• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

india
ଲଦାଖରେ ଭାରତ-ଚୀନ ସେନା ମୁହାଁମୁହିଁ

ନୂଆଦିଲ୍ଲୀ: ପୂର୍ବ ଲଦାଖ ଅଞ୍ଚଳ ସୀମାରେ ଚୀନ ସେନା ଓ ଭାରତୀୟ ସେନାଙ୍କ ମଧ୍ୟରେ ମୁହାଁମୁହିଁ ହୋଇଥିବା ସୂଚନା ମିଳିଛି। ଅନେକ ସମୟ ଧରି ଦୁଇ ସେନାର ଯବାନଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ପାଙ୍ଗଙ୍ଗ୍‌ ହ୍ରଦର ୧୩୪ କିଲୋମିଟର ଉତ୍ତରରେ ଏହି ଘଟଣା ଘଟିଥିଲା। ତେବେ ଆଲୋଚନା ପରେ...

lightning
ବର୍ଷା ସହ ବଜ୍ରପାତ ସମ୍ଭାବନା; ୧୪ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସକାଳ ୧୦ଟା ୩୦ ପର୍ଯ୍ୟନ୍ତ ୧୪ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।...

nitin
‘ନୂଆ ଟ୍ରାଫିକ୍‌ ନିୟମ ରାଜସ୍ୱ ସଂଗ୍ରହ ପାଇଁ ନୁହଁ ବରଂ ଲୋକଙ୍କ ଜୀବନ ବଞ୍ଚାଇବା ପାଇଁ’

ନୂଆଦିଲ୍ଲୀ: ନୂଆ ମୋଟରଯାନ ସଂଶୋଧିତ ଆଇନ୍‌ ରାଜସ୍ୱ ସଂଗ୍ରହ ପାଇଁ ନୁହଁ ବରଂ ଲୋକଙ୍କ ଜୀବନ ବଞ୍ଚାଇବାକୁ ବୋଲି କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡକରୀ କହିଛନ୍ତି। ଦେଶରେ ଅଧିକାଂଶ ଲୋକଙ୍କ ମୃତ୍ୟୁ ସଡ଼କ ଦୁର୍ଘଟଣାରେ ହେଉଛି ବୋଲି ସେ କହିଛନ୍ତି। ତେବେ ନୂଆ ଟ୍ରାଫିକ ଆଇନ୍‌କୁ ନେଇ...

rainfall
ଘୂର୍ଣ୍ଣିବଳୟ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମବଙ୍ଗ ଓ ଏହାର ଆଖପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୩ ଦିନ ପାଇଁ ଏହାର ପ୍ରଭାବ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଏନେଇ ୭ଟି ଜିଲ୍ଲା ପାଇଁ...

milk price high in pak
ପାକିସ୍ତାନରେ କ୍ଷୀର ଲିଟର ୧୪୦ ଟଙ୍କା

କରାଚି: ପେଟ୍ରୋଲ ଦର ଠାରୁ ମହଙ୍ଗା ହେଲା କ୍ଷୀର ଦର। ପାକିସ୍ତାନର ବିଭିନ୍ନ ସହରରେ ଲିଟର ପ୍ରତି କ୍ଷୀର ଦର ଏବେ ୧୪୦ ଟଙ୍କା ହୋଇଯାଇଛି। ପାକିସ୍ତାନର କରାଚି ଓ ସିନ୍ଧ ପ୍ରଦେଶରେ କ୍ଷୀର ଦର ସର୍ବାଧିକ ସ୍ତରରେ ପହଞ୍ଚିଛି। ଫଳରେ ସାଧାରଣ ଲୋକ କ୍ଷୀର ପାଇଁ ଅସୁବିଧାର...

odisha
ଦାବି ପୂରଣ ନ ହେଲେ ଓଡ଼ିଶା ଛାଡ଼ି ଆନ୍ଧ୍ର ପ୍ରଦେଶରେ ମିଶିବାକୁ ବିଚ୍ଛିନ୍ନାଞ୍ଚଳବାସୀଙ୍କ ଧମକ

ଲମତାପୁଟ: ଦାବି ପୂରଣ ନ ହେଲେ ଓଡ଼ିଶା ଛାଡ଼ି ଆନ୍ଧ୍ର ପ୍ରଦେଶରେ ମିଶିବାକୁ ବିଚ୍ଛିନ୍ନାଞ୍ଚଳବାସୀ ଧମକ ଦେଇଛନ୍ତି। ଗତକାଲି ମାଲକାନଗିରି ଜିଲ୍ଲା ଓରାପଦରରେ ଆୟୋଜିତ ସମାବେଶରେ ବିଚ୍ଛିନ୍ନାଞ୍ଚଳର ୬ଟି ପଞ୍ଚାୟତବାସୀ ଏଭଳି ଧମକ ଦେଇଛନ୍ତି। ଅଭିଯୋଗ ଅନୁସାରେ, ପଣସପୁଟ, ଅଣ୍ଡରାପାଲି, ଜଡାଆମ୍ବ, ଯନ୍ତ୍ରୀ, ଗାଜୁଲ ମାମୁଡି ଓ ମୁଦୁଲିପଡ଼ା...

jgatsinghpur
୬ ମାସର ଛୁଆକୁ ଧରି ନଦୀକୁ ଡେଇଁଲେ ମହିଳା

ଜଗତସିଂହପୁର: ୬ ମାସର ଛୁଆକୁ ଧରି ନଦୀକୁ ଡେଇଁଲେ ମହିଳା। ଜଗତସିଂହପୁର ପୋକାମୂଳ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଗତକାଲି ରାତିରେ ଜଣେ ମହିଳା ନିଜ ୬ ମାସର ଛୁଆକୁ ଧରି ଦେବୀ ନଦୀକୁ ଡେଇଁ ପଡ଼ିଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ନାଉଗାଁ ପୁଲିସ୍‌ ଓ ଅଗ୍ନିଶମ...

heavy rainfall
ଆହୁରି ୨ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ। ଏଥିସହ ପ୍ରବଳ ବର୍ଷା ନେଇ କିଛି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଢ଼େଙ୍କାନାଳ,...

murder
ଭୁବନେଶ୍ୱରରେ ମର୍ଡର! ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ଉପକଣ୍ଠ ରଙ୍ଗମାଟିଆ ଅଞ୍ଚଳରେ ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ତାଙ୍କ ନାଁ ଦୀପକ ବେହେରା ଓରଫ ଲଣ୍ଡା। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି। ଏହି ହତ୍ୟାକାଣ୍ଡରେ ୩ଜଣ ଦୁର୍ବୃତ୍ତ ସମ୍ପୃକ୍ତ ଥିବା କୁହାଯାଉଛି।...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।