• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

hockey
ବେଲଜିୟମ ଟୁର୍ ପାଇଁ ଭାରତୀୟ ହକି ଟିମ୍‌ରେ ଦୁଇ ଓଡ଼ିଆ ସାମିଲ

ନୂଆଦିଲ୍ଲୀ: ଚଳିତ ମାସ ବେଲଜିୟମ ଟୁର୍ ପାଇଁ ଭାରତୀୟ ପୁରୁଷ ହକି ଟିମର ଘୋଷଣା କରାଯାଇଛି। ଟିମର କ୍ୟାପଟେନ୍ ଭାବେ ମନପ୍ରୀତ ସିଂହ ରହିଥିବା ବେଳେ ଫରୱାର୍ଡ ଖେଳାଳି ଲଲିତ ଉପାଧ୍ୟାୟ ଓ ଡ୍ରାଗ-ଫ୍ଲିକର୍ ରୂପିନ୍ଦର ପାଲ୍ ସିଂହ ୨୦ଜଣିଆ ଜାତୀୟ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି ଦଳରେ...

mehebub
୪୬ ଦିନ ପରେ ସକ୍ରିୟ ହେଲା ମେହବୁବାଙ୍କ ଟ୍ୱିଟର ଆକାଉଣ୍ଟ୍‌

ନୂଆଦିଲ୍ଲୀ: ଗତ ଅଗଷ୍ଟ ୫ ପରଠାରୁ ଗତ ୪୬ ଦିନ ଧରି ବନ୍ଦ ରହିଥିବା ପିଡିପି ମୁଖ୍ୟ ମେହବୁବା ମୁଫ୍‌ତିଙ୍କ ଟ୍ୱିଟର ଆକାଉଣ୍ଟ ଶେଷରେ ସକ୍ରିୟ ହୋଇଛି। ଧାରା ୩୭୦ ଉଚ୍ଛେଦ ପୂର୍ବରୁ କାଶ୍ମୀରରେ କଟକଣା ବାବଦରେ ସେ ଲଗାତାର ଟ୍ୱିଟ୍‌ କରିଥିଲେ। ଏପରିକି ସେ ଗୃହବନ୍ଦୀ ରହିବା...

niramala
ସରକାରଙ୍କ ବଡ଼ ଘୋଷଣା: ଘରୋଇ କମ୍ପାନୀଙ୍କ ପାଇଁ କମିଲା କର୍ପୋରେଟ୍‌ ଟ୍ୟାକ୍ସ

ନୂଆଦିଲ୍ଲୀ: ଘରୋଇ କମ୍ପାନୀ ଏବଂ ନୂତନ ମାନ୍ୟୁଫାକଚରିଂ କମ୍ପାନୀମାନଙ୍କ ପାଇଁ କର୍ପୋରେଟ୍‌ ଟ୍ୟାକ୍ସ ହ୍ରାସ ହେବ। ଏନେଇ ଶୁକ୍ରବାର ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ଏହି ପରିବର୍ତ୍ତନ ଫଳରେ ସରକାର ୧,୪୫,୦୦୦ କୋଟି ଟଙ୍କାର କ୍ଷତି ସହିବେ। ତେବେ ଏହା ଅଧିକ ରେଭେନ୍ୟୁ ପାଇଁ ସୁଯୋଗ ସୃଷ୍ଟି କରିବା...

niharika-1..
ନିହାରିକା ମର୍ଡର ମିଷ୍ଟ୍ରି: ଧରା ପଡ଼ିଲା ବୟଫ୍ରେଣ୍ଡ୍‌

ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା): ନର୍ସ ନିହାରିକା ପାତ୍ର ହତ୍ୟା ମାମଲାରେ ସମ୍ପୃକ୍ତ ଥିବା ବୟଫ୍ରେଣ୍ଡ କିଶୋର ଆଞ୍ଚଲ ଓରଫ୍ ରାଜା ପୁଲିସ୍‌ ହାତରେ ଧରା ପଡ଼ିଛି।  କିଛି ଦିନର ଲୁଚକାଳି ପରେ  ନିଜେ  ପୁଲିସ୍‌ ହାତରେ ଧରା ଦେଇଛି ରାଜା। ଆଜି ପୁଲିସ୍‌  ନିକଟକୁ ଆସି ସେ ଆତ୍ମସମର୍ପଣ...

syed akbaruddin
‘କାଶ୍ମୀର ପ୍ରସଙ୍ଗକୁ ଉଠାଇ ପାକିସ୍ତାନ ଯେତେ ନୀଚ ସ୍ତରକୁ ଯିବ, ଆମେ ସେତେ ଉଚ୍ଚରେ ଉଡ଼ିବୁ’

