• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

congress
ଆଦିବାସୀ ଛାତ୍ରୀନିବାସ ଅନ୍ତେବାସିନୀ ଗର୍ଭବତୀ ଘଟଣାକୁ ନେଇ କମ୍ପିଲା ବିଧାନସଭା

ଭୁବନେଶ୍ୱର: ରାଜଧାନୀର ଆଦିବାସୀ ଛାତ୍ରୀନିବାସ ଅନ୍ତେବାସିନୀ ଗର୍ଭବତୀ ଘଟଣାକୁ ନେଇ ଆଜି ବିଧାନସଭାର ଶୂନ୍ୟକାଳରେ ଉଦ୍‌ବେଗ ପ୍ରକାଶ ପାଇଛି। କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏହି ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କର ଏହା କ’ଣ ମା’ଙ୍କୁ ସମ୍ମାନ ବୋଲି ପ୍ରଶ୍ନ କରିଛନ୍ତି। ‘ଘଟଣାକୁ ଚପାଇବାକୁ ଉଦ୍ୟମ  କରାଯାଉଛି।...

supreme-court
‘କାଳିଆ’ ଯୋଜନାକୁ ନେଇ ଓଡ଼ିଶା ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍‌

ନୂଆଦିଲ୍ଲୀ/ଭୁବନେଶ୍ୱର: କାଳିଆ ଯୋଜନାକୁ ନେଇ ସୁପ୍ରିମକୋର୍ଟ ରାଜ୍ୟ ସରକାରଙ୍କୁ ନୋଟିସ୍ ଜାରି କରିଛନ୍ତି। ଏହା ବ୍ୟତୀତ ପିଏମ୍ କିଷାନ, ରୟତ ବନ୍ଧୁ ଓ ମୁଖ୍ୟମନ୍ତ୍ରୀ କୃଷି ଯୋଜନାକୁ ନେଇ ମଧ୍ୟ ସୁପ୍ରିମକୋର୍ଟ ନୋଟିସ କରିଛନ୍ତି। ତେଲେଙ୍ଗାନାର ପି.ପୁଲାରାଓଙ୍କ ପିଟିସନ ଉପରେ ଏହି ନୋଟିସ ହୋଇଛି। ଏସବୁ ଯୋଜନାକୁ ବେଆଇନ ଘୋଷଣା...

twins
ନବଜାତ ଯୋଡ଼ା ଶିଶୁକନ୍ୟାଙ୍କ ସ୍ୱାସ୍ଥ୍ୟାବସ୍ଥାର ଅନୁଧ୍ୟାନ ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ

କଟକ: ଜଗା-କାଳିଆଙ୍କ ପରେ ଚର୍ଚ୍ଚାକୁ ଆସିଥିବା ନବଜାତ ଯୋଡ଼ା ଶିଶୁକନ୍ୟାଙ୍କ ସ୍ୱାସ୍ଥ୍ୟାବସ୍ଥାର ଅନୁଧ୍ୟାନ ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଛି କଟକ ଶିଶୁଭବନର ବିଭିନ୍ନ ବିଭାଗର ବରିଷ୍ଠ ଡାକ୍ତରଙ୍କୁ ନେଇ ଏହି ଟିମ୍ ଗଠନ ହୋଇଛି। ପେଡିଆଟ୍ରିକ ସର୍ଜରୀ, ପେଡିଆଟ୍ରିକ୍ ମେଡ଼ିସିନ୍‌ ଆଦି ବିଭିନ୍ନ ବିଭାଗର ବରିଷ୍ଠ ଡାକ୍ତରଙ୍କୁ ନେଇ ୭...

assembly
ଶିଳ୍ପ ସଂସ୍ଥାରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ନମିଳିବା ନେଇ ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଶିଳ୍ପ ସଂସ୍ଥାରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ମିଳୁନାହିଁ।  ଏହାକୁ ନେଇ ଆଜି ବିଧାନସଭାରେ ଉଦ୍‌ବେଗ ପ୍ରକାଶ ପାଇଛି। ଉଭୟ ଶାସକ ଓ ବିରୋଧୀ ଦଳ ସଦସ୍ୟ ପ୍ରଶ୍ନୋତ୍ତର କାଳରେ ଏହି ପ୍ରସଙ୍ଗ ଉଠାଇଥିଲେ। ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ସୁଯୋଗ ମିଳୁ ବୋଲି ସେମାନେ ଦାବି...

