• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

allegedly rape
ଦୁଇ ଭଉଣୀଙ୍କୁ ସମ୍ପର୍କୀୟ ଭାଇର ଦୁଷ୍କର୍ମ!

ସୋର: ଦୁଇ ନାବାଳିକା ଭଉଣୀଙ୍କୁ ସମ୍ପର୍କୀୟ ଭାଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନାରେ ଏନେଇ ପୀଡ଼ିତାଙ୍କ ପରିବାର ଅଭିଯୋଗ କରିଛନ୍ତି। ଏତଲାରେ ହୋଇଥିବା ଅଭିଯୋଗ ଅନୁସାରେ ଅଭିଯୁକ୍ତ ଦୁଇ ନାବାଳିକା ଭଉଣୀଙ୍କୁ ଚକୋଲେଟ୍ ଲୋଭ ଦେଖାଇ ସେମାନଙ୍କ ସହ ଦୁଷ୍କର୍ମ କରିଥିଲା। ପରେ...

govt. employee
ଆଜି କେନ୍ଦ୍ର ବଜେଟ୍‌ରେ ସରକାରୀ କର୍ମଚାରୀଙ୍କ ପାଇଁ ହୋଇପାରେ ବଡ଼ ଘୋଷଣା

ନୂଆଦିଲ୍ଲୀ: ସରକାରୀ କର୍ମଚାରୀଙ୍କ ପାଇଁ ଖୁବ୍‌ ଶୀଘ୍ର ଆସିବାକୁ ଯାଉଛି ଖୁସି ଖବର। ଆଜି ସାଧାରଣ ବଜେଟ୍‌ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସରକାରୀ କର୍ମଚାରୀଙ୍କ ପାଇଁ ଏକ ବଡ଼ ଘୋଷଣା କରିପାରନ୍ତି। ସରକାରୀ କର୍ମଚାରୀଙ୍କ ଅବସର ବୟସ ବଢ଼ାଇବା ପାଇଁ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ମିଳିଛି। ମିଳିଥିବା...

puri
ଶରଧାବାଲିରେ ଶ୍ରୀଜିଉ; ଆଜି ଅପରାହ୍ନରେ ବିଜେ କରିବେ ଆଡ଼ପ ମଣ୍ଡପ

ପୁରୀ: ଶରଧାବାଲିରେ ରଥ ଉପରେ ଥାଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ଆଜି ଅପରାହ୍ନ ପର୍ଯ୍ୟନ୍ତ ଚତୁର୍ଦ୍ଧା ମୂର୍ତ୍ତି ରଥ ଉପରେ ରହିବେ। ଅପରାହ୍ନରେ ତିନି ଠାକରଙ୍କୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରାଯିବ। ଏନେଇ ସମୟ ଧାର୍ଯ୍ୟ ହୋଇ ନ ଥିଲେ ମଧ୍ୟ ଅପରାହ୍ନ ୩ଟାରୁ ୪ଟା...

union budget
ଆଜି ପୂର୍ଣ୍ଣାଙ୍ଗ କେନ୍ଦ୍ର ବଜେଟ୍: ନିର୍ମଳାଙ୍କ ପେଡ଼ି ଉପରେ ସମସ୍ତଙ୍କ ନଜର

ନୂଆଦିଲ୍ଲୀ: ଆଜି ଆସିବ ପୂର୍ଣ୍ଣାଙ୍ଗ ସାଧାରଣ ବଜେଟ୍। ଦୀର୍ଘ ୫୦ ବର୍ଷ ପରେ ଜଣେ ମହିଳା ଅର୍ଥମନ୍ତ୍ରୀ ସଂସଦରେ ବଜେଟ୍ ଉପସ୍ଥାପନ କରିବେ।  ନିଜ ପେଡ଼ିରେ କ’ଣ ରଖିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବେ ତା’ ଉପରେ ସମସ୍ତଙ୍କ ନଜର। କାରଣ ଅର୍ଥମନ୍ତ୍ରୀଙ୍କ ଆଗରେ ରହିଛି ଅନେକ...

toll gate
ସରକାରଙ୍କ ନିଷ୍ପତ୍ତିକୁ ଫୁ କରି ପିପିଲି ଟୋଲ୍ ଗେଟ୍‌ରୁ ଆଦାୟ ହେଉଛି ଫି’

ପିପିଲି: ଗୁଣ୍ଡିଚା, ବାହୁଡ଼ା ଓ ସୁନାବେଶ ଦିନ ପୁରୀ ଯିବାକୁ ଥିବା କୌଣସି ଗାଡ଼ିରୁ ପିପିଲି ଟୋଲ୍‌ ଗେଟ୍‌ରେ ଫି’ ଆଦାୟ କରାଯିବ ନାହିଁ ବୋଲି ସରକାର ନିଷ୍ପତ୍ତି ନେଇଥିଲେ। ହେଲେ ଆଜି ପିପିଲି ଟୋଲ୍ ଗେଟ୍‌ରୁ ଫି’ ଆଦାୟ କରାଯାଇଥିବା ଅଭିଯୋଗ ହୋଇଛି। ପୁରୀ ଯାଉଥିବା ଭକ୍ତମାନେ...

election..
୨୦ରେ ପାଟକୁରା ବିଧାନସଭା ନିର୍ବାଚନ

ଭୁବନେଶ୍ୱର: ଶେଷରେ ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି। ପାଟକୁରା ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ଜୁଲାଇ ୨୦ରେ ପାଟକୁରାରେ ନିର୍ବାଚନ ହେବ। ଜୁଲାଇ ୨୪ରେ ଭୋଟ୍‌ ଗଣତି ହେବ। ଏନେଇ ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ସାଧାରଣ ନିର୍ବାଚନ ବେଳେ...

swaraj 11
ପ୍ରେସ୍‌ମିଟ୍‌ କରି ପ୍ରେମିକାଙ୍କ ସଂପର୍କରେ ଜଣାଇବେ ଅଭିନେତା ସ୍ୱରାଜ!

