• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

rourkela
ରାଉରକେଲା ରେଳ ଷ୍ଟେସନରୁ ୯ଜଣ ନାବାଳିକା, ୨ଜଣ ନାବାଳକ ଉଦ୍ଧାର

ରାଉରକେଲା: ରାଉରକେଲା ରେଳ ଷ୍ଟେସନରୁ ୯ ଜଣ ନାବାଳିକା ଓ ୨ଜଣ ନାବାଳକଙ୍କୁ ଉଦ୍ଧାର କରାଯାଇଛି। ରାଉରକେଲା ଜିଆର୍‌ପି ଏବଂ ଚାଇଲ୍ଡ ଲାଇନ୍‌ ମିଳିତ ଚଢାଉ କରି ହାୱଡା-ମୁମ୍ବାଇ ଗୀତାଞ୍ଜଳି ଏକ୍ସପ୍ରେସ୍‌ରୁ ଏମାନଙ୍କୁ ଉଦ୍ଧାର କରିଛନ୍ତି। ଉଦ୍ଧାର ହୋଇଥିବା ନାବାଳିକା ନାବାଳକଙ୍କୁ ହାୱଡା ଷ୍ଟେସନରୁ ମୁମ୍ବାଇ ଚାଲାଣ କରାଯାଉଥିବା ସୂଚନା...

representational image
ବିବାହ ଦିନ ଆଖି ବୁଜିଲେ ଯୁବକ

କେନ୍ଦୁଝର: ବାଜା, ବାଣ ଓ ରୋଷଣୀ ବଜାଇ ଆଜି ଯାଇଥାନ୍ତେ କନିଆ ଘର। ବାହାବେଦୀରେ ବସି ବିବାହ ବନ୍ଧନରେ ବାନ୍ଧି ହୋଇଥାନ୍ତେ। ଏଥିପାଇଁ ବେଶ୍‌ ଖୁସି ବି ଥିଲେ। ହେଲେ ବିଧିର ବିଧାନ ଥିଲା କିଛି ଅଲଗା। ଏସବୁ ସ୍ୱପ୍ନ ପୂରଣ ହେବା ପୂର୍ବରୁ ଚାଲିଗଲା ଜୀବନ। କେନ୍ଦୁଝର...

odisha cm naveen patnaik
କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ୧୭ଟି ଆଇକନିକ୍ ପର୍ଯ୍ୟଟନସ୍ଥଳୀ ତାଲିକାରେ ଓଡ଼ିଶାର ଗୋଟିଏ ମଧ୍ୟ ପର୍ଯ୍ୟଟନସ୍ଥଳୀ ସ୍ଥାନ ନ ପାଇବା ଆଶ୍ଚର୍ଯ୍ୟ ଜନକ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କୁ ଚିଠି ଲେଖିଛନ୍ତି। ପ୍ରାଚୀନ ଯୁଗ ସହିତ...

water bottle
ରେଲୱେ ଷ୍ଟେସନ ଓ ଟ୍ରେନ୍‌ରେ ନକଲି ପାଣି ବୋତଲ ବିକ୍ରି ଅଭିଯୋଗ, ୮୦୦ ଗିରଫ

ନୂଆଦିଲ୍ଲୀ: ଟ୍ରେନ୍‌ରେ ବିକ୍ରି ହେଉଥିବା ଅଧିକାଂଶ ପାଣି ବୋତଲରେ ଥିବା ଜଳ ବିଶୁଦ୍ଧ  ନୁହେଁ। ବିଭିନ୍ନ ବ୍ରାଣ୍ଡ୍‌ର ଅରିଜିନାଲ ଷ୍ଟିକର ଲଗାଇ ପାଣି ବୋତଲ ବିକ୍ରି ହେଉଥିବାର ଅଭିଯୋଗ ଆସିବା ପରେ ରେଳ ବିଭାଗ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପାଖାପାଖି ୩୦୦ଟି ସ୍ଥାନରେ ଚଢ଼ାଉ କରାଯାଇ...

accident
ଓଲଟିଲା ଯାତ୍ରୀବାହୀ ବସ୍‌

ସୋର: ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ନିକଟରେ ଏକ ବସ୍‌ ଓଲଟି ପଡ଼ିବା ଫଳରେ ୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ବସ୍‌ଟି ଝାଡ଼ଖଣ୍ଡରୁ ପୁରୀ ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ କୌଣସି କାରଣରୁ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି...

loot
ବନ୍ଧୁକ, ଛୁରୀ ଦେଖାଇ ଲୁଟି ନେଲେ ଲକ୍ଷାଧିକ ଟଙ୍କାର ଗହଣା

କଟକ: କଟକର ଏକ ଗହଣା ଦୋକାନରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ସିଡିଏ ସେକ୍ଟର-୬ରେ ଥିବା ଏହି ଗହଣା ଦୋକାନରୁ ଲୁଟ୍‌ ହୋଇଥିବା ଜଣାପଡ଼ିଛି। ଗତକାଲି ରାତି ପ୍ରାୟ ୯ଟା ସମୟରେ ୩ଜଣ ଯୁବକ ଗହଣା କିଣିବା ପାଇଁ ଗହଣା ଦୋକାନକୁ ଆସିଥିଲେ।...

puri
ଆଜି ଶ୍ରୀଜିଉଙ୍କ ସନ୍ଧ୍ୟା ଦର୍ଶନ

ପୁରୀ: ଶ୍ରୀଜିଉଙ୍କ ସନ୍ଧ୍ୟା ଦର୍ଶନ ଆଜି ଅନୁଷ୍ଠିତ ହେବ। ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଭକ୍ତମାନେ ସାଧାରଣ ଦର୍ଶନ କରିପାରିବେ। ଏହାପରେ ସାଧାରଣ ଦର୍ଶନ ବନ୍ଦ ରହିବ। ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀଗୁଣ୍ଡିଚା ମନ୍ଦିରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପୁଲିସ୍‌ କଣ୍ଟ୍ରୋଲ ରୁମ୍‌ ନିକଟରୁ ସ୍ୱତନ୍ତ୍ର ବାରିକେଡ୍‌ କରାଯାଇଛି।...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।