• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

puri
ବଦଳିବ ପୁରୀ ସ୍ୱର୍ଗଦ୍ୱାରର ରୂପରେଖ

ପୁରୀ: ପୁରୀ ସ୍ୱର୍ଗଦ୍ୱାରର ରୂପରେଖ ବଦଳିବ। ଆନ୍ଧ୍ର ପ୍ରଦେଶ ଏବଂ ତେଲେଙ୍ଗାନାର ମହାପ୍ରସ୍ଥାନମ କ୍ରିମେଟୋରିୟମ୍ ଢାଞ୍ଚାରେ ସ୍ୱର୍ଗଦ୍ୱାରର ନବକଳେବର କରାଯିବ। ଏଥିପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତାବ କ୍ରମେ ହାଇଦ୍ରାବାଦରୁ ଏକ ଟିମ୍ ଆସି ସ୍ୱର୍ଗଦ୍ୱାରର ସ୍ଥିତି ଏବଂ ଅବସ୍ଥିତି ସମ୍ପର୍କରେ ଯାଞ୍ଚ କରିଥିଲା। ସେହିପରି ପୁରୀ ଜିଲ୍ଲାପାଳ ଏବଂ...

venu
ପ୍ରସିଦ୍ଧ ତେଲୁଗୁ ହାସ୍ୟ ଅଭିନେତା ଭେନୁ ମାଧବଙ୍କ ପରଲୋକ

ସିକନ୍ଦରାବାଦ: ପ୍ରସିଦ୍ଧ ତେଲୁଗୁ ହାସ୍ୟ ଅଭିନେତା ଭେନୁ ମାଧବଙ୍କ ପରଲୋକ ହୋଇ ଯାଇଛି।  ଆଜି ମଧ୍ୟାହ୍ନରେ ସିକନ୍ଦରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମିଳିଥିବା ସୂଚନା ଅନୁସାରେ, ୩୯ ବର୍ଷୀୟ ଏହି ହାସ୍ୟ ଅଭିନତାଙ୍କୁ ଆଇସିୟୁର ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଥିଲା। ଦୀର୍ଘଦିନ ହେବ...

fish
ମାଛ ଗୋଟାକ ୭ ଲକ୍ଷ !

ଚାନ୍ଦବାଲି: ମାଛର ମୂଲ୍ୟ ସାଢେ ୭ ଲକ୍ଷ ଟଙ୍କା। କଥାଟା ଶୁଣିକି ବିଶ୍ୱାସ ହେଉ ନ ଥିଲେ ବି ସତ।  ଭଦ୍ରକ ଜିଲ୍ଲା ଧାମରାରୁ ଏହି ବିରଳ ପ୍ରଜାତିର ମାଛ ଧରା ହୋଇଛି। ଯାହାର ଓଜନ ପ୍ରାୟ ୧ କ୍ୱିଣ୍ଟାଲ ହେବ। ଗତକାଲି ରାତିରେ ଧାମରା ନିକଟରେ ମତ୍ସ୍ୟଜୀବୀମାନେ...

rain
ବର୍ଷା ଯୋଗୁ ସ୍ଥିତି ବେହାଲ୍‌; ଏହି ସବୁ ଜିଲ୍ଲାରେ ସ୍କୁଲ ଛୁଟି

ଗଜପତି: ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ଅବିଶ୍ରାନ୍ତ ବର୍ଷା ଲାଗି ରହିଛି। କେଉଁଠି ମୂଷଳଧାରା ତ କେଉଁଠି ତୁହାକୁ ତୁହା ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଆଜି ଗଜପତି ଜିଲ୍ଲା ପ୍ରଶାସନ ଜିଲ୍ଲାର ସବୁ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ସେହିପରି ପୁରୀ ଜିଲ୍ଲାରେ ବି ଆଜି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।