• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

rain
୧୮ ତାରିଖ ପରଠୁ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ୱର: ଦକ୍ଷିଣ ପଞ୍ଜାବରୁ ଉତ୍ତର ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଯେଉଁ ଟ୍ରପ୍‌ ଲାଇନ୍‌ ଥିଲା ତାହା ଦୁଇ ଭାଗରେ ବିଭକ୍ତ ହୋଇଛି। ଗୋଟିଏ ଭାଗ ହିମାଳୟ ପାଦଦେଶ ଆଡ଼କୁ ଚାଲି ଯାଇଥିବା ବେଳେ ଅନ୍ୟ ଏକ ଭାଗ ବିହାର, ଝାଡ଼ଖଣ୍ଡ ଦେଇ ଉତ୍ତର ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି।...

naveen
ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ପାଇଁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ପାଇଁ ବ୍ୟବସ୍ଥା କରିବାକୁ ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ଭୁବନେଶ୍ୱରରୁ ମଧ୍ୟପ୍ରାଚ୍ୟ ଦେଶଗୁଡ଼ିକୁ ବିମାନସେବା ରହିଥିଲେ ମଧ୍ୟ ସବୁ ବିମାନ ଦିଲ୍ଲୀ ଦେଇ ଯାଉଛି। ଏହାଦ୍ୱାରା ଯାତ୍ରୀମାନଙ୍କୁ ଅଧିକ ଖର୍ଚ୍ଚ କରିବାକୁ ପଡ଼ୁଥିବା...

representational image
ଏମିତି ବି ଆସେ ବିପତ୍ତି: ପାଣିରୁ ଛାଣି ଝିଅକୁ ମେଡିକାଲ୍‌ ନେଉଥିଲେ, ଓଲଟି ପଡ଼ିଲା ଅଟୋ

ଆନନ୍ଦପୁର: ଏମିତି ବି ଆସେ ବିପତ୍ତି। ପୋଖରୀରେ ବୁଡ଼ି ଯାଇଥିବା ଝିଅ କାଳେ ବଞ୍ଚିଥିବ ଭାବି ସେ ଆଶାରେ ବାପା ମା’ ମେଡିକାଲ୍‌ ନେଉଥିଲେ। ହେଲେ ଅଧା ବାଟରେ ଦୁର୍ଘଟଣାର ଶିକାର ହେଲେ। ଘଟଣା କିଛି ଏମିତି… ପୋଖରୀରେ ଦୁଇ ଜଣ ନାବାଳିକା ବୁଡ଼ି ଯାଇଥିଲେ। ଉଭୟଙ୍କୁ ଉଦ୍ଧାର...

puri
ସେ ମୋ ମନରେ..ହୃଦୟରେ..ଆତ୍ମାରେ.. ଜଗନ୍ନାଥଙ୍କୁ ଦେଖି ଏମିତି କହିଲେ ବିଭୋର ବିଦେଶିନୀ

ପୁରୀ: ଜଗତର ନାଥ ଜଗନ୍ନାଥ ସିଏ। ଭାବକୁ ନିକଟ…ଅଭାବକୁ ଦୂର। ତା ପାଖରେ କିଏ ପର ନୁହେଁ…ସଭିଏଁ ଆପଣାର। ଟିକିଏ ଶ୍ରଦ୍ଧା…ଟିକିଏ ପ୍ରେମ ପାଇଁ ପାଗଳ ଯେମିତି ସେ । ସେଥିପାଇଁ ତ ବଡ଼ ଦେଉଳର ସୁଖ ଛାଡ଼ି ବାହାରି ଆସେ ତା ପାଇଁ ପାଗଳ ହେଉଥିବା ଭକ୍ତଙ୍କୁ...

assembly
ରାଜ୍ୟ ସରକାରଙ୍କ ମୁଣ୍ଡ ଉପରେ ଝୁଲୁଛି ଆର୍ଥିକ ବୋଝର ଖଣ୍ଡା

ଭୁବନେଶ୍ୱର: ବିଭିନ୍ନ ଯୋଜନା ପାଇଁ ରାଜ୍ୟ ସରକାରଙ୍କ ଉପରେ ବ୍ୟୟବରାଦର ବୋଝ ବଢ଼ିବାରେ ଲାଗିଛି। ଅର୍ଥାତ୍‌ ରାଜ୍ୟ ସରକାରଙ୍କ ମୁଣ୍ଡ ଉପରେ ଝୁଲୁଛି ଆର୍ଥିକ ବୋଝର ଖଣ୍ଡା। ତେବେ ଏଭଳି ସ୍ଥିତିରେ ରାଜ୍ୟ ସରକାର ସୋଶାଲ୍‌ ମିଡ଼ିଆରେ ପାଣି ଭଳି କୋଟି କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ବର୍ତ୍ତମାନ...

loot
ଚେକିଂ ନାଁରେ ବିଚ୍ ରାସ୍ତାରେ ମହିଳାଙ୍କଠୁ ସୁନା ଲୁଟ୍‌

କଳାହାଣ୍ଡି: ଚେକିଂ ନାଁରେ ବିଚ୍ ରାସ୍ତାରେ ମହିଳାଙ୍କଠାରୁ ଦୁର୍ବୃତ୍ତମାନେ ସୁନା ଗହଣା ଲୁଟି ନେଇଥିବା ଅଭିଯୋଗ ହୋଇଛି। କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରୁ ଏଭଳି ଅଭିଯୋଗ ଆସିଛି। ତେବେ ଲୁଟ୍‌ ବେଳର ପୂରା ଘଟଣା ସିସିଟିଭିରେ କଏଦ ହୋଇଛି। ଅଭିଯୋଗ ଅନୁସାରେ, ଗତକାଲି ରାମକଲି ଅଗ୍ରଓ୍ୱାଲ ନାମକ ଜଣେ ମହିଳା ଠାକୁରଙ୍କ...

