• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

representational image
ରାସ୍ତାରୁ ଅଧ୍ୟାପକଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ବିରୁଳିଗଡ଼ ରାସ୍ତାରୁ ଜଣେ ଅଧ୍ୟାପକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ଅଶ୍ୱିନୀ କୁମାର ମିଶ୍ର। ସେ ରମ୍ଭା ସ୍ଥିତ ଜଗନ୍ନାଥ ମହାବିଦ୍ୟାଳୟରେ ଅଧ୍ୟାପକ ବୋଲି ଜଣାପଡ଼ିଛି। ଅଶ୍ୱିନୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ମୃତଦେହ ନିକଟରେ ଏକ ବାଇକ୍‌ ପଡ଼ିଛି। ଦୁର୍ଘଟଣା...

saroj meher
ଜେଇଙ୍କ ପରିବାରକୁ ପାଟଣାଗଡ଼ ବିଧାୟକଙ୍କ ସମର୍ଥକ ଧମକ ଦେଉଥିବା ଅଭିଯୋଗ

ବଲାଙ୍ଗିର: ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କ ବିରୋଧରେ ପୁଣି ଏକ ସଙ୍ଗୀନ ଅଭିଯୋଗ । ବିଧାୟକଙ୍କ ଦ୍ୱାରା ଉଠ୍‌ବସ୍ ହୋଇଥିବା କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କ ପତ୍ନୀ ଏହି ଅଭିଯୋଗ ଆଣିଛନ୍ତି। ବିଧାୟକଙ୍କ ସମର୍ଥକମାନେ ତାଙ୍କ ପରିବାରକୁ ଧମକ ଚମକ ଦେଉଥିବା ସେ ଅଭିଯୋଗ କରିଛନ୍ତି। ଏହି ପ୍ରସଙ୍ଗରେ...

malkangiri
ଇନ୍‌ଫର୍ମର ସନ୍ଦେହରେ ୨ ଜଣଙ୍କୁ ଅପହରଣ କରିଛନ୍ତି ମାଓବାଦୀ!

ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା କୁକୁରକୁଣ୍ଡ ଗାଁରୁ ପୁଲିସ୍‌ ଇନ୍‌ଫର୍ମର ସନ୍ଦେହରେ ଦୁଇ ଜଣ ବ୍ୟକ୍ତିଙ୍କୁ ମାଓବାଦୀ ଅପହରଣ କରି ନେଇଥିବା ଅଭିଯୋଗ ହୋଇଛି। ସେମାନେ ହେଲେ ଗୁଜା କୋବାସି ଓ ଉଙ୍ଗା କାଲମାଳି। ସୂଚନା ଅନୁଯାୟୀ, ଶୁକ୍ରବାର ରାତିରେ ଏକାଧିକ ସଶସ୍ତ୍ର ମାଓବାଦୀ ଆସି ଉଭୟଙ୍କୁ...

film producer
ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ କେଶବ ରାଉତଙ୍କ ପରଲୋକ

କଟକ: ବିଶିଷ୍ଟ ଚଳଚ୍ଚିତ୍ର ପ୍ରଯୋଜକ କେଶବ ରାଉତଙ୍କ ହୃଦ୍‌ଘାତରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। କଟକ ଶଙ୍କରପୁର ସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ‘ସୁନା ହରିଣୀ’, ‘ସୁନା ଚଢ଼େଇ’, ‘ସନ୍ତାନ’ ଓ ଭୀଷ୍ମପ୍ରତିଜ୍ଞା ଭଳି ଲୋକପ୍ରିୟ ଚଳଚ୍ଚିତ୍ରର ସେ...

CMC Commissioner
ବର୍ଷା ପୂର୍ବରୁ ସହରର ସ୍ଥିତି ପରଖିଲେ ସିଏମ୍‌ସି କମିଶନର

କଟକ: ସିଏମ୍‌ସି କମିଶନର ଅନନ୍ୟା ଦାସ ଆଜି କଟକର ବିଭିନ୍ନ ସ୍ଥାନ ବୁଲି  ସ୍ଥିତି ପରଖିଛନ୍ତି। ସହରର ବିଭିନ୍ନ ସ୍ଥାନ ବୁଲିବା ସହ ରାସ୍ତାଘାଟ ମରାମତି, ଜାଇକା କାମ, ଡ୍ରେନ୍‌, ପରିମଳ ବ୍ୟବସ୍ଥାର ତଦାରଖ କରିଥିଲେ କମିଶନର। ସହରର ମୌଳିକ ସମସ୍ୟା ଗୁଡ଼ିକର କିଭଳି ସମାଧାନ କରାଯାଇପାରିବ ସେନେଇ...

