• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

representationl image
ଜୁନାଗଡ଼ ଗଣଦୁଷ୍କର୍ମ ଘଟଣା; ରେକର୍ଡ ହେଲା ପୀଡ଼ିତାଙ୍କ ସାନି ବୟାନ

ଧର୍ମଗଡ଼(ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଜୁନାଗଡ଼ରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ପୁଲିସ୍‌ ଆଜି ପୀଡ଼ିତାଙ୍କ ସାନି ବୟାନ ରେକର୍ଡ କରିଛି। ମାମଲାର ତଦନ୍ତକାରୀ ଅଧିକାରୀ ଓ ମହିଳା ପୁଲିସଙ୍କ ଉପସ୍ଥିତିରେ ଧାରା ୧୬୧ ଅନୁଯାୟୀ ପୀଡିତାଙ୍କ ବୟାନ ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ଗିରଫ ଅଭିଯୁକ୍ତ ଲଳିନ୍ଦ୍ରକୁ ଆଜି...

jaga-kalia-2
କାଳିଆର ଅବସ୍ଥା ସଙ୍କଟାପନ୍ନ

କଟକ: କଟକ SCBରେ ଚିକିତ୍ସାଧୀନ ଥିବା ଜଗାକାଳିଆଙ୍କ ମଧ୍ୟରୁ କାଳିଆର ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି। କାଳିଆର ସ୍ୱାସ୍ଥ୍ୟାବସ୍ଥା ବିଗୁଡ଼ି ଥିବାରୁ ଏସ୍‌ସିବି ମେଡିକାଲ୍‌ର ଡାକ୍ତରୀ ଟିମ୍‌ ଦିଲ୍ଲୀ ଏମ୍ସର ସହାୟତା ଲୋଡ଼ିଛନ୍ତି। ଦୁଇଜଣ ବିଶେଷଜ୍ଞଙ୍କୁ ଏସ୍‌ସିବି ପଠାଇବା ପାଇଁ ଦିଲ୍ଲୀ ଏମ୍ସକୁ ରାଜ୍ୟ ସରକାର ଚିଠି...

heavy rainfall
ବର୍ଷା ସହ ବଜ୍ରପାତ ନେଇ ୮ ଜିଲ୍ଲାକୁ ସତର୍କ ସୂଚନା, ୨ ଜିଲ୍ଲାରେ ପ୍ରବଳ ‍ବର୍ଷିବ

ଭୁବନେଶ୍ୱର: ଉତ୍ତର ଓ ଉପକୂଳବର୍ତ୍ତୀ ଓଡ଼ିଶାର କେତେକ ସ୍ଥାନ ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଆଜି ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି ବର୍ଷା...

encounter
ଲୁଟ୍‌ କରି ଚମ୍ପଟ ବେଳେ ଡକାୟତଙ୍କୁ ପୁଲିସ୍‌ର ଏନ୍‌କାଉଣ୍ଟର

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ଗରାପୁର ଭିଜିଲାନ୍ସ ଅଫିସ ନିକଟରେ ପୁଲିସ୍ ଏନକାଉଣ୍ଟରରେ ଡକାୟତ ହୃଷିକେଶ ମଲ୍ଲିକ ଗୁରୁତର ଆହତ ହୋଇଛି। ତାର ଦୁଇଟି ଗୋଡ଼ରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାକୁ କେନ୍ଦ୍ରାପଡ଼ା ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ...

wanted naxal
ଆତ୍ମସମର୍ପଣ କଲା ଦୁର୍ଦ୍ଦାନ୍ତ ନକ୍ସଲ ମାଡକାମୀ ଦୁଲା

ମାଲକାନଗିରି(ଜିତେନ୍ଦ୍ର ବେଉରା): ଦୁର୍ଦ୍ଦାନ୍ତ ନକ୍ସଲ ମାଡକାମୀ ଦୁଲା ମାଲକାନଗିରି ପୁଲିସ୍‌ ନିକଟରେ ଗତକାଲି ଆତ୍ମସମର୍ପଣ କରିଛି। କୋରାପୁଟର ବୈପାରୀଗୁଡା ସମେତ ଜିଲ୍ଲାର ବିଭିନ୍ନ ସ୍ଥାନରେ ପୁଲିସ୍ ଉପରକୁ ଆକ୍ରମଣ  ଘଟଣାରେ ସେ ସାମିଲ ଥିଲା। ସେ ଆନ୍ଧ୍ର ଓଡ଼ିଶା ବର୍ଡର ଜୋନାଲ କମିଟିର ସଚିବ ଉଦୟର ସୁରକ୍ଷା ଦାୟିତ୍ୱରେ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।