• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

dhoni
ବିଶ୍ୱକପ୍‌ ପରେ ଧୋନିଙ୍କ ଅବସର!

ନୂଆଦିଲ୍ଲୀ: ବିଶ୍ୱକପ୍‌ ସହ ଶେଷ ହୋଇପାରେ ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ କ୍ରିକେଟ କ୍ୟାରିୟର।  ଆସନ୍ତା ବର୍ଷ ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି-ଟ୍ୱେଣ୍ଟି ବିଶ୍ୱକପ୍ ପୂର୍ବରୁ ଟିମ୍ ଇଣ୍ଡିଆର ନବକଳେବର ହେବ। ଏଥିରୁ ମହେନ୍ଦ୍ର ସିଂ ଧୋନି ବାଦ୍ ପଡ଼ିବା ସମ୍ଭାବନା ରହିଛି। ଅନ୍ୟପକ୍ଷରେ...

ambati rayudu
ଅନ୍ତର୍ଜାତୀୟ କ୍ରିକେଟକୁ ଅଲ୍‌ବିଦା କହିଲେ ଅମ୍ବାତି ରାୟୁଡୁ

ନୂଆଦିଲ୍ଲୀ: ଟିମ୍‌ ଇଣ୍ଡିଆର ବ୍ୟାଟସ୍‌ମ୍ୟାନ୍‌ ଅମ୍ବାତି ରାୟୁଡୁ ଏକ ଅପ୍ରତ୍ୟାଶିତ ଘଟଣାକ୍ରମରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବେ ବୋଲି ଘୋଷଣା କରିଛନ୍ତି। ତାଙ୍କୁ ବିଶ୍ୱକପ୍‌ ଟିମ୍‌ରେ ସାମିଲ କରା ନ ଯିବାରୁ ସେ ଏଭଳି ଘୋଷଣା କରିଥିବା କୁହାଯାଉଛି। ବିଶ୍ୱକପ୍‌ ପୂର୍ବରୁ ରାୟୁଡୁ ଟିମ୍‌ ଇଣ୍ଡିଆର ୪ ନଂରେ...

ratha yatra
ରାତି ପାହିଲେ ରଥଯାତ୍ରା: ସିସିଟିଭି ନଜରରେ ପୁରୀ, ସନ୍ଦିଗ୍ଧଙ୍କ ଉପରେ ରହିବ ତୀକ୍ଷ୍ଣ ନଜର

ପୁରୀ: ଶ୍ରୀଜିଉଙ୍କ ରଥଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ପୁରା ସହରରେ ୧୪୨ ପ୍ଲାଟୁନ୍ ଫୋର୍ସ, ୨ କମ୍ପାନୀ ଆର୍‌ଏଏଫ୍‌, ତିନି ୟୁନିଟ୍ OSAF ନିୟୋଜିତ ହୋଇଛନ୍ତି। ଏକ ହଜାର ଅଫିସର୍, ୨ ଜଣ ପୁଲିସ୍‌ ଅତିରିକ୍ତ ମହାନିର୍ଦ୍ଦେଶକ ସୁରକ୍ଷା ବ୍ୟବସ୍ଥାର ତତ୍ତ୍ୱାବଧାନ ଦାୟିତ୍ୱରେ ରହିଛନ୍ତି। ଏହାସହ...

weather
ରଥଯାତ୍ରାରେ ପାଗ ଶୁଖିଲା ରହିବ!

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲ୍ ମାର୍କଡ ଲୋ ପ୍ରେସର ଛତିଶଗଡ଼ ଆଡକୁ ମୁହାଁଇଛି। ତେବେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଏହାର ପ୍ରଭାବ ଓଡ଼ିଶା ଉପରେ ରହିବ। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନ ଓ ଉପକୂଳବର୍ତ୍ତୀ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ବର୍ଷା ହେବାର...

naveen patnaik
ନବାଗତ ବିଧାୟକଙ୍କ ସହ ବ୍ରେକ୍‌ଫାଷ୍ଟ କଲେ, ଗୁରୁମନ୍ତ୍ର ଦେଲେ ନବୀନ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଷ୍ଟାଇଲ୍‌ରେ ଟିପ୍ସ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଞ୍ଚମ ଥର ପାଇଁ କ୍ଷମତାକୁ ଫେରିବା ପରେ ନବୀନ ପଟ୍ଟନାୟକ ବିଜେଡିର ନବାଗତ ବିଧାୟକଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି। ଏଥିପାଇଁ ନବୀନ ନିବାସରେ ଆଜି ନିଆରା ଅନ୍ଦାଜରେ ବ୍ରେକ୍‌ଫାଷ୍ଟର ଆୟୋଜନ ହୋଇଥିଲା। ପ୍ରଥମ ଥର ପାଇଁ...

