• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

odisha
ଓଡ଼ିଶାରେ ପୁଞ୍ଜି ନିବେଶ ଲାଗି ପୁଣି ମନ ବଳାଇଲା କୋରିଆ

ଭୁବନେଶ୍ୱର: ଓଡ଼ିଶାରୁ ଦକ୍ଷିଣ କୋରିଆ କମ୍ପାନୀ ପୋସ୍କୋ ପ୍ରକଳ୍ପ ଓହରିବା ପରେ ପୁଣି ଥରେ ପୁଞ୍ଜି ନିବେଶ କରିବାକୁ ଆଗକୁ ଆସିଛି କୋରିଆ। ଆଜି କୋରିଆ ରାଷ୍ଟ୍ରଦୂତ ସିନ୍ ବଙ୍ଗ୍‌କିଲ୍‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ରାଜ୍ୟରେ ବହୁ ବାଧାବିଘ୍ନ ସହିବା ପରେ ଓଡ଼ିଶାରେ ନିଜ ପ୍ରକଳ୍ପକୁ ଓହରାଇଥିଲା...

amit shah
ମୋବାଇଲ୍‌ ଆପ୍‌ରେ ହେବ ଜନଗଣନା

ନୂଆଦିଲ୍ଲୀ: ଦେଶର ଜନ ଗଣନା ଆଧାରରେ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥାନ୍ତି। ତେଣୁ ଜାତୀୟ ଜନସଂଖ୍ୟା ପଞ୍ଜୀକରଣ (ଏନପିଆର) ତଥ୍ୟ ଉପରେ ଦେଶର ସମସ୍ତ ଯୋଜନା ନିର୍ଭର କରିଥାଏ। ଜନସଂଖ୍ୟା କିଭଳି ସଠିକ୍ ଏବଂ ଶୀଘ୍ର ହେବ ସେ ନେଇ ଆଗାମୀ ଦିନରେ ମୋବାଇଲ୍ ଆପ୍ ବ୍ୟବହାର କରିବେ...

odisha
୨୫ ଲକ୍ଷ ଟଙ୍କା ଲଟେରି ଜିତିବା ଲୋଭରେ ହାତରୁ ଚାଲିଗଲା ୩ ଲକ୍ଷ

ଜୟପୁର: ମାତ୍ର ଗୋଟିଏ ଫୋନ୍‌ କଲ୍‌ ପାଇ ଲଟେରି ଜିତିଥିବା ନେଇ ବିଶ୍ୱାସ କରିନେଲେ ଆଉ ୨୫ ଲକ୍ଷ ଟଙ୍କା ଲଟେରି ଜିତିଥିବା ଲୋଭରେ ହାତରୁ ଚାଲିଗଲା ୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା। ଟ୍ୟାକ୍ସ ନାଁରେ ଭିନ୍ନ ଭିନ୍ନ ଆକାଉଣ୍ଟରେ ଜମା କରିଦେଲେ  ଲକ୍ଷାଧିକ ଟଙ୍କା। କୋରାପୁଟ ଜିଲ୍ଲାର...

snake 11
ବିଷାକ୍ତ ସାପ କାମୁଡ଼ାରେ ଆଖିବୁଜିଲେ ଦୁଇ ଭଉଣୀ

ଅନୁଗୁଳ: ସାପ କାମୁଡ଼ାରେ ୨ ଭଉଣୀଙ୍କ ମୃତ୍ୟୁ ଘଟିଛି। ଅନୁଗୁଳ ଜିଲ୍ଲାରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ଦ୍ୱୟ ହେଲେ ବେନ୍ତପୁର ଗାଁର ସୁମନ୍ତ ସାହୁଙ୍କ ଝିଅ ରୋଜାଲିନ୍‌(୧୩) ଓ ସୁଜାତା(୧୧)। ସୂଚନା ଅନୁସାରେ, ଗତକାଲି ରାତିରେ ୨ ଭଉଣୀ ଘରେ ଶୋଇଥିବା ବେଳେ ବିଷାକ୍ତ ସାପ...

heavy rainfall
ଆସନ୍ତା ୨୫ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆନ୍ଧ୍ରର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହାକି ଲଘୁଚାପର ରୂପ ନେଇପାରେ। ଏହାର ପ୍ରଭାବରେ ସେପ୍ଟେମ୍ବର ୨୪ ତାରିଖ ପରେ ବର୍ଷାର ପରିମାଣ ବୃଦ୍ଧି ପାଇବା ସହ ୨୫ ତାରିଖ ଆଡ଼କୁ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ...