ନୂଆଦିଲ୍ଲୀ: ପାକିସ୍ତାନ କାଶ୍ମୀର ପ୍ରସଙ୍ଗକୁ ଜାତିସଂଘରେ ଉଠାଇବା ଭାରତ ପାଇଁ ଫାଇଦା ଦେବ ଏବଂ ପାକିସ୍ତାନ ନିଜେ ଏଥିପାଇଁ ଅସୁବିଧାରେ ପଡ଼ିବ ବୋଲି ଜାତିସଂଘରେ ଭାରତର ପ୍ରତିନିଧି ସୟଦ୍‌ ଆକବରଉଦ୍ଦିନ୍‌ କହିଛନ୍ତି। ସେ କହିଛନ୍ତି ଏହି ପ୍ରସଙ୍ଗରେ ପାକିସ୍ତାନ ଯେତେ ନୀଚ ସ୍ତରକୁ ଯିବ ଆମେ ସେତେ ଉପରେ...

former-union-minister-11
ଜେଲ୍‌ ଗଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଚିନ୍ମୟାନନ୍ଦ

ଲକ୍ଷ୍ନୌ: ଯୌନ ଶୋଷଣ ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପି ନେତା ସ୍ୱାମୀ ଚିନ୍ମୟାନନ୍ଦଙ୍କୁ ଆଜି ଗିରଫ କରାଯାଇଛି। ଉତ୍ତର ପ୍ରଦେଶର ସ୍ପେଶାଲ୍ ଇନ୍‌ଭେଷ୍ଟିଗେସନ୍ ଟିମ୍ (ଏସ୍‌ଆଇଟି) ତାଙ୍କୁ ଶାହଜାହାନପୁରରୁ ଗିରଫ କରିଛି। ଗିରଫ ପରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା ଓ ପରେ ତାଙ୍କୁ ଜେଲ୍‌କୁ ପଠାଇ...

imran
କାଶ୍ମୀର ପ୍ରସଙ୍ଗରେ ସମର୍ଥନ ହାସଲ କରିବାରେ ଫେଲ୍‌ ମାରିଲା ପାକିସ୍ତାନ

ଇସଲାମାବାଦ: ଅନ୍ତରାଷ୍ଟ୍ରୀୟ ମଞ୍ଚରେ ପୁଣି ଥରେ ପାକିସ୍ତାନକୁ ଲୋକହସା ହେବାକୁ ପଡ଼ିଛି। ଜାତିସଙ୍ଘ ମାନବାଧିକାର ପରିଷଦ(ୟୁଏନ୍‌ଏଚ୍‌ଆର୍‌ସି)ରେ କାଶ୍ମୀର ପ୍ରସଙ୍ଗରେ ପ୍ରସ୍ତାବ ପାରିତ ହେବାର ଶେଷ ଦିନ(ଗତକାଲି)ରେ ଆବଶ୍ୟକ ସଂଖ୍ୟକ ସମର୍ଥନ ଏକତ୍ରିତ କରିବାରେ ପାକିସ୍ତାନ ବିଫଳ ହୋଇଛି। ଫଳରେ ପାକିସ୍ତାନକୁ ଏକ ବଡ଼ ଝଟ୍‌କା ଲାଗିଥିବା ବେଳେ ଭାରତର...

nagarjun
ଅଭିନେତା ନାଗାର୍ଜୁନଙ୍କ ଫାର୍ମହାଉସ୍‌ରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ

ହାଇଦ୍ରାବାଦ: ଲୋକପ୍ରିୟ ତେଲୁଗୁ ସୁପର୍‌ଷ୍ଟାର୍‌ ନାଗାର୍ଜୁନଙ୍କ ଫାର୍ମହାଉସ୍‌ରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ତେଲେଙ୍ଗାନା ସ୍ଥିତ ଏହି ଫାର୍ମହାଉସ୍‌ରୁ ମୃତଦେହ ଉଦ୍ଧାର ହୋଇଛି। ପୁଲିସ୍‌ର ସୂଚନା ଅନୁଯାୟୀ, ବୁଧବାର ଦିନ ନାଗାର୍ଜୁନ କିଛି ବିଶେଷଜ୍ଞଙ୍କୁ ଉକ୍ତ ଫାର୍ମହାଉସ୍‌କୁ ପଠାଇଥିଲେ। ସେଠାକାର ଜମିରେ କେଉଁ ପ୍ରକାର...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।