• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

ctc
କଟକରେ ନକଲି ତେଲ କାରଖାନା ଠାବ

କଟକ: କଟକରେ ଏକ ନକଲି ତେଲ କାରଖାନା ଠାବ ହୋଇଛି। ସଦର ଥାନା ଅନ୍ତର୍ଗତ ଫୁଲନଖରାର ବମ୍ଫକୁଦ ଅଞ୍ଚଳରୁ ପୁଲିସ୍‌ ଆଜି ଏକ ନକଲି ତେଲ କାରଖାନାକୁ ଠାବ କରିଛି। ଆଜି ସକାଳେ ଉକ୍ତ କାରଖାନାରେ ପୁଲିସ୍‌ ଚଢାଉ କରି ୩୦ହଜାର ଲିଟର ନକଲି ଖାଇବା ତେଲ ଜବତ...

rainfall
ଆସନ୍ତାକାଲି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା; ୪ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସନ୍ତାକାଲି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦୁଝର, ସୁନ୍ଦରଗଡ଼, ବରଗଡ଼, ମୟୂରଭଞ୍ଜ, ଝାରସୁଗୁଡା, ଢେଙ୍କାନାଳ, କଟକ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ...

malkangiri
ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ; ଜଣେ ଯବାନ ସହିଦ

ମାଲକାନଗିରି: ମାଲକାନଗିରିରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଯବାନ ସହିଦ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ସହିଦ ଯବାନଙ୍କ ନାଁ ଜୟରାମ କବାସୀ। ଆଜି ବଣ୍ଡାଘାଟି ପାକନାଗୁଡ଼ା ଜଙ୍ଗଲରେ ମାଓବାଦୀମାନେ ଥିବା ନେଇ ସୂଚନା...

astrology
ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ

ଆଜି ୨୦୧୯ ମସିହା, ଅଗଷ୍ଟ ମାସ ୨୮ ତାରିଖ, ବୁଧବାର, ସିଂହ ମାସ ୧୨ ଦିନ, ଭାଦ୍ରବ ମାସ କୃଷ୍ଣପକ୍ଷ। ଜାଣନ୍ତୁ ଆଜି ଦିନଟି ଆପଣଙ୍କର କେମିତି କଟିବ…

drone camera
ଭୁବନେଶ୍ୱରରେ ଟ୍ରାଫିକ୍‌ ଜଗିଛି ଡ୍ରୋନ୍ କ୍ୟାମେରା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଡ୍ରୋନ୍‌ କ୍ୟାମେରାରେ ଚାଲିଛି ଟ୍ରାଫିକ୍ ନିୟନ୍ତ୍ରଣ। ଯେଉଁମାନେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରୁଛନ୍ତି ସେମାନଙ୍କୁ ଆକାଶର୍ମାଗରୁ ଡ୍ରୋନ୍‌ କ୍ୟାମେରା ଠାବ କରୁଛି। ଗତକାଲି ଗୋଟିଏ ଦିନରେ ୨୭ଟି ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କୁ ଧରିଛି ଡ୍ରୋନ୍‌ କ୍ୟାମେରା। ସମ୍ପୃକ୍ତ ଗାଡ଼ି ଚାଳକମାନଙ୍କ ନିକଟରୁ ୧୩ ହଜାର...

accident
ଦୁର୍ଘଟଣାରେ ଚାଲିଗଲା ବାପା, ୨ ପୁଅଙ୍କ ଜୀବନ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ନିକଟ ଗଡ଼ଖୋର୍ଦ୍ଧା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୃଷ୍ଣଚନ୍ଦ୍ର ପାତାଳସିଂହ ଓ ତାଙ୍କର ୨ ପୁଅ ବିକ୍ରମ ପାତାଳସିଂହ ଓ ସଂଜୟ ପାତାଳସିଂହ। ସେମାନଙ୍କ ଘର...

rourkela
ପରୀକ୍ଷାରେ ଅକୃତକାର୍ଯ୍ୟ ହେବା ପରେ ବିଦ୍ୟୁତ୍‌ ତାର ଧରି ଝୁଲି ପଡ଼ିଲେ ଯୁବକ

ରାଉରକେଲା (ସତ୍ୟାନନ୍ଦ ମହାନ୍ତି ): ପରୀକ୍ଷାରେ ଅକୃତକାର୍ଯ୍ୟ ହେବା ପରେ ମାନସିକ ଭାରସାମ୍ୟ ହରାଇ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଯୁବକ ଜଣକ ହେଲେ ବଲାଙ୍ଗିରର ଅରବିନ୍ଦ ପୁଟେଲ(୨୨)। ତାଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଉରକେଲା ଏରୋଡ୍ରମ ନିକଟ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।