poll violence
ଜଗତସିଂହପୁରରେ ନିର୍ବାଚନୀ ହିଂସା: ଦୁଇ ଗୋଷ୍ଠୀ ମୁହାଁମୁହିଁ

ପାରାଦୀପ: ଜଗତସିଂହପୁର ଜିଲ୍ଲା ଅଭୟଚାନ୍ଦପୁର ଥାନା ଅନ୍ତର୍ଗତ ଢିଙ୍କିଆ ଗାଁରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଏଥିରେ ସୁଶାନ୍ତ ସାମଲ ନାମକ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି। ତାଙ୍କୁ ଅଠରବାଙ୍କି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ବାଲିକୁଦା-ଏରସମା ନିର୍ବାଚନ ମଣ୍ଡଳୀର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ୩ ତାରିଖରେ...

mock drill
ରଥଯାତ୍ରା ପୂର୍ବରୁ ମକ୍‌ଡ୍ରିଲ୍‌

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପୁଲିସ୍‌ ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ପ୍ରସ୍ତୁତି ଚାଲିଛି। ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ପୁଲିସ୍‌ ରିଜର୍ଭ ଗ୍ରାଉଣ୍ଡରେ ପୁଲିସ୍‌ ପ୍ରଶାସନ ଦ୍ୱାରା ରଥଟଣା ପାଇଁ ଆଜି ମକ୍‌ଡ୍ରିଲ୍ କରାଯାଉଛି। ବଡ଼ଦାଣ୍ଡରେ ଯେପରି ଭାବରେ ସୁରୁଖୁରୁରେ ରଥଟଣା ହେବ ସେନେଇ ଏହି ମକ୍‌ଡ୍ରିଲ୍‌ ହେଉଛି। ରଥର...

heavy rainfall
ୱେଲମାର୍କ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ, ଚାନ୍ଦବାଲିରେ ସର୍ବାଧିକ ବର୍ଷା ରେକର୍ଡ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ୱେଲ୍‌ମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଜାରି ରହିଛି। ଆସନ୍ତାକାଲି ଯାଏ ଉପକୂଳ ସମେତ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ହେବାନେଇ ପାଣିପାଗ ବିଭାଗ ଆକଳନ କରିଛି। ଚାନ୍ଦବାଲିରେ...

mp aparajita sarangi
ସଂସଦରେ ଭୁବନେଶ୍ୱରର ଜଳବନ୍ଦୀ ସମସ୍ୟା କଥା ଉଠାଇଲେ ଅପରାଜିତା

ଭୁବନେଶ୍ୱର: ସଂସଦରେ ଭୁବନେଶ୍ୱରର ଜଳବନ୍ଦୀ ସମସ୍ୟା କଥା ସାଂସଦ ଅପରାଜିତା ଷଡ଼ଙ୍ଗୀ ଉଠାଇଛନ୍ତି। ସେ କହିଛନ୍ତି,“ ଘଣ୍ଟାଏ ବର୍ଷାରେ ଭୁବନେଶ୍ୱରରେ ଜଳବନ୍ଦୀ ଅବସ୍ଥା ସୃଷ୍ଟି ହେଉଛି। ଏନେଇ ରାଜ୍ୟ ସରକାର ଓ କେନ୍ଦ୍ର ସରକାର ମିଳିତ ଭାବେ ଏହି ସମସ୍ୟାର ସମାଧାନ କରିବାକୁ ଦୃଷ୍ଟି ଆକର୍ଷଣ କରନ୍ତୁ।” ସେ...

flight
ଅବତରଣ ବେଳେ ରନ୍‌ଓ୍ୱେରୁ ଖସିଗଲା ବିମାନ

ମୁମ୍ୱାଇ: ମୁମ୍ବାଇରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ସୋମବାର ବିଳମ୍ୱିତ ରାତିରେ ଏକ ବଡ଼ଧରଣର ଦୁର୍ଘଟଣାରୁ ସ୍ପାଇସ୍ ଜେଟର ଏକ ବିମାନ ଅଳ୍ପକେ ବର୍ତ୍ତି ଯାଇଛି। ଜୟପୁରରୁ ମୁମ୍ୱାଇ ଆସିଥିବା ଏହି ବିମାନ ମୁମ୍ୱାଇ ଏୟାରପୋର୍ଟରେ ଅବତରଣ କରିବା ବେଳେ ରନ୍‌ଓ୍ୱେରୁ ବାହାରି ଯାଇଥିଲା। ଏହାପରେ ପାଇଲଟ୍ ସଙ୍ଗେସଙ୍ଗେ...

sea water
ଗାଁରେ ପଶିଲା ସମୁଦ୍ର ପାଣି

କୋଣାର୍କ(ସଞ୍ଜୟ ପତି): ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ୍‌ ଅନ୍ତର୍ଗତ ଉଦୟକଣିରେ ସାମୁଦ୍ରିକ ଜୁଆର ପାଣି ପଶି ନିକଟସ୍ଥ ତିନୋଟି ଗାଁକୁ ଜଳମଗ୍ନ କରିଛି। ଫଳରେ ଛେନୁ, କଟକଣା, ତଣ୍ଡାହାର ପ୍ରଭୃତି ଗାଁ ପ୍ରତି ବିପଦ ସୃଷ୍ଟି ହୋଇଛି। ଏହି ସବୁ ଗାଁ ଚାରିପଟେ ଏବେ ସାମୁଦ୍ରିକ ଲୁଣି ପାଣି ମାଡ଼ିବା ଯୋଗୁ...

