• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

child
ମନ୍ତ୍ରୀଙ୍କ ମହାନତା: ଅଜଣା ରୋଗରେ ପୀଡ଼ିତ କୁନି ଝିଅକୁ ବଢ଼ାଇଲେ ସହାୟତାର ହାତ

ଭୁବନେଶ୍ୱର: ଅଜଣା ରୋଗରେ ପୀଡ଼ିତ ଜଣେ କୁନି ଝିଅକୁ ସହାୟତାର ହାତ ବଢ଼ାଇଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ। ଏହି ଛୋଟ ଝିଅଟି ରାଜଧାନୀ ଭୁବନେଶ୍ୱର ନୀଳାଦ୍ରି ବିହାର ସ୍ଥିତ ଆଦର୍ଶ ବସ୍ତିରେ ରୁହନ୍ତି। ତାଙ୍କ ନାଁ ତୁଳସୀ। ବର୍ଷେ ହେବ ସେ ଅଜଣା ରୋଗରେ ପୀଡ଼ିତ ହୋଇ ସ୍ଥାଣୁ ପାଲଟି...

boat 1
ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ଡଙ୍ଗା ବୁଡ଼ି ୧୧ ମୃତ

ଭୋପାଳ: ମଧ୍ୟପ୍ରଦେଶର ଭୋପାଳରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଏକ ଅଘଟଣ ଘଟିଛି। ମୂର୍ତ୍ତି ବିସର୍ଜନ ବେଳେ ଖଟ୍‌ଲାପୁରା ଘାଟରେ ଭାରସାମ୍ୟ ହରାଇ ଡଙ୍ଗା ବୁଡ଼ି ଯିବା ଫଳରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ପୁଲିସ୍‌ ଓ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।...

school-1
ଟଏଲେଟ୍‌ରେ ପିଲା, ସ୍କୁଲ୍‌ ଗେଟ୍‌ରେ ତାଲା

ବାଲେଶ୍ୱର: ଠିକ୍‌ ଛୁଟି ହେବା ବେଳକୁ ପ୍ରଥମ ଶ୍ରଣୀର ପିଲାଟି  ଟଏଲେଟ୍‌ ଯାଇଥିଲା। ଆଉ ଏପଟେ ସ୍କୁଲ ଗେଟ୍‌ରେ ତାଲା ପକାଇ ଶିକ୍ଷକ ଓ ପିଅନ ଛୁ ମାରିଥିଲେ । ଏକ ଘଣ୍ଟା ପରେ ଗ୍ରାମବାସୀଙ୍କ ଦ୍ୱାରା ଉକ୍ତ ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲ୍ଲା...

Representational image
ସ୍ୱାମୀଙ୍କ ସହ ଫୋନ୍‌ରେ କଥା ହେଉ ହେଉ ସାପ ଉପରେ ବସିଗଲେ ମହିଳା, ଆଉ ତା’ ପରେ...

ଗୋରଖପୁର: ଫୋନ୍‌ରେ କଥା ହେବାବେଳେ ଅନେକ ସମୟରେ ଆମେ ଅନ୍ୟମନସ୍କ ହୋଇଯାଉ। ଏଥିପାଇଁ ବେଳେବେଳେ ଅଘଟଣର ସାମ୍ନା ମଧ୍ୟ କରିବାକୁ ପଡ଼ିଥାଏ। ଏଠି ଆମେ ଆପଣଙ୍କୁ ଏଭଳି ଏକ ଅଘଟଣ ବିଷୟରେ କହିବୁ ଯାହା ଜାଣିଲେ ଆପଣ ଖାଲି ଆଶ୍ଚର୍ଯ୍ୟ ହେବେନାହିଁ ବରଂ ଫୋନ୍‌ରେ କଥା ହେବାବେଳେ ସବୁବେଳେ...

lightning
ଦିନ ୧ଟା ୩୦ ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧ଟା ୩୦ ପର୍ଯ୍ୟନ୍ତ ୧୫ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା-...

rain
୧୬ ତାରିଖ ପର୍ଯ୍ୟନ୍ତ ସାରା ଓଡ଼ିଶାରେ ବର୍ଷା ଲାଗି ରହିବ

ଭୁବନେଶ୍ୱର: ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାସହ ଏକ ମନ୍‌ସୁନ୍‌ ଟ୍ରପ୍‌ ଲାଇନ୍‌ ମଧ୍ୟ ଓଡ଼ିଶା ଉପରି ଭାଗରେ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ତେବେ ଆସନ୍ତା ୧୬ ତାରିଖ ଯାଏ ବର୍ଷା ଲାଗି ରହିବ ବୋଲି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।