• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

5-10
ଲୋମଶ ମଣିଷ, ଯାହାଙ୍କୁ ଦେଖିଲେ ଆପଣ ବି ଡରି ଯିବେ

ଗାଁରେ ସମସ୍ତେ ତାଙ୍କୁ ଜାଣନ୍ତି। ହେଲେ ଅସୁବିଧା ସେତେବେଳେ ହୋଇଥାଏ ଯେତେବେଳେ ସେ ଗାଁ ବାହାରକୁ କେଉଁଆଡ଼େ ଯାଆନ୍ତି।  ଆଉ ତାଙ୍କୁ ଜାଣି ନ ଥିବା ଲୋକେ ହଠାତ୍‌ ତାଙ୍କ ଚେହେରା ଦେଖିଲେ ଚମକି ଉଠନ୍ତି। ଆଉ ଚିତ୍କାର କରନ୍ତି।  ଏପରିକି ଛୁଆମାନେ ତାଙ୍କୁ ମାଙ୍କଡ଼ ବୋଲି ବି...

dengue
ବାଲେଶ୍ୱରରେ ଡେଙ୍ଗୁ ଆତଙ୍କ

ବାଲେଶ୍ୱର: ବାଲେଶ୍ୱରରେ ବ୍ୟାପୁଛି ଡେଙ୍ଗୁ। ବିଶେଷ କରି ଜଳେଶ୍ୱର ଓ ବାଲିଆପାଳ ବ୍ଲକରେ ଏହାର ପ୍ରାଦୁର୍ଭାବ ଦେଖିବାକୁ ମିଳିଛି। ଜଳେଶ୍ୱର ବ୍ଲକ ମହମ୍ମଦ ନଗର ପାଟଣାରେ ୧୫ ଦିନ ଭିତରେ ୨୦ରୁ ଅଧିକ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।  ଏମାନେ ସମସ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି ।...

representational image
ବଲାଙ୍ଗିରରେ ଶିଶୁ ବିକ୍ରି ଉଦ୍ୟମ ଅଭିଯୋଗ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାରେ ଶିଶୁ ବିକ୍ରି ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ଜିଲ୍ଲାର ସଇଁନ୍ତଲା ଥାନା ଅନ୍ତର୍ଗତ ଫପସି ଗାଁରେ ଏପରି ଉଦ୍ୟମ ହୋଇଥିବା ଜଣାଯାଇଛି। ଫପସି ଗାଁରେ ସରୋଜିନୀ ମହାକୁଡ ନାମକ ଜଣେ ମହିଳା ଗାଁର ବାଲମତି ସୁନାଙ୍କୁ ନିଜ ନବଜାତ ଶିଶୁକନ୍ୟାକୁ  ଦେବା ଲାଗି ଉଦ୍ୟମ...

bijepur
ବିଜେପୁର ଉପନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କଲେ ୩ ପ୍ରମୁଖ ଦଳର ପ୍ରାର୍ଥୀ

ପଦ୍ମପୁର: ବିଜେପୁର ଉପନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ତିନି ପ୍ରମୁଖ ଦଳର ପ୍ରାର୍ଥୀ। ପ୍ରଥମେ କଂଗ୍ରେସ ପ୍ରାର୍ଥୀ ଦିଲୀପ ପଣ୍ଡା ତାଙ୍କ ସମର୍ଥକଙ୍କ ଗହଣରେ ଯାଇ ପଦ୍ମପୁର ଉପଜିଲ୍ଲାପାଳଙ୍କ ଅଫିସରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ନାମାଙ୍କନ ବେଳେ କଂଗ୍ରେସ ନେତା ପ୍ରଦୀପ ମାଝୀ, ସମରେନ୍ଦ୍ର...

odisha
ମୃତ ବ୍ୟକ୍ତିକୁ ବଞ୍ଚାଇବାକୁ ହସ୍ପିଟାଲ ଭିତରେ ଝଡ଼ାଫୁଙ୍କା!

ବଲାଙ୍ଗିର: ଅନ୍ଧବିଶ୍ୱାସର ଅନ୍ଧ ଗଳିରୁ ମୁକୁଳି ପାରୁନି ମଣିଷ। ଯେଉଁଠି ଚିକିତ୍ସା ବିଜ୍ଞାନ ଫେଲ୍‌ ମାରୁଛି, ସେଠି ମଣିଷ ଗୁଣି ଗାରେଡ଼ି ଉପରେ ବିଶ୍ୱାସ କରୁଛି। ଏପରି ମାନସିକତା ଦୂର କରିବାକୁ ବହୁ ସଚେତନତାମୂଳକ କାର୍ଯ୍ୟକ୍ରମ ହାତକୁ ନିଆଯିବା ସତ୍ତ୍ୱେ ଏହା ଦୂର ହେଉନି। ସାପ କାମୁଡ଼ାରେ ଜଣେ...

lightning
ଝଡ଼ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ୫ଟି ଜିଲ୍ଲାରେ ଆଜି ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, ବାଲେଶ୍ୱର ଓ ଭଦ୍ରକ। ଦିନ ୧୨ଟା ୩୦...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।