student
ପରୀକ୍ଷା ଦେଇଥିଲେ ବି ଅନୁପସ୍ଥିତ କହି ଫେଲ୍ କରିଦେଲେ ବୋର୍ଡ କର୍ତ୍ତୃପକ୍ଷ

ରାୟଗଡ଼ା: ଯୁକ୍ତ ଦୁଇ କାଉନସିଲ୍‌ର ଖାମଖିଆଲି ନୀତି ଯୋଗୁ ଯୁକ୍ତ ଦୁଇ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀ ମାନସିକ ସ୍ତରରେ ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଛାତ୍ରୀ ଜଣକ ପରୀକ୍ଷା ଦେଇଥିବା ସତ୍ତ୍ୱେ ସେ ଅନୁପସ୍ଥିତ ଥିବା ଦର୍ଶାଇ ତାଙ୍କୁ ବୋର୍ଡ କର୍ତ୍ତୃପକ୍ଷ ଫେଲ୍ କରିଥିବା ଅଭିଯୋଗ...

money seized
ବାଦାମବାଡ଼ି ଥାନା ନିକଟରୁ ୮୧ ଲକ୍ଷ ଟଙ୍କା ଜବତ

କଟକ (ଦେବାଶିଷ ମହାନ୍ତି): କଟକ ବାଦାମବାଡ଼ି ଥାନା ନିକଟରୁ କମିଶନରେଟ୍‌ ପୁଲିସ୍‌ ୮୧ ଲକ୍ଷ ଟଙ୍କା ଜବତ କରିଛି। ଏହି ଘଟଣାରେ ପୁଲିସ୍‌ ଦୁଇ ଜଣ ସନ୍ଦିଗ୍ଧ ଯୁବକଙ୍କୁ ଅଟକ ରଖିଛି। ଏହି ଦୁଇ ଯୁବକ ପଶ୍ଚିମବଙ୍ଗ ମେଦିନାପୁର ଜିଲ୍ଲାର ସୁନା ବ୍ୟବସାୟୀ ବୋଲି ପରିଚୟ ଦେଇଛନ୍ତି। ଗତକାଲି...

paradip
ପାରାଦୀପରେ ଡବଲ୍‌ ମର୍ଡର! ୨ ଯୁବକଙ୍କ କ୍ଷତାକ୍ତ ମୃତଦେହ ଠାବ

ପାରାଦୀପ: ପାରାଦୀପ ନେହରୁ ବଙ୍ଗଳା ଅଞ୍ଚଳରୁ ୨ଜଣ ଯୁବକଙ୍କ କ୍ଷତାକ୍ତ ମୃତଦେହ ଠାବ କରାଯାଇଛି। ମେରାଇନ୍ ଥାନାଠାରୁ ମାତ୍ର ୨ଶହ ମିଟର ଦୂରରେ ଉଭୟଙ୍କ ମୃତଦେହ ପଡ଼ିଥିବା ଆଜି ଦେଖିବାକୁ ମିଳିଛି। ଉଭୟଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ରିପୋର୍ଟ ଲେଖାଯିବା ସୁଦ୍ଧା ଯୁବକଙ୍କ ପରିଚୟ ମିଳି...

investigate
ଯାଞ୍ଚ ହେବ କନିଷ୍ଠ ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର

ଭୁବନେଶ୍ୱର: ଏଥର କଡ଼ାକଡ଼ି ଭାବେ ଯାଞ୍ଚ ହେବ କନିଷ୍ଠ ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗାଇଡ୍‌ଲାଇନ୍ସ୍‌ ଜାରି କରାଯାଇଛି। କିଛି ଶିକ୍ଷକ ଜାଲ୍ ସାର୍ଟିଫିକେଟ୍ ଦେଇଥିବା ଅଭିଯୋଗ ପରେ ଏହି ଗାଇଡ୍‌ଲାଇନ୍ସ୍‌ ଜାରି ହୋଇଛି। ସେପ୍ଟେମ୍ବର ୩୦ ସୁଦ୍ଧା ଡିପିସି...

lantern
ଲଣ୍ଠନ ଫାଟି ଜେଜେ, ନାତି ଗୁରୁତର

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ଦୀଘି ଗାଁରେ ଲଣ୍ଠନ ଫାଟି ଯିବାରୁ ଜଣେ ବ୍ୟକ୍ତି ଓ ତାଙ୍କ ନାତି ଗୁରୁତର ଆହତ ହୋଇଛନ୍ତି। ଆହତ ଦ୍ୱୟ ହେଲେ ଫକୀର ମହାରଣା (୬୫) ଓ ଶ୍ରୀନିବାସ ମହାରଣା (୮)। ଗତକାଲି ସନ୍ଧ୍ୟାରେ ବିଦ୍ୟୁତ୍‌ ସଂଯୋଗ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।