• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

odisha
କାଳ ହେଲା କି ଓଭର୍‌ଟେକ୍‌? ଯବାନ ଓ ହୋମ୍‌ଗାର୍ଡ ମୃତ

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା କୋକସରା ନିକଟରେ ଏକ ବସ୍‌କୁ ଓଭର୍‌ଟେକ୍‌ କଲା ବେଳେ ଭାରସାମ୍ୟ ହରାଇ ତଳେ ଖସି ପଡ଼ିବା ଫଳରେ ଜଣେ ଆଇଆର୍‌ବି ଯବାନ ଓ ଜଣେ ପୁଲିସ୍ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଆଉ ଜଣେ ଯୁବକ ଗୁରୁତର ଭାବେ ଆହତ...

odisha
ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର; ୨ ମୃତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଜମ୍ବୁ ମେରାଇନ ଥାନା ଅନ୍ତର୍ଗତ ଖରିନାସିରେ ଏଲ୍‌ପିଜି ଗ୍ୟାସ୍‌ ସିଲିଣ୍ଡର ଫାଟି ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ- ମେରାଇନ ଥାନାର ବୋଟ୍‌ ଅପରେଟର ପ୍ରକାଶ ସାମନ୍ତରାୟ ଓ ସୁଶାନ୍ତ ସାହୁ। ପ୍ରକାଶଙ୍କ ଘର ନୟାଗଡ଼ ହୋଇଥିବା ବେଳେ ସୁଶାନ୍ତଙ୍କ ଘର ଛତ୍ରପୁରରେ।...

odisha
ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ୱିଜରଲ୍ୟାଣ୍ଡର ବାସେଲ୍‌ଠାରେ ଆୟୋଜିତ ବିଶ୍ୱ ପାରା ବ୍ୟାଡମିଣ୍ଟନ୍ ଚାମ୍ପିୟନଶିପର ସ୍ୱର୍ଣ୍ଣ ପଦକ ବିଜେତା ଏବଂ ଅର୍ଜୁନ ପୁରସ୍କାର ବିଜେତା ଓଡ଼ିଆ ପାରା-ଆଥଲେଟ୍ ପ୍ରମୋଦ ଭଗତଙ୍କୁ ଓଡ଼ିଶାରେ ସମ୍ବର୍ଦ୍ଧନା ଦିଆଯାଇଛି। ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୋଦଙ୍କୁ ସମ୍ବର୍ଦ୍ଧିତ କରିବା ସହିତ ୩୦ ଲକ୍ଷ ୯୫ ହଜାର ଟଙ୍କା...

student death
ସ୍କୁଲ୍‌ ଛାତ୍ରଙ୍କୁ ଧକ୍କା ଦେଲା ବସ୍‌

ଧର୍ମଗଡ଼: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ୨୬ ନମ୍ବର ଜାତୀୟ ରାଜପଥ ମଥୁରା ଛକରେ ବସ୍ ଧକ୍କାରେ ଜଣେ ସ୍କୁଲ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ହେଲେ ମଥୁରା ଗାଁର ବିଶିକେସନ ବଗର୍ତ୍ତିଙ୍କ ପୁଅ ଧର୍ମାନନ୍ଦ ବଗର୍ତ୍ତି। ସେ ଅଷ୍ଟମ ଶ୍ରେଣୀରେ ପଢ଼ୁଥିଲେ। ସୂଚନା ଅନୁସାରେ, ଆଜି ସକାଳେ...

astrology
ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ

ଆଜି ୨୦୧୯ ମସିହା, ସେପ୍ଟେମ୍ବର ମାସ ୧ ତାରିଖ, ରବିବାର, ସିଂହ ୧୬ ଦିନ, ଭାଦ୍ରବ ମାସ, ଶୁକ୍ଳ ପକ୍ଷ। ଜାଣନ୍ତୁ ଆଜି ଦିନଟି ଆପଣଙ୍କର କେମିତି କଟିବ…

texas
ଆତତାୟୀର ଆଖିବୁଜା ଗୁଳିମାଡ଼ରେ ୫ ମୃତ

ଓଡେସା(ଟେକ୍ସାସ): ଆମେରିକାର ଟେକ୍ସାସ୍‌ରେ ଆତତାୟୀର ଆଖିବୁଜା ଗୁଳିମାଡ଼ରେ ୫ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୫ରୁ ଅଧିକ ଆହତ ହୋଇଛନ୍ତି। ଶନିବାର ଟେକ୍ସାସ୍‌ର ଓଡେସା ସହରରେ ଏହି ଗୁଳିକାଣ୍ଡ ଘଟିଛି। ଆହତଙ୍କ ମଧ୍ୟରେ ୩ ଜଣ ପୁଲିସ୍‌ ଅଧିକାରୀ ମଧ୍ୟ ଅଛନ୍ତି। ପୁଲିସ୍‌ର ପାଲଟା ଗୁଳି ଚାଳନାରେ ଆତତାୟୀର ମୃତ୍ୟୁ...

traffic rule
ବିନା ଲାଇସେନ୍ସରେ ଗାଡ଼ି ଚଲାଇଲେ ୫ ହଜାର, ଜରୁରୀକାଳୀନ ଗାଡ଼ିକୁ ରାସ୍ତା ନ ଛାଡ଼ିଲେ ୧୦ ହଜାର ଗଣିବେ

ନୂଆଦିଲ୍ଲୀ/ଭୁବନେଶ୍ୱର: ଏଣିକି ବେନିୟମ ଗାଡ଼ି ଚାଳକ ହୁସିଆର୍ ରୁହନ୍ତୁ। କାହିଁକି ନା ଆଜିଠାରୁ ଲାଗୁ ହୋଇଛି କଡା ଟ୍ରାଫିକ୍ ନିୟମ। ଶହେ କି ପାଞ୍ଚ ଶହ ନୁହେଁ, ଏଣିକି ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ତଣ୍ଡ ଗଣିବାକୁ ପଡ଼ିବ। କେନ୍ଦ୍ର ପରିବହନ ମନ୍ତ୍ରାଳୟର...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।