• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

bike
ଭାରତୀୟ ବଜାରରେ ପ୍ରବେଶ କଲା ପ୍ରଥମ ଇଥାନଲ୍ ବାଇକ୍

ନୂଆଦିଲ୍ଲୀ: ଭାରତର ଅଗ୍ରଣୀ ଦୁଇ ଚକିଆ ଗାଡି ନିର୍ମାତା ଟିଭିଏସ କମ୍ପାନୀ ଦେଶର ପ୍ରଥମ ଇଥାନଲ ବାଇକ୍ ବଜାରକୁ ଆଣିଛି। ଏହି ବାଇକ୍ ପେଟ୍ରୋଲ୍ ଓ ଡିଜେଲ ପରିବର୍ତ୍ତେ ଇଥାନଲରେ ଚାଲିବ। ଏହା ପେଟ୍ରୋଲ୍ ଓ ଡିଜେଲ୍ ତୁଳନାରେ କମ୍ ପ୍ରଦୂଷଣ କରିବ। ଆପାଚି ଆରଟିଆର ମଡେଲର ୨୦୦...

child
ରାସ୍ତାକଡ଼ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ବୌଦ୍ଧ (ଭାର୍ଜନ ପ୍ରଧାନ): ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଦିଗିସିରା ନିକଟସ୍ଥ ରାସ୍ତାକଡ଼ରୁ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଶିଶୁଟିକୁ ଉଦ୍ଧାର କରାଯାଇଥିଲା। ସୂଚନା ଅନୁଯାୟୀ, ସ୍ଥାନୀୟ ଲୁଣିବାହାଲ ଗାଁର ଜଣେ ବ୍ୟକ୍ତି ରାସ୍ତାକଡ଼ରେ ଶିଶୁପୁତ୍ର ପଡ଼ିଥିବା ଦେଖିଥିଲେ। ସେ ଛୁଆଟିକୁ ଉଦ୍ଧାର...

puri
ପୁରୀ ଟ୍ରିପଲ୍‌ ମର୍ଡର ଘଟଣାରେ ୪ ଅଟକ

ପୁରୀ: ପୁରୀ ପଟ୍ଟନାୟକିଆ ଛକରେ ଟ୍ରିପଲ୍‌ ମର୍ଡର ଘଟଣାରେ ଅଭିଯୁକ୍ତଙ୍କ ପରିବାରର ୪ଜଣଙ୍କୁ ଅଟକ ରଖିଛି। ମୋଟ ୭ଜଣଙ୍କ ନାଁରେ ଏତଲା ହୋଇଥିବା ବେଳେ ଘଟଣାର ୧୨ ଘଣ୍ଟା ପରେ ବି କୌଣସି ଅଭିଯୁକ୍ତଙ୍କୁ ଧରିବାରେ ପୁଲିସ୍‌ ସଫଳ ହୋଇନି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଏବେବି ଚାପା...

bhopal
‘ପ୍ରେମ ବିବାହ କରିଥିବାରୁ ବାପା ମା’ ପ୍ରତିଶୋଧ ନେବାକୁ ଉଦ୍ୟମ କରୁଛନ୍ତି’

ଭୋପାଲ: ପରିବାର ଲୋକଙ୍କ ଇଚ୍ଛା ବିରୁଦ୍ଧରେ ଜଣେ ଦଳିତ ଯୁବକଙ୍କୁ ବିବାହ କରିଥିବା ବିଜେପି ବିଧାୟକ ରାଜେଶ ମିଶ୍ରାଙ୍କ ଝିଅ ସାକ୍ଷୀ ମିଶ୍ରା ନିକଟରେ ଏକ ଭାବ ପ୍ରବଣ ଭିଡ଼ିଓ ଜାରି କରିଥିଲେ। ଏହି ଭିଡିଓ ମାଧ୍ୟମରେ ସେ ତାଙ୍କ ବାପାଙ୍କୁ ଗୁଣ୍ଡା ପଠାଇବା ବନ୍ଦ କରନ୍ତୁ ବୋଲି ଗୁହାରି କରିଥିଲେ। ଏହି...

bigg boss telugu
‘ବିଗ୍‌ ବସ୍‌’ ତେଲୁଗୁ ଆୟୋଜକଙ୍କ ବିରୋଧରେ ଯୌନ କେଳେଙ୍କାରୀ ଅଭିଯୋଗ ଆଣିଲେ ମହିଳା ସାମ୍ବାଦିକ

ହାଇଦ୍ରାବାଦ: ହାଇଦ୍ରାବାଦର ଜଣେ ମହିଳା ସାମ୍ବାଦିକ ‘ବିଗ୍‌ ବସ୍‌’ ତେଲୁଗୁ କାର୍ଯ୍ୟକ୍ରମ ନାଁ’ରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଯେ, ଏହି ଶୋ’ର ତୃତୀୟ ସଂସ୍କରଣ ପାଇଁ ସେ ମନୋନୀତ ହୋଇଥିଲେ। ତେବେ ଶୋ’ର ଫାଇନାଲ୍‌ ସିଲେକ୍ସନ୍‌ ରାଉଣ୍ଡକୁ ଯିବାକୁ ହେଲେ ପ୍ରଥମେ ‘ବସ୍‌’ଙ୍କ ସହ ଶାରୀରିକ...

puri
ଆଜି ନୀଳ କନ୍ଦରକୁ ବିଜେ କରିବେ ଶ୍ରୀଜିଉ

ପୁରୀ: ଆଜି ନୀଳ କନ୍ଦରକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି। ଠାକୁରମାନଙ୍କୁ ଗୋଟି ପହଣ୍ଡିରେ ରଥ ଉପରୁ ରତ୍ନ ସିଂହାସନକୁ ପହଣ୍ଡି କରାଯାଇ ନିଆଯିବ। ପରମ୍ପରା ଅନୁସାରେ, ମହାପ୍ରଭୁ କାଳିଆ ସାଆନ୍ତଙ୍କ ରତ୍ନବେଦୀକୁ ବାହୁଡ଼ିବା ବେଳେ ବାଟରେ ତାଙ୍କୁ ଅଭିମାନିନୀ ମା’ ଲକ୍ଷ୍ମୀ ଅଟକାଇବେ।  ତେବେ ମହାପ୍ରଭୁ ଜଗନ୍ନାଥ ମା’...

chandrayaan
ଅଟକିଲା ‘ଚନ୍ଦ୍ରଯାନ-୨’ର ଉତ୍‌କ୍ଷେପଣ

ନୂଆଦିଲ୍ଲୀ: ଅଟକିଲା ‘ଚନ୍ଦ୍ରଯାନ-୨’ର ମହାକାଶ ମିଶନ୍। ଶେଷ ମୁହୂର୍ତ୍ତରେ ବୈଷୟିକ ତ୍ରୁଟି ଯୋଗୁ ଉତ୍‌କ୍ଷେପଣ ପ୍ରକ୍ରିୟାରେ ରୋକ୍‌ ଲଗାଯାଇଛି।  ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସତୀଶ ଧୱନ କେନ୍ଦ୍ରର ୨ ନମ୍ବର ଲଞ୍ଚ୍ ପ୍ୟାଡ୍‌ରୁ ଗତକାଲି ବିଳମ୍ବିତ ରାତି ୨ଟା ୫୧ରେ ରକେଟ୍ ଜିଏସ୍ଏଲ୍‌ଭି ମାର୍କ ଥ୍ରୀ ବା ବାହୁବଳୀ ‘ଚନ୍ଦ୍ରଯାନ-୨’କୁ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।