rainfall
ଲଗାଣ ବର୍ଷାରେ ଜମିଲା ବର୍ଷା ପାଣି; ଆହୁରି ୨୪ ଘଣ୍ଟା ବର୍ଷିବ

ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଥିବା ବେଳେ ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେପଟେ ଲଗାଣ ବର୍ଷାରେ ଅନେକ ସ୍ଥାନରେ ପାଣି ଜମି ରହିବା ସହ ଜନଜୀବନ ପ୍ରଭାବିତ ହୋଇଛି। ଖାଲି କଟକ, ଭୁବନେଶ୍ୱର,...

Jagannath-Temple
ଆଜି ଶ୍ରୀଜିଉଙ୍କ ନବଯୌବନ ଦର୍ଶନ

ପୁରୀ: ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦିବ୍ୟ ନବଯୌବନ ଦର୍ଶନ। ଏହି ଅନନ୍ୟ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଏଥିସହ ପରମ୍ପରା ଅନୁଯାୟୀ ଆଜି ଅଣସର ଘରେ ଦତ୍ତ ମହାପାତ୍ର ସେବକଙ୍କ ଦ୍ୱାରା ବନକ ଲାଗି ନୀତି ଚାଲିଛି। ଏହା ହେଉଛି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର ନୀତି।...

ravenshaw university
୩ଟି ବିଶ୍ୱବିଦ୍ୟାଳୟକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନୋଟିସ୍

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ତିନିଟି ବିଶ୍ୱବିଦ୍ୟାଳୟକୁ ନୋଟିସ୍ ଜାରି କରାଯାଇଛି। ଉତ୍କଳ, ରମାଦେବୀ ଏବଂ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳ ସଚିବଙ୍କୁ ଏହି ନୋଟିସ୍ ହୋଇଛି। ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ ପକ୍ଷରୁ ମିଳିଥିବା ସହାୟତା ରାଶିକୁ ସଠିକ୍ ଉପାୟରେ ଖର୍ଚ୍ଚ ହୋଇନଥିବା କିମ୍ବା ଖର୍ଚ୍ଚ ହୋଇଥିଲେ...

rain
୮ଟି ଜିଲ୍ଲା ପାଇଁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲ୍‌ମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହାର ପ୍ରଭାବରେ ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ...

wall collapsed
ଲଗାଣ ବର୍ଷାରେ କାନ୍ଥ ଭୁଶୁଡ଼ି ୧୯ ମୃତ

ପୁଣେ: ମୁମ୍ବାଇ ଓ ପୁଣେରେ ଲଗାଣ ବର୍ଷାରେ କାନ୍ଥ ଭୁଶୁଡ଼ି ୧୯ ଜଣଙ୍କ ମୃତ୍ୟୁ ଘଟିଛି। ମୁମ୍ବାଇର ପିମ୍ପିରିପଡ଼ା ଅଞ୍ଚଳରେ ଥିବା ଏକ ବସ୍ତିରେ କାନ୍ଥ ଭୁଶୁଡ଼ି ୧୩ ଜଣଙ୍କ ମୃତ୍ୟୁ ହୋଇ ଥିବାବେଳେ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ଏବେ ବି...

pic5
ଜୁଲାଇ ୨୧ରେ ଦ୍ୱିତୀୟ ସ୍ପେଶାଲ ଓଜେଇଇ

ଭୁବନେଶ୍ୱର: ଆସନ୍ତା ଜୁଲାଇ ୨୧ ତାରିଖରେ ଦ୍ୱିତୀୟ ସ୍ପେଶାଲ ଓଜେଇଇ ଅନୁଷ୍ଠିତ ହେବ। ଏଥିପାଇଁ ଆଜିଠାରୁ ଆସନ୍ତା ୭ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଆବେଦନ କରିପାରିବେ।  ବିଟେକ୍, ବିଟେକ୍ ଲାଟେରାଲ୍ ଏଣ୍ଟ୍ରି, ଏମ୍‌ବିଏ, ଏମ୍‌ସିଏ ଏବଂ ଲାଟେରାଲ୍ ଏଣ୍ଟ୍ରି ଏମ୍‌ସିଏ ପାଇଁ ଏହି ପରୀକ୍ଷା ହେବ। ଓଜେଇଇ ଭଳି ଏହି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।