• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

mangu matha
ମଙ୍ଗୁ ମଠ ନ ଭାଙ୍ଗିବାକୁ ନବୀନଙ୍କୁ ଅନୁରୋଧ କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀର ବହୁ ପୁରାତନ ମଙ୍ଗୁ ମଠ ଉଚ୍ଛେଦ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂହ ଅନୁରୋଧ କରିଛନ୍ତି। ଏକ ଟ୍ୱିଟ୍‌ କରି ସେ କହିଛନ୍ତି, ଗୁରୁ ନାନକଙ୍କ ଐତିହ୍ୟ ସହିତ ଏହି ମଠ ଜଡ଼ିତ। ତେଣୁ ଏହାର ସୁରକ୍ଷା କରାଯାଉ ବୋଲି...

representational image
ଅଙ୍ଗନବାଡ଼ି କେନ୍ଦ୍ରରୁ ମିଳିଲା ମୃତଦେହ

ଚିତ୍ରକୋଣ୍ଡା: ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳର ଯନ୍ତାପାଇ ଗାଁ ମୁଣ୍ଡରେ ଥିବା ଅଙ୍ଗନବାଡ଼ି କେନ୍ଦ୍ରର ରୋଷେଇ ଘରୁ ଏକ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାଁ ରାଜୁ ହାନ୍ତାଳ। ତାଙ୍କ ଘର ଧୁଳିପୁଟ ପଞ୍ଚାୟତର ରାଙ୍ଗନିଗୁଡ଼ା ଗାଁରେ। ରାଜୁଙ୍କ ଶରୀରରେ କ୍ଷତ ଚିହ୍ନ ରହିଛି। ଅଭିଯୋଗ ଅନୁଯାୟୀ...

boat
ମାଲକାନଗିରିରେ ଡଙ୍ଗା ବୁଡ଼ି ୩ ନିଖୋଜ

ଚିତ୍ରକୋଣ୍ଡା: ମାଲକାନଗିରି ଚିତ୍ରକୋଣ୍ଡାରେ ଡଙ୍ଗା ବୁଡ଼ି ୩ଜଣ ନିଖୋଜ ହୋଇଯାଇଥିବା ସୂଚନା ମିଳିଛି। ଗତକାଲି ଅପରାହ୍ଣ ୪ଟା ବେଳେ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁସାରେ, ଏମାନେ ସମସ୍ତେ ଡଙ୍ଗାରେ ବାଲିମେଳା ଜଳଭଣ୍ଡାର ଦେଇ ତୋଟାଗୁଡ଼ାକୁ ଫେରୁଥିବା ବେଳେ ଆମ୍ବିଳିବେଢା ନିକଟରେ ଝଡ଼ ତୋଫାନ ହୋଇଥିଲା।...

odisha
ପୁଲିସ୍‌ ଗାଡ଼ିରୁ କଳା ଧୂଆଁ ବାହାରୁଥିବା ଦେଖି ପିଛା କଲେ ଲୋକେ, ଆଉ ତା’ପରେ...

ବ୍ରହ୍ମପୁର: ନୂଆ ଟ୍ରାଫିକ୍  ନିୟମ ଲାଗୁ ହେବାପରେ ଏବେ ପୁଲିସ ଓ ପବ୍ଲିକ୍ ମଧ୍ୟରେ ଚାଲିଛି ଛକାପଞ୍ଝା। ସାଧାରଣ ଲୋକେ ଟ୍ରାଫିକ୍  ନିୟମ ଭାଙ୍ଗିଲେ ପୁଲିସ୍‌ ସେମାନଙ୍କ ନିକଟରୁ ଜରିମାନା ଆଦାୟ କରୁଥିବାବେଳେ ପୁଲିସର ଆଇନ ଉଲ୍ଲଂଘନକୁ ବି ଆଙ୍ଗୁଳି ଉଠାଇବାକୁ ପଛାଉ ନାହାନ୍ତି ପବ୍ଲିକ୍। ଗଞ୍ଜାମ ଜିଲ୍ଲାରେ...

india
ଆସନ୍ତାକାଲି ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ କଡ଼ା ଟକ୍କର

ଧର୍ମଶାଳା: ୱେଷ୍ଟଇଣ୍ଡିଜ୍‌ ପରେ ଏବେ ଘରୋଇ ମାଟିରେ ଟିମ୍‌ ଇଣ୍ଡିଆ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତା’ର ଅଭିଯାନ ଆରମ୍ଭ କରିବ। ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ୩ଟିକିଆ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଆସନ୍ତାକାଲି ଧର୍ମଶାଳାରେ ଖେଳାଯିବ। ଭାରତୀୟ ସମୟ ସନ୍ଧ୍ୟା ୭ଟାରେ...

tina
ଚର୍ଚ୍ଚାରେ ଗୋବିନ୍ଦାଙ୍କ ଝିଅ‌ ଟିନା

ମୁମ୍ବାଇ: ବଲିଉଡରେ ଏବେ ଚାଲିଛି ଷ୍ଟାରକିଡ୍‌ଙ୍କ ଜମାନା। ବି-ଟାଉନ୍‌ରେ ସବୁବେଳେ କେଉଁ ନା କେଉଁ ତାରକାଙ୍କ ପିଲାଙ୍କୁ ନେଇ ଚର୍ଚ୍ଚା ହେଉଥାଏ। କାହାର ନୂଆ ଫିଲ୍ମ ରିଲିଜ୍ ହେଉଛି ତ କିଏ ପୁଣି ଡେବ୍ୟୁ କରିବାକୁ ଯାଉଛନ୍ତି। ଆଉ ଏବେ ଯେଉଁ ଷ୍ଟାର କିଡ୍‌ ଚର୍ଚ୍ଚାରେ ରହିଛନ୍ତି ବଲିଉଡ ସୁପରଷ୍ଟାର...

niramala
ଭାରତରେ ହେବ ଶପିଂ ଫେଷ୍ଟିଭାଲ

ନୂଆଦିଲ୍ଲୀ: ଅର୍ଥନୀତିକ ମାନ୍ଦାବସ୍ଥା ସୁଧାରିବା ପାଇଁ ପ୍ରାଣପ୍ରଣେ ଲାଗିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏଥିପାଇଁ ସେ ଲଗାତାର ସାମ୍ବାଦିକ ସମ୍ମଳିନୀ କରିବା ସହ ନୂଆ ନୂଆ ଘୋଷଣା ସବୁ କରୁଛନ୍ତି। ଏହି କ୍ରମରେ ସେ ଆଜି କହିଛନ୍ତି, ଭାରତ ଶପିଂ ଫେଷ୍ଟିଭାଲ ଆୟୋଜନ କରିବ। ଏଥିରେ ବିଶ୍ୱର...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।