ଭୁବନେଶ୍ୱର:  ଓଲିଉଡ୍‌ ଅଭିନେତା ସ୍ୱରାଜ ଓ ଅଭିନେତ୍ରୀ ଭୂମିକା ଶିଶୁ କଳାକାରରୁ ଅଭିନୟ ଦୁନିଆରେ ପାଦ ଥାପିଛନ୍ତି। ଏହି ଦୁଇ କଳାକାରଙ୍କ ଫିଲ୍ମ ‘ତୁ ମୋ ଲଭ୍‌ ଷ୍ଟୋରୀ-୨’ ରଜରେ ରିଲିଜ୍‌ ହୋଇଥିଲା। ଦର୍ଶକମାନେ ମଧ୍ୟ ଫିଲ୍ମଟିକୁ ବେଶ୍‌ ପସନ୍ଦ କରିଛନ୍ତି। ନିକଟରେ ଦୁହେଁ ଓଟିଭିର ‘ଗପସପ’ କାର୍ଯ୍ୟକ୍ରମକୁ ଆସିଥିଲେ। ଆଉ ଏଥିରେ...

aditya pancholi
ରେଞ୍ଜ ରୋଭର ଗାଡ଼ିରେ ମୋ ସହ ଦୁଷ୍କର୍ମ କରିଥିଲେ ପାଞ୍ଚୋଲି, କହିଲେ ବଲିଉଡ୍‌ ନାୟିକା

ମୁମ୍ବାଇ: ପ୍ରଯୋଜକ ତଥା ଅଭିନେତା ଆଦିତ୍ୟ ପାଞ୍ଚୋଲିଙ୍କ ନାମରେ ଜଣେ ଆଗଧାଡ଼ିର ନାୟିକା ଦୁଷ୍କର୍ମ ଅଭିଯୋଗ ଆଣିଛନ୍ତି। ସେଦିନର ଘଟଣାକୁ ନେଇ ସେ ପୁଲିସ୍‌ ନିକଟରେ ବଖାଣିଛନ୍ତି। ୨୦୦୪-୨୦୦୬ ମସିହାରେ ସେ ଏହି ଘଟଣା ବାବଦରେ ଜଣେ ବରିଷ୍ଠ ପୁଲିସ୍‌ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ କୌଣସି ଲାଭ ମିଳିନଥିଲା ବୋଲି...

CM Naveen Patnaik
ରଥଯାତ୍ରା ଅବସରରେ ଶ୍ରଦ୍ଧାଳୁଙ୍କୁ ‌ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପବିତ୍ର ରଥଯାତ୍ରା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଟ୍ୱିଟ୍‌ ଜରିଆରେ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଓଡ଼ିଆରେ ଟ୍ୱିଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ଏକ ଭିଡିଓ ମଧ୍ୟ ପୋଷ୍ଟ୍ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ଘୋଷଯାତ୍ରା ଅବସରରେ ସାରା...

pm modi
ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ପବିତ୍ର ରଥଯାତ୍ରା। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍‌ ଜରିଆରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପବିତ୍ର ରଥଯାତ୍ରାର ଶୁଭ ଅବସରରେ ସମସ୍ତ ଦେଶବାସୀଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା । ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନରେ...

puri
ମହାପ୍ରଭୁଙ୍କ ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି, ଅବକାଶ ନୀତି ଶେଷ

ପୁରୀ: ଆଜି ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା। ଏନେଇ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଭାଇଭଉଣୀଙ୍କୁ ଧରି ଗୁଣ୍ଡିଚା ଯାତ୍ରାରେ ଯିବେ ଜଗତର ନାଥ ଶ୍ରୀଜଗନ୍ନାଥ। ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କ ମହାମିଳନକୁ ସମସ୍ତେ ଅପେକ୍ଷା କରିଛନ୍ତି।  ଆଜି ସକାଳୁ ଶ୍ରୀଜିଉଙ୍କ ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି ଓ ଅବକାଶ ନୀତି ଶେଷ ହୋଇଛି। ନୀତି...

puri
ଆଜି ପବିତ୍ର ରଥଯାତ୍ରା: ଭାଇଭଉଣୀଙ୍କୁ ଧରି ଗୁଣ୍ଡିଚା ଘର ଯିବେ ଜଗତର ନାଥ ଶ୍ରୀଜଗନ୍ନାଥ

ପୁରୀ: ଆଜି ପୁଣି ବଡ଼ଦାଣ୍ଡରେ ହେବ ଭକ୍ତ ଓ ଭଗବାନଙ୍କ ମିଳନ। କାରଣ ଆଜି ହେଉଛି ମହାପ୍ରଭୁଙ୍କ ପ୍ରସିଦ୍ଧ ଘୋଷଯାତ୍ରା। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ନେଇ ତାଙ୍କ ଗୁଣ୍ଡିଚା ଘରକୁ ଯିବେ।  ଏଥିପାଇଁ ସିଂହଦ୍ୱାର ଆଗରେ ଶ୍ରୀଜିଉଙ୍କ ଅପେକ୍ଷାରେ ସୁସଜ୍ଜିତ ହୋଇ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।