plus two admission
ଯୁକ୍ତ ଦୁଇ ଆଡମିଶନ୍ ପୂର୍ବରୁ ଅବ୍ୟବସ୍ଥା

ଭୁବନେଶ୍ୱର: ଯୁକ୍ତ ୨ ପାଇଁ ଆଜିଠୁ ନାମଲେଖା ଆରମ୍ଭ ହୋଇଛି। ହେଲେ ନାମଲେଖା ଆରମ୍ଭରୁ ହିଁ ଅବ୍ୟବସ୍ଥା ଦେଖା ଦେଇଛି। ଛାତ୍ରଛାତ୍ରୀମାନେ ଇଣ୍ଟିମେସନ୍‌ ଲେଟର୍‌ ଡାଉନ୍‌ଲୋଡ୍‌ କରିପାରୁ ନଥିବା ଅଭିଯୋଗ ହୋଇଛି। ଫଳରେ ଦୀର୍ଘ ସମୟ ଧରି ଛାତ୍ରଛାତ୍ରୀ ଓ ଅଭିଭାବକ ଏନେଇ ଅପେକ୍ଷା କରି ରହିଥିବା ଖବର...

virat 1
‘ଇଣ୍ଟରନେଟ୍ ଜେଜେମା’ଙ୍କୁ ଭେଟି ଆଶୀର୍ବାଦ ନେଲେ ବିରାଟ ଓ ରୋହିତ

ବର୍ମିଂହାମ୍‌: ଚଳିତ କ୍ରିକେଟ୍‌ ବିଶ୍ୱକପ୍‌ରେ ଗତକାଲି ଭାରତ ଓ ବାଂଲାଦେଶ ମଧ୍ୟରେ ଏକ ଲିଗ୍ ମ୍ୟାଚ୍ ଖେଳା ଯାଇଥିଲା। ଭାରତ ଏହି ମ୍ୟାଚ୍‌କୁ ୨୮ ରନ୍‌ରେ ଜିତି ସେମି ଫାଇନାଲ୍‌ରେ ପହଞ୍ଚି ଯାଇଛି। ଭାରତ ପ୍ରଥମେ ବ୍ୟାଟିଂ କରି ୩୧୪ ରନ୍ କରିଥିବା ବେଳେ ‘ହିଟ୍‌ ମ୍ୟାନ୍’ ରୋହିତ...

dam
ଲଗାଣ ବର୍ଷାରେ ଭୁଶୁଡ଼ିଲା ଡ୍ୟାମ୍‌; ୬ ମୃତ, ୨୦ରୁ ଅଧିକ ନିଖୋଜ

ମୁମ୍ବାଇ: ଲଗାଣ ବର୍ଷାରେ ମହାରାଷ୍ଟ୍ରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ମହାରାଷ୍ଟ୍ରର ରତ୍ନଗିରି ଜିଲ୍ଲାରେ ଥିବା ତିୱାରି ଡ୍ୟାମ୍‌ର ବନ୍ଧ ଭାଙ୍ଗି ଯିବା ଫଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଡ୍ୟାମ୍‌ର ପାଣି ହଠାତ୍ ଗାଁ ଭିତରେ ପଶି ଯିବା ଫଳରେ ୬ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ୨୦ରୁ...

admission
ଆଜିଠୁ ଯୁକ୍ତ ଦୁଇ ଆଡମିଶନ୍

ଭୁବନେଶ୍ୱର: ଯୁକ୍ତ ୨ ପାଇଁ ଆଜିଠାରୁ ନାମଲେଖା ଆରମ୍ଭ ହେଉଛି। ଯୁକ୍ତ ଦୁଇ ପ୍ରଥମ ବର୍ଷ ଲାଗି ୩ଲକ୍ଷ ୭୫ ହଜାର ୯୫୮ ଜଣ ଛାତ୍ରଛାତ୍ରୀ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୩ଲକ୍ଷ ୩୩ହଜାର ୫୭୩ ଜଣ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି। ଗତକାଲି ପ୍ରଥମ କଟ୍ ଅଫ୍ ମାର୍କ...

