• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

representational image
ବାପାଙ୍କୁ ହତ୍ୟା କଲେ ଦୁଇ ପୁଅ

ବଣାଇ(ରଞ୍ଜିତ ଚୌଧୁରୀ): ବାପାକୁ ପଥରରେ ଛେଚି ହତ୍ୟା କଲେ ଦୁଇ ପୁଅ। ଯେଉଁ ବାପା ନିଜେ ଭୋକିଲା ରହି ପୁଅ ପେଟରେ ମୁଠାଏ ଦାନା ଦେବାକୁ ଦିନ ରାତି ଏକାଠି କରିଥିଲା। ସେହି ପୁଅ ଆଜି ବାପାର ହତ୍ୟାକାରୀ ସାଜିଛି। ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ଥାନା ଅନ୍ତର୍ଗତ କିରିଆକୁଦର ଗାଁରେ...

train
ପ୍ରବଳ ବର୍ଷା ଯୋଗୁ ରେଳ ସେବା ବାଧାପ୍ରାପ୍ତ

ଭୁବନେଶ୍ୱର: ପ୍ରବଳ ବର୍ଷା ଯୋଗୁ ରେଳ ସେବା ବାଧାପ୍ରାପ୍ତ ହୋଇଛି। କିଛି ଟ୍ରେନ୍‌ର ସମୟରେ ପରିବର୍ତ୍ତନ କରାଯାଇଥିବା ବେଳେ ଆଉ କେତେକ ଟ୍ରେନ୍‌କୁ ବାତିଲ କରାଯାଇଛି। ସେହିପରି ଆଉ କିଛି ଟ୍ରେନର ଗତିପଥରେ ମଧ୍ୟ ପରିବର୍ତ୍ତନ କରାଯାଇଛି। ରାୟଗଡ଼ା-ଟିଟିଲାଗଡ଼ ଷ୍ଟେସନ ରୁଟ୍‌ର ଡାଇକାଲୁ-ଅମ୍ବାଦଳା ରେଳ ଲାଇନ୍ ବର୍ଷାରେ କ୍ଷତିଗ୍ରସ୍ତ ହୋଇଥିବାରୁ ରେଳ...

vlcsnap-error638
ମାଲକାନଗିରିରେ ସୁଧୁରୁଛି ବନ୍ୟା ସ୍ଥିତି; ଆଜି ବି ସ୍କୁଲ୍‌ ଛୁଟି

ମାଲକାନଗିରି: ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ କମିଥିଲେ ମଧ୍ୟ ସଂପୂର୍ଣ୍ଣ ରୂପେ ବର୍ଷା ଛାଡ଼ି ନାହିଁ। କିଛି ପରିମାଣର ବର୍ଷା କମି ଥିବାରୁ ମାଲକାନଗିରିରେ ପରିସ୍ଥିତି ଧୀରେ ଧୀରେ ସୁଧୁରିବାରେ ଲାଗିଛି। ଜିଲ୍ଲାର ବିଭିନ୍ନ ନଦୀର ଜଳସ୍ତର କମିଛି। ପୋଟେରୁ, କାଙ୍କରମୁଣ୍ଡା ଓ ଏମ୍ ନାଇଣ୍ଟି ଅଞ୍ଚଳରେ ଜଳସ୍ତର କମିଥିବାରୁ ଲୋକଙ୍କୁ...

vlcsnap-error792
ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ଭଲ ବର୍ଷା ହୋଇଛି: ଏସ୍‌ଆର୍‌ସି

ଭୁବନେଶ୍ୱର: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗୁଡ଼ାରୀ, ବିଷମକଟକ ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ବନ୍ୟା ଜଳରେ ବ୍ରିଜ୍ ବୁଡ଼ିଯାଇଥିବା ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି। ମାଲକାନଗିରି ଜିଲ୍ଲାରେ ପ୍ରାୟ ସମସ୍ତ ବ୍ରିଜ୍ ଉପରେ ବନ୍ୟା...

sushma-swaraj
ସୁଷମାଙ୍କ କିଛି ଅଭୁଲା ସ୍ମୃତି....

ନୂଆଦିଲ୍ଲୀ: ସମସ୍ତଙ୍କୁ ପ୍ରେମ, ସ୍ନେହ, ଶ୍ରଦ୍ଧାରେ ବାନ୍ଧିଥିବା ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତ୍ରୀ ସୁଷମା ସ୍ୱରାଜ ଆଉ ନାହାନ୍ତି। ତାଙ୍କ ବିୟୋଗରେ ଆଜି କାନ୍ଦୁଛି ସାରା ଦେଶ। ପ୍ରତ୍ୟେକ ଭାରତୀଙ୍କ ହୃଦୟରେ ସେ ନିଜ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ତିଆରି କରି ଯାଇଛନ୍ତି। ସେ...

matric exam
ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ; ପାସ୍ ହାର ୪୩.୬୨ ପ୍ରତିଶତ

