୦ଟି ଜିଲ୍ଲାବାସୀ ପ୍ରଭାବିତ ହୋଇଛନ୍ତି।
ବ୍ୟକ୍ତି ଜଣକ ନିଜ ମୃତ୍ୟୁର ମିଛ ନାଟକ ନିଜେ ହିଁ ରଚିଥିଲେ। ଏହା ପଛର କାରଣ ଜାଣିଲେ ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ। କଥାଟା ଶୁଣିକି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଘଟଣାଟି ସତ।
ଶସ୍ତା ହୋଇପାରେ ଖାଇବା ତେଲ। ସୋୟାବିନ ଓ ସୂର୍ଯ୍ୟମୁଖୀ ତେଲର ଆମଦାନୀ ଉପରୁ କେନ୍ଦ୍ର ସରକାର କଷ୍ଟମ ଡ୍ୟୁଟି ହ୍ରାସ କରିଛନ୍ତି।
ଭାରତ ସମେତ ବିଶ୍ୱରେ ଏମିତି ଅନେକ ଦେଶ ଅଛି ଯେଉଁଠି ବିନା ଅନୁମତିରେ ଆପଣ ଫୋନ୍ କଲ୍ ରେକର୍ଡିଂ କରିବା ବେଆଇନ୍। ତେବେ କିଛି ଥାର୍ଡ-ପାର୍ଟି ଆପ୍ ମାଧ୍ୟମରେ କଲ୍ ରେକର୍ଡିଂ ସମ୍ଭବପର ହୋଇଥାଏ।
ଜୁନ୍ ୧୯ ତାରିଖରେ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ ଅନୁଷ୍ଠିତ ହେବ। ତେବେ ଶୃଙ୍ଖଳିତ ନବଯୌବନ ଦର୍ଶନ ନେଇ ପ୍ରେସ୍ମିଟ୍ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି।
ଅନ୍ଧାର ରାତିରେ ମଝି ସମୁଦ୍ରରେ ବୁଡ଼ିଗଲା ଡଙ୍ଗା। ଏଥିରେ ୭୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅଧିକାଂଶ ଲୋକଙ୍କ କୌଣସି ପତ୍ତା ମିଳିପାନାହିଁ।
ଟ୍ରେନ୍ରେ କଟିଗଲେ ମା’,ଝିଅ। ସେପଟେ ଗୁରୁତର ଆହତ ହୋଇ ଜୀବନ ସହ ସଂଘର୍ଷ କରୁଛି ପୁଅ। ଆନ୍ଧ୍ର ପ୍ରଦେଶ ପଲାସା ଜିଆର୍ପି ଥାନା ଅଞ୍ଚଳରେ ଟ୍ରେନ୍ ଧକ୍କାରେ ଜଣେ ମହିଳା ଓ ତାଙ୍କର ୮ ମାସର ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଛି।
ବିଜେଡି ନେତା କାହ୍ନୁ ଚରଣ ସାହୁଙ୍କ ଉପରକୁ ଗୁଳିମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ରାତି ପ୍ରାୟ ୧୦ଟା ୪୫ ମିନିଟ୍ରେ ୩ ଜଣ ଦୁର୍ବୃତ୍ତ ବାଇକରେ ଆସି ତାଙ୍କ ଉପରକୁ ଦୁଇ ରାଉଣ୍ଡ ଗୁଳିମାଡ଼ କରିଥିଲେ।