election campaign
ପାଟକୁରାରେ ଜମୁଛି ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର: ପାଟକୁରା ନିର୍ବାଚନକୁ ରହିଲା ଆଉ ମାତ୍ର ୬ ଦିନ।  ବିଭିନ୍ନ ଦଳ ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି। ବିଶେଷ କରି ବିଜେଡି ଓ ବିଜେପି ଜୋରଦାର ପ୍ରଚାର କରୁଛନ୍ତି। ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଓ ବରିଷ୍ଠ ବିଜେପି ନେତା କନକ ବର୍ଦ୍ଧନ ସିଂହଦେଓ ଡେରାବିଶର...

akshya kumar
ଅକ୍ଷୟଙ୍କ ଇନ୍‌କମ୍‌ ଦେଖି ତାପସୀ ଦେଲେ ଏମିତି ରିଆକ୍ସନ...

ମୁମ୍ବାଇ: ସମସ୍ତେ ଜାଣନ୍ତି, ବଲିଉଡ୍‌ର ଖିଲାଡି ଅକ୍ଷୟ କୁମାର ହାଇଏଷ୍ଟ ପେଡ୍‌ ଷ୍ଟାର। ସେଥିପାଇଁ ଫୋବର୍ସ ମାଗାଜିନ୍‌ ପକ୍ଷରୁ ନିକଟରେ ଏକ ଲିଷ୍ଟ ପ୍ରକାଶ ପାଇଛି, ଯେଉଁଥିରେ ଅକ୍ଷୟ କୁମାର ସବୁଠୁ ଅଧିକ  ଇନ୍‌କମ୍‌  କରୁଥିବା ଅଭିନେତା ବୋଲି କୁହାଯାଇଛି। ମାଗାଜିନ୍‌ରେ ପ୍ରକାଶ ପାଇଥିବା ତଥ୍ୟ ଅନୁସାରେ, ୨୦୧୮ ମସିହା...

accident
ଭାରସାମ୍ୟ ହରାଇ ରାସ୍ତାରୁ ୧୦ ଫୁଟ୍‌ ତଳକୁ ଖସିଲା ବାଇକ୍‌

ମାଲକାନଗିରି: ମାଲକାନଗିରି ଜିଲ୍ଲା ଚମ୍ଫାଖାରି ନିକଟରେ ଏକ ବାଇକ୍‌ ଭାରସାମ୍ୟ ହରାଇ ରାସ୍ତାରୁ ୧୦ ଫୁଟ୍‌ ତଳକୁ ଖସି ପଡ଼ିବା ଫଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ଦ୍ୱୟ ହେଲେ ବନମାଳୀ ସିକୁଡୁ ଓ ସଞ୍ଜୟ ସିକୁଡୁ। ଗୁରୁତର ଶରତ ମାଝିଙ୍କୁ...

exam
ପ୍ରକାଶ ପାଇଲା OTET ପରୀକ୍ଷା ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଲା OTET ପରୀକ୍ଷା ପାଇଁ ବିଜ୍ଞପ୍ତି। ଚଳିତମାସ ୧୫ରୁ ୨୬ ତାରିଖ ପର୍ଯ୍ୟନ୍ତ କେବଳ ଅନଲାଇନ୍‌ରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ଅନଲାଇନ୍‌ରେ ପେମେଣ୍ଟର ଶେଷ ତାରିଖ ଜୁଲାଇ ୨୯। ଏହିଦିନ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଅନ୍‌ଲାଇନ୍‌ ପେମେଣ୍ଟ କରିପାରିବେ।...

Milk On Road
ରାସ୍ତାରେ କ୍ଷୀର ଢାଳିଲେ ଚାଷୀ

ବାସୁଦେବପୁର: ଓମଫେଡ୍ ପକ୍ଷରୁ କ୍ଷୀର ସଂଗ୍ରହ କରିବା ପାଇଁ ମନା କରିଦେବା ପରେ ରାସ୍ତାରେ କ୍ଷୀର ଢାଳିଲେ ଚାଷୀ। ଭଦ୍ରକ ଜିଲ୍ଲା ବାସୁଦେବପୁରର ଚାଷୀମାନେ ଏଭଳି ନିଷ୍ପତ୍ତି ନେଇଛନ୍ତି। ଗତକାଲି ରାତିରେ ନିମ୍ନମାନର କ୍ଷୀର ଦର୍ଶାଇ ଓମଫେଡ୍‌ ପକ୍ଷରୁ କ୍ଷୀର ନିଆଯାଇ ନ ଥିଲା। ଏହାର ପ୍ରତିବାଦ କରି...

accident
କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା; ୩ ମୃତ, ଦୁଇ ଗୁରୁତର

ଅନୁଗୁଳ: ଅନୁଗୁଳ ଜିଲ୍ଲା ସମଲ ଥାନା ଅନ୍ତର୍ଗତ ନାଇକାନାଳି ଠାରେ ୧୪୯ ନମ୍ବର ଜାତୀୟ ରାଜପଥରେ ଏକ କାର୍‌-ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ୨ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ତାଳଚେର ମେଡିକାଲରେ ଭର୍ତ୍ତି କରାଯାଇଛି। ଆଜି ସକାଳେ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।