କଟକ: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆଜି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ବୋର୍ଡ କାର୍ଯ୍ୟାଳୟରେ ସଭାପତି ଜାହାନ ଆରା ବେଗମ୍ ରେଜଲ୍ଟ ପ୍ରକାଶ କରିଛନ୍ତି। ଏଥର ପାସ୍ ହାର ୪୩.୬୨ ପ୍ରତିଶତ ରହିଛି। ଓପନ୍ ସ୍କୁଲରେ ପାସ୍ ହାର ୬୩.୪୪ ପ୍ରତିଶତ ରହିଛି। ଚଳିତ...

school-750x430
ବର୍ଷା ଯୋଗୁ ସ୍ଥିତି ବେହାଲ୍‌: ଏହି ସବୁ ଜିଲ୍ଲାରେ ସ୍କୁଲ୍‌ ଛୁଟି

ମାଲକାନଗିରି/ବ୍ରହ୍ମପୁର: ଲଗାଣ ବର୍ଷା ଯୋଗୁ ମାଲକାନଗିରି ଓ ଗଞ୍ଜାମ ଜିଲ୍ଲା ଅଧିକ ପ୍ରଭାବିତ ହୋଇଛି। ଫଳରେ ଏହାକୁ ଦୃଷ୍ଟିରେ ରଖି ଆଜି ଉଭୟ ଜିଲ୍ଲାର ଜିଲ୍ଲାପାଳ ସବୁ ସରକାରୀ ଓ ବେସରକାରୀ ସ୍କୁଲ୍‌କୁ ଛୁଟି ଘୋଷଣା କରିଛିନ୍ତି। ଲଗାଣ ବର୍ଷା ଯୋଗୁ ମାଲକାନଗିରିରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।...

heavy rainfall
ଡିପ୍‌ ଡିପ୍ରେସନ୍‌ ରୂପ ନେଲା ଲଘୁଚାପ; ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଡିପ୍ ଡିପ୍ରେସନରେ ପରିଣତ ହୋଇଛି। ଏହା ବାଲେଶ୍ୱର ଉପକୂଳଠାରୁ ୭୦ କିଲୋମିଟର ଦୂର ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି। ଏହା କ୍ରମଶଃ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗ ଆଡକୁ ଗତି କରୁଛି। ଧିରେ ଧିରେ ଏହା ଉତ୍ତର ଓଡ଼ିଶା...

vlcsnap-error538
ବିପଦ ସଙ୍କେତ ଉପରେ ବଂଶଧାରା ନଦୀର ଜଳସ୍ତର

ପାରଳାଖେମୁଣ୍ଡି: ରାୟଗଡ଼ା ଓ ଗଜପତି ଜିଲ୍ଲାରେ ଲଗାଣ ବର୍ଷା ଯୋଗୁ ବଂଶଧାରା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଗଜପତି ଜିଲ୍ଲାର କାଶୀନଗରଠାରେ ବିପଦ ସଙ୍କେତ ଉପରେ ବଂଶଧାରା ନଦୀର ଜଳସ୍ତର ପ୍ରବାହିତ ହେଉଛି। ବିପଦ ସଂକେତ ୫୪. ୬୦ ମିଟର ଥିବାବେଳେ ୫୫. ୪୦ ମିଟରରେ ପ୍ରବାହିତ ହେଉଛି...

pm modi
ସୁଷମାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ବେଳେ ଭାବପ୍ରବଣ ହୋଇଗଲେ ମୋଦି

ନୂଆଦିଲ୍ଲୀ: ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତ୍ରୀ ସୁଷମା ସ୍ୱରାଜଙ୍କୁ ଅନ୍ତିମ ଶ୍ରଦ୍ଧାଞ୍ଜଳି ଜଣାଇବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାବପ୍ରବଣ ହୋଇଯାଇଥିବା ଦେଖିବାକୁ ମିଳିଛି। ଏହି ସମୟରେ ପ୍ରଧାନମନ୍ତ୍ରୀଙ୍କ ଆଖିରେ ଲୁହ ଦେଖିବାକୁ ମିଳିଥିଲା। ଦିଲ୍ଲୀ ସ୍ଥିତ ଜନ୍ତର ମନ୍ତର ରୋଡ୍‌ରେ ଥିବା ସୁଷମାଙ୍କ...

sushma swaraj 1
ଜାଣନ୍ତୁ କେଉଁ ରୋଗରେ ପୀଡ଼ିତ ଥିଲେ ସୁଷମା ସ୍ୱରାଜ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ ସରକାରରେ ବୈଦେଶିକ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିବା ସୁଷମା ସ୍ୱରାଜଙ୍କର ଗତକାଲି ରାତିରେ ୬୭ ବର୍ଷ ବୟସରେ ପରଲୋକ ହୋଇଯାଇଛି। କାର୍ଡିଆକ୍ ଆରେଷ୍ଟ୍ (ଯେତେବେଳେ ହଠାତ୍ ହୃତ୍‌ପିଣ୍ଡ ଶରୀରକୁ ରକ୍ତପଠାଇବା ବନ୍ଦ କରି ଦିଏ) ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତରମାନେ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।