protest
ଆଜିଠୁ ଭାରତୀୟ ମଜଦୁର ସଂଘର ଧର୍ମଘଟ; କୋଇଲ ଖଣି ଆଗରେ ଧାରଣା

ଅନୁଗୁଳ(ବିରଜା ପ୍ରସାଦ ଦାଶ): କୋଇଲା ଉଦ୍ୟୋଗରେ ବିଦେଶୀ ପୁଞ୍ଜି ନିବେଶ ନିମନ୍ତେ ଅଗଷ୍ଟ ୨୮ ତାରିଖରେ କେନ୍ଦ୍ର ସରକାର କରିଥିବା ଘୋଷଣାକୁ ଭାରତୀୟ ମଜଦୁର ସଂଘ ବିରୋଧ କରିଛି। ଏହାଦ୍ୱାରା ବିଦେଶୀ କମ୍ପାନୀ ଲାଭବାନ ହେବା ସହ ଶ୍ରମିକ ଅବହେଳିତ ହେବେ ବୋଲି ସଂଘ କହିଛି। ଏହାର ପ୍ରତିବାଦରେ...

chilika
ଚିଲିକା ଜଳରାଶି ଉପରେ ଘୂର୍ଣ୍ଣିବାୟୁ; ଲୋକେ ଭୟଭୀତ

ବାଲୁଗାଁ: ଚିଲିକା ଜଳରାଶି ଉପରେ ଘୂର୍ଣ୍ଣିବାୟୁ। ଗତକାଲି ଅପରାହ୍ଣରେ ଚିଲିକା ଭିତରେ କିଛି ସମୟ ପାଇଁ ଏହି ଘୂର୍ଣ୍ଣିବାୟୁ ସୃଷ୍ଟି ହୋଇଥିଲା। କିଛି ଲୋକ ଏହି ଦୃଶ୍ୟକୁ ମୋବାଇଲ୍‌ରେ କଏଦ୍‌ କରିଥିବା ଜଣାପଡ଼ିଛି। କାଳିଜାଈ ଓ ଜଟିଆନାଶୀ ମଝିରେ ପ୍ରାୟ ୧୫ ମିନିଟ ଧରି ବାୟୁମଣ୍ଡଳରେ ଏହି ଘୂର୍ଣ୍ଣିବାୟୁ...

pm modi
‘ହାଓଡି ମୋଦି’ କାର୍ଯ୍ୟକ୍ରମକୁ ଭଣ୍ଡୁର କରିବାକୁ ଏମିତି ପ୍ଲାନ୍‌ କରିଥିଲା ପାକିସ୍ତାନ

ହ୍ୟୁଷ୍ଟନ୍‌: ଭାରତ-ଆମେରିକା ବନ୍ଧୁତ୍ୱରେ ସବୁଠାରୁ ବଡ଼ କାର୍ଯ୍ୟକ୍ରମ କୁହାଯାଉଥିବା ‘ହାଓଡି ମୋଦି’କୁ ନେଇ ଭିତରେ ଭିତରେ ଜଳୁଛି ପାକିସ୍ତାନ। ଏହି କାର୍ଯ୍ୟକ୍ରମକୁ ଭଣ୍ଡୁର କରିବା ପାଇଁ ପାକିସ୍ତାନ ପ୍ଲାନ୍‌ ମଧ୍ୟ କରିଥିଲା। ହେଲେ ଏହି ପ୍ଲାନ୍‌ ଫେଲ୍‌ ମାରିଥିଲା। ଟେକ୍ସାସର ହ୍ୟୁଷ୍ଟନ୍‌ ସହରରେ ଅନୁଷ୍ଠିତ ଏହି ମେଗା ଇଭେଣ୍ଟକୁ...

pm modi
ଆମେରିକାରେ ଓଡ଼ିଆ ଭାଷା ଓ ସଂସ୍କୃତିର ଝଲକ: ମୋଦି କହିଲେ, ଭାରତରେ ସବୁ ଭଲ ଅଛି

ହ୍ୟୁଷ୍ଟନ୍‌: ଭାରତ-ଆମେରିକା ବନ୍ଧୁତ୍ୱରେ ସବୁଠାରୁ ବଡ଼ କାର୍ଯ୍ୟକ୍ରମ କୁହାଯାଉଥିବା ‘ହାଓଡି ମୋଦି’ରେ ଓଡ଼ିଆ ଭାଷା ଓ ସଂସ୍କୃତିର ଝଲକ ଦେବାକୁ ମିଳିଛି। ପ୍ରବାସୀ ଭାରତୀୟଙ୍କୁ ଉଦ୍‌ବୋଧନ ଦେବା ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଆରେ ପଦେ କହିଥିଲେ। ‘ହାଓଡି ମୋଦି’ ଉତ୍ତରରେ ମୋଦି ଓଡ଼ିଆରେ କହିଥିଲେ , ଭାରତରେ ‘ସବୁ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।