• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

odisha
ଉଦ୍‌ଘାଟିତ ହେଲା ଓଡ଼ିଶା ଲିଟେରାରୀ ଫେଷ୍ଟିଭାଲ୍

ଭୁବନେଶ୍ୱର: ଭୁବନେଶ୍ୱରରେ ଗତକାଲି ଉଦ୍‌ଘାଟିତ ହୋଇଛି ଓଡ଼ିଶା ଲିଟେରାରୀ ଫେଷ୍ଟିଭାଲ୍। ଦ ନ୍ୟୁ ଇଣ୍ଡିଆନ୍ ଏକ୍ସପ୍ରେସ୍‌ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଦ ନ୍ୟୁ ଇଣ୍ଡିଆନ୍ ଏକ୍ସପ୍ରେସ୍‌ର ଏଡିଟୋରିଆଲ୍ ଡାଇରେକଟର୍ ପ୍ରଭୁ ଚାୱଲା କାର୍ଯ୍ୟକ୍ରମର ଆରମ୍ଭ...

odisha
ଡ୍ରଗ୍ସ ମାଫିଆ ଘରେ ଚଢ଼ାଉ

ବାଲେଶ୍ୱର: ଡ୍ରଗ୍ସ ମାଫିଆ ସେକ୍ ରାଜା ଘରେ କ୍ରାଇମ୍‌ବ୍ରାଞ୍ଚ୍ ସ୍ପେଶାଲ ଟାକ୍ସ ଫୋର୍ସ (ଏସ୍‌ଟିଏଫ୍‌) ଚଢ଼ାଉ କରିଛି। ବାଲେଶ୍ୱର ଜିଲ୍ଲାର ଅରଡ଼ ବଜାରର ଗଳାପୋଲ ଥିବା ସେକ୍‌ ରାଜାର ଘରେ ଆଜି ସକାଳେ ଏସ୍‌ଟିଏଫ୍‌ର ୫ ଜଣିଆ ଟିମ୍ ଚଢ଼ାଉ କରିବା ସହ ତା’ ପରିବାର ଲୋକଙ୍କୁ ପଚରାଉଚରା...

bbsr
କୁଆଖାଇ ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱର କୁଆଖାଇ ନଦୀରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଆଜି ସକାଳେ ଉଦ୍ଧାର କରାଯାଇଛି। ବାଲିଅନ୍ତା ଥାନା ବାଙ୍କୁଆଳ ବ୍ରିଜ୍‌ ତଳେ ଏହି ମୃତ ଦେହ ପଡ଼ିଥିଲା। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛନ୍ତି। ହେଲେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରି ନାହିଁ।...

odisha
‘ଟାଇମ୍‌ପାସ‍୍‌ ବୁକର’ ପୁରସ୍କାର ପାଇଁ ଆଶିଷ ଗଡ଼ନାୟକ ଓ ସ୍ୱାଗତିକା ସ୍ୱାଇଁ ମନୋନୀତ

ଭୁବନେଶ୍ୱର: ଯୁବଲେଖକମାନଙ୍କୁ ଉତ୍ସାହିତ କରିବା ପାଇଁ ଓଡ଼ିଶାର ଉଚ୍ଚାଭିଳାଷୀ ପ୍ରକାଶନ ସଂସ୍ଥା ‘ଟାଇମ୍‌ପାସ‍୍‌’ ପକ୍ଷରୁ ‘ଟାଇମ୍‌ପାସ‍୍‌ ବୁକର’ ପୁରସ୍କାରର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଗଳ୍ପ ପାଣ୍ଡୁଲିପି ‘କ୍ରୁଶ’ ପାଇଁ କଥାକାର ଆଶିଷ ଗଡ଼ନାୟକ ୨୦୧୮ ମସିହାର ଟାଇମ୍‌ପାସ‍୍‌ ବୁକର ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ସେହିପରି ଉପନ୍ୟାସ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।