naveen-patnaik
ନବୀନ ଦେବେ ଗୁରୁମନ୍ତ୍ର

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଷ୍ଟାଇଲ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବି ଦେବେ ଟିପ୍ସ।  ପଞ୍ଚମ ଥର ପାଇଁ କ୍ଷମତାକୁ ଫେରିଥିବା ନବୀନ ପଟ୍ଟନାକୟ ବିଜେଡିର ନବାଗତ ବିଧାୟକଙ୍କୁ ଟିପ୍ସ ଦେବେ ବୋଲି ଜଣାପଡ଼ିଛି। ଏଥିପାଇଁ ନବୀନ ନିବାସରେ ଆଜି ନିଆରା ଅନ୍ଦାଜରେ ବ୍ରେକ୍‌ଫାଷ୍ଟର ଆୟୋଜନ କରାଯାଇଛି। ପ୍ରଥମ...

cloudy
ବର୍ଷା ସହ ବଜ୍ରପାତ ସମ୍ଭାବନା; ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଉପକୂଳ ସମେତ ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି। ଆଗାମୀ ୨୪ ଘଣ୍ଟା ଯାଏ ଏପରି ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ୫ଟି ଜିଲ୍ଲାକୁ ଭୁବନେଶ୍ୱର...

accident
ଅଟୋକୁ ଧକ୍କା ଦେଲା ବସ୍‌; ଜଣେ ମୃତ, ଦୁଇ ଆହତ

ଜଳେଶ୍ୱର(ଅଜିତ ଦାସ): ଏକ ଗୋରୁ ବୋଝେଇ ଡାଲା ଅଟୋକୁ ବସ୍‌ ପଛ ପଟୁ ଧକ୍କା ଦେବା ଫଳରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲ୍ଲା ଜାତୀୟ ରାଜପଥ-୬୦ ନନ୍ଦିକା ନିକଟରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ୨ଜଣ ଆହତ ହେବାସହ ଦୁଇ ଗୋରୁଙ୍କର ମୃତ୍ୟୁ ମଧ୍ୟ ହୋଇଛି। ମୃତକ ନାବାଳକଙ୍କ ଘର ପଶ୍ଚିବାଡ଼ର ବୋଲି ଜଣାପଡ଼ିଛି।...

heavy rainfall
ମୁମ୍ବାଇରେ ଦାଉ ସାଧୁଛି ଲଗାଣ ବର୍ଷା; ମୃତ୍ୟୁ ସଂଖ୍ୟା ୩୫କୁ ବୃଦ୍ଧି

ମୁମ୍ବାଇ: ଲଗାଣ ବର୍ଷରେ ବେହାଲ ମହାରାଷ୍ଟ୍ର। ବିଶେଷ କରି ମୁମ୍ବାଇରେ ସ୍ଥିତି ଅଧିକ ସଙ୍ଗୀନ ହୋଇପଡ଼ିଛି। ଏପରିକି ଲୋକଙ୍କୁ ଉଦ୍ଧାର କରି ସୁରକ୍ଷିତ ସ୍ଥାନକୁ ନେବା ପାଇଁ ନୌସେନାର ଯବାନ ମୁତୟନ ହୋଇଛନ୍ତି। ପ୍ରବଳ ବର୍ଷାରେ ସହରର କୁରଲା ଅଞ୍ଚଳ ବିଶେଷ ପ୍ରଭାବିତ ହୋଇଛି। ସ୍ପିଡ୍ ବୋଟ୍‌ ସହାୟତାରେ...

vote
ପାଟକୁରା ନିର୍ବାଚନ ତାରିଖ ଘୋଷଣାକୁ ନେଇ ଅନିଶ୍ଚିତତା

ଭୁବନେଶ୍ୱର: ପାଟକୁରା ବିଧାନସଭା ଆସନରେ କେବେ ନିର୍ବାଚନ ତାରିଖ ଘୋଷଣା ହେବ ତାକୁ ନେଇ ଅନିଶ୍ଚିତତା ଲାଗି ରହିଛି। ପାଟକୁରା ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବାରେ ମାତ୍ରାଧିକ ବିଳମ୍ବ ସତ୍ତ୍ୱେ ଦୁଇ ପ୍ରମୁଖ ରାଜନୀତିକ ଦଳ ବିଜେପି ଓ ବିଜେଡିର ନିରବତାକୁ ନେଇ ସାଧାରଣରେ ପ୍ରଶ୍ନ ଉଠିଲାଣି।...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।