• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

accident
ପୋଲ ତଳକୁ ଖସି ପଡ଼ିଲା ବସ୍‌: ୨୯ ମୃତ

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ଯମୁନା ଏକ୍ସପ୍ରେସ୍‌ରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଲକ୍ଷ୍ନୌରୁ ଦିଲ୍ଲୀ ଆସୁଥିବା ବେଳେ ଆଗ୍ରାର ଝରଣା ନାଳରେ ଖସି ପଡ଼ିଥିଲା। ଏଥିରେ ୨୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆଜି ଭୋର ସମୟରେ ଏହି ଅଭାବନୀୟ...

matric exam
ଆଜିଠୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ୱର: ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଆଜିଠୁ ଆରମ୍ଭ ହୋଇଛି। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତ ବର୍ଷ ମୋଟ ୨୮ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି। ଏଥିପାଇଁ ୧୨୨ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ମୁକ୍ତ ବିଦ୍ୟାଳୟ ପରୀକ୍ଷା ଲାଗି ଆଉ ୫୪ଟି...

trafficking
ସୁନ୍ଦରଗଡ଼ର ନାବାଳିକାଙ୍କୁ ମଧ୍ୟପ୍ରଦେଶରେ ବିକ୍ରି ଅଭିଯୋଗ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ଧରୁଆଡିହି ଗାଁର ଜଣେ ନାବାଳିକାଙ୍କୁ ବାହାର ରାଜ୍ୟକୁ ଚାଲାଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ନାବାଳିକାଙ୍କୁ ଚାକିରି ଦେବା କହି ରାଜ୍ୟ ବାହାରକୁ ନେବା ପରେ ଦଲାଲ ଜଣକ ଅନ୍ୟତ୍ର ବିକ୍ରି କରି ଦେଇଥିବା ଅଭିଯୋଗ ଆସିଛି। ସୂଚନା ଅନୁସାରେ, ଏକ ଅଗରବତୀ କାରଖାନାରେ...

matric
ଆସନ୍ତାକାଲିଠାରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର: ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତାକାଲିଠାରୁ ଆରମ୍ଭ ହେଉଛି। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏଥିଲାଗି ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତ ବର୍ଷ ମୋଟ ୨୮ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏଥିପାଇଁ ୧୨୨ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ମୁକ୍ତ ବିଦ୍ୟାଳୟ ପରୀକ୍ଷା ଲାଗି ଆଉ ୫୪ଟି ପରୀକ୍ଷା...

koraput
ଏଣିକି ଟାଙ୍କିରେ ପାଣି ସରିଲେ ଆପେ ଆପେ ଭର୍ତ୍ତି ହୋଇଯିବ

ଜୟପୁର: ଜଳ ହିଁ ଜୀବନ। କେଉଁଠି ପାଣି ମୁନ୍ଦାଏ ପାଇଁ ଲୋକେ ମାଇଲ ମାଇଲ ବାଟ ଯାଉଛନ୍ତି ତ ଆଉ କେଉଁଠି ପାଣି ପାଇଁ ଲମ୍ବା ଲାଇନ୍ ଦେଖିବାକୁ ମିଳୁଛି। ଏଭଳି କ୍ଷେତ୍ରରେ ଜୀବନ ବଞ୍ଚିବା ପାଇଁ ଜଳ କେତେ ଯେ ଆବଶ୍ୟକ ଏହାକୁ ବୁଝି ପାରିଛନ୍ତି କୋରାପୁଟର...

sapna
ବିଜେପିରେ ସାମିଲ୍ ହେଲେ ଲୋକପ୍ରିୟ ଡ୍ୟାନ୍ସର ସପନା ଚୌଧୁରୀ

ନୂଆଦିଲ୍ଲୀ: ହରିୟାଣାର ଲୋକପ୍ରିୟ ଡ୍ୟାନ୍ସର ତଥା ଗାୟିକା ସପନା ଚୌଧୁରୀ ଆଜି ବିଜେପିରେ ସାମିଲ୍ ହୋଇଛନ୍ତି। ଦିଲ୍ଲୀରେ ଆୟୋଜିତ ଏକ ଦଳୀୟ କାର୍ଯ୍ୟକ୍ରମରେ ସେ ବିଜେପିରେ ସାମିଲ ହୋଇଛନ୍ତି। ଏହି ସମୟରେ କେନ୍ଦ୍ରମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ ଏବଂ ସାଂସଦ ମନୋଜ ତିଓ୍ୱାରୀ ପ୍ରମୁଖ ଉପସ୍ଥିତ ଥିଲେ। ଲୋକସଭା ନିର୍